ହୋଲି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୮।୩: ସାରା ଦେଶରେ ରଙ୍ଗର ପର୍ବ ହୋଲି ଧୂମଧାମରେ ପାଳନ କରାଯାଏ। ହୋଲି ଅବସରରେ ଲୋକମାନେ ରଙ୍ଗରେ ଭିଜୁଥିବା ଦେଖାଯାଏ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଦେଶର ଅନେକ ରାଜନେତା ହୋଲିରେ ଦେଶବାସୀଙ୍କୁ...
ଦୁର୍ନୀତି ଯୋଗୁ ୪୩.୨% ଭାରତୀୟଙ୍କ ଖୁସି ପ୍ରଭାବିତ
ନୂଆଦିଲ୍ଲୀ,୧୮।୩ (ପି.ଟି.):ଦୁର୍ନୀତି ଯୋଗୁ ୪୩.୨ ପ୍ରତିଶତ ଭାରତୀୟଙ୍କ ଖୁସି ପ୍ରଭାବିତ ହେଉଥିବା ଏକ ନୂତନ ଅଧ୍ୟୟନରୁ ଜଣାପଡ଼ିଛି। ମହିଳାଙ୍କ ତୁଳନାରେ ପୁରୁଷଙ୍କର ଏ ସମ୍ପର୍କିତ ଅନୁଭବ କମ୍ ବୋଲି ହାପିପ୍ଲସ୍ କନ୍ସଲ୍ଟିଂର ‘ଷ୍ଟେଟ୍ ଅଫ୍ ହାପିନେସ୍’ ରିପୋର୍ଟରେ କୁହାଯାଇଛି। ରିପୋର୍ଟ...
୨.୫୦ ଲକ୍ଷରୁ ଊର୍ଦ୍ଧ୍ୱ ଇପିଏଫ୍ ଜମା ଉପରେ ଟିକସ ଲାଗିବ
ନୂଆଦିଲ୍ଲୀ,୧୮ା୩:କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍) ବାର୍ଷିକ ଜମା ୨.୫୦ ଲକ୍ଷରୁ ଊର୍ଦ୍ଧ୍ୱ ହେଲେ ଏହା ଉପରେ ଟିକସ ଲଗାଇବାକୁ କେନ୍ଦ୍ର ସରକାର ଯୋଜନା କରିଛନ୍ତି। ସରକାରୀ କର୍ମଚାରୀଙ୍କ ପାଇଁ ଏହି ସୀମା ୫ ଲକ୍ଷ ରଖାଯାଇଛି। ନୂଆ ଆୟକର ଆଇନ...
ଖୁବ୍ଶୀଘ୍ର ସୋନିଆଙ୍କୁ ଭେଟିବେ ଗୁଲାମନବୀ ଆଜାଦ
ନୂଆଦିଲ୍ଲୀ,୧୭।୩: ପାଞ୍ଚ ରାଜ୍ୟ ବିଧାନସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଜି-୨୩ (ଅସନ୍ତୁଷ୍ଟ ନେତାମାନଙ୍କ ଗୋଷ୍ଠୀ) ଦଳୀୟ ନେତୃତ୍ୱରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ଦାବିକୁ ଜୋର୍ଦାର କରିଛିି। ବୁଧବାର ରାତିରେ ବରିଷ୍ଠ ନେତା ଗୁଲାମ ନବୀ ଆଜାଦଙ୍କ ବାସଭବନରେ ୧୮...
ବିଧାନ ପରିଷଦ ପ୍ରାର୍ଥୀ ଘୋଷଣା କଲା ଏସ୍ପି
ଲକ୍ଷ୍ନୌ,୧୭।୩: ଉତ୍ତରପ୍ରଦେଶରେ ବିଧାନ ପରିଷଦ ନିର୍ବାଚନ ପାଖେଇ ଆସୁଛି। ବିଧାନସଭା ନିର୍ବାଚନରେ ପରାଜୟର ସମ୍ମୁଖୀନ ହେବା ପରେ ସମାଜବାଦୀ ପାର୍ଟି(ଏସ୍ପି) ଏବେ ବିଧାନ ପରିଷଦ ପାଇଁ ଅଣ୍ଟା ଭିଡିଛି। ପୂର୍ବରୁ ବିଧାନ ପରିଷଦ ପାଇଁ ପ୍ରାର୍ଥୀଙ୍କ ତାଲିକା ଜାରି କରିଥିବା...
ସ୍ବର ବଦଳାଇଲେ ସିଦ୍ଧୁ: ଇସ୍ତଫା ପରେ ମାନଙ୍କୁ କଲେ ପ୍ରଶଂସା
ଚଣ୍ଡିଗଡ଼,୧୭।୩: ପ୍ରଥମ ଥର ପାଇଁ ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି) କ୍ଷମତାକୁ ଆସିଛି। ବୁଧବାର ଏଏପି ମୁଖ୍ୟମନ୍ତ୍ରୀ ଚେହେରା ଭଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରି ସରକାର ଗଠନ କରିଛନ୍ତି। ଅନ୍ୟପକ୍ଷରେ ପଞ୍ଜାବରେ ଖରାପ ପ୍ରଦର୍ଶନ କରି...
ସ୍କୁଲ୍ ପାଠ୍ୟକ୍ରମରେ ସାମିଲ ହେବ ଭାଗବତ ଗୀତା
ଗାନ୍ଧିନଗର,୧୭।୩: ଗୁଜୁରାଟରେ ଷଷ୍ଠରୁ ଦ୍ବାଦଶ ଶ୍ରେଣୀ ପାଠ୍ୟକ୍ରମରେ ଭାଗବତ ଗୀତାକୁ ବିଷୟର ଏକ ଅଂଶ ଭାବେ ସାମିଲ କରାଯିବ। ଏ ନେଇ ଗୁଜରାଟ ଶିକ୍ଷା ମନ୍ତ୍ରୀ ଜିତୁ ଭାଗାନି ଏହି ଘୋଷଣା କରିଛନ୍ତି। ଛାତ୍ରଛାତ୍ରୀମାନେ ଶ୍ରୀମଦ ଭାଗବତ ଗୀତାର ମୂଲ୍ୟବୋଧ...
ଜି-୨୩ରେ ପୁଣି ମାନସ ମନ୍ଥନ: ଆଉ କିଛି ସମୟ ପରେ ବସିବ ବୈଠକ
ନୂଆଦିଲ୍ଲୀ,୧୭।୩: ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଦଳରେ ନୂତନ ନେତୃତ୍ୱ ପାଇଁ ଦାବି ଜୋର ଧରିଛି। ଏଥିପାଇଁ ଦଳରେ ଏବେ ମାନସ ମନ୍ଥନ ଚାଲିଛି। ଏଥିପାଇଁ ଗୁରୁବାର ସନ୍ଧ୍ୟାରେ କଂଗ୍ରେସର ଜି-୨୩ ନେତାଙ୍କ ପୁଣି...
ମନ୍ତ୍ରୀଙ୍କୁ ଜେଲରୁ ବାହାର କରିବା ପାଇଁ ୩ କୋଟି ମାଗୁଛନ୍ତି
ମୁମ୍ବାଇ,୧୭।୩: ମହାରାଷ୍ଟ୍ର ମନ୍ତ୍ରୀ ନଓ୍ବାବ ମଲିକଙ୍କୁ ଜାମିନରେ ଜେଲରୁ ଆଣିବା ପାଇଁ ଜଣେ ବ୍ୟକ୍ତି ୩ କୋଟି ଟଙ୍କା ଦାବି କରିଛନ୍ତି। ଏ ନେଇ ମନ୍ତ୍ରୀଙ୍କ ପୁଅ ବୁଧବାର ଥାନାରେ ମାମଲା ରୁଜୁ କରିଛନ୍ତି। ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି (ଏନ୍ସିପି)...
ଦୁର୍ନୀତିକୁ ରୋକିବା ପାଇଁ ବ୍ୟକ୍ତିଗତ ନଂ ଜାରି କରିବେ ମାନ
ଚଣ୍ଡିଗଡ଼,୧୭।୩: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମି ପାର୍ଟି ନେତା ଭଗଓ୍ବନ୍ତ ମାନ ଗୁରୁବାର ଦୁର୍ନୀତି ନିରୋଧି ହେଲ୍ପ ଲାଇନ୍ ନମ୍ବର ଜାରି କରିବା ନେଇ ଘୋଷଣା କରିଛନ୍ତି। ବୁଧବାର ଶପଥ ନେଇଥିବା ମନ୍ନ ଗୋଟିଏ ବି ଦିନ...
‘ଅଢେଇ ବର୍ଷ ମୁଁ, ଅଢେଇ ବର୍ଷ ତୁମେ ହେବ ମୁଖ୍ୟମନ୍ତ୍ରୀ’
ପାଟନା,୧୭।୩: ବିହାରର ରାଜନୀତି ପୁଣି ଥରେ ରୋଚକ ମୋଡ଼ ନେଉଛି। ଏଥର ପ୍ରସଙ୍ଗ ଭାଜପା ଏବଂ ଜେଡିୟୁ ମଧ୍ୟରେ ନୁହେଁ, ବରଂ ବିକାଶଶୀଳ ଇନସାନ ପାର୍ଟି ସଭାପତି ମୁକେଶ ସାହାଣୀଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା ହେଉଛି। ମୁକେଶ ଏନଡିଏ ସହିତ...
ଯାତ୍ରୀବାହୀ ବସରୁ ମିଳିଲା ବିପୁଳ ଅସ୍ତ୍ରଶସ୍ତ୍ର
ଗୌହାଟୀ,୧୭।୩: ଆତଙ୍କବାଦୀମାନେ ଆସାମରେ ଏକ ବଡ଼ଧରଣର ଆକ୍ରମଣ ଯୋଜନା କରିଥିଲେ। ପୋଲିସ ନଜରରୁ ବର୍ତ୍ତିବା ପାଇଁ ଏକ ଯାତ୍ରୀବାହୀ ବସରେ ଅସ୍ତ୍ରଶସ୍ତ୍ର ପଠାଉଥିଲେ। ତେବେ ଆସାମ ରାଇଫଲସର ଯବାନମାନେ ଏହାକୁ ପଣ୍ଡ କରିଦେଇଛନ୍ତି। ସୂଚନା ଯୋଗ୍ୟ, ଗୁରୁବାର ଆସାମ ରାଇଫଲ୍ସର...
Archives


