ଜାତୀୟ

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା, ମଥୁରା ଏବଂ ବୃନ୍ଦାବନର ପ୍ରମୁଖ ଧାର୍ମିକ ସ୍ଥଳ ପରିଦର୍ଶନ କରିବେ। ସେ ଅଯୋଧ୍ୟାର…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ ଏକ୍ସପାଏରୀ ଡେଟ୍ ଲେଖିବା ବାଧ୍ୟତାମୂଳକ ହେବ । ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର ଏବଂ ଏୟାର କଣ୍ଡିସନର ଭଳି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଅନ୍ତର୍ଭୁକ୍ତ। ଏହି ସାମଗ୍ରୀ…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ସାହା ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି ଯେ ଇରାନର ବିଶ୍ୱ ତୈଳ ଯୋଗାଣରେ ବାଧା ସୃଷ୍ଟି କରିବାର କୌଣସି ଉଦ୍ଦେଶ୍ୟ…

ତଣ୍ଟିରେ ଲାଗିଗଲା ରସଗୋଲା: ଆଉ ତା’ପରେ ଘଟିଲା, ଜାଣିଲେ ହେବେ ଚକିତ

ଜାମସେଦପୁର,୧୭ା୩:ବିବାହ ଉତ୍ସବରେ ଭୋଜି ଖାଇବାବେଳେ ତଣ୍ଟିରେ ରସଗୋଲା ଲାଖିଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ଘଟଣା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଗତ ଶନିବାର ଏଠାକାର ମାଲିୟାନ୍ତା ଗ୍ରାମରେ ଅନୁଷ୍ଠିତ ବିବାହ ଭୋଜିରେ ଯୋଗ ଦେଇ ୪୧ ବର୍ଷୀୟ ଲଳିତ ସିଂ…

ମର୍ଣ୍ଣିଂ ଓ୍ବାକରେ ଯାଇଥିବା ଭାଜପା ନେତାଙ୍କୁ ଛୁରୀ ଭୁଷି ହତ୍ୟା

ଗୋରଖପୁର,୧୭।୩: ମଙ୍ଗଳବାର ସକାଳେ ଉତ୍ତର ପ୍ରଦେଶ ଗୋରଖପୁରର ଚିଲୁଆତାଲ ପୋଲିସ ଷ୍ଟେଶନ ଅଞ୍ଚଳର ସୀମା ମଧ୍ୟରେ ଥିବା ବରଗଡୱାରେ ଜଣେ ଭାଜପା ନେତାଙ୍କ ର୍ନିମମ ହତ୍ୟା ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ପୀଡିତ ଭାଜପା ନେତା ରାଜକୁମାର ଚୌହାନ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ ଦର ୨% ରୁ ଅଧିକ ବୃଦ୍ଧି ପାଇଛି। ଫଳସ୍ୱରୂପ, ଆଜି ପେଟ୍ରୋଲ ଏବଂ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର କରାଯାଇଛି। ଏଲପିଜି ବୋଝେଇ ଜାହାଜ “ଶିବାଲିକ” ସୋମବାର ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିଥିବାବେଳେ…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ପତାକାଧାରୀ ଜାହାଜଗୁଡ଼ିକର ସୁରକ୍ଷିତ ପ୍ରବେଶ ପାଇଁ ଭାରତ ଚେଷ୍ଟା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମନ୍ତ୍ରଣାଳୟର ସଦ୍ୟତମ ତଥ୍ୟ ଅନୁଯାୟୀ, ଦେଶର ମୋଟ ବେକାରୀ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା । ହେଲେ ଜ୍ବାଇଁ ହଠାତ୍ କ୍ରୋଧିତ ହୋଇ ତାଙ୍କ ଶାଶୁ ଏବଂ ଶଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?