ଦିଗ୍ବିଜୟ ସିଂଙ୍କୁ ବର୍ଷେ ଜେଲ
ଭୋପାଳ,୨୭।୩: ଭାଜପା ଯୁବ ମୋର୍ଚ୍ଚା କର୍ମୀଙ୍କ ଉପରକୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ମଧ୍ୟପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଦିଗ୍ବିଜୟ ସିଂଙ୍କୁ ଇନ୍ଦୋର ଜିଲାକୋର୍ଟ ୧ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ଉକ୍ତ ମାମଲାରେ ୬...
ହସିହସି କହୁଥିବା କଥା ଅପରାଧ ନୁହେଁ, ହାଇକୋର୍ଟ…
ନୂଆଦିଲ୍ଲୀ, ୨୬।୩ : ଦିଲ୍ଲୀ ହାଇକୋର୍ଟ ହେଟ୍ ସ୍ପିଚ୍ ମାମଲାର ବିଚାର କରି କହିଛନ୍ତି ଯେ, ହସିହସି କହୁଥିବା କଥା ଅପରାଧ ନୁହେଁ। ମାତ୍ର କିଛି ଆପତ୍ତିଜନକ କଥା କହିଲେ ଏହାକୁ ଅପରାଧ ଭାବେ ଗ୍ରହଣ କରାଯାଇପାରେ। ବିଚାରପତି ଚନ୍ଦ୍ରଧାରୀ...
୬ ମାସ ମାଗଣା ମିଳିବ ରାଶନ, କ୍ୟାବିନେଟ୍ ନିଷ୍ପତ୍ତି…
ନୂଆଦିଲ୍ଲୀ, ୨୬।୩ : ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ସମୟ ସୀମାକୁ ୬ ମାସ ବୃଦ୍ଧି କରାଯାଇଛି। ଏହା ମାର୍ଚ୍ଚ ୩୧ରେ ଶେଷ ହେଉଥିଲା। ଏବେ ଏହା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଜାରି ରହିବ। ଏହା ଦ୍ୱାରା ଦେଶର...
ପ୍ରତିରକ୍ଷା ମନ୍ତ୍ରଣାଳୟର ଘୋଷଣା, ସ୍ଥାପନ ହେବ ୨୧ ନୂଆ ସୈନିକ ସ୍କୁଲ…
ନୂଆଦିଲ୍ଲୀ, ୨୬।୩ : ଦେଶରେ ୨୧ ନୂଆ ସୈନିକ ସ୍କୁଲ ସ୍ଥାପନ କରିବା ଲାଗି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ଏସବୁ ଘରୋଇ ସ୍କୁଲ୍, ଏନ୍ଜିଓ ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ କାର୍ଯ୍ୟ କରିବ। ଦେଶବ୍ୟାପି...
ମାର୍ଚ୍ଚ ୩୧ରେ ‘ମହଙ୍ଗା ମୁକ୍ତ ଭାରତ’ ଅଭିଯାନ…
ନୂଆଦିଲ୍ଲୀ, ୨୬।୩ : କଂଗ୍ରେସ ପକ୍ଷରୁ ମାର୍ଚ୍ଚ ୩୧ରେ ‘ମହଙ୍ଗା ମୁକ୍ତ ଭାରତ’ ଅଭିଯାନ ଆରମ୍ଭ କରାଯିବାର ଯୋଜନା ପ୍ରସ୍ତୁତ କରାଯାଇଛି। କଂଗ୍ରେସର ମହାସଚିବ ଏବଂ ପ୍ରଦେଶ ମୁଖ୍ୟଙ୍କ ବୈଠକରେ ଶନିବାର ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଦରଦାମ ବୃଦ୍ଧି...
କଂଗ୍ରେସରେ ବିବାଦ-ଦଳ ଛାଡ଼ିବା-ପରାଜୟ ସଙ୍କଟ…
ନୂଆଦିଲ୍ଲୀ, ୨୬।୩ : ଦେଶର ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ପରେ କଂଗ୍ରେସରେ ସଙ୍କଟ ବଢ଼ିବାରେ ଲାଗିଛି। ଦଳରେ ବିବାଦ, ଦଳ ଛାଡ଼ିବା ଏବଂ ପରାଜୟକୁ ନେଇ ସ୍ଥିତି ଖରାପ ହେବାରେ ଲାଗିଛି। ଆସନ୍ତା ୧୫ ଦିନ ମଧ୍ୟରେ...
ଟିକାକରଣ ପ୍ରମାଣପତ୍ରରେ ପୁଣି ରହିବ ପ୍ରଧାନମନ୍ତ୍ରୀଙ୍କ ଫଟୋ…
ନୂଆଦିଲ୍ଲୀ, ୨୬।୩ : ଉତ୍ତରପ୍ରଦେଶ ସମେତ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ସମାପ୍ତ ହେବା ସହିତ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ପୁଣି କରୋନା ଟିକାକରଣ ପ୍ରମାଣପତ୍ରରେ ରଖିବାକୁ ଯୋଜନା କରୁଛନ୍ତି। ନିର୍ବାଚନ ତାରିଖ ଘୋଷଣା ହେବା...
ପାରମ୍ପରିକ ଔଷଧର ଗ୍ଲୋବାଲ ସେଣ୍ଟର ଗୁଜରାଟରେ…
ଅହମଦାବାଦ,୨୬।୩ : ଗୁଜରାଟକୁ ବିଶ୍ୱ ମାନଚିତ୍ରରେ ଉଜ୍ଜ୍ୱଳ କରିବା ପାଇଁ ସରକାର ଆଉ ଏକ ଉପହାର ଦେବାକୁ ଯାଉଛନ୍ତି । ପାରମ୍ପରିକ ଔଷଧ ଉପରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର ବିଶ୍ୱସ୍ତରୀୟ କେନ୍ଦ୍ର ରାଜ୍ୟର ଜାମନଗରରେ ପ୍ରତିଷ୍ଠା ହେବ। ଏଥିପାଇଁ ଜେନେଭାରେ ଭାରତର...
ବଦଳିଲା ଅନ୍ତର୍ଜାତୀୟ ବିମାନଯାତ୍ରାର ଗାଇଡଲାଇନ
ନୂଆଦିଲ୍ଲୀ,୨୬ ।୩: କରୋନା ମହାମାରୀ ସଂକ୍ରମଣ କମି ଆସିଥିବା ବେଳେ ଏବେ ଅନ୍ତର୍ଜାତୀୟ ବିମାନ ଯାତ୍ରାର ଗାଇଡ ଲାଇନରେ କିଛି ପରିବର୍ତ୍ତନ କରାଯାଇଛି । ଏବେ ଆଉ ବିମାନ ଭିତରେ ସାମାଜିକ ଦୂରତା ବା ୩ ସିଟ୍ ମଝିରେ ବ୍ୟବଧାନ...
୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪,୧୦୦…
ନୂଆଦିଲ୍ଲୀ, ୨୬।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୬୬୦ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୪,୧୦୦ ରହିଛି। ମହାରାଷ୍ଟ୍ରରେ କରୋନା ମୃତ୍ୟୁ ସଂଖ୍ୟା ଅପଡେଟ୍ କରାଯାଇଥିବାରୁ ଏଭଳି ସ୍ଥିତି...
ଝିଅଙ୍କ ମୃତଦେହକୁ କାନ୍ଧରେ ବୋହି ୧୦ କିମି ଚାଲିଲେ ବାପା
ଅମ୍ବିକାପୁର,୨୬।୩: ଛତିଶଗଡ଼ରେ ଓଡ଼ିଶାର ଦାନ ମାଝୀ ଭଳି ଘଟଣାର ପୁନରାବୃତ୍ତି। ଫରକ କେବଳ ସମ୍ପର୍କର। ଛତିଶଗଡର ଅମ୍ବିକାପୁର ଗାଁରୁ ଆସିଥିବା ଏଭଳି ଚିତ୍ର ଏବେ ସମସ୍ତଙ୍କୁ ବିଚଳିତ କରୁଛି। ଝିଅଙ୍କ ମୃତଦେହକୁ କାନ୍ଧରେ ବୋହି ରାସ୍ତା ଉପରେ ଚାଲି ଚାଲି...
ବିଧାୟକ ଦଳଙ୍କ ବୈଠକରେ ଶିବପାଳଙ୍କୁ ଦିଆଯାଇନି ନିମନ୍ତ୍ରଣ
ଲକ୍ଷ୍ନୌ,୨୬।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପରେ ସମାଜବାଦୀ ପାର୍ଟି(ଏସ୍ପି)ର ନବନିର୍ବାଚିତ ବିଧାୟକଙ୍କ ବୈଠକ ଶନିବାର ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସାମିଲ ହେବା ନେଇ ସକାଳୁ ଦଳରେ ହଇଚଇ ଦେଖାଦେଇଥିଲା। କିନ୍ତୁ ସବୁଠାରୁ...
Archives


