ଜାତୀୟ

କୃଷକଙ୍କ ପାଇଁ ବଡ଼ ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୭।୮: କେନ୍ଦ୍ର ସରକାର ଚାଷୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। ସ୍ବଳ୍ପ ମିଆଦି ଋଣ ଠିକ ସମୟରେ ପରିଶୋଧ କରୁଥିବା ଚାଷୀଙ୍କ ପାଇଁ କ୍ୟାବିନେଟ ଇଣ୍ଟରେଷ୍ଟ ସବଭେନ୍ସନ ସ୍କିମ ଜାରି କରିଛି। ଏହି ସ୍କିମ୍‌ ଅନୁଯାୟୀ, ୩ ଲକ୍ଷ ଟଙ୍କା…

କେଜରିଓ୍ବାଲଙ୍କ ନୂଆ ମିଶନ ଦେଶଭର ମେଁ ଯାଉଙ୍ଗା, ୨୦୨୪କୁ ଲକ୍ଷ୍ୟ…

ନୂଆଦିଲ୍ଲୀ, ୧୭।୮ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ବୁଧବାର ମେକ ଇଣ୍ଡିଆ ନମ୍ବର ୱାନ ମିଶନ ଘୋଷଣା କରିଛନ୍ତି। ପ୍ରତ୍ୟେକ ଯୁବବର୍ଗଙ୍କୁ ଭଲ ଶିକ୍ଷା, ଚିକିତ୍ସା ଏବଂ ରୋଜଗାର ବିଷୟରେ ସେ…

ମୁଣ୍ଡ ନୋଇଲେ କେନ୍ଦ୍ର ସରକାର, ରୋହିଙ୍ଗ୍ୟା ଇଡବ୍ଲୁଏସ୍‌ ଫ୍ଲାଟ ପରିବର୍ତ୍ତେ ଡିଟେଂଶନ ସେଣ୍ଟରରେ ରହିବେ…

ନୂଆଦିଲ୍ଲୀ, ୧୭।୮ : ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଦିଲ୍ଲୀର ବକ୍କରୱାଲା ଅଞ୍ଚଳରେ ଇଡବ୍ଲୁଏସ୍‌ ଫ୍ଲାଟ ପ୍ରଦାନ କରିବାକୁ କେନ୍ଦ୍ର ସରକାର ବୁଧବାର ନିଷ୍ପତ୍ତି ନେଇଥିଲେ। ଏହା ପରେ କେନ୍ଦ୍ର ସରକାର ବିରୋଧର ସମ୍ମୁଖୀନ ହୋଇଥିଲେ। କେନ୍ଦ୍ରୀୟ ଗୃହ ଓ ନଗର ବ୍ୟାପାର ମନ୍ତ୍ରୀ…

ମହିଳା ପିନ୍ଧିଥିବା ପୋଷାକକୁ ଦୋଷ ଦେଲେ କୋର୍ଟ, ବଳାତ୍କାର ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର…

ଥିରୁଭାନନ୍ତପୁରମ୍‌, ୧୭।୮ : ଏକ ଯୌନ ଉତ୍ପୀଡ଼ନ ମାମଲାରେ କେରଳର କୋଜିକୋଡେ କୋର୍ଟ ୭୪ ବର୍ଷିୟ ଲେଖକ ତଥା ସମାଜସେବୀ ସିଭିକ ଚନ୍ଦ୍ରନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅଦାଲତ ଏହି ରାୟ ଘୋଷଣା କରିବାବେଳେ କହିଛନ୍ତି ଯେ ଭାରତୀୟ ଦଣ୍ଡବିଧି ସଂହିତା…

ଭାଜପା ସଂସଦୀୟ ବୋର୍ଡରୁ ଶିବରାଜ-ଗଡ଼କରୀ ବାହାରିଲେ…

ନୂଆଦିଲ୍ଲୀ, ୧୭।୮ : ଭାରତୀୟ ଜନତା ପାର୍ଟି ଦ୍ୱାରା ନୂତନ ସଂସଦୀୟ ବୋର୍ଡ ଘୋଷଣା କରାଯାଇଛି। ୍‌ବରିଷ୍ଠ ନେତା ଶିବରାଜ ସିଂ ଚୌହ୍ବାନ ଏବଂ ନିତିନ ଗଡକରୀଙ୍କୁ ବୋର୍ଡରେ ସ୍ଥାନ ମିଳିନାହିଁ। ଏଥି ସହିତ ବିଏସ ୟେଦୁରପ୍ପା ଏବଂ ବି.ଏଲ ସାନ୍ତୋଷଙ୍କୁ…

ଦେଶବାସୀ ଦେଖୁଛନ୍ତି କଥା କାର୍ଯ୍ୟ ମଧ୍ୟରେ ଥିବା ପାର୍ଥକ୍ୟ, ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ…

ନୂଆଦିଲ୍ଲୀ, ୧୭।୮ : ବିଲକିସ ବାନୋ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୧୧ ଅପରାଧୀଙ୍କ ମୁକ୍ତ କରିବା ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଦେଶବାସୀ ପ୍ରଧାନମନ୍ତ୍ରୀଙ୍କ କଥାଓ କାର୍ଯ୍ୟ…

ବିନା କାରଣରେ ସ୍ବାମୀଙ୍କ ସହିତ ନ ରହିବା ଏକ ପ୍ରକାର ନିର୍ଯାତନା, ଛାଡ଼ପତ୍ର ମାମଲାରେ କୋର୍ଟଙ୍କ ରାୟ…

ଭୋପାଳ, ୧୭।୮ : ଛାଡପତ୍ର ମାମଲାରେ ମଧ୍ୟପ୍ରଦେଶର ଫ୍ୟାମିଲି କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଅଦାଲତର ପ୍ରଧାନ ବିଚାରପତି କହିଛନ୍ତି ଯେ କୌଣସି ବୈଧ କାରଣ ବିନସେ୍‌ ସ୍ବାମୀଙ୍କ ସହ ନ ରହିବା ତାଙ୍କୁ ନିର୍ଯାତନା ଦେବା ସହ ସମାନ।…

ନିର୍ବାଚନରେ ଉପହାର ପ୍ରଦାନ ନେଇ ରାଜନୈତିକ ଦଳଙ୍କୁ ରୋକା ଯାଇ ପାରିବ ନାହିଁ…

ନୂଆଦିଲ୍ଲୀ, ୧୭।୮ : ନିର୍ବାଚନ ସମୟରେ ମାଗଣା ସୁବିଧା ତଥା ଜିନିଷ ଯୋଗାଇବା ପାଇଁ ରାଜନୈତିକ ଦଳଗୁଡିକ ପକ୍ଷରୁ ଯୋଜନା ଘୋଷଣା ତଥା ଉପହାର ପ୍ରଦାନକୁ ରୋକା ଯାଇପାରିବ ନାହିଁ। ସୁପ୍ରିମକୋର୍ଟ କହିଛନ୍ତି ଯେ ଆମେ ଏହାକୁ ବନ୍ଦ କରିପାରିବୁ ନାହିଁ।…

ମୁଖ୍ୟମନ୍ତ୍ରୀଙ୍କ କଥା ମାନୁ ନାହାନ୍ତି ପାଇଲଟ, ପୁଣି ସଙ୍କଟ, ଭାଜପା ପାଇଁ ନୂଆ ସୁଯୋଗ…

ଜୟପୁର, ୧୭।୮ : ରାଜସ୍ଥାନ ଜାଲୋରରେ ଜଣେ ଦଳିତ ଛାତ୍ରଙ୍କ ମୃତ୍ୟୁକୁ ନେଇ ପୁଣି ଥରେ ରାଜ୍ୟ ରାଜନୀତିରେ ବିବାଦ ସୃଷ୍ଟି ହୋଇଛି। ଭାରତୀୟ ଜନତା ପାର୍ଟି ଏବଂ ବହୁଜନ ସମାଜବାଦୀ ପାର୍ଟି (ଭଳି ବିରୋଧୀ ରାଜସ୍ଥାନ ସରକାରଙ୍କୁ ଘେରିଛନ୍ତି। ଏପରିସ୍ଥଳେ…

ଆଇନ ଜାଲରେ ଆଇନମନ୍ତ୍ରୀ : କୋର୍ଟରେ ଆତ୍ମସମର୍ପଣ କରିବା ପରିବର୍ତ୍ତେ ନେଲେ ଶପଥ…

ପାଟନା, ୧୭।୮ : ବିହାରରେ ମହାମେଣ୍ଟର ନୂତନ ସରକାର ଗଠନ ପରେ ମନ୍ତ୍ରଣାଳୟ ମଧ୍ୟ ବଣ୍ଟନ ହୋଇଛି। ମନ୍ତ୍ରଣାଳୟର ଅଧିକାଂଶ ମନ୍ତ୍ରୀ ଆରଜେଡି ସଦସ୍ୟ ହୋଇଛନ୍ତି। ମନ୍ତ୍ରଣାଳୟ ବଣ୍ଟନ ହେବା ମାତ୍ରେ ଆରଜେଡି ନେତା ତଥା ଆଇନ ମନ୍ତ୍ରୀ ହୋଇଥିବା ଏମଏଲସି…

ଘରୁ ମିଳିଲା ୬ ଜଣଙ୍କ ମୃତଦେହ

ଶ୍ରୀନଗର,୧୭।୮: ଜମ୍ମୁର ସିନ୍ଧ୍ରା ଅଞ୍ଚଳରେ ବୁଧବାର ଗୋଟିଏ ପରିବାରର ୬ ଜଣଙ୍କ ମୃତଦେହ ମିଳିଛି। ମୃତକମାନେ ହେଲେ ସାକିନା ବେଗମ, ତାଙ୍କ ଝିଅ ନସିମା ଅଖତର ଏବଂ ରୁବିନା ବାନୋ, ପୁଅ ଜାଫର ସଲିମ ଏବଂ ଦୁଇ ସମ୍ପର୍କୀୟ ନୁର-ଉଲ-ହବିବ ଏବଂ…

ରାଜ୍ୟ ସଭା ଉପାଧ୍ୟକ୍ଷ ପଦରୁ ଇସ୍ତଫା ଦେବେନି ହରିବଂଶ

ନୂଆଦିଲ୍ଲୀ, ୧୭।୮ : ନୀତୀଶ କୁମାର ବିହାରରେ ଭାଜପା ସହିତ ମେଣ୍ଟ ଭାଙ୍ଗି ମହାମେଣ୍ଟର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏହା ପରେ ବି ରାଜ୍ୟ ସଭା ଉପାଧ୍ୟକ୍ଷ ପଦରୁ ଜେଡିୟୁ ନେତା ହରିବଂଶ ନାରାୟଣ ସିଂ ଇସ୍ତଫା ଦେଇନାହାଁନ୍ତି। ସେ ଏହି ପଦରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri