ଜାତୀୟ

କଂଗ୍ରେସ ସହିତ ବୁଡ଼ିବାକୁ ଚାହେଁନା, ପିକେଙ୍କ ମନ୍ତବ୍ୟ…

ବୈଶାଳୀ, ୩୧।୫ : କିଛି ଦିନ ତଳେ କଂଗ୍ରେସରେ ଯୋଗଦେବାକୁ ଆସିଥିବା ଏବଂ ଦଳର ସଫଳତା ପାଇଁ ରୋଡ ମ୍ୟାପ୍‌ ପ୍ରସ୍ତୁତ କରିଥିବା ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ)ଙ୍କ ମନ୍ତବ୍ୟରେ ଏବେ ୟୁଟର୍ନ ଦେଖିବାକୁ ମିଳିଛି। ପିକେ କହିଛନ୍ତି ଯେ, କଂଗ୍ରେସ…

ମୁସଓ୍ବୋଲା ହତ୍ୟା ମାମଲା: ବିଷ୍ଣୋଇ ଗ୍ୟାଙ୍ଗର ଦୁଇ ଗ୍ୟାଙ୍ଗଷ୍ଟର ଗିରଫ

ନୂଆଦିଲ୍ଲୀ,୩୧।୫: ଖ୍ୟାତନାମା ପଞ୍ଜାବୀ ଗାୟକ ସିଦ୍ଧୁ ମୁସଓ୍ବୋଲାଙ୍କ ହତ୍ୟା ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ମଙ୍ଗଳବାର ଭଟିଣ୍ଡା ଜେଲରେ ଥିବା ଗ୍ୟାଙ୍ଗଷ୍ଟାର ମନପ୍ରିତ ସିଂ ଏବଂ ଶରଦଙ୍କୁ ଗିରଫ କରାଯାଇଛି। ଉଭୟ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ଶାର୍ପ ସୁଟର ଏବଂ…

ଧୂମପାନ ବୟସ ୨୧କୁ ବୃଦ୍ଧି ହେଉ, ସୁପ୍ରିମ୍‌କୋର୍ଟରେ ଜନସ୍ବାର୍ଥ ମାମଲା ଦାଖଲ…

ନୂଆଦିଲ୍ଲୀ, ୩୧।୫ : ଧୂମପାନ ବୟସ ୨୧କୁ ବୃଦ୍ଧି ହେଉ। ଏହା ସହିତ ଖୋଲା ସିଗାରେଟ୍‌ ବିକ୍ରିକୁ ନିଷେଧ କରାଯାଉ। ଏନେଇ ଏକ ଜନସ୍ବାର୍ଥ ମାମଲା ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏ ସମ୍ପର୍କିତ ଆଇନ ପ୍ରଣୟନ କରାଯାଉ…

ବଢ଼ିଲା ଦୁଇ ସରକାରୀ ବୀମା ଯୋଜନାର ପ୍ରିମିୟମ…

ନୂଆଦିଲ୍ଲୀ, ୩୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର  ଦୁଇ ସରକାରୀ ବୀମା ଯୋଜନାର ପ୍ରିମିୟମରେ ବୃଦ୍ଧି କରିଛନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନାର ପ୍ରିମିୟମକୁ ବଢ଼ାଇ ଦେଇଥିବା ନେଇ…

ଲୋକ ସଭା ଉପ-ନିର୍ବାଚନ, ଆଜମ୍‌ଗଡ଼ରୁ ଲଢ଼ିପାରନ୍ତି ଡିମ୍ପଲ !…

ଲକ୍ଷ୍ନୌ, ୩୧।୫ : ଲୋକ ସଭା ଉପ-ନିର୍ବାଚନରେ ସମାଜବାଦୀ ପାର୍ଟିରୁ ଆଜମଗଡ ଆସନରୁ ଡିମ୍ପଲ ଯାଦବ ପ୍ରାର୍ଥୀ ହେବେ। ସୂତ୍ରରୁ ପ୍ରକାଶ ଯେ ଦଳର କାର୍ଯ୍ୟନିର୍ବାହୀ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ଆଜମଗଡ ଜିଲାର ସମସ୍ତ ଦଶଜଣ…

ଗ୍ରୁପ୍‌ କ୍ୟାପଟେନ୍‌ ବରୁଣ-ଏସ୍‌ପିଓ ଶାହାବାଜଙ୍କୁ ଶୌର୍ଯ୍ୟ ଚକ୍ର…

ନୂଆଦିଲ୍ଲୀ, ୩୧।୫ : ବୀରତା ପୁରସ୍କାର ପ୍ରଦାନ ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗ୍ରୁପ କ୍ୟାପଟେନ ବରୁଣ ସିଂ ଏବଂ ଏସ୍‌ପିଓ ଶାହାବାଜ ଅହମ୍ମଦଙ୍କୁ ମରଣୋପରାନ୍ତ ଶୌର୍ଯ୍ୟ ଚକ୍ରରେ ସମ୍ମାନୀତ କରିଛନ୍ତି। ୨୦୨୦ରେ ବିମାନ ଉଡ଼ାଣ ସମୟରେ ଗ୍ରୁପ କ୍ୟାପଟେନ ବରୁଣ…

ଶହୀଦ୍‌ ବିକାଶ କୁମାର-କୁଳଦୀପ୍‌ କୁମାରଙ୍କୁ ଶୌର୍ଯ୍ୟ ଚକ୍ର…

ନୂଆଦିଲ୍ଲୀ, ୩୧।୫ : ସିଆରପିଏଫ୍‌ ୨୦୪ କୋବ୍ରା ବାଟାଲିୟନ କନଷ୍ଟେବଳ ଶହୀଦ୍‌ ବିକାଶ କୁମାରଙ୍କୁ ଅତୁଳନୀୟ ବୀରତା ଲାଗି ରାଷ୍ଟ୍ରପତି ରାମନାଥ କୋବିନ୍ଦ ମରଣୋପରାନ୍ତ ଶୌର୍ଯ୍ୟ ଚକ୍ରରେ ସମ୍ମାନୀତ କରିଛନ୍ତି। ରାଷ୍ଟ୍ରପତିି ଭବନରେ ଆୟୋଜିତ ଏକ ଉତ୍ସବରେ ଏହି ବୀରତା ସମ୍ମାନ…

ଓଡ଼ିଶାର କମାଣ୍ଡୋ ଦେବାଶିଷ ସେଠୀ-ସୁଧୀର କୁମାର ଟୁଡୁଙ୍କୁ ଶୌର୍ଯ୍ୟ ଚକ୍ର…

ନୂଆଦିଲ୍ଲୀ, ୩୧।୫ : ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୀରତା ପୁରସ୍କାର ପ୍ରଦାନ କରିଛନ୍ତି। ଓଡ଼ିଶାର କମାଣ୍ଡୋ ଶହୀଦ୍‌ ଦେବାଶିଷ ସେଠୀ ଏବଂ ସୁଧୀର କୁମାର ଟୁଡୁଙ୍କୁ ମରଣୋପରାନ୍ତ ଶୌର୍ଯ୍ୟ ଚକ୍ର ପ୍ରଦାନ କରାଯାଇଛି। ଓଡ଼ିଶା ପୋଲିସ କମାଣ୍ଡୋ ଦେବଶିଷ ସେଠୀ ଏବଂ…

ଭାଜପାକୁ ମିଳିଛି କଂଗ୍ରେସ ଠାରୁ ୬ ଗୁଣା ଅଧିକ ଚାନ୍ଦା…

ନୂଆଦିଲ୍ଲୀ, ୩୧।୫ : ଶାସକ ଦଳ ଭାଜପା ବର୍ତ୍ତମାନ ଦେଶର ସବୁଠାରୁ ଧନୀ ଦଳ। ୨୦୧୯-୨୦ ଏଡିଆର୍‌ ରିପୋର୍ଟ ଅନୁଯାୟୀ, ମୋଟ ସମ୍ପତ୍ତି ପରିମାଣରେ ଭାଜପା ଦେଶର ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ଏକ ନମ୍ବର ସ୍ଥାନରେ ଥିବାବେଳେ ଦେଶର ସର୍ବ ପୁରାତନ…

ଶ୍ରୀଲଙ୍କାକୁ ୧୫ ହଜାର ଲିଟର କିରୋସିନ ପଠାଇଲା ଭାରତ, ୭ ଶହ ଧୀବରଙ୍କୁ ମିଳିବ ସହାୟତା…

ନୂଆଦିଲ୍ଲୀ/କଲମ୍ବୋ, ୩୧।୫ : ସ୍ବାଧୀନତା ପରଠାରୁ ଶ୍ରୀଲଙ୍କା ସବୁଠୁ ବଡ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ଖାଲି ହୋଇ ଯାଇଛି। ଫଳରେ ଖାଦ୍ୟ ସାମଗ୍ରୀ, ଇନ୍ଧନ ଏବଂ ଔଷଧ ଭଳି ଅତ୍ୟାବଶ୍ୟକ ଜିନିଷ ଆମଦାନୀରେ…

ରାଜ ଠାକରେ ଅସୁସ୍ଥ

ମୁମ୍ବାଇ,୩୧ ।୫: ମହାରାଷ୍ଟ୍ର ନବ ନିର୍ମାଣ ସେନାର ମୁଖ୍ୟ ରାଜ ଠାକରେ ମଙ୍ଗଳବାର ଅସୁସ୍ଥ ହୋଇ ପଡିଛନ୍ତି । ତାଙ୍କୁ ମୁମ୍ବାଇର ଲିଲାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବୁଧବାର ତାଙ୍କର ସର୍ଜରୀ ହେବ ବୋଲି ଜଣାପଡିଛି । ଏମଏନଏସର ଜଣେ…

୧୦ କୋଟି ହିତାଧିକାରୀଙ୍କ ସଞ୍ଚୟ ଖାତାକୁ ୨୧ ହଜାର କୋଟି ଗଲା…

ନୂଆଦିଲ୍ଲୀ, ୩୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନା ଅନ୍ତର୍ଗତ ୧୦ କୋଟିରୁ ଅଧିକ ହିତାଧିକାରୀଙ୍କ ସଞ୍ଚୟ ଖାତାକ ୨୧ ହଜାର କୋଟି ଟଙ୍କା ପଠାଇଛନ୍ତି। କରିଛନ୍ତି। ପିଏମ-କିଷାନ ଯୋଜନା ଏକାଦଶ କିସ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri