ଆଫ୍ରିକାନ୍ ସ୍ବାଇନ୍ ଫ୍ଲୁ ନେଇ ଆତଙ୍କ, ମଲେଣି ୩୭ ହଜାରରୁ ଅଧିକ ଘୁଷୁରୀ…
ନୂଆଦିଲ୍ଲୀ, ୧।୬ : ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ଏପରିସ୍ଥଳେ ବର୍ତ୍ତମାନ ଦେଶର ମିଜୋରାମ, ତ୍ରିପୁରା ଏବଂ ସିକିମ ଆଦି ୩ ଉତ୍ତର-ପୂର୍ବ ରାଜ୍ୟରେ ଆଫ୍ରିକାନ୍ ସ୍ବାଇନ୍ ଫ୍ଲୁ ନେଇ ଆତଙ୍କ ଦେଖାଦେଇଛି। ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି…
ସମଲିଙ୍ଗୀ ଯୋଡ଼ିଙ୍କୁ ଏକାଠି ରହିବାକୁ ଅନୁମତି ଦେଲେ ହାଇକୋର୍ଟ…
ଥିରୁଭାନନ୍ତପୁରମ୍, ୧।୬ : ସୌଦି ଆରବରେ ଅଧ୍ୟୟନ ସମୟରେ ଆଦିଲା ନଜରୀନ୍ ଏବଂ ଫାତିମା ନୁରା ପରସ୍ପରର ନିକଟତର ହୋଇଥିଲେ। ପରେ ଦୁହେଁ ଏକାଠି ରହିବାକୁ ସ୍ଥିର କଲେ । କିନ୍ତୁ ଆଦିଲା ଏବଂ ଫାତିମାଙ୍କ ସମ୍ପର୍କୀୟମାନେ ଏନେଇ ଆପତ୍ତି ଉଠାଇଥିଲେ।…
୨୭ ସେଲିବ୍ରିଟିଙ୍କୁ ସୁରକ୍ଷା ଦେବେ ପଞ୍ଜାବ ସରକାର, ସମୀକ୍ଷା ଜାରି…
ଚଣ୍ଡିଗଡ଼, ୧।୬ : ପଞ୍ଜାବରେ ପ୍ରସିଦ୍ଧ ଗାୟକ ସିଦ୍ଧୁ ମୁସୱାଲାଙ୍କ ହତ୍ୟା ପରେ ଭିଭିଆଇପି ସୁରକ୍ଷା ପ୍ରସଙ୍ଗରେ ରାଜ୍ୟ ସରକାର ନିଜର ଭୁଲକୁ ସୁଧାରିବାକୁ ଚେଷ୍ଟା କରୁଛନ୍ତି। ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ସରକାର ପୁଣିଥରେ ଭିଆଇପି ସୁରକ୍ଷା ସମୀକ୍ଷା କରିବା ଆରମ୍ଭ…
ଭାରତ ଗହମ ନେବାକୁ ମନା କଲା ତୁର୍କୀ…
ନୂଆଦିଲ୍ଲୀ, ୧।୬ : ଭାରତ ପଠାଇଥିବା ଗହମକୁ ତୁର୍କୀ ପ୍ରଶାସନ ନେବାକୁ ମନା କରିଛି। ଏହି ସାମଗ୍ରୀରେ ଫାଇଟୋସାନିଟାରୀ ଅଭିଯୋଗ କରି ତୁର୍କୀ କର୍ତ୍ତୃପକ୍ଷ ଏହି ସାମଗ୍ରୀ ଗ୍ରହଣ କରିବାକୁ ମନା କରିଦେଇଛନ୍ତି। ୨୯ ମଇରେ ତୁର୍କୀରେ ପହଞ୍ଚିଥିବା ଜାହାଜକୁ ଫେରିବାକୁ…
ଅନ୍ତ ହେଲା ୫ଶହ ବର୍ଷର ଅପେକ୍ଷା: ରାମ ମନ୍ଦିର ଗର୍ଭଗୃହର ଶିଳାନ୍ୟାସ କଲେ ଯୋଗୀ
ଆଯୋଧ୍ୟା,୧।୬: ଉତ୍ତରପ୍ରଦେଶର ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଦ୍ରୁତଗତିରେ ଚାଲିଛି। ବୁଧବାର ଆଯୋଧ୍ୟାବାସୀଙ୍କ ପାଇଁ ଏକ ଐତିହାସିକ ଦିନ ହୋଇଥିବା ୫ଶହ ବର୍ଷର ଅପେକ୍ଷାର ଅନ୍ତ ଘଟିଛି। ଶେଷରେ ରାମ ମନ୍ଦିରର ଗର୍ଭଗୃହର ଶିଳାନ୍ୟାସ ହୋଇଛି। ୟୁପି ମୁଖ୍ୟମନ୍ତ୍ରୀ…
ଶସ୍ତା ହେଲା ଗ୍ୟାସ ସିଲିଣ୍ଡର…
ନୂଆଦିଲ୍ଲୀ, ୧।୬ : ଦେଶରେ ଦର ଦାମ ବୃଦ୍ଧି ଯୋଗୁ ସଙ୍କଟ ସୃଷ୍ଟି ହୋଇଥିବାବେଳେ ଲୋକଙ୍କ ପାଇଁ ଖୁସି ଖବର ଆସିଛି। ଏଲପିଜି ସିଲିଣ୍ଡରର ଦାମ୍ରେ ବହୁତ ହ୍ରାସ ଘଟିଛି। ଜୁନ୍ ୧ ଠାରୁ କମର୍ସିଆଲ ଗ୍ୟାସ ସିଲିଣ୍ଡରର ଦାମ ସିଲିଣ୍ଡର…
ଦୈନିକ ମୃତ୍ୟୁ ସଂଖ୍ୟା ୧୦ ତଳେ…
ନୂଆଦିଲ୍ଲୀ, ୧।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…
କାର୍ଯ୍ୟାଳୟରେ ଏସଡିଓ ଲଗାଇଲେ ଓସାମା ବିନ ଲାଦେନଙ୍କ ଫଟୋ, ତଳେ ଲେଖିଲେ ବିଶ୍ୱର ସର୍ବଶ୍ରେଷ୍ଠ ଜୁନିୟର ଇଞ୍ଜିନିୟର
ଫରୁଖାବାଦ,୧ ।୬: ଉତ୍ତର ପ୍ରଦେଶର ଫରୁଖାବାଦ ବିଦ୍ୟୁତ ବିତରଣ ନିଗମର ଜଣେ ଏସଡିଓ ନିଜ କାର୍ଯ୍ୟାଳରେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ, ବାବା ସାହେବ ଆମ୍ବେଦକର, ମହାତ୍ମା ଗାନ୍ଧୀଙ୍କୁ ବାଦ ଦେଇ ଓସାମା ବିନ ଲାଦେନଙ୍କ ଫଟୋ ଲଗାଇ ଆସିଛନ୍ତି ଚର୍ଚ୍ଚାକୁ । ଏକଥା…
ରାଜ୍ୟ ସଭା ପ୍ରାର୍ଥୀ ଚୟନ: ଭାଜପାର ଓବିସି-ଦଳିତ ସୂତ୍ର
ନୂଆଦିଲ୍ଲୀ,୧ା୬: ରାଜ୍ୟ ସଭା ନିର୍ବାଚନ ଲାଗି ଭାଜପା ପ୍ରାର୍ଥୀ ଚୟନରେ ଓବିସି-ଦଳିତ ସୂତ୍ର ଆପଣାଇଥବା କୁହାଯାଉଛି। ରବିବାର ଓ ସୋମବାର ଘୋଷଣା କରାଯାଇଥିବା ୨୨ ପ୍ରାର୍ଥୀଙ୍କ ମଧ୍ୟରୁ ଅଧାରୁ ଅଧିକ ସାମାଜିକ ପଛୁଆ ବର୍ଗର ବୋଲି ଜଣାପଡ଼ିଛି। ବିଭିନ୍ନ ଦଳ, ଏପରିକି…
କଂଗ୍ରେସ ସାଧାରଣ ସମ୍ପାଦକ ପଦ ଛାଡ଼ିଲେ ଆଶିଷ ଦେଶମୁଖ
ମୁମ୍ବାଇ,୧ା୬: ରାଜ୍ୟ ସଭା ନିର୍ବାଚନ ଲାଗି ଟିକେଟ ପ୍ରଦାନରେ ଅସନ୍ତୋଷ ପ୍ରକାଶ କରି ମହାରାଷ୍ଟ୍ର ପ୍ରଦେଶ କଂଗ୍ରେସ କମିଟି (ପିସିସି) ସାଧାରଣ ସମ୍ପାଦକ ପଦରୁ ଆଶିଷ ଦେଶମୁଖ ମଙ୍ଗଳବାର ଇସ୍ତଫା ପ୍ରଦାନ କରିଛନ୍ତି। ଜଣେ ବାହାର ଲୋକଙ୍କୁ ରାଜ୍ୟ ସଭା ନିର୍ବାଚନ…
ଗାୟକ କେକେଙ୍କ ମୃତ୍ୟୁକୁ ନେଇ ମାମଲା ରୁଜୁ, ଶରୀର ଓ ମୁଣ୍ଡରେ ଲାଗିଛି ଆଘାତ!
କୋଲକାତା,୧ ।୬: ବଲିଉଡର ଆଗଧାଡିର ଗାୟକ କେକେ ଓରଫ କୃଷ୍ଣା କୁମାର କୁନ୍ନାଥଙ୍କର ମଙ୍ଗଳବାର ଅର୍ଥାତ୍ ମେ’ ୩୧ରେ ପରଲୋକ ହୋଇଯାଇଛି । କୋଲକାତାରେ ଏକ ଲାଇଭ୍ ପରଫରମାନ୍ସ ଦେବା ସମୟରେ ତାଙ୍କ ସ୍ୱାସ୍ଥ୍ୟ ବିଗିଡି ଯାଇଥିବା ସେ ଦର୍ଶାଇଥିଲେ ।…
ଭାଜପାକୁ ମିଳିଛି ୪୭୭ କୋଟି ଚାନ୍ଦା
ନୂଆଦିଲ୍ଲୀ,୧ା୬(ପି.ଟି.): ଆର୍ଥିକ ବର୍ଷ ୨୦୨୦-୨୧ରେ ଭାଜପାକୁ ୪୭୭.୫ କୋଟି ଟଙ୍କା ଚାନ୍ଦା ମିଳିଛି। ଏହି ସମୟରେ ବିରୋଧୀ ଦଳ କଂଗ୍ରେସ ୭୪.୫୦ କୋଟି ଟଙ୍କା ପାଇଛି, ଯାହା କି ଶାସକ ଦଳ ପାଇଥିବା ଚାନ୍ଦାର ମାତ୍ର ୧୫%। ମଙ୍ଗଳବାର ନିର୍ବାଚନ କମିଶନ…
Archives


