ଜାତୀୟ

ପୁଣି ମହଙ୍ଗା ପେଟ୍ରୋଲ-ଡିଜେଲ୍‌: ୮ ଦିନରେ ୭ଥର ବଢିଲା ଦର

ନୂଆଦିଲ୍ଲୀ,୨୯।୩: ପୁଣି ବଢିଲା ପେଟ୍ରୋଲ ଏବଂ ଡିଜେଲ୍‌ ଦାମ୍‌। ମଙ୍ଗଳବାର ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ଯଥାକ୍ରମେ ୮୦-୭୦ ପଇସା ମହଙ୍ଗା ହୋଇଛି। ଏହାସହ ୮ ଦିନ ମଧ୍ୟରେ ୭ଥର ପେଟ୍ରୋଲ ଏବଂ ଡିଜେଲ୍‌ ଦର ବଢିଛି। ଦର...

‘ଧର୍ମଘଟରେ ସାମିଲ ଅଧିକାର ସରକାରୀ କର୍ମଚାରୀଙ୍କର ନାହିଁ’

ଥିରୁଭାନନ୍ଥପୁରମ୍‌,୨୯।୩: ଟ୍ରେଡ୍‌ ୟୁନିୟନଗୁଡ଼ିକ ଦ୍ୱାରା ଡାକରା ଦିଆଯାଇଥିବା ୪୮ ଘଣ୍ଟିଆ ଦେଶବ୍ୟାପୀ ବନ୍ଦ ଡାକରାରେ ସରକାରୀ କର୍ମଚାରୀ ଯୋଗ ଦେଇପାରିବେ ନାହିଁ ବୋଲି କେରଳ ହାଇକୋର୍ଟ ସୋମବାର କହିଛନ୍ତି। ଏଥିପାଇଁ ରାଜ୍ୟ ସରକାର ତୁରନ୍ତ ନିର୍ଦ୍ଦେଶନାମା ଜାରି କରିବାକୁ କୋର୍ଟ...

ଚିତ୍ରା ରାମକ୍ରିଷ୍ଣାଙ୍କ ହାଜତ ମିଆଦ ବଢ଼ିଲା

ନୂଆଦିଲ୍ଲୀ,୨୯।୩: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) କୋ-ଲୋକେଶନ ମାମଲାରେ ସମ୍ପୃକ୍ତ ଏହାର ପୂର୍ବତନ ପରିଚାଳନା ନିର୍ଦ୍ଦେଶିକା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଚିତ୍ରା ରାମକ୍ରିଷ୍ଣାଙ୍କ ବିଚାର ବିଭାଗୀୟ ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ ଏପ୍ରିଲ ୧୧ ପର୍ଯ୍ୟନ୍ତ ବୃଦ୍ଧି...

ପାର୍ଲାମେଣ୍ଟରେ ତେଲ ଦର ତାତି

ନୂଆଦିଲ୍ଲୀ,୨୯।୩: ବିରୋଧୀ ଦଳଗୁଡ଼ିକ ସୋମବାର ପାର୍ଲାମେଣ୍ଟରେ ତେଲ ଓ ରନ୍ଧନ ଗ୍ୟାସ ଦର ବୃଦ୍ଧିକୁ ନେଇ ହଟ୍ଟଗୋଳ କରିବା ସହ ବର୍ଦ୍ଧିତ ଦର ପ୍ରତ୍ୟାହାର ଦାବି କରିଥିଲେ। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରସଙ୍ଗରେ ଗୃହରେ ବିବୃତି ରଖନ୍ତୁ...

ଦ୍ୱିତୀୟଥର ବିବାହ କରିବେ ଆଇଏଏସ୍‌ ଟପ୍ପର ଟିନା ଡାବି

ନୂଆଦିଲ୍ଲୀ,୨୯।୩: ୨୦୧୫ର ସିଭିଲ ସର୍ଭିସରେ ଦେଶରେ ଶୀର୍ଷ ସ୍ଥାନ ଅଧିକାର କରିଥିବା ଟିନା ଡାବି ଦ୍ୱିତୀୟଥର ବିବାହ କରିବାକୁ ଯାଉଛନ୍ତି। ନିକଟରେ ୨୦୧୩ ବ୍ୟାଚ ଆଇଏଏସ୍‌ ଅଧିକାରୀ ପ୍ରଦୀପ ଗାୱାଣ୍ଡେଙ୍କ ସହ ତାଙ୍କର ନିର୍ବନ୍ଧ ଶେଷ ହୋଇଛି। ଏହି ବିଷୟରେ...

ଥମୁନି ତୈଳ ଦର ବୃଦ୍ଧି: ପେଟ୍ରୋଲ ୩୨, ଡିଜେଲ ୩୭ ପଇସା ପୁଣି ବଢ଼ିଲା

ନୂଆଦିଲ୍ଲୀ,୨୯ା୩: ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧିର ପ୍ରଭାବ ସିଧା ଭାରତୀୟ ତୈଳ ବଜାରରେ ପଡୁଛି। ଫଳରେ କ୍ରମାଗତ ଭାବେ ୪ର୍ଥ ଦିନ ଲାଗି ଉଭୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ବଢ଼ିଛି। ଏପରିକି ଗତ ୭ ଦିନ...

ୟୁପିରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ: ବ୍ରଜେଶଙ୍କୁ ମିଳିଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କ୍ଷମତା ସମ୍ଭାଳିବା ପରେ ସୋମବାର ମନ୍ତ୍ରୀଙ୍କ ବିଭାଗଗୁଡ଼ିକୁ ବଣ୍ଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ନିଜ ପାଖରେ ରାଜସ୍ବ, ଗୃହ ଓ ସୂଚନା ଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ରଖିଥିବା ବେଳେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ...

ଟୋକିଓ ଅଲିମ୍ପିକ୍ସରେ ଇତିହାସ ରଚିଥିବା ନୀରଜ ଚୋପ୍ରାଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୮।୩: ଟୋକିଓ ଅଲିମ୍ପିକ୍ସରେ ଜାଭଲିନ୍‌ ଥ୍ରୋରେ ସ୍ବର୍ଣ୍ଣ ପଦକ ଜିତିଥିବା ନୀରଜ ଚୋପ୍ରାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ନୀରଜ ଚୋପ୍ରାଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି। ସୋମବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଆନୁଷ୍ଠାନିକ...

ବଢ଼ିଲା ଚିତ୍ରାଙ୍କ ଅଡୁଆ

ନୂଆଦିଲ୍ଲୀ,୨୮।୩: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) କୋ-ଲୋକେଶନ ମାମଲାରେ ସମ୍ପୃକ୍ତ ଏହାର ପୂର୍ବତନ ପରିଚାଳନା ନିର୍ଦ୍ଦେଶିକା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଚିତ୍ରା ରାମକ୍ରିଷ୍ଣାଙ୍କ ବିଚାର ବିଭାଗୀୟ ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ ଏପ୍ରିଲ ୧୧ ପର୍ଯ୍ୟନ୍ତ ବୃଦ୍ଧି...

ବୁଲ୍‌ଡୋଜର ଭୟ: ୧୪ଦିନରେ ଆତ୍ମସମର୍ପଣ କଲେଣି ୫୦ରୁ ଊର୍ଦ୍ଧ୍ୱ ଅଭିଯକ୍ତ

ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପାର ବହୁମତରେ ବିଜୟ ପରେ ଯୋଗୀ ଆଦିତ୍ୟନାଥ ସରକାର ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଯୋଗୀ ସରକାର ଏବେ ଆକ୍ସନ ମୁଡରେ ଆସିଯାଇଛନ୍ତି। ଯୋଗୀଙ୍କ ୨.୦ ସରକାରରେ ବୁଲ୍‌ଡୋଜର ଭୟରେ...

ବିଧାନସଭାରେ ମାରପିଟ ଘଟଣାରେ ୭ଭାଜପା ବିଧାୟକ ଆହତ

କୋଲକାତା,୨୮।୩: ପଶ୍ଚିମବଙ୍ଗ ବିଧାନସଭାରେ ସୋମବାର ବଜେଟ ଅଧିବେଶନର ଶେଷ ଦିନରେ ଗୃହରେ ଉତ୍ତେଜନା ଦେଖାଦେଇଛି। ଭାଜପା ବୀରଭୂଇଁ ହିଂସା ଉପରେ ଚର୍ଚ୍ଚା କରିବାକୁ ଚାହୁଁଥିବା ବେଳେ ଟିଏମ୍‌ସି ବିଧାୟକମାନେ ମାରପିଟ୍‌ ଓ ଠେଲାପେଲା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ...

ମୃତ ଭାଜପା କର୍ମକର୍ତ୍ତାଙ୍କ ପରିବାରଙ୍କୁ ସହାୟତା ରାଶି ଘୋଷଣା କଲେ ଯୋଗୀ ସରକାର

ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ କୁଶୀନଗରରେ ଭାଜପାର ବିଜୟ ଉତ୍ସବ ପାଳନ ସମୟରେ ଜଣେ ମୁସଲମାନ ଯୁବକ ବାବରଙ୍କ ମୃତ୍ୟୁ ଘଟଣାରେ ତାଙ୍କ ପରିବାରବର୍ଗଙ୍କୁ ଯୋଗୀ ସରକାର କ୍ଷତିପୂରଣ ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri