ଜାତୀୟ

ଫାରୁକ ଅବଦୁଲ୍ଲାଙ୍କୁ ଇଡିର ସମନ

ଶ୍ରୀନଗର,୨୭।୫: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାସନାଲ କନ୍‌ଫରେନ୍ସର ରାଷ୍ଟ୍ରୀୟ ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲାଙ୍କୁ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏକ ସମନ ପଠାଇଛି। ଇଡି ଫାରୁକଙ୍କୁ ମେ’୩୧ରେ ଦିଲ୍ଲୀ ମୁଖ୍ୟାଳୟରେ ହାଜର ହେବାକୁ ସମନ ଜାରି କରିଛି। ସୂଚନାଯୋଗ୍ୟ, ୨୦୨୦ରେ ମନି…

ଅନୀଲ ଦେଶମୁଖ ଆଇସିୟୁରେ ଭର୍ତ୍ତି

ମୁମ୍ବାଇ,୨୭।୫: ଜେଲ୍‌ରେ ଥିବା ଏନ୍‌ସିପି ନେତା ତଥା ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ଶୁକ୍ରବାର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଶୁକ୍ରବାର ଅନୀଲଙ୍କ ଛାତିରେ ଯନ୍ତ୍ରଣା ହେବା ସହ ଉଚ୍ଚ ରକ୍ତ ଚାପ ଓ କାନ୍ଧରେ କଷ୍ଟ ଅନୁଭବ କରିଥିଲେ। ଏହାପରେ ତାଙ୍କୁ…

ଗୋବର ବିକି ସ୍ବାମୀଙ୍କୁ ୮୦ ହଜାର ଟଙ୍କା ମୂଲ୍ୟର ବାଇକ୍‌ ଭେଟିଦେଲେ ଏହି ମହିଳା

ରାୟପୁର,୨୭।୫: ଗୋବର ବିକ୍ରି କରି ସ୍ବାମୀଙ୍କୁ ୮୦ ହଜାର ଟଙ୍କାର ଏକ ବାଇକ୍‌ କିଣି ଦେଇଛନ୍ତି ଜଣେ ମହିଳା। ଛତିଶଗଡ଼ର ଏହି ମାମଲା ଏବେ ଚାରିଆଡେ ଚର୍ଚ୍ଚାର ବିଷୟ ପାଲଟିଛି। ମହିଳାଜଣଙ୍କ ହେଲେ ନୀଳିମା ଦେବଙ୍ଗନ। ସେ ଛତିଶଗଡ଼ ମାଙ୍ଗାନାରର ବାସିନ୍ଦା।…

ଦେଶର ପ୍ରଥମ ପ୍ରଧାନମନ୍ତ୍ରୀଙ୍କ ୫୮ତମ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ-ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ୫୮ତମ ପୁଣ୍ୟତିଥି ଶୁକ୍ରବାର ପାଳନ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମେତ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଶୁକ୍ରବାର ସକାଳେ ପଣ୍ଡିତ ଜବାହାରଲାଲ…

ନଦୀକୁ ଖସିଲା ଯବାନଙ୍କୁ ନେଇ ଯାଉଥିବା ବସ୍‌

ଲେହ,୨୭।୫: ଲଦାଖର ତୁରତୁକ ସେକ୍ଟରରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨୬ଜଣ ଯବାନଙ୍କୁ ନେଇ ଯାଉଥିବା ଏକ ବସ୍‌ ଭାରସାମ୍ୟ ହରାଇ ଶ୍ୟୋକ ନଦୀରେ ଖସିପଡ଼ିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୭ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ…

ଓମ ପ୍ରକାଶ ଚୌତାଲାଙ୍କୁ ୪ ବର୍ଷ ଜେଲ

ନୂଆଦିଲ୍ଲୀ,୨୭ ।୫: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ ପ୍ରକାଶ ଚୌତାଲାଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ସିବିଆଇ କୋର୍ଟ । ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ମାମଲାରେ କୋର୍ଟ ଏହି ରାୟ ଦେଇଛନ୍ତି । ଦିଲ୍ଲୀର ଏକ କୋର୍ଟ ଚୌତାଲାଙ୍କ…

ଏନ୍‌ସିବି ଚାର୍ଜସିଟରେ ଆର୍ଯ୍ୟନଙ୍କ ନାଁ ନାହିଁ

ମୁମ୍ବାଇ,୨୭।୫: କ୍ରୁଜ ଡ୍ରଗ୍ସ ମାମଲାରେ ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କୁ ଶୁକ୍ରବାର ଆଶ୍ବସ୍ତି ମିଳିଛି। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ପକ୍ଷରୁ ଆର୍ଯ୍ୟନଙ୍କୁ ‘କ୍ଲିନ ଚିଟ୍‌’ ମିଳିଛି। ଗତ ବର୍ଷ ମୁମ୍ବାଇରେ ଏକ କ୍ରୁଜ ଉପରେ ଚଢାଉ ବେଳେ…

ମୋବାଇଲକୁ ନେଇ ସାନ ଭାଇଙ୍କୁ ହତ୍ୟା

ଅହମଦାବାଦ୍‌, ୨୭ା୫: ମୋବାଇଲରେ ଗେମ୍‌ ଖେଳିବା ପାଇଁ ଝଗଡ଼ା ହୋଇ ଗୁଜରାଟ ଖେଦା ଜିଲାର ଜଣେ ୧୬ ବର୍ଷୀୟ ବାଳକ ତାଙ୍କ ସାନ ଭାଇକୁ ହତ୍ୟା କରିଛନ୍ତି। ପୋଲିସ ସୂଚନା ମୁତାବକ, ସମ୍ପୃକ୍ତ ବାଳକଙ୍କ ମା’ ବାପା ରାଜସ୍ଥାନର ହୋଇଥିବା ବେଳେ…

ଓଡ଼ିଶା ସମେତ ୬ ହାଇକୋର୍ଟର ବିଚାରପତିଙ୍କ ବଦଳି

ନୂଆଦିଲ୍ଲୀ/କଟକ ଅଫିସ,୨୭।୫: ୬ ହାଇକୋର୍ଟର ବିଚାରପତିଙ୍କ ବଦଳି କରାଯାଇଛି। ସୁପ୍ରିମକୋର୍ଟଙ୍କ କଲେଜିୟମଙ୍କ ନିଷ୍ପତି କ୍ରମେ ଶୁକ୍ରବାର ଏହି ଅଦଳବଦଳ ହୋଇଛି। ଏ ନେଇ ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କୋଲକାତା ହାଇକୋର୍ଟକୁ ଓଡିଶା ହାଇକୋର୍ଟର ବିଚାରପତି ଜଷ୍ଟିସ…

ବିଧାନପରିଷଦରେ କାନ୍ଦିଲେ ମନ୍ତ୍ରୀ

ଲକ୍ଷ୍ନୌ,୨୭।୫: ୟୁପି ବିଧାନସଭାର ବଜେଟ ଅଧିବେଶନ ଚାଲିଛି। ଏହି ବଜେଟ ଅଧିବେଶନରେ ଏକ ଚର୍ଚ୍ଚିତ ଘଟଣା ଘଟିଛି। ବିଧାନ ପରିଷଦରେ ଯୋଗୀ ସରକାରରେ ମତ୍ସ୍ୟ ବିଭାଗର ମନ୍ତ୍ରୀ ଥିବା ସଞ୍ଜୟ ନିଶାଦ ସମାଜବାଦୀ ପାର୍ଟି ସରକାର ଥିବାବେଳେ ତାଙ୍କ ଭାଇଙ୍କ ହତ୍ୟା…

‘ମେକ ଇନ ଇଣ୍ଡିଆ’ର ଅଗ୍ରଗତି ଦେଖି ମୁଁ ବହୁତ୍‌ ଖୁସି: ମୋଦି

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ପ୍ରଗତି ମଇଦାନରେ ଦେଶର ସର୍ବବୃହତ ଡ୍ରୋନ ଫେଷ୍ଟିଭାଲର ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ଡ୍ରୋନ ପ୍ରଦର୍ଶନୀ ପରିଦର୍ଶନ କରିଥିଲେ ଏବଂ ‘ମେକ ଇନ ଇଣ୍ଡିଆ’ର ଅଗ୍ରଗତି ଦେଖି ଖୁସି ହୋଇଥିଲେ। ଏହି କାର୍ଯ୍ୟକ୍ରମକୁ…

ମଙ୍କିପକ୍ସକୁ ନେଇ ସତର୍କତା ଜାରି କଲେ ୟୁପି ସରକାର

ଲକ୍ଷ୍ନୌ,୨୭।୫: ମଙ୍କିପକ୍ସ ଭାଇରସ ସାରା ବିଶ୍ବରେ ଚିନ୍ତା ବଢାଇଛି । ଏହି ମାମଲା ବଢିବାରେ ଏବେ ଲାଗିଛି । ୧୫ ଦେଶରେ ୨୧୯ ମାମଲା ଚିହ୍ନଟ ହୋଇସାରିଲେଣି। ଏହାକୁ ଦୃଷ୍ଟିରେ ରଖି ୟୁପି ସରକାର ରାଜ୍ୟରେ ସତର୍କ ସୂଚନା ଜାରି କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri