ଜାତୀୟ

ହାଇଦ୍ରାବାଦ ଏନ୍‌କାଉଣ୍ଟର ମାମଲା: ଏନ୍‌କାଉଣ୍ଟର ଉପରେ ପ୍ରଶ୍ନ ଉଠାଇଲେ କୋର୍ଟ

ହାଇଦ୍ରାବାଦ୍‌,୨୦।୫: ୨୦୧୯ର ବହୁ ଚର୍ଚ୍ଚିିତ ହାଇଦ୍ରାବାଦ ଏନ୍‌କାଉଣ୍ଟର ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଶୁଣାଣି ବେଳେ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଏନ୍‌.ବି ରମନାଙ୍କ ଖଣ୍ଡପୀଠ ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ପୋଲିସର ଏନ୍‌କାଉଣ୍ଟର ଉପରେ ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇବା ସହ…

ହାଇଦ୍ରାବାଦରେ ମିଳିଲା ଦେଶର ପ୍ରଥମ ଓମିକ୍ରନ୍ ସବ ଭାରିଏଣ୍ଟ ବିଏ.୪ ସଂକ୍ରମିତ

ହାଇଦ୍ରାବାଦ,୨୦ ।୫: ଭାରତରେ କରୋନାର ନୂଆ ଭାରିଏଣ୍ଟ ମିଳିଛି । ଏହା ଓମିକ୍ରନ୍‌ର ସବ୍ ଭାରିଏଣ୍ଟ ବିଏ.୪ ର ପ୍ରଥମ ସଂକ୍ରମଣ ବୋଲି କୁହାଯାଉଛି । ଆଫ୍ରିକାରୁ ଫେରିଥିବା ଜଣେ ବ୍ୟକ୍ତିଙ୍କ ନିକଟରେ ଏହି ଭାରିଏଣ୍ଟ ଦେଖାଦେଇଛି । କୋଭିଡ-୧୯ ଜିନୋମିକ…

ମଝି ଆକାଶରେ ବନ୍ଦ ହୋଇଗଲା ଇଞ୍ଜିନ: ଜରୁରୀ ଅବତରଣ କରାଇଲେ ପାଇଲଟ

ମୁମ୍ବାଇ,୨୦।୫: ଟାଟା ଗ୍ରୁପ୍‌ ଦ୍ୱାରା ପରିଚାଳିତ ହେଉଥିବା ଏୟାର ଇଣ୍ଡିଆର ଏକ ବିମାନ ଉଡାଣ ଭରିବାର କିଛି ସମୟ ମଧ୍ୟରେ ହିଁ ଜରୁରୀ ଅବତରଣ କରିଛି। ଗୁରୁବାର ସକାଳେ ୯ଟା ୪୩ରେ ଛତ୍ରପତି ଶିବାଜୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବେଙ୍ଗାଲୁର ପାଇଁ ଏୟାର…

ଆସନ୍ତା ୨୫ ବର୍ଷ ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ପଡ଼ିବ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୦।୫: ଭାଜପାକୁ ଆସନ୍ତା ୨୫ ବର୍ଷ ପାଇଁ ରଣନୀତି ଏବେ ଠାରୁ ପ୍ରସ୍ତୁତ କରିବାକୁ ପଡ଼ିବ। ଏ ନେଇ ଶୁକ୍ରବାର ଭିଡିଓ କନଫରେନ୍ସିଂ ଜରିଆରେ ଜୟପୁରଠାରେ ଭାଜପାରର ଜାତୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି,ପ୍ରକୃତ ହିତାଧିକାରୀମାନେ ଯେମିତି ସରକାରଙ୍କ କଲ୍ୟାଣକାରୀ…

ପେଗାସସ୍‌ ମାମଲା: ଜୁନ୍‌ ୨୦ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୫: ଆସନ୍ତା ଜୁନ୍‌ ୨୦ ତାରିଖ ସୁଦ୍ଧା ପେଗାସସ ଗୁଇନ୍ଦାଗିରି ବିବାଦର ବିସ୍ତୃତ ରିପୋର୍ଟ ଦେବାକୁ ଶୁକ୍ରବାର ସୁପ୍ରିମକୋର୍ଟ ଜଷ୍ଟିସ ରବିନ୍ଦ୍ରନ କମିଟିକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚାଯୋଗ୍ୟ, ଏହି ବିବାଦର ତଦନ୍ତ ପାଇଁ ସୁପ୍ରିମକୋର୍ଟ ନିଜ ପକ୍ଷରୁ ଏକ ଟେକ୍‌ନିକାଲ କମିଟି…

‘ଆକବରଙ୍କ ଭଳି ମହାନ ପ୍ରଧାନମନ୍ତ୍ରୀ ମୋଦି’

ଭୋପାଳ,୨୦।୫: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ କ୍ୟାବିନେଟ୍‌ର ଜଣେ ମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୋଗଲ ଶାସକ ଆକବରଙ୍କ ସହ ତୁଳନା କରଛନ୍ତି। ମୋଦି ଆକବରଙ୍କ ଭଳି ମହାନ ବୋଲି ମଧ୍ୟପ୍ରଦେଶର ପଞ୍ଚାୟତିରାଜ ମନ୍ତ୍ରୀ ମହେନ୍ଦ୍ର ସିଂ ସିସୋଦିଆ କହିଛନ୍ତି।…

ପୁଅ-ବୋହୂଙ୍କୁ ହତ୍ୟା କରି ଆସି ଶୋଇପଡିଲେ ବୃଦ୍ଧ

ଲକ୍ଷ୍ନୌ,୨୦।୫: ଉତ୍ତରପ୍ରଦେଶର କାନପୁର ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୭୪ ବର୍ଷୀୟ ବୃଦ୍ଧ ଶୋଇଥିବା ଅବସ୍ଥାରେ ପୁଅ-ବୋହୂଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ପୋଲିସ ଏହି ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ସୂଚନା ମୁତାବକ, ୟୁପି…

ଆତ୍ମସମର୍ପଣ ପାଇଁ ସମୟ ମାଗିଲେ ସିଦ୍ଧୁ

ନୂଆଦିଲ୍ଲୀ,୨୦।୫: ୩୪ ବର୍ଷ ପୁରୁଣା ରାସ୍ତା ପାର୍କିଂ ବଚସା ମାମଲାରେ ସୁପ୍ରିମକୋର୍ଟ ଗୁରୁବାର କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟ ନବଜୋତ ସିଂ ସିଦ୍ଧୁଙ୍କୁ ଏକ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। କୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ସିଦ୍ଧୁଙ୍କୁ ଶୁକ୍ରବାର ପଟିଆଲା…

‘୩ ମନ୍ଦିର ମାଗିଲୁ, ରାଜି ହେଲନି; ଏବେ ସମସ୍ତ ମନ୍ଦିରକୁ ଫେରାଇ ଆଣିବୁ’

କାନପୁର,୨୦।୫:ବାରାଣସୀରେ ଜ୍ଞାନବାପି ମସଜିଦ୍‌ ବିବାଦ ମଧ୍ୟରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଅଭିଜିତ୍‌ ସିଂ ସାଙ୍ଗା ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ମହାଭାରତର କୌରବଙ୍କ କୋର୍ଟରେ ଭଗବାନ କୃଷ୍ଣଙ୍କ ପାଞ୍ଚଟି ଗ୍ରାମ ପ୍ରଦାନ ପ୍ରସ୍ତାବ ସହିତ ସମଗ୍ର ବିବାଦକୁ ଯୋଡି…

ଆଜି ଦେଶରେ ୨,୨୬୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୦।୫: ଏକ ଠକେଇ ମାମଲାରେ ଜେଲ ଯାଇଥିବା ସମାଜବାଦୀ ପାର୍ଟିର ନେତା ଆଜମ ଖାନ ୨୭ ମାସ ଜେଲରେ ରହିବା ପରେ ଶୁକ୍ରବାର ସୀତାପୁର ଜେଲରୁ ମୁକୁଳିଛନ୍ତି। ଆଜମଙ୍କୁ ଗତ ବୁଧବାର ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ। ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ…

୨୭ ମାସ ପରେ ଜେଲ୍‌ରୁ ମୁକୁଳିଲେ ବିଧାୟକ ଆଜମ ଖାନ୍‌

ନୂଆଦିଲ୍ଲୀ,୨୦।୫: ଏକ ଠକେଇ ମାମଲାରେ ଜେଲ ଯାଇଥିବା ସମାଜବାଦୀ ପାର୍ଟିର ନେତା ୨୭ ମାସ ଜେଲରେ ଥିବା ଆଜମ ଖାନ ଶୁକ୍ରବାର ସୀତାପୁର ଜେଲରୁ ମୁକୁଳିଛନ୍ତି। ଆଜମଙ୍କୁ ଗୁରୁବାର ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ। ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ…

ଲାଲୁ ଯାଦବଙ୍କ ୧୭ ସ୍ଥାନରେ ସିବିଆଇ ଚଢାଉ

ପାଟନା,୨୦ ।୫: ଗୋଖାଦ୍ୟ ଦୁର୍ନୀତି ମାମଲାରେ ନିକଟରେ ଜାମିନରେ ଜେଲରୁ ମୁକୁଳିଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସମସ୍ୟା ବଢିବାରେ ଲାଗିଛି । ଏକ ଦୁର୍ନୀତି ମାମଲରେ ଶୁକ୍ରବାର ସିବିଆଇ ଲାଲୁଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri