ନିର୍ବାଚନୀ ପ୍ରତିଶ୍ରୁତି ପୂରଣରେ ବିଫଳତା ପାଇଁ ଦାୟୀ ନୁହନ୍ତି ରାଜନୈତିକ ଦଳ, ହାଇକୋର୍ଟଙ୍କ ରାୟ…
ଆହ୍ଲାବାଦ, ୧୯।୩ : ଆହ୍ଲାବାଦ ହାଇକୋର୍ଟ ରାୟ ଦେଇଛନ୍ତି ଯେ ନିର୍ବାଚନ ଘୋଷଣାପତ୍ରରେ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ହେବା ପାଇଁ ରାଜନୈତିକ ଦଳଗୁଡ଼ିକୁ ଦାୟୀ କରାଯାଇ ପାରିବ ନାହିଁ। ଏକ୍ଷେତ୍ରରେ ଆଇନ ଅନୁଯାୟୀ କୌଣସି ଦଣ୍ଡବିଧାନର ବ୍ୟବସ୍ଥା...
କୋଭାକ୍ସିନ୍-କୋଭିଶିଲ୍ଡର ମିଶ୍ରିତ ଡୋଜ୍ ୬ ଗୁଣା ଅଧିକ ଆଣ୍ଟିବଡ଼ି ସୃଷ୍ଟି କରିବାକୁ ସକ୍ଷମ…
ନୂଆଦିଲ୍ଲୀ, ୧୯।୩ : ପୃଥିବୀର ବହୁ ଦେଶରେ ପୁଣି କରୋନା ମହାମାରୀ ସଂକ୍ରମଣ ଆରମ୍ଭ ହୋଇଛି। ବୈଜ୍ଞାନିକଙ୍କ ଅନୁଯାୟୀ, ଟିକାକରଣ ହୋଇଥିବା ଲୋକଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବା ସମ୍ଭବ ହୋଇ ପାରିବ। କେତେକ ଅଧ୍ୟୟନରେ ବୁଷ୍ଟର୍ ଡୋଜ୍ ନେବାର...
ଆତଙ୍କବାଦର ପ୍ରତିରୋଧ ଜାତୀୟ ଇଣ୍ଟେଲିଜେନ୍ସ ଗ୍ରୀଡ୍ ଗଠନ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପରାମର୍ଶ…
ନୂଆଦିଲ୍ଲୀ, ୧୯।୩ : ଦେଶରେ ବୃଦ୍ଧି ପାଉଥିବା ଆତଙ୍କବାଦୀ ଘଟଣାକୁ ଦୃଷ୍ଟିରେ ରଖି ଏହାର ପ୍ରତିରୋଧ ପାଇଁ ଜାତୀୟ ଇଣ୍ଟେଲିଜେନ୍ସ ଗ୍ରୀଡ୍ (ନାଟଗ୍ରୀଡ) ଗଠନ ଲାଗି ସମୟ ଧାର୍ଯ୍ୟ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ସଂସଦୀୟ କମିଟି ପକ୍ଷରୁ ପରାମର୍ଶ ପ୍ରଦାନ...
ଭାରତକୁ ୩୦୦ ବିଲିୟନ୍ ୟେନ୍ ଋଣ ଦେବ ଜାପାନ…
ନୂଆଦିଲ୍ଲୀ, ୧୯।୩ : ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା ଭାରତ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଏକ ଶିଖର ବୈଠକ ଅନୁଷ୍ଠିତ ହୋଇଯାଇଛି। ଦ୍ୱିପାକ୍ଷିକ ବୁଝାମଣା ଅନ୍ତର୍ଗତ ଜାପାନ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଭାରତରେ ୩.୧୮ ଲକ୍ଷ କୋଟି...
ପଞ୍ଜାବ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକରେ ସରକାରୀ ଚାକିରିକୁ ନେଇ ନିଆଗଲା ବଡ ନିଷ୍ପତ୍ତି
ଚଣ୍ଡିଗଡ଼,୧୯ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ଏକତରଫା ବିଜୟ ପରେ ଆମ ଆଦମୀ ପାର୍ଟି(ଏଏପି) ସରକାର ଗଠନ କରିଛି । ଭଗୱନ୍ତ ମାନ ମୁଖ୍ୟମନ୍ତ୍ରୀ ଆସନରେ ବସିଥିବା ବେଳେ ଗତ ୧୬ ତାରିଖରେ ସେ ଶପଥ ଗ୍ରହଣ କରିଛନ୍ତି ।...
୫ ବର୍ଷରେ ଭାରତରେ ୩.୧୮ ଲକ୍ଷ କୋଟି ନିବେଶ ପାଇଁ ଜାପାନର ପ୍ରସ୍ତାବ…
ନୂଆଦିଲ୍ଲୀ/ଟୋକିଓ, ୧୯।୩ : ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ଶିଖର ବୈଠକ କରିବେ। ୟୁକ୍ରେନ ସଙ୍କଟ ଏବଂ ଏସିଆରେ ବଢୁଥିବା ଚାଇନାର ହସ୍ତକ୍ଷେପ ସମ୍ପର୍କରେ...
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ରବିବାର ବିଧାୟକଙ୍କ ବୈଠକ
ଡେରାଡୁନ,୧୯।୩: ଉତ୍ତରାଖଣ୍ଡ ଭାଜପା ବିଧାୟକ ଦଳର ବୈଠକ ମାର୍ଚ୍ଚ ୨୦ରେ ଅନୁଷ୍ଠିତ ହେବ। ଏହି ବୈଠକରେ ଉତ୍ତରାଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ହେବ। ବିଧାନସଭା ନିର୍ବାଚନର ଫଳାଫଳର ଆସିବାର ୯ଦିନ ପରେ ବି ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ...
ସକ୍ରିୟ ମାମଲା ୩୦ ହଜାର ତଳେ…
ନୂଆଦିଲ୍ଲୀ, ୧୯।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗିଛି। ଦୈନିକ ସଂକ୍ରମଣ ୨ ହଜାର ୭୫ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା...
ପୁଣି ଖୋଲିବ କଶ୍ମୀର ପଣ୍ଡିତଙ୍କ ନରସଂହାର ଫାଇଲ୍
ନୂଆଦିଲ୍ଲୀ,୧୯।୩: କଶ୍ମୀର ପଣ୍ଡିତମାନଙ୍କ ଉପରେ ହୋଇଥିବା ଅତ୍ୟାଚାରକୁ ଦର୍ଶାଉଥିବା ଚଳଚ୍ଚିତ୍ର ‘ଦ କାଶ୍ମୀର ଫାଇଲ’ ରିଲିଜ୍ ହେବା ପରେ ଏବେ ଚର୍ଚ୍ଚାରେ ରହିଛି। ବର୍ତ୍ତମାନ ଏହି ପ୍ରସଙ୍ଗକୁ ନେଇ ବିତର୍କ ଜୋର ଧରିଛି। ଏହି ଫିଲ୍ମକୁ ଅନେକ ଲୋକ ବିରୋଧ...
ସାଙ୍ଗର ସ୍ତ୍ରୀଙ୍କୁ ରଙ୍ଗ ବୋଲିବା ମହଙ୍ଗା ପଡିଲା
କୋଲକାତା,୧୯।୩: ହୋଲି ପାଇଁ ସବୁଠି ଉତ୍ସବମୁଖର। ହେଲେ କୋଲକାତାର ରେଜିଣ୍ଟ ପାର୍କ ଅଞ୍ଚଳରେ ଏକ ଅଘଟଣ ଘଟିଛି। ବନ୍ଧୁଙ୍କ ସ୍ତ୍ରୀଙ୍କୁ ରଙ୍ଗ ବୋଲିବାକୁ ଉଦ୍ୟମ କରିବାରୁ ଜଣେ ଯୁବକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତକ ହେଲେ ଦିଲୀପ ଚୌହ୍ବାନ।...
ପଞ୍ଜାବ ସରକାରରେ ଏକମାତ୍ର ମହିଳା ମନ୍ତ୍ରୀ ନିର୍ବାଚନ ପ୍ରଚାର ସମୟରେ କରୁଥିଲେ ଜନତାଙ୍କ ସେବା
ଚଣ୍ଡିଗଡ଼,୧୯ ।୩: ପଞ୍ଜାବ କ୍ୟାବିନେଟ ମନ୍ତ୍ରୀଙ୍କ ମଧ୍ୟରେ ରହିଛନ୍ତି ଏକମାତ୍ର ମହିଳା ମନ୍ତ୍ରୀ ଡାକ୍ତର ବଲଜିତ କୌର । ବଲଜିତ ପେଶାରେ ଜଣେ ଡାକ୍ତର ହୋଇଥିବା ବେଳେ ୧୮ ବର୍ଷ ହେବ ସରକାରୀ ହସ୍ପିଟାଲରେ ରୋଗୀଙ୍କ ସେବା କରି ଆସୁଥିଲେ...
ଭଗଓ୍ବନ୍ତଙ୍କ କ୍ୟାବିନେଟ ମନ୍ତ୍ରୀ ନେଲେ ଶପଥ
ଚଣ୍ଡିଗଡ଼,୧୯।୩: ପଞ୍ଜାବରେ ଆମ ଆଦମୀ ପାର୍ଟିର ବହୁମତରେ ବିଜୟ ହାସଲ ପରେ ମାର୍ଚ୍ଚ ୧୬ରେ ଭଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଇତିମଧ୍ୟରେ ମାନ ସରକାରଙ୍କ ନେତୃତ୍ୱରେ ଏଏପି ସରକାରଙ୍କ ୧୦ଜଣ ବିଧାୟକ ମନ୍ତ୍ରୀପଦ ପାଇଁ ଗୋପନୀୟତାରେ...
Archives


