ମାଡ଼ି ଆସୁଛି ବାତ୍ୟା ‘ଅସନି’…
ନୂଆଦିଲ୍ଲୀ,୧୭।୩ : ବଙ୍ଗୋପସାଗରରେ ବାତ୍ୟା ’ଅସନି’ ଆସନ୍ତା ସପ୍ତାହରେ ପହଞ୍ଚିବାର ଆଶଙ୍କା ରହିଛି। ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ ଦକ୍ଷିଣ-ପଶ୍ଚିମ ଭାରତ ମହାସାଗରରେ ଏକ ଲଘୁଚାପ ଅଞ୍ଚଳ ଯୋଗୁ ଆସନ୍ତା ସପ୍ତାହ ଆରମ୍ଭରେ ପ୍ରବଳ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ।...
ଯୋଗୀଙ୍କ ଶପଥ ଗ୍ରହଣଉତ୍ସବକୁ ରାହୁଲ, ସୋନିଆଙ୍କୁ ନିମନ୍ତ୍ରଣ
ଲକ୍ଷ୍ନୌ,୧୭।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ସଂଖ୍ୟାଗରିଷ୍ଠତା ସହ ଭାଜପା ପୁଣି କ୍ଷମତାକୁ ଫେରିଛି। ଯୋଗୀ ଆଦିତ୍ୟନାଥ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଶପଥ ଗ୍ରହଣ ସମାରୋହ ପାଇଁ ସମସ୍ତ ପ୍ରସ୍ତୁତି ଚାଲିଛି । ଇକାନା ଷ୍ଟାଡିୟମରେ...
ଡବ୍ଲ୍ୟୁଏଚ୍ଓର ସତର୍କ ସୂଚନା, ଭାରତକୁ କରୋନା ନେଇ ଚେତାବନୀ…
ଜେନେଭା/ନୂଆଦିଲ୍ଲୀ,୧୭।୩ : ଗତ ଦୁଇ ବର୍ଷ ଧରି କରୋନା ମହାମାରୀ ସମଗ୍ର ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଅବଶ୍ୟ, ଗତ କିଛି ସପ୍ତାହ ଧରି ଭାତରରେ କରୋନା ମାମଲା କ୍ରମାଗତ ଭାବେ ହ୍ରାସ ପାଉଛି। କିନ୍ତୁ ବର୍ତ୍ତମାନ ବିଶ୍ୱ ସୱାସ୍ଥ୍ୟ...
ପବ୍ଜୀ ଖେଳାଳିଙ୍କ ପ୍ରେମରେ ସ୍ବାମୀଙ୍କୁ ଛାଡ଼ି ବିହାର ପହଞ୍ଚିଲେ ମହିଳା
ମହାରାଜଗଞ୍ଜ,୧୭।୩: ଆଜିକାଲିର ସମୟରେ ସମୟ ଅତିବାହିତ କରିବାର ମାଧ୍ୟମ ପାଲଟିଛି ଅନ୍ଲାଇନ୍ ଗେମ୍। ହେଲେ ଏହାର ଅନେକ କୁପ୍ରଭାବ ପଡ଼ୁଥିବା ନଜର ଆସୁଛି। କେହି ଠକାମୀର ଶିକାର ହେଉଥିବା ବେଳେ କିଛି ଖେଳୁଖେଳୁ ପ୍ରେମରେ ପଡ଼ୁଥିବା ଘଟଣା ସାମ୍ନାକୁ ଆସୁଛି।...
ସୀମାରେ ଚାହିଁ ବସିଛି ଶତ୍ରୁ, ପ୍ରତିରକ୍ଷା ଗବେଷଣା ଅନୁସନ୍ଧାନ ଖର୍ଚ୍ଚ ମାତ୍ର ୦.୦୮୩ ପ୍ରତିଶତ…
ନୂଆଦିଲ୍ଲୀ,୧୭।୩ : ପୂର୍ବ ଲଦାଖର ଏଲ୍ଏସି ଏବଂ ଜମ୍ମୁ-କଶ୍ମୀରର ଏଲ୍ଓସିରେ ଶତ୍ରୁ ପକ୍ଷ ଚାହିଁ ବସିଥିବାବେଳେ ଭାରତରେ ପ୍ରତିରକ୍ଷା ଗବେଷଣା ଅନୁସନ୍ଧାନ ଖର୍ଚ୍ଚ କମିବାରେ ଲାଗିଛି। ଏଥି ପାଇଁ ମାତ୍ର ୦.୦୮୩ ପ୍ରତିଶତ ଖର୍ଚ୍ଚ ବଜେଟରେ ଆବଣ୍ଟିତ କରାଯାଇଛି। ପୂର୍ବତନ...
ପୁଣି କମିଲା ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ, ୧୭।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗିଛି। ଦୈନିକ ସଂକ୍ରମଣ ୨ ହଜାର ୫୩୯ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା...
୧୫ରୁ ୧୭ ବର୍ଷ ବୟସ୍କ ପିଲାଙ୍କ ଟିକାକରଣ, ୧.୧୯ କୋଟି ଦ୍ୱିତୀୟ ଡୋଜ୍ ନେଇ ନାହାନ୍ତି…
ନୂଆଦିଲ୍ଲୀ,୧୭।୩ : କରୋନା ବିରୋଧୀ ଲଢ଼େଇରେ ଦେଶରେ ଇତିମଧ୍ୟରେ ୧୨ରୁ ୧୪ ବର୍ଷ ବୟସର ପିଲାମାନଙ୍କର ଟିକାକରଣ ଆରମ୍ଭ ହୋଇଛି। କିନ୍ତୁ ତୃତୀୟ ଲହର ପରେ ସଂକ୍ରମଣର ଗତି କମୁଥିବାରୁ ଟିକାକରଣ ବିଷୟରେ କୌଣସି ଗମ୍ଭୀରତା ଦେଖିବାକୁ ମିଳୁ ନାହିଁ।...
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଚେତାବନୀ, ବିଦେଶରେ ବଢୁଛି କରୋନା ସଂକ୍ରମଣ…
ନୂଆଦିଲ୍ଲୀ,୧୭।୩ : ଚାଇନା, ଦକ୍ଷିଣ ପୂର୍ବ ଏସିଆ ଏବଂ ୟୁରୋପରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟ ଅଧିକାରୀମାନଙ୍କୁ ସଜାଗ ରହିବାକୁ ଏବଂ ତଦାରଖ ବୃଦ୍ଧି କରିବାକୁ ନିର୍ଦ୍ଦେଶ...
କଂଗ୍ରେସକୁ ସାମଗ୍ରିକ ନେତୃତ୍ୱ ଲୋଡ଼ା
ନୂଆଦିଲ୍ଲୀ,୧୭ା୩: କଂଗ୍ରେସକୁ ଆଗକୁ ବଢ଼ିବାକୁ ହେଲେ ଏକ ସାମଗ୍ରିକ ଓ ସାମୂହିକ ନେତୃତ୍ୱର ମଡେଲ ଆପଣାଇବାକୁ ପଡ଼ିବ ବୋଲି ବୁଧବାର ଜି-୨୩ ନେତାମାନେ ମତ ପ୍ରକାଶ କରିଛନ୍ତି। ଜି-୨୩ ନାମରେ ପରିଚିତ କଂଗ୍ରେସର ଅସନ୍ତୁଷ୍ଟ ନେତାଙ୍କ ବୈଠକ ବୁଧବାର ବସିଛି।...
୨୧.୯୫ କୋଟିର ଗଛ କଟା
ମୁମ୍ବାଇ, ୧୭ା୩: ମହାରାଷ୍ଟ୍ରର ବିଭିନ୍ନ ଅଞ୍ଚଳରୁ ବେଆଇନ ଭାବେ ବର୍ତ୍ତମାନ ସୁଦ୍ଧା ୨,୮୪, ୧୭୧ ଗଛ କଟା ହୋଇଥିବାବେଳେ ଏ ନେଇ ମୋଟ ୪୮ ହଜାର ମାମଲା ଦାଏର ହୋଇଛି। ବୁଧବାର ରାଜ୍ୟ ବିଧାନ ପରିଷଦରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ...
ହିଜାବ ରାୟ ପ୍ରତିବାଦରେ ଆଜି କର୍ନାଟକ ବନ୍ଦ
ନୂଆଦିଲ୍ଲୀ,୧୭ା୩: କର୍ନାଟକର ଶିକ୍ଷାନୁଷ୍ଠାନଗୁଡ଼ିକରେ ରାଜ୍ୟ ସରକାରଙ୍କ ଡ୍ରେସ୍ କୋଡ୍କୁ ହାଇକୋର୍ଟ ବଳବତ୍ତର ରଖି ହିଜାବ କଟକଣା ଜାରି ରହିବ ବୋଲି ମଙ୍ଗଳବାର ସ୍ପଷ୍ଟ କରିବା ପରେ ମୁସଲମାନ ସଙ୍ଗଠନଗୁଡ଼ିକ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଅମୀର-ଇ-ଶରିଆତ୍ କର୍ନାଟକ ମୌଲାନା ସାଗିର...
ହୋଲି ପରେ ସୁପ୍ରିମକୋର୍ଟରେ ହିଜାବ ଶୁଣାଣି
ନୂଆଦିଲ୍ଲୀ,୧୭।୩ (ପି.ଟି.): ହିଜାବ ବିବାଦ ଉପରେ କର୍ନାଟକ ହାଇକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ସର୍ବୋଚ୍ଚ ଅଦାଲତ ଉକ୍ତ ପିଟିଶନକୁ ଶୁଣାଣି ପାଇଁ ବୁଧବାର ଗ୍ରହଣ କରିଛନ୍ତି। ହୋଲି ଛୁଟି ପରେ ଉକ୍ତ ପିଟିଶନର ଶୁଣାଣି କରାଯିବ। ଶିକ୍ଷାନୁଷ୍ଠାନଗୁଡ଼ିକରେ...
Archives


