ମୃତକଙ୍କୁ ନାଗରିକତ୍ୱ ପ୍ରମାଣ ନିର୍ଦ୍ଦେଶ
ସିଲଚର,୨୪ା୩: ଆସାମରେ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି)ରୁ ବାଦ୍ ପଡ଼ିଥିବା ହଜାର ହଜାର ଲୋକଙ୍କୁ ନିଜ ନାଗରିକତ୍ୱ ପ୍ରମାଣିତ କରିବା ପାଇଁ ଫରେନର୍ସ ଟ୍ରିବ୍ୟୁନାଲ ପକ୍ଷରୁ ନୋଟିସ ଜାରି କରାଯାଇଛି। ସେମାନଙ୍କ ମଧ୍ୟରୁ ଶ୍ୟାମଚରଣ ଦାସ ଅନ୍ୟତମ, ଯାହାଙ୍କ ମୃତ୍ୟୁ...
ଇଚ୍ଛା ବିରୋଧରେ ସ୍ତ୍ରୀଙ୍କୁ ଯୌନ ନିର୍ଯାତନା ବଳାତ୍କାର
ନୂଆଦିଲ୍ଲୀ,୨୪।୩: ସ୍ତ୍ରୀଙ୍କୁ ତାଙ୍କ ଇଚ୍ଛା ବିରୋଧରେ ସ୍ବାମୀ ଯୌନ ନିର୍ଯାତନା ଦେବା ବଳାତ୍କାର ବୋଲି କର୍ନାଟକ ହାଇକୋର୍ଟ ବୁଧବାର କହିଛନ୍ତି। ବୈବାହିକ ବଳାତ୍କାର ମାମଲାରେ ଅଦାଲତ ତାଙ୍କ ରାୟରେ କହିଛନ୍ତି, ସ୍ବାମୀମାନେ ସ୍ତ୍ରୀଙ୍କ ଦେହ, ମନ ଓ ଆତ୍ମାର ଅଧିପତି...
ପ୍ରମାଣ ନଷ୍ଟ ହେବାକୁ ଦିଅନି
କୋଲକାତା,୨୪ା୩: ପଶ୍ଚିମବଙ୍ଗର ବୀରଭୂମ ଜିଲା ରାମପୁରହାଟରେ ୮ ଜଣଙ୍କ ଜୀବନ ନେଇଥିବା ଗୃହଦାହ ଘଟଣାରେ ବୁଧବାର କାଲକାଟା ହାଇକୋର୍ଟ ନିଜ ଆଡ଼ୁ ମାମଲା ରୁଜୁ କରିଛନ୍ତି। ଏହି ସମ୍ବେଦନଶୀଳ ମାମଲାର ପ୍ରମାଣ ଯେପରି ନଷ୍ଟ ନ ହେବ ତା’ର ବ୍ୟବସ୍ଥା...
ପୁଣିଥରେ ଦୂରେଇ ରହିଲା ଭାରତ
ନୂଆଦିଲ୍ଲୀ,୨୪ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ପରେ ସୃଷ୍ଟି ହୋଇଥିବା ମାନବୀୟ ସଙ୍କଟକୁ ନେଇ ସୁରକ୍ଷା ପରିଷଦ ଦ୍ୱାରା ବୁଧବାର ହୋଇଥିବା ମତଦାନରେ ଭାରତ ସମେତ ୧୩ ଦେଶ ଭାଗ ନେଇ ନାହାନ୍ତି । ପ୍ରସ୍ତାବରେ ରୁଷିଆ ଓ...
ସଲମାନଙ୍କ ଆବେଦନ ଖାରଜ କଲେ କୋର୍ଟ
ମୁମ୍ବାଇ,୨୩ା୩: ଦବଙ୍ଗ ଖାନ୍ ସଲମାନଙ୍କୁ ମୁମ୍ବାଇ କୋର୍ଟରୁ ଏକ ବଡ଼ ଝଟ୍କା ଲାଗିଛି। ଆମେରିକାରେ ରହୁଥିବା ତାଙ୍କ ପଡ଼ୋଶୀ କେତନ ଆର କକ୍କରଙ୍କ ମୁହଁ ବନ୍ଦ କରିବା ପାଇଁ ତାଙ୍କ ନାମରେ ଏକ ମାନହାନି କେସ୍ କରିଥିଲେ ସଲମାନ। ଗୁଗ୍ଲ,...
ବଢିବ ଭାରତର ଶକ୍ତି: ବ୍ରହ୍ମୋସ ସୁପରସୋନିକ୍ କ୍ରୁଜ୍ ମିଶାଇଲର ସଫଳ ପରୀକ୍ଷଣ
ପୋର୍ଟବ୍ଲେୟାର,୨୩।୩: ଭାରତ ବୁଧବାର ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କରି ପାରୁଥିବା ବ୍ରହ୍ମୋସ ସୁପରସୋନିକ୍ କ୍ରୁଜ୍ ମିଶାଇଲର ସଫଳ ପରୀକ୍ଷଣ କରିଛି। ଆଣ୍ଡାମାନ ଏବଂ ନିକୋବରରେ ଏହି ପରୀକ୍ଷଣ କରାଯାଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବ୍ରହ୍ମୋସ ସୁପରସୋନିକ୍ କ୍ରୁଜ୍ ମିଶାଇଲର...
ମନ୍ତ୍ରୀଙ୍କ ଆଇଫୋନ ଚୋରି
ଡେରାଡୁନ,୨୩।୩: ଉତ୍ତରାଖଣ୍ଡ ସରକାରରେ ବୁଧବାର ଶପଥ ଗ୍ରହଣ କରିଥିବା ମନ୍ତ୍ରୀ ସୌରଭ ବହୁଗୁଣାଙ୍କ ଫୋନ୍ ଚୋରି ହୋଇଯାଇଛି। ରାଜଧାନୀ ଡେରାଡୁନର ପ୍ୟାରେଡ ଗ୍ରାଉଣ୍ଡରେ ଶପଥ ଗ୍ରହଣ ସମାରୋହରେ ତାଙ୍କ ମୋବାଇଲ ଫୋନ ଚୋରି ହୋଇଯାଇଥିଲା। ଏହି ପରିପ୍ରେକ୍ଷୀରେ ସେ ସୋସିଆଲ...
‘ଆଶା କରୁଛି ପଶ୍ଚିମବଙ୍ଗ କଡ଼ା କାର୍ଯ୍ୟାନୁଷ୍ଠାନ ନେବ’
ନୂଆଦିଲ୍ଲୀ,୨୩।୩: ପଶ୍ଚିମବଙ୍ଗର ବୀରଭୂମ ଜିଲାରେ ସଂଗଠିତ ହିଂସା ଉପରେ ବୁଧବାର ଶୋକ ପ୍ରକାଶ କରିବା ସହ ଦୋଷୀଙ୍କୁ ଧରିବା ପାଇଁ ରାଜ୍ୟକୁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। “ମୁଁ ଆଶା କରୁଛି, ରାଜ୍ୟ...
ମେଳାରେ ମୁସଲିମ ଭେଣ୍ଡରଙ୍କୁ ମନା
ଉଡୁପି,୨୩।୩: କର୍ନାଟକର ଉଡୁପି ଜିଲାରେ ହୋସା ମାରଗୁଡ଼ି ମନ୍ଦିରଠାରେ ପ୍ରତି ବର୍ଷ ବସୁ ଥିବା ମେଳା କଦାପି ମୁସଲିମ ଏବଂ ହିନ୍ଦୁଙ୍କ ମଧ୍ୟରେ ଭେଦଭାବ କରି ନାହିଁ। ପ୍ରତି ବର୍ଷ ହିନ୍ଦୁ ଷ୍ଟଲ ମାଲିକଙ୍କ ସହ ଦୋକାନ ପକାନ୍ତି ୧୦୦ରୁ...
‘କେବଳ ନିର୍ବାଚନ ଇନ୍ଧନ ମୂଲ୍ୟ ବୃଦ୍ଧିକୁ ରୋକିବାରେ ସକ୍ଷମ’
ନୂଆଦିଲ୍ଲୀ,୨୩।୩: ବଢୁଥିବା ଇନ୍ଧନ ମୂଲ୍ୟ ମଧ୍ୟରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ଏମ୍ପି ସୁପ୍ରିୟା ସୁଲେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ବୁଧବାର ସୁପ୍ରିୟା ଲୋକୂ ସଭାରେ କହିଛନ୍ତି, କେବଳ ନିର୍ବାଚନ ଇନ୍ଧନ ମୂଲ୍ୟ ବୃଦ୍ଧିକୁ ରୋକିବାରେ...
ବର ସହ ନିକାହ କରିବାକୁ ମନା କରିବା ପରେ ଥାନାରେ ଧରିଲେ ପ୍ରେମିକଙ୍କ ହାତ
ଲକ୍ଷ୍ନୌ,୨୩।୩: ପରିବାରର ଲୋକଙ୍କ ଚାପରେ ବିବାହ କରୁଥିବା ଜଣେ ମୁସଲିମ ଯୁବତୀ ଅନ୍ତିମ ମିନିଟ୍ରେ ପୋଲିସକୁ ଡକାଇ ନିକାହ କାର୍ଯ୍ୟକ୍ରମକୁ ବାତିଲ କରିଥିଲେ। ତା’ ପରେ ଥାନାରେ ପୋଲିସ ଉପସ୍ଥିତିରେ ଯୁବତୀ ତାଙ୍କ ପ୍ରେମିକଙ୍କୁ ବିବାହ କରିଥିଲେ। ଏଭଳି ଘଟଣା...
ଭାଜପାକୁ କେଜ୍ରିଓ୍ବାଲ୍ଙ୍କ ଖୋଲା ଚ୍ୟାଲେଞ୍ଜ୍: ଯଦି ଜିତିବ ତେବେ ଏଏପି ରାଜନୀତି ଛାଡି ଦେବ
ନୂଆଦିଲ୍ଲୀ,୨୩।୩: ଦିଲ୍ଲୀ ମ୍ୟୁନିସିପାଲିଟି ନିର୍ବାଚନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଭାଜପାକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଦିଲ୍ଲୀ ମ୍ୟୁନିସିପାଲିଟି ନିର୍ବାଚନକୁ ସ୍ଥଗିତ ରଖିଥିବାରୁ ଅସନ୍ତୋଷ ପ୍ରକାଶ କେଜ୍ରିୱାଲ କହିଛନ୍ତି, ଭାଜପାର ଯଦି ସାହସ...
Archives


