ୟୁପିରୁ ଜଣେ ଆତଙ୍କବାଦୀ ଗିରଫ: ନୂପୁରଙ୍କୁ ହତ୍ୟା କରିବାକୁ କରିଥିଲେ ଷଡ଼ଯନ୍ତ୍ର
ଲକ୍ଷ୍ନୌ,୧୨।୮: ଅଗଷ୍ଟ ୧୫ ପୂର୍ବରୁ ଉତ୍ତରପ୍ରଦେଶ ଏଟିଏସ୍ ଏକ ବଡ଼ ଆତଙ୍କବାଦୀ ଆକ୍ରମଣକୁ ପଣ୍ଡ କରିଛି। ସାହାରନପୁରରୁ ଜୈଶ-ଏ-ମହମ୍ମଦ ଏବଂ ପାକିସ୍ତାନର ସଂଗଠନ ତେହେରିକ-ଏ-ତାଲିବାନ ସହ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଏଟିଏସ୍ ଗିରଫ କରିଛି। ଶୁକ୍ରବାର ସାହାରନପୁରର ଗଙ୍ଗୋହ ନିବାସୀ…
ନୀତିନ ଗଡକରୀଙ୍କ ନିକଟତମ ବନ୍ଧୁ ଚନ୍ଦ୍ରଶେଖର ହେଲେ ମହାରାଷ୍ଟ୍ର ଭାଜପା ଅଧ୍ୟକ୍ଷ
ମୁମ୍ବାଇ,୧୨।୮: ଭାଜପା ବିଧାୟକ ଚନ୍ଦ୍ରଶେଖର ବାୱାନକୁଲେଙ୍କୁ ମହାରାଷ୍ଟ୍ର ଭାଜପା ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଚନ୍ଦ୍ରଶେଖର ନାଗପୁରରୁ ଭାଜପା ନେତା ଥିବା ବେଳେ ସେ ନୀତିନ ଗଡକରୀଙ୍କ ନିକଟତମ ବନ୍ଧୁ ଭାବେ ପରିଚିତ । ଅନ୍ୟପଟେ ବିଧାୟକ ଆଶିଷ ଶେଲାରଙ୍କୁ ମୁମ୍ବାଇର…
ରାମପୁରରେ ଭୂସ୍ଖଳନ: ଚାପି ହୋଇ ୧ମୃତ, ୪ଆହତ
ଶିମ୍ଲା,୧୨।୮: ହିମାଚଳ ପ୍ରଦେଶର ରାମପୁରରେ ଶୁକ୍ରବାର ଭୂସ୍ଖଳନ ହୋଇଛି। ଯେଉଁଠାରେ ଭଗ୍ନାବଶେଷ ତଳେ ପାଞ୍ଚ ଜଣ ଚାପି ହୋଇ ଯାଇଥିଲେ। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ମହିଳାଙ୍କ ସମେତ ଜଣେ ଶିଶୁ ଆହତ ହୋଇଛନ୍ତି। ମୃତ ମହିଳା…
ଛତିଶଗଡ଼ ପୋଲିସ ଇନ୍ସପେକ୍ଟରଙ୍କୁ ମିଳିବ ଚତୁର୍ଥ ସାହସିକତା ପୁରସ୍କାର
ରାୟପୁର,୧୨।୮: ମାଓବାଦୀଙ୍କୁ ଦମନ କରିବାରେ ନିଜର ସାହସ ଏବଂ ବୀରତ୍ୱ ଦେଖାଇ ସମଗ୍ର ବସ୍ତର ଜିଲାରେ ବେଶ୍ ଜଣାଶୁଣା ଛତିଶଗଡ଼ର ପୋଲିସ ଇନ୍ସପେକ୍ଟର ଅବଦୁଲ ସମୀର ପୁଣି ଥରେ ରାଷ୍ଟ୍ରପତି ଗ୍ୟାଲାଣ୍ଟ୍ରି ମେଡାଲ ପାଇଁ ମନୋନୀତ ହୋଇଛନ୍ତି। ସ୍ବାଧୀନତା ଦିବସରେ ରାଜଧାନୀ…
ପ୍ରଶ୍ନ କଲେ ତେଜସ୍ବୀ: ଭାଜପା ବିହାରରେ ୧୯ ଲକ୍ଷ ଚାକିରି ଦେବାର ପ୍ରତିଶ୍ରୁତି ଦେଇଥିଲା, ୧୯ଟି ଦେଇଛି କି…
ନୂଆଦିଲ୍ଲୀ,୧୨।୮: ବିହାରରେ ଭାଜପା ସରକାର ୧୯ ଲକ୍ଷ ନିଯୁକ୍ତି ଦେବାକୁ ପ୍ରତିଶ୍ରୁତି ଦେଇଥିଲା। ହେଲେ କ’ଣ ସେ ୧୯ଜଣଙ୍କୁ ଚାକିରି ଦେଇଛନ୍ତି କି ବୋଲି ଶୁକ୍ରବାର ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ପ୍ରଶ୍ନ କରିଛନ୍ତି। ସେହିଭଳି ଭାଜପା ଦେଶରେ ୨ କୋଟି…
ନ୍ୟୁଡ୍ ଫଟୋ ମାମଲା: ଅଗଷ୍ଟ ୨୨ରେ ହାଜର ହେବାକୁ ରଣବୀରଙ୍କୁ ନୋଟିସ୍
ମୁମ୍ବାଇ,୧୨।୮: ବଲିଉଡ୍ ଅଭିନେତା ରଣବୀର ସିଂଙ୍କ ନ୍ୟୁଡ ଫଟୋଶୁଟ୍ ହେବାର ଦୀର୍ଘ ଦିନ ବିତିଥିଲେ ମଧ୍ୟ ତାଙ୍କ ଅଡ଼ୁଆ ଥମିବାର ନିଁ ନେଉନି। ଇତିମଧ୍ୟରେ ଶୁକ୍ରବାର ମୁମ୍ବାଇ ପୋଲିସ ରଣବୀର ସିଂଙ୍କୁ ଏକ ନୋଟିସ୍ ପଠାଇଛି। ନ୍ୟୁଡ୍ ଫଟୋଶୁଟ ମାମଲାରେ ତାଙ୍କୁ…
କୋଏମ୍ବାଟୁରରେ ଜରୁରୀ ଅବତରଣ କଲା ବିମାନ
ବେଙ୍ଗାଲୁରୁ,୧୨।୮: ମାଳଦ୍ୱୀପର ମାଲେ ଯାଉଥିବା ଏକ ଘରୋଇ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଶୁକ୍ରବାର କୋଏମ୍ବାଟୁର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ସ୍ମୋକ୍ ଓ୍ବାର୍ନିଂ ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ସରକାରୀ ସୂତ୍ରରୁ ଏହି ସୂଚନା ମିଳିଛି। ସୂଚନାଯୋଗ୍ୟ, ବୋଙ୍ଗାଲୁରୁରୁ ମାଲେ…
ରାଜୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଆସୁଛି ସୁଧାର: ପରିବାରଲୋକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୨।୮: କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଲଗାତର ଭାବେ ଖବର ସାମ୍ନାକୁ ଆସୁଛି। ବର୍ତ୍ତମାନ ତାଙ୍କ ପ୍ରଶଂସକ ପାଇଁ ଏକ ଖୁସି ଖବର ରହିଛି। ଚିକିତ୍ସା ପରେ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥାରେ ଏବେ ସାମାନ୍ୟ ସୁଧାର ଆସିଛି। ବର୍ତ୍ତମାନ ରାଜୁଙ୍କ…
୮ଘଣ୍ଟାରେ ଦ୍ୱିତୀୟ ଆତଙ୍କବାଦୀ ଆକ୍ରମଣ
ଶ୍ରୀନଗର,୧୨।୮:ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲା ସ୍ଥିତ ବିଜବେହାରା ଥାନା ଅଞ୍ଚଳରେ ଶୁକ୍ରବାର ଦ୍ୱିପ୍ରହରରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ବିଜବେହାରା ଅଞ୍ଚଳରେ ପୋଲିସ ଓ ସିଆରପିଏଫ୍ର ମିଳିତ ନାକା ଟିମ୍ ଉପରେ ଆତଙ୍କବାଦୀମାନେ ଗୁଳି ଚଳାଇଛନ୍ତି। ଯେଉଁଥିରେ ଜଣେ ପୋଲିସ କର୍ମଚାରୀ…
‘ପ୍ରଧାନମନ୍ତ୍ରୀ ପଦ ପାଇଁ ଅଭିଳାଷ ନାହିଁ, ବିରୋଧୀଙ୍କୁ ଏକାଠି କରିବା ହିଁ ମୂଳ ଲକ୍ଷ୍ୟ’
ନୂଆଦିଲ୍ଲୀ,୧୨।୮: ନୀତୀଶ କୁମାର ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ଛାଡ଼ି ପୁରୁଣା ସହଯୋଗୀ ଲାଲୁ ପ୍ରସାଦ ଯାଦବଙ୍କ ଆର୍ଜେଡିର ହାତ ଧରି ଅଷ୍ଟମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହି ଅବସରରେ ନୀତୀଶ ପ୍ରଧାନମନ୍ତ୍ରୀ…
କାର୍ଯ୍ୟକର୍ତ୍ତାଙ୍କୁ ଭାଜପା ନେତାଙ୍କ ନିର୍ଦ୍ଦେଶ: ଯେଉଁ ଘରେ ତ୍ରିରଙ୍ଗା ଲାଗିନାହିଁ, ମୋତେ ତାର ଫଟୋ ଦିଅ
ନୂଆଦିଲ୍ଲୀ,୧୨।୮: ସ୍ବାଧୀନତାର ୭୫ ବର୍ଷ ପୂରଣ ଅବସରରେ ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ଦ୍ୱାରା ତ୍ରିରଙ୍ଗା ଅଭିଯାନ ଚାଲିଛି। ଅଗଷ୍ଟ ୧୩ରୁ ୧୫ ପର୍ଯ୍ୟନ୍ତ ପ୍ରତ୍ୟେକ ଘରେ ତ୍ରିରଙ୍ଗା ଲଗାଇବା…
ଇସ୍ତଫା ଦେଲେ ରାଜ୍ୟସଭାର ପୂର୍ବତନ ଏମ୍ପି
ନୂଆଦିଲ୍ଲୀ, ୧୨।୮: ରାଜ୍ୟସଭାର ପୂର୍ବତନ ଏମ୍ପି ପବନ କେ. ବର୍ମା ଶୁକ୍ରବାର ତୃଳମୂଳ କଂଗ୍ରେସ(ଟିଏମସି )ରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟକୁ ପଠାଇଛନ୍ତି । ଏନେଇ ପବନ କେ. ବର୍ମା ଟୁଇଟ୍…
Archives


