ଜାତୀୟ

ହସ୍ପିଟାଲରେ ସିଦ୍ଧୁ

ଚଣ୍ଡିଗଡ,୨୩।୫: କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ପଟିଆଲା ଜେଲ୍‌ରୁ ତାଙ୍କୁ ରାଜେନ୍ଦ୍ର ହସ୍ପିଟାଲକୁ ନିଆଯାଇଛି। ସେଠାରେ ତାଙ୍କର ମେଡିକାଲ ଚେକଅପ ହେବ ବୋଲି ଖବର ମିଳିଛି। ସୂଚନାନୁଯାୟୀ, ସିଦ୍ଧୁ ଜେଲରେ ମିଳୁଥିବା ରୁଟି ଏବଂ…

ଭାରତରେ ଓମିକ୍ରନ୍‌ ସବ୍‌ ଭାରିଆଣ୍ଟ ଚିହ୍ନଟ ସ୍ପଷ୍ଟ: ଆକ୍ରାନ୍ତଙ୍କ ନାହିଁ ଟ୍ରାଭେଲ ହିଷ୍ଟ୍ରି

ନୂଆଦିଲ୍ଲୀ,୨୩।୫: ଭାରତର ତାମିଲନାଡୁ ଏବଂ ତେଲଙ୍ଗାନାରେ ଓମିକ୍ରନ୍‌ ସବ୍‌ ଭାରିଆଣ୍ଟ ବିଏ.୪ ଏବଂ ବିଏ.୫ ଚିହ୍ନଟ ହୋଇଥିବା ଆଇଏନ୍‌ଏସ୍‌ଏସିଓଜି ପକ୍ଷରୁ ସ୍ପଷ୍ଟ କରାଯାଇଛି। ତାମିଲନାଡୁର ଜଣେ ୧୯ ବର୍ଷୀୟା ଯୁବତୀ ବିଏ.୪ରେ ସଂକ୍ରମିତ ଥିବା ଭାରତୀୟ ସାର୍ସ-କୋଭ୍‌-୨ ଜିନୋମ କନ୍‌ସୋର୍ଟିୟମ (ଆଇଏନ୍‌ଏସ୍‌ଏସିଓଜି)…

ଭାରତୀୟ ରେଲୱେ ଟ୍ରାକ ଉପରେ ଆଇଏସ୍‌ଆଇର ନଜର, ଗୋଇନ୍ଦା ରିପୋର୍ଟ ଜାରି…

ନୂଆଦିଲ୍ଲୀ, ୨୩।୫ : ଭାରତରେ ରେଲୱେ ଟ୍ରାକ ଉପରେ ଆକ୍ରମଣ କରିବା ପାଇଁ ପାକିସ୍ତାନର ଗୁପ୍ତଚର ସଂସ୍ଥା ଆଇଏସଆଇ ଷଡ଼ଯନ୍ତ୍ର ରଚିଛି। ଏ ସମ୍ପର୍କରେ ଭାରତୀୟ ଗୋଇନ୍ଦା ସଂସ୍ଥା ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ସ୍ଲିପର ସେଲ ସହିତ…

ରାଜଧାନୀରେ ପ୍ରବଳ ବର୍ଷା, ୧୦୦ରୁ ଅଧିକ ବିମାନ ଉଡ଼ାଣ ପ୍ରଭାବିତ…

ନୂଆଦିଲ୍ଲୀ, ୨୩।୫ : ରାଜଧାନୀ ଦିଲ୍ଲୀରେ ପ୍ରବଳ ବର୍ଷା ଯୋଗୁ ସୋମବାର ସକାଳ ପ୍ରାୟ ୬ଟା ୩୦ରୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଚଳାଚଳ ପ୍ରଭାବିତ ହୋଇଛି। ପ୍ରବଳ ପବନ ଏବଂ ବଜ୍ରପାତ ଯୋଗୁ ୧୯ ଟି ବିମାନର ଲକ୍ଷ୍ୟସ୍ଥଳକୁ…

ଦରଦାମ୍‌ କମାଇବା ପାଇଁ ସରକାର ଅତିରିକ୍ତ ଭାବେ ଖର୍ଚ୍ଚ କରିବେ ୨ ଲକ୍ଷ କୋଟି…

ନୂଆଦିଲ୍ଲୀ, ୨୩।୫ : କରୋନାରୁ ପୁନରୁଦ୍ଧାର ହୋଇଥିବା ଅର୍ଥନୀତି ପାଇଁ ମୁଦ୍ରାସ୍ଫୀତି ଏକ ନୂତନ ଆହ୍ବାନ ପାଲଟିଛି । ଏହାକୁ ରୋକିବା ପାଇଁ ସରକାର ନୂତନ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଅର୍ଥମନ୍ତ୍ରୀ ନିର୍ମଳାସୀତାରମଣ ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ…

ରାତାରାତି କୋଟିପତି ହେଲେ କଶ୍ମୀର ଯୁବକ

ଅନନ୍ତନାଗ,୨୩।୫: ସମଗ୍ର ବିଶ୍ୱ କ୍ରିକେଟ୍‌ ଜଗତର ଆଖି ଏବେ ଭାରତରେ ଖେଳାଯାଉଥିବା ଆଇପିଏଲ୍‌ ୨୦୨୨ ଉପରେ ଅଛି। ଏହି ଲିଗରେ ବିଭିନ୍ନ ଦେଶର ଖେଳାଳିମାନେ କୋଟି କୋଟି ଟଙ୍କା ରୋଜଗାର କରନ୍ତି। ସାଧାରଣ ଲୋକ ମଧ୍ୟ ଏଥିରୁ ବିଭିନ୍ନ ପ୍ଲାଟଫର୍ମରେ ବହୁତ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ

ପାଟନା,୨୩।୫:ବିହାରର ପୂର୍ନିଆ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆଠ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକ ଆହତ ହୋଇଥିବା ଜଣାପଡିଛି। ପଶ୍ଚିମବଙ୍ଗରୁ ଜାମୁଇକୁ ଯାଉଥିବା ଟ୍ରକଟି ହଠାତ୍‌ ପୂର୍ନିଆରେ ଓଲଟି ପଡିଥିଲା। ସୂଚନାଯୋଗ୍ୟ,ପୂର୍ନିଆ ଜିଲାର ଜଲାଲଗଡ…

ଦୈନିକ ମୃତ୍ୟୁ ସଂଖ୍ୟା ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୩।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନକୁ କରୋନା ମୃତ୍ୟୁର ହିସାବ ମାଗିବ ଭାରତ…

ନୂଆଦିଲ୍ଲୀ/ଡାଭୋସ, ୨୩।୫ : ଭାରତରେ ଅଧିକ କରୋନା ମୃତ୍ୟୁହାର ନେଇ ସ୍ବିଜରଲାଣ୍ଡର ଡାଭୋସରେ ଚାଲିଥିବା ବିଶ୍ୱ ଅଥନୈତିକ ଫୋରମରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ପ୍ରତିନିଧୀଙ୍କ ସହ ଏନୌପଚାରିକ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ…

ଘରକୁ ଗ୍ୟାସ୍‌ ଚାମ୍ବରରେ ପରିଣତ କରି ମା’,୨ ଝିଅଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୩।୫: ଦିଲ୍ଲୀର ବସନ୍ତ ବିହାର ଅଞ୍ଚଳରେ ଜଣେ ୫୫ ବର୍ଷୀୟ ମହିଳା ଓ ତାଙ୍କର ୩୦ ଓ ୨୬ ବର୍ଷର ଦୁଇ ଝିଅ ସେମାନଙ୍କ ଘରେ ଆତ୍ମହତ୍ୟା କରିଛନ୍ତି। ସେମାନଙ୍କ ଆତ୍ମହତ୍ୟା କରିବାର ଯୋଜନା ହୃଦୟ ବିଦାରକ। ସେମାନେ ନିଜ ଫ୍ଲାଟ୍‌କୁ…

ଆସାମରେ ହାଜତ ମୃତ୍ୟୁ

ଗୁଆହାଟୀ,୨୩।୫: ଆସାମର ନାଗାଁଓ ଜିଲାରେ ହାଜତ ମୃତ୍ୟୁ ଅଭିଯୋଗକୁ ନେଇ ଶନିବାର ଉତ୍ତ୍ୟକ୍ତ ଲୋକେ ଏକ ଥାନା ଉପରେ ଆକ୍ରମଣ କରିବା ସହ ନିଆଁ ଲଗାଇଦେଇଥିଲେ। ଏଥିରେ ୩ ଜଣ ଆହତ ହୋଇଥିଲେ। ଏହାର ଦିନକ ପରେ ହିଂସାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ…

ସରକାର ବଦଳାଇପାରିବେ ଚାଷୀ

ଚଣ୍ଡିଗଡ଼,୨୩।୫: ଚାଷୀମାନେ ଚାହିଁଲେ ସରକାର ବଦଳାଇପାରିବେ। ଫସଲ ଉପରେ ସହାୟକ ମୂଲ୍ୟର ସାମ୍ବିଧାନିକ ଗ୍ୟାରେଣ୍ଟି ନ ପାଇବା ପର୍ଯ୍ୟନ୍ତ ଦେଶବ୍ୟାପୀ ଆନ୍ଦୋଳନ ଜାରି ରଖିବାକୁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) କୃଷକମାନଙ୍କୁ ଆହ୍ବାନ ଦେଇଛନ୍ତି। ଗଲଓ୍ବାନ ଉପତ୍ୟକା ସଂଘର୍ଷରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri