ଜାତୀୟ

ରାହୁଲଙ୍କ ଟି-ଶର୍ଟକୁ ନେଇ ରାଜନୀତି: ଭାଜପା କହିଲା ‘ଭାରତବାସୀ ଦେଖ’; କଂଗ୍ରେସ କହିଲା ‘ମୋଦିଙ୍କ ଶୁଟ୍‌, ଚଷମା…’

ଦୁବାଇ,୯।୯: କଂଗ୍ରେସ ଆରମ୍ଭ କରିଛି ‘ଭାରତ ଯୋଡୋ’ଯାତ୍ରା। ଶୁକ୍ରବାର ହେଉଛି ଏହି ଯାତ୍ରାର ତୃତୀୟ ଦିନ। ଏହି ଯାତ୍ରା କନ୍ୟାକୁମାରୀରୁ ଆରମ୍ଭ ହୋଇଥିବା ବର୍ତ୍ତମାନ ତାମିଲନାଡ଼ୁରେ ଚାଲିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହାର ନେତୃତ୍ୱ ନେଉଛନ୍ତି। ଏହାକୁ ଲୋକମାନେ ସମର୍ଥନ…

ଦେଶ ଉପରେ ନିଜ ବିଚାରଧାରାକୁ ଲଦି ଦେଉଛି ଭାଜପା: ରାହୁଲ

ନୂଆଦିଲ୍ଲୀ,୯ ।୯: କଂଗ୍ରେସ ୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଲାଣି । ଏଥିପାଇଁ ରାହୁଲ ଗାନ୍ଧଙ୍କ ନେତୃତ୍ୱରେ ଭାରତ ଯୋଡୋ ଯାତ୍ରା ଆରମ୍ଭ କରାଯାଇଛି । ଏହାରି ଭିତରେ ରାହୁଲ ଗାନ୍ଧୀ କନ୍ୟାକୁମାରୀରେ ଏକ ପ୍ରେସ କନଫରେନ୍ସ କରିଛନ୍ତି…

ରାଣୀ ଏଲିଜାବେଥଙ୍କ ବିୟୋଗରେ ଦିନିକିଆ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୯।୯: ବ୍ରିଟେନ ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଗୁରୁବାର ପରଲୋକ ଘଟିଛି। ତେବେ ତାଙ୍କ ବିୟୋଗରେ ଆସନ୍ତା ୧୧ ତାରିଖରେ ଭାରତ ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳନ କରିବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ବିଟ୍ରେନ ସହ ଭାରତର…

‘କର୍ତ୍ତବ୍ୟ ପଥ’ ନାମକରଣକୁ ସ୍ବାଗତ କଲେ କଂଗ୍ରେସ ବିଧାୟକ

ଶିମ୍‌ଲା,୯।୯: ହିମାଚଳ ପ୍ରଦେଶର ଶିମଲା ଗ୍ରାମ୍ୟର କଂଗ୍ରେସ ବିଧାୟକ ବିକ୍ରମଦିତ୍ୟ ସିଂ ମୋଦି ସରକାରଙ୍କ ଦ୍ୱାରା ଦିଲ୍ଲୀର ରାଜପଥର ନାମ ପରିବର୍ତ୍ତନକୁ ସ୍ବାଗତ କରିଛନ୍ତି। ୟ ଫେସବୁକ ପୋଷ୍ଟରେ ସେ ଲେଖିଛନ୍ତି, ରାଜପଥରୁ କର୍ତ୍ତବ୍ୟ ପଥ ନାମ ପରିବର୍ତ୍ତନ କରିବା ଏକ…

କର୍ତ୍ତବ୍ୟ ପଥରେ ନିୟୋଜିତ ହେବେ ଘରୋଇ ସୁରକ୍ଷା କର୍ମୀ

ନୂଆଦିଲ୍ଲୀ,୯।୯(ପି.ଟି.): ଇଣ୍ଡିଆ ଗେଟ୍‌ରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ‘କର୍ତ୍ତବ୍ୟ ପଥ’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟାରେ ଉଦ୍‌ଘାଟନ କରିଛନ୍ତି। ଏହି ବିସ୍ତୀର୍ଣ୍ଣ ଅଞ୍ଚଳରେ ହୋଇଥିବା ନିର୍ମାଣକୁ କେହି ଯେପରି ନ ଭାଙ୍ଗେ କିମ୍ବା ଚୋରି ନ କରେ, ସେଥିପାଇଁ ସୁରକ୍ଷା…

କୁର୍ଲିସ ରେଷ୍ଟୁରାଣ୍ଟ ଭାଙ୍ଗିବା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୯: ଗୋଆର କୁର୍ଲିସ ରେଷ୍ଟୁରାଣ୍ଟ ଭାଙ୍ଗିବାକୁ ନେଇ ସୁପ୍ରିମକୋର୍ଟ ସ୍ଥଗିତଦେଶ ଜାରି କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ନ୍‌ଶୁକ୍ରବାର ହେବ। ପରିବେଶ ନିୟମ ଉଲ୍ଲଂଘନ ହେତୁ ଏନଜିଟି ଏହାକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଥିଲା। ବର୍ତ୍ତମାନ ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ…

ବିବାଦୀୟ କୁର୍ଲିସ କ୍ଲବ ଉପରେ ଚଢିଲା ବୁଲ୍‌ଡୋଜର

ପାଣାଜୀ,୯।୯: ଅଭିନେତ୍ରୀ ତଥା ଭାଜପା ନେତ୍ରୀ ସୋନାଲି ଫୋଗାଟଙ୍କ ମୃତ୍ୟୁ ମାମଲାରେ ଗୋଆ ସରକାର ଶୁକ୍ରବାର ବଡ ପଦକ୍ଷେପ ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ସକାଳେ ବିବାଦୀୟ କୁର୍ଲିସ କ୍ଲବକୁ ସରକାର ଭାଙ୍ଗି ଦେଇଛନ୍ତି। ସିଆର୍‌ଜେଡ୍‌ ନିୟମ ଉଲ୍ଲଂଘନ କରିଥିବାରୁ ଏହି…

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୯।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬,୦୯୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ…

ଭୁଶୁଡିଲା ନିର୍ମାଣାଧୀନ କୋଠା: ୫ ଚାପି ହୋଇଥିବା ଆଶଙ୍କା

ନୂଆଦିଲ୍ଲୀ,୯।୯: ରାଜଧାନୀ ଦିଲ୍ଲୀର ଆଜାଦ ମାର୍କେଟ ଅଞ୍ଚଳରେ ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡିଛି। ୫ ଜଣ ଲୋକ ତଳେ ପୋତି ହୋଇଥିବା ଅଗ୍ନିଶମ ବିଭାଗ ଏହି ସୂଚନା ମିଳିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ତିନୋଟି ଅଗ୍ନିଶମ ଟେଣ୍ଡର…

ଆଜିଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିବ ସେଣ୍ଟ୍ରାଲ ଭିଷ୍ଟା, ଡିଏମଆରସି ଯୋଗାଇବ ବସ ସେବା

ନୂଆଦିଲ୍ଲୀ,୯ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଧାନୀ ଦିଲ୍ଲୀରେ ସେଣ୍ଟ୍ରାଲ ଭିଷ୍ଟାର ଉଦଘାଟନ କରି ଦେଇଛନ୍ତି । ଏହାପରେ ୯ ସେପ୍ଟେମ୍ବର ଅର୍ଥାତ୍ ଶୁକ୍ରବାର ସାଧାରଣ ଜନତାଙ୍କ ପାଇଁ ସେଣ୍ଟ୍ରାଲ ଭିଷ୍ଟା ଖୋଲି ଦିଆଯିବ । ଏଠାକୁ ଆସୁଥିବା ଲୋକଙ୍କ ପାଇଁ…

ରାଞ୍ଚି ପହଞ୍ଚିଲେ ରାଜ୍ୟପାଳ ରମେଶ ବୈସ, ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ସଦସ୍ୟତାକୁ ନେଇ ଯେ କୌଣସି ମୁହୂର୍ତ୍ତରେ ହୋଇପାରେ ନିଷ୍ପତ୍ତି

ରାଞ୍ଚି,୯ ।୯: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାନସଭା ସଦସ୍ୟତା ଶେଷ ହେବା ଆଶଙ୍କା ମଧ୍ୟରେ ଝାଡ଼ଖଣ୍ଡରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ସମୟରେ ରାଜ୍ୟପାଳ ରମେଶ ବୈସ ଝାଡ଼ଖଣ୍ଡ ଫେରିଛନ୍ତି । ଦୀର୍ଘ ପ୍ରାୟ ଏକ ସପ୍ତାହର ଦିଲ୍ଲୀ ଯାତ୍ରା ପରେ…

ପ୍ରତିଟି ଚାଷ ଜମିର ୟୁନିକ ଆଇଡି କରି ଆଧାର ସହ ଯୋଡିବେ ୟୁପି ସରକାର!

ଲକ୍ଷ୍ନୌ,୯ ।୯: ମୁଖ୍ୟ ସଚିବ ଦୁର୍ଗାଶଙ୍କର ମିଶ୍ର କହିଛନ୍ତି ଆଧାର କାର୍ଡ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନାକୁ ଲୋକଙ୍କ ନିକଟରେ ଭଲଭାବେ ପହଞ୍ଚାଇବାର ଏକ ମାଧ୍ୟମ ପାଲଟିଗଲାଣି । ଆଧାର ମାଧ୍ୟମରେ ଯୋଜନାର ଲାଭ ଲାଭାର୍ଥିଙ୍କ ପର୍ଯ୍ୟନ୍ତ ସହଜରେ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?