ଜାତୀୟ

ଥମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୨୫।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ହଜାର ୬୮୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୮୩ଜଣଙ୍କ ମୃତ୍ୟୁ...

ଏହି ଯୁବକଙ୍କ ଜଣେ ବଡ଼ ପ୍ରଶଂସକ ପ୍ରଧାନମନ୍ତ୍ରୀ ମୋଦି: ଟୁଇଟର୍‌ରେ କରୁଛନ୍ତି ଫଲୋ

ଭୋପାଳ,୨୫।୩:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପ୍ରଦେଶ ଖରଗୋନ ଜିଲାର ନିଆରା ଚିତ୍ରକାର ଆୟୁଷ କୁନ୍ଦଲଙ୍କ ଜଣେ ବଡ଼ ପ୍ରଶଂସକ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ଏହି ଚିତ୍ରକାରଙ୍କ ଉପରେ ଏତେ ପ୍ରଭାବିତ ହୋଇଥିଲେ ଯେ ସେ ତାଙ୍କ ଟୁଇଟର୍‌ ହ୍ୟାଣ୍ଡେଲକୁ ଫଲୋ କରି...

ମୋବାଇଲ ଭାଙ୍ଗିବାରୁ ଯୁବକଙ୍କୁ ହତ୍ୟା

ନାଗପୁର,୨୫।୩: ମହାରାଷ୍ଟ୍ରର ନାଗପୁର ସହରରେ ମୋବାଇଲ ଫୋନ ଭାଙ୍ଗିବାକୁ ନେଇ ଜଣେ ନାବାଳକ ଜଣେ ଶ୍ରମିକଙ୍କୁ ହତ୍ୟା କରିଛନ୍ତି। ମୃତକଙ୍କୁ ସାଲିରାମ ଆଲିଆସ ରିଙ୍କୁ କୁମାର (୩୧) ବୋଲି ଚିହ୍ନଟ କରାଯାଇଛି। ବୁଧବାର ରାତିରେ ଘଟିଥିବା ହତ୍ୟାକାଣ୍ଡ ପରେ ନାବାଳକଙ୍କୁ...

ଯୋଗୀଙ୍କ ଶପଥ ଗ୍ରହଣ ପୂର୍ବରୁ ହେବ ପୂଜାର୍ଚ୍ଚନା, ଯୋଗ ଦେବେ ମୋଦି

ଲକ୍ଷ୍ନୌ,୨୫ ।୩: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଶପଥ ନେବାକୁ ଯାଉଛନ୍ତି । ସନ୍ଧ୍ୟା ୪ଟାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏହା ପୂର୍ବରୁ ପୂଜାର୍ଚ୍ଚନା କରାଯିବ । ସାରା...

ପୁଣି ବଢିଲା ପେଟ୍ରୋଲ-ଡିଜେଲ୍‌

ନୂଆଦିଲ୍ଲୀ,୨୫।୩: ପୁଣି ବଢିଲା ପେଟ୍ରୋଲ ଏବଂ ଡିଜେଲ୍‌ର ଦାମ୍‌। ଶୁକ୍ରବାର ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ୮୦-୮୦ ପଇସା ମହଙ୍ଗା ହୋଇଛି। ଏହାପୂର୍ବରୁ ବହୁଳବ୍ୟବହାରକାରୀ ଗ୍ରାହକଙ୍କ ପାଇଁ ଡିଜେଲ ମୂଲ୍ୟ ଲିଟର ପିଛା ୨୫ ଟଙ୍କା ବୃଦ୍ଧି କରାଯାଇଥିଲା।...

ଭାରତରେ ଚାଇନା ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ,୨୫ା୩: ଚାଇନା ବହିର୍ବ୍ୟାପାର ମନ୍ତ୍ରୀ ଓ୍ବାଙ୍ଗ୍‌ ୟି ଗୁରୁବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ସେ ଶୁକ୍ରବାର ଏନ୍‌ଏସ୍‌ଏ ଅଜିତ୍‌ ଡୋଭାଲ ଏବଂ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ସାକ୍ଷାତ କରିବେ। ଗଲଓ୍ବାନ ସଂଘର୍ଷ ପରେ ଏହା ଓ୍ବାଙ୍ଗ୍‌ଙ୍କ ପ୍ରଥମ ଭାରତ ଗସ୍ତ।...

ଅଖିଳେଶ, ମାୟାବତୀଙ୍କୁ ଶପଥ ଗ୍ରହଣ ଉତ୍ସବକୁ ନିମନ୍ତ୍ରଣ କଲେ ଯୋଗୀ

ଲକ୍ଷ୍ନୌ,୨୫ ।୩: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଦ୍ୱିତୀୟଥର ଲାଗି ଶପଥ ନେବାକୁ ଯାଉଛନ୍ତି । ଏହି ଶପଥଗ୍ରହଣ ଉତ୍ସବ ଉପରେ ସମସ୍ତଙ୍କ ନଜର ଥିବା ବେଳେ ଏଥିରେ କେବଳ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ନୁହେଁ...

ଗୃହରେ ବିଧାନ ପରିଷଦ ଗଠନ ଦାବି ଉଠାଇଲା ବିଜେଡି

ନୂଆଦିଲ୍ଲୀ,୨୪।୩: ଓଡ଼ିଶାରେ ବିଧାନ ପରିଷଦ ଗଠନ ଲାଗି ରାଜ୍ୟ ସଭାରେ ବିଜେଡି ପକ୍ଷରୁ ଗୁରୁବାର ଦାବି କରାଯାଇଛି। ଶୂନ୍ୟକାଳରେ ବିଜେଡି ଏମ୍‌ପି ମୁଜିବୁଲ୍ଲା ଖାନ୍‌ ଏହି ଦିଗରେ ପଦକ୍ଷେପ ନେବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। ବିଧାନ ପରିଷଦ ଗଠନ...

ଓଡ଼ିଶା ହାଇକୋର୍ଟରେ ୧୨ ବିଚାରପତି ପଦ ଖାଲି

ନୂଆଦିଲ୍ଲୀ,୨୪।୩: ଦେଶର ୨୫ଟି ହାଇକୋର୍ଟର ମୋଟ ମଞ୍ଜୁରୀପ୍ରାପ୍ତ ବିଚାରପତି ପଦବୀ ସଂଖ୍ୟା ୧୧୦୪ ହୋଇଥିବା ବେଳେ ଏବେ ୬୯୯ ଜଣ କାର୍ଯ୍ୟ କରୁଛନ୍ତି। ୪୦୫ ବିଚାରପତି ପଦବୀ ଖାଲି ପଡ଼ିଛି। ସେଥି ମଧ୍ୟରୁ ଓଡ଼ିଶା ହାଇକୋର୍ଟରେ ୧୨ ବିଚାରପତି ପଦବୀ...

ସରକାର ଗଠନ ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ଯୋଗୀ

ଲକ୍ଷ୍ନୌ,୨୪।୩: ଉତ୍ତରପ୍ରଦେଶରେ ଭାଜପାର ଐତିହାସିକ ବିଜୟ ପରେ ଯୋଗୀ ଆଦିତ୍ୟନାଥ ମାର୍ଚ୍ଚ ୨୫ରେ ପୁଣିି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଏହାର ଦିନକୁ ପୂର୍ବରୁ ଯୋଗୀ ଆଦିତ୍ୟନାଥ ଆନୁଷ୍ଠାନିକ ଭାବେ ବିଧାନସଭା ଦଳର ନେତା ନିର୍ବାଚିତ...

ଆକ୍ସନ ମୁଡ୍‌ରେ ଧାମି: ରାଜ୍ୟରେ ଲାଗୁ ହେବ ୟୁନିଫର୍ମ ସିଭିଲ କୋଡ୍‌

ଡେରାଡୁନ,୨୪।୩: ଉତ୍ତରାଖଣ୍ଡରେ ପୁଷ୍କର ସିଂହ ଧାମି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଆକ୍ସନ ମୁଡରେ ଆସିଯାଇଛନ୍ତି। ସରକାର ଗଠନ ପରେ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମ କ୍ୟାବିନେଟ ବୈଠକ ଆୟୋଜିତ ହୋଇଥିଲା। ଏଥିରେ ଅନେକ ଲୋକାଭିମୁଖୀ କାର୍ଯ୍ୟକୁ...

ଦିଲ୍ଲୀରେ ଚାଇନା ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୩: କଶ୍ମୀର ଉପରେ ବୟାନ ଦେବା ପରେ ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟି ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ଭାରତ ସରକାରଙ୍କ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଥିଲା। ସୂଚନା ମୁତାବକ ଶୁକ୍ରବାର ଚାଇନା ବୈଦେଶିକ ମନ୍ତ୍ରୀ ୟାଙ୍ଗ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri