୭୬୨ କି.ମି. ଆସିବାକୁ ଟ୍ରେନ୍କୁ ଲାଗିଲା ବର୍ଷେ
ରାଞ୍ଚି,୨୮।୫: ଛତିଶଗଡ଼ରୁ ଏକ ମାଲ୍ବାହୀ ଟ୍ରେନ୍ ଚାଉଳ ଧରି ଝାଡ଼ଖଣ୍ଡର ନୂଆ ଗିରିଡିହ ଷ୍ଟେଶନରେ ପହଞ୍ଚିବାକୁ ବର୍ଷେ ଲାଗିଛି। ଏହାକୁ ନେଇ ରେଲଓ୍ବେ ଅଧିକାରୀମାନେ ବିସ୍ମିତ ହୋଇଛନ୍ତି। ଗତବର୍ଷ ଚାଉଳ ବୋଝେଇ ଟ୍ରେନ୍ଟି ଯାତ୍ରା ଆରମ୍ଭ ରକିଥିଲା। ୭୬୨ କି.ମି. ଅତିକ୍ରମ…
ଆଜି ଗୁଜୁରାଟ ଯିବେ ମୋଦି
ଗାନ୍ଧିନଗର,୨୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜରାଟ ଗସ୍ତରେ ଯିବେ। ଏହି ଅବସରରେ ପୂର୍ବାହ୍ନ ୧୦ ଟାରେ ପ୍ରଧାନମନ୍ତ୍ରୀ ରାଜକୋଟର ଆଟକୋଟସ୍ଥିତ ନବନିର୍ମିତ ମାତୁଶ୍ରୀ କେଡିପି ମଲ୍ଟି ସ୍ପେସାଲିଟି ହସ୍ପିଟାଲ ପରିଦର୍ଶନକରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ପରେ ଅପରାହ୍ନ ପ୍ରାୟ ୪…
ୟୁନିଫର୍ମ ସିଭିଲ୍ କୋଡ୍ ଲାଗୁ ପାଇଁ କମିଟି ଗଠନ କଲା ଉତ୍ତରାଖଣ୍ଡ
ଡେରାଡୁନ୍,୨୮।୫: ଉତ୍ତରାଖଣ୍ଡରେ ସମାନ ନାଗରିକ ସଂହିତା(ୟୁନିଫର୍ମ ସିଭିଲ୍ କୋଡ୍) ଲାଗୁ କରିବା ପାଇଁ ରାଜ୍ୟ ସରକାର ଏକ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ରଞ୍ଜନା ପ୍ରକାଶ ଦେଶାଇ କମିଟିର ମୁଖ୍ୟ ଥିବାବେଳେ ଅବସରପ୍ରାପ୍ତ ବିଚାରପତି ପ୍ରମୋଦ କୋହଲି,…
ଓଡ଼ିଶା ହାଇକୋର୍ଟ ବିଚାରପତିଙ୍କୁ କୋଲକାତା ବଦଳି ସୁପାରିସ
ନୂଆଦିଲ୍ଲୀ,୨୭।୫: ଓଡ଼ିଶା ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଚିତ୍ତରଞ୍ଜନ ଦାସଙ୍କୁ କୋଲକାତା ହାଇକୋର୍ଟକୁ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଛନ୍ତି। ପ୍ରଧାନ ବିଚାରପତି ଏନ୍.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ କଲେଜିୟମ ତ୍ରିପୁରା ହାଇକୋର୍ଟର ଜଷ୍ଟିସ୍ ଶୁଭାଶିଷ ତଳପାତ୍ରଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି…
ଖାଦ୍ୟ ପରଷିବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ …
ଭୋପାଳ,୨୮।୫: ଖାଦ୍ୟ ଦେବାରେ ବିଳମ୍ବ ପାଇଁ ସ୍ବାମୀ ନିଜ ଉପରୁ ଆୟତ୍ତ ହରାଇ ସ୍ତ୍ରୀଙ୍କୁ କୂଅକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅଭାବନୀୟ ଘଟଣା ମଧ୍ୟପ୍ରଦେଶର ହାତପିପ୍ଲିୟା ଅଞ୍ଚଳର ଦଓ୍ବୋସରେ ଘଟିଛି। ମଙ୍ଗଳବାର ଦିନେଶ ମାଳି ଅପରାହ୍ନରେ ଘରକୁ ଖାଇବାକୁ ଆସିଥିଲେ। ଖାଦ୍ୟ…
‘ଭାରତ ସବୁବେଳେ ଆଫଗାନିସ୍ତାନ ସହ ଛିଡା ହୋଇଛି’
ନୂଆଦିଲ୍ଲୀ,୨୮।୫: ଆଫଗାନିସ୍ତାନର ଲୋକଙ୍କ ସହ ଭାରତର ସ୍ବତନ୍ତ୍ର ସମ୍ପର୍କ ରହିଛି ଆଗକୁ ମଧ୍ୟ ରହିବ ବୋଲି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି । ଆଫଗାନିସ୍ତାନ ପ୍ରସଙ୍ଗରେ ତାଜିକିସ୍ତାନରେ ଆୟୋଜିତ ୪ର୍ଥ ଆଞ୍ଚଳିକ ସୁରକ୍ଷା ସମ୍ମିଳନୀରେ ଯୋଗଦେଇ ଡୋଭାଲ ଭାରତର…
ରାଜ୍ୟ ସଭା ପାଇଁ ଆଜି ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ଭାଜପା
ନୂଆଦିଲ୍ଲୀ,୨୮ ।୫: ରାଜ୍ୟ ସଭା ପ୍ରାର୍ଥୀ ତାଲିକାକୁ ନେଇ ଏବେ ସବୁଦଳ ମଧ୍ୟରେ ଚାଲିଛି ମନ୍ଥନ । ତେବେ ଶନିବାର ଭାରତୀୟ ଜନତା ପାର୍ଟି(ଭାଜପା) ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବୋଲି କୁହାଯାଉଛି । ଏଥିରେ ଭାଜପା ଏବେ…
ଆସନ୍ତା ସପ୍ତାହରେ ଭାଜପାରେ ଯୋଗଦେବେ ହାର୍ଦ୍ଦିକ
ଅହମଦାବାଦ,୨୮ା୫(ଆଇଏଏନ୍ଏସ୍): କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ହାର୍ଦ୍ଦିକ ପଟେଲ ମେ’ ୩୦ କିମ୍ବା ୩୧ରେ ଭାଜପାରେ ଯୋଗଦେବେ। ଏନେଇ ସେ ଶୁକ୍ରବାର ଅହମଦାବାଦରେ ସୂଚନା ଦେଇଛନ୍ତି। ଏପରିକି ସେ ଆଗାମୀ ବିଧାନସଭା ନିର୍ବାଚନ ଭାଜପା ଟିକେଟରେ ଲଢ଼ିବେ ବୋଲି ମଧ୍ୟ କହିଛନ୍ତି।…
ଖାଲି ପାଦରେ ବନ୍ୟାଞ୍ଚଳ ବୁଲିଲେ ଆଇଏଏସ୍ ଅଧିକାରୀ
ଦିଶପୁର,୨୮।୫: ଆସାମ ବନ୍ୟାରେ ସବୁଠାରୁ କ୍ଷତିଗ୍ରସ୍ତ ହୋଇଥିବା କାଛରା ଜିଲା ପରିଦର୍ଶନ କରିଥିଲେ ଆଇଏଏସ୍ ଅଧିକାରୀ କୀର୍ତ୍ତି ଜାଲ୍ଲି। ପରିଦର୍ଶନ ବେଳର ଫଟୋ ଏବେ ସୋସିଆଲ ମିଡ଼ିଆରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। କୀର୍ତ୍ତି ଖାଲି ପାଦରେ ବନ୍ୟାଞ୍ଚଳ ପରିଦର୍ଶନ କରୁଥିବାର ଏକ…
ସାମ୍ପ୍ରଦାୟିକ ରାଜନୀତି ଦେଶ ପାଇଁ ବଡ଼ ବିପଦ
ବେଙ୍ଗାଲୁରୁ,୨୮ା୫: ବଂଶବାଦ ରାଜନୀତି ଅପେକ୍ଷା ସାମ୍ପ୍ରଦାୟିକ ରାଜନୀତି ଭାରତର ଭବିଷ୍ୟତ ଲାଗି ସବୁଠୁ ବଡ଼ ବିପଦ ବୋଲି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ୍ ନେତା ଏଚ୍.ଡି. କୁମାରସ୍ବାମୀ ଶୁକ୍ରବାର କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହାଇଦ୍ରାବାଦରେ ଏକ କାର୍ଯ୍ୟକ୍ରମରେ…
ଚିତ୍ରା ରାମକ୍ରିଷ୍ଣାଙ୍କୁ ସେବିର ୩.୧୨ କୋଟି ଟଙ୍କାର ଡିମାଣ୍ଡ ନୋଟିସ
ନୂଆଦିଲ୍ଲୀ,୨୮।୫: ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ପୂର୍ବତନ ସିଇଓ ଚିତ୍ରା ରାମକ୍ରିଷ୍ଣାଙ୍କୁ ଭାରତର ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ମଙ୍ଗଳବାର ୩.୧୨ କୋଟି ଟଙ୍କାର ଡିମାଣ୍ଡ ନୋଟିସ ପଠାଇଥିଲା। ଷ୍ଟକ୍ ଏକ୍ସଚେଞ୍ଜରେ ପରିଚାଳନାଗତ ତ୍ରୁଟିଜନିତ ମାମଲାରେ ତାଙ୍କୁ ଏହି ଅର୍ଥ…
ସନ୍ଧ୍ୟା ୭ଟା ପରେ, ସକାଳ ୬ଟା ପୂର୍ବରୁ ଡ୍ୟୁଟି କରିବାକୁ ବାଧ୍ୟ ନୁହେଁ ମହିଳା କାର୍ମଚାରୀ
ଲକ୍ଷ୍ନୌ,୨୮ ।୫: ମହିଳାଙ୍କ ସୁରକ୍ଷା ଓ ସେମାନଙ୍କ ଅଧିକାରକୁ ନେଇ ଉତ୍ତର ପ୍ରଦେଶ ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି । ଏଣିକି ମହିଳା କର୍ମଚାରୀଙ୍କୁ ସନ୍ଧ୍ୟ୍ୟା ୭ଟା ପରେ ଓ ସକାଳ ୬ଟା ପୂର୍ବରୁ କାମ କରିବାକୁ ବାଧ୍ୟ କରାଯାଇ…
Archives


