ଭାଜପାରେ ମିଶିଲେ ସୁନୀଲ ଜାଖର
ନୂଆଦିଲ୍ଲୀ,୧୯।୫: ଭାଜପାରେ ଯୋଗ ଦେଲେ ପଞ୍ଜାବ କଂଗ୍ରେସରର ବରିଷ୍ଠ ନେତା ସୁନୀଲ ଜାଖର। ଭାଜପା ସଭାପତି ଜେପି ନଡ୍ଡାଙ୍କ ଉପସ୍ଥିତିରେ ସେ ଗୁରୁବାର ଯୋଗ ଦେଇଛନ୍ତି। ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ସୁନୀଲ ଜାଖର । ଜେପି ନଡ୍ଡା ତାଙ୍କୁ ଦଳର…
ମଥୁରା ଶାହି ଇଦ୍ଗାହା ମାମଲା, ଆବେଦନ ଗ୍ରହଣ କଲେ ଜିଲା କୋର୍ଟ,ସିଭିଲ କୋର୍ଟରେ ଶୁଣାଣି…
ମଥୁରା, ୧୯।୫ : କାଶୀର ଜ୍ଞାନବ୍ୟାପି ମସଜିଦ ପରେ ବର୍ତ୍ତମାନ ମଥୁରାରେ ଶ୍ରୀକୃଷ୍ଣ ଜନ୍ମଭୂମି ପ୍ରସଙ୍ଗରେ ବିବାଦ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ମଥୁରାର ଜିଲା ଜଜ କୋର୍ଟ ଗୁରୁବାର ଶ୍ରୀକୃଷ୍ଣ ଜନ୍ମଭୂମି ଏବଂ ଶାହି ଇଦ୍ଗାହାଙ୍କ ମାମଲାର ଶୁଣାଣି ବେଳେ…
ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକ ଦୋଷୀ ସାବ୍ୟସ୍ତ
ନୂଆଦିଲ୍ଲୀ,୧୯ ।୫: କଶ୍ମୀରର ବିଚ୍ଛିନ୍ନତାବାଦୀ ନେତା ୟାସନ ମଲିକ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଟେରର ପଣ୍ଡିଂ ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଏନଆଇଏ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛି । ତେବେ ତାଙ୍କ ଦଣ୍ଡ…
ଜ୍ଞାନବ୍ୟାପି ମାମଲାର ଶୁଣାଣି ଶୁକ୍ରବାର, ନିମ୍ନ ଅଦାଲତଙ୍କ ପ୍ରକ୍ରିୟା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ…
ନୂଆଦିଲ୍ଲୀ/ବାରାଣସୀ, ୧୯।୫ : ବାରାଣସୀର କାଶୀ ବିଶ୍ୱନାଥ ମନ୍ଦିର କମ୍ପ୍ଲେକ୍ସରେ ଅବସ୍ଥିତ ଜ୍ଞାନବ୍ୟାପି ମସଜିଦରେ ଶିବଲିଙ୍ଗଙ୍କ ଦାବିକୁ ନେଇ ବିବାଦ ଜାରି ରହିଛି। ଅପରପକ୍ଷରେ ଜ୍ଞାନବ୍ୟାପି ମସଜିଦ-ଶୃଙ୍ଗାର ଗୌରୀ ବିବାଦ ମାମଲାର ଶୁଣାଣି ଗୁରୁବାର ଦିନ ସୁପ୍ରିମକୋର୍ଟରେ ଅନୁଷ୍ଠିତ ହୋଇଥିଲା। ଉଭୟ…
ଆଜମ ଖାନଙ୍କୁ ମିଳିଲା ଆଶ୍ୱସ୍ତି
ନୂଆଦିଲ୍ଲୀ,୧୯।୫: ସମାଜବାଦୀ ପାର୍ଟି ବିଧାୟକ ଆଜମ ଖାନଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଜେଲରେ ଥିବା ଆଜମଙ୍କୁ କୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ତେବେ ସେ କେତେ ଦିନ ଭିତରେ ବାହାରକୁ ଆସିବେ ତାହା ସ୍ପଷ୍ଟ ହୋଇନାହିଁ। ଏହି…
ଧାର୍ମିକସ୍ଥଳରୁ ହଟାଯାଇଥିବା ଲାଉଡ୍ସ୍ପିକର ସ୍କୁଲରେ ଲଗାଯିବ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…
ଲକ୍ଷ୍ନୌ, ୧୯।୫ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ ଅନାବଶ୍ୟକ ଲାଉଡ ସ୍ପିକର ହଟାଇବାରେ ସରକାର ସଫଳ ହୋଇଛନ୍ତି। ଯଦି ଅନାବଶ୍ୟକ ଲାଉଡ ସ୍ପିକର ସ୍ଥାପନ / ଉଚ୍ଚ ସ୍ବରରେ ବାଜିବା ବିଷୟରେ ପୁନର୍ବାର ଅଭିଯୋଗ ଆସେ, ତେବେ…
ଭାରତ ପାକିସ୍ତାନ ଲଢୁଛନ୍ତି ସମାନ ଲଢ଼େଇ, ତାତି ହେଉଛି ଅସହ୍ୟ…
ଲଣ୍ଡନ, ୧୯।୫ : ଭାରତ ଏବଂ ପାକିସ୍ତାନ ସମାନ ଲଢ଼େଇ ଲଡୁଛନ୍ତି। ଦୁଇ ଦେଶରେ ଅସହ୍ୟ ତାତି ହେଉଛି। ଏପ୍ରିଲ ଏବଂ ମେ ମାସରେ ଉତ୍ତର-ପଶ୍ଚିମ ଭାରତ ଏବଂ ପାକିସ୍ତାନରେ ତାତି ରେକର୍ଡ ଭାଙ୍ଗିଛି। ଏହାଯୋଗୁ ସମଗ୍ର ପ୍ରାଣୀ ଜଗତ ସହିତ…
ମୁଖ୍ୟମନ୍ତ୍ରୀଙ୍କୁ ପ୍ରଭାବିତ କରିଥିବା ୧୨ ବର୍ଷୀୟ ସୋନୁ ଏବେ ଚର୍ଚ୍ଚାରେ
ପାଟନା,୧୯।୫: ବିବାହର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଅଧ୍ୟୟନ ପାଇଁ ସାହାଯ୍ୟ ମାଗିଥିବା ସୋନୁ କୁମାର ଆଜିକାଲି ସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛନ୍ତି। ମେ ୧୬ରେ ମୁଖ୍ୟମନ୍ତ୍ରୀଙ୍କ ନାଳନ୍ଦା ଗସ୍ତ ସମୟରେ ବିହାରର ଏକ ସରକାରୀ ବିଦ୍ୟାଳୟର ପଞ୍ଚମ ଶ୍ରେଣୀରେ ପଢୁଥିବା ୧୨…
ଜ୍ଞାନବ୍ୟାପି ମାମଲା, ୧୦୦୦ ଫଟୋ-ଭିଡ଼ିଓ ସହିତ ୧୨ ପୃଷ୍ଠାର ରିପୋର୍ଟ ଦାଖଲ…
ବାରାଣସୀ, ୧୯।୫ : ଜ୍ଞାନବ୍ୟାପି ମସଜିଦ୍ ମାମଲାରେ କମିଶନର କୋର୍ଟରେ ୧୦୦୦ ଫଟୋ, ଭିଡ଼ିଓ ସହିତ ୧୨ ପୃଷ୍ଠାର ରିପୋର୍ଟ ଦାଖଲ କରିଛନ୍ତି। ଗୁରୁବାର କମିଶନର ବାରାଣସର କୋର୍ଟରେ ସର୍ଭେର ରିପୋର୍ଟ ଦାଖଲ କରିବାକୁ ପୂର୍ବରୁ ଦୁଇ ଦିନ ସମୟ ନେଇଥିଲେ।…
ମମତାଙ୍କ ଚେତାବନୀ, ଦୁର୍ନୀତିରୁ ଦୂରେଇ ରୁହ…
କୋଲକାତା, ୧୯।୫ : କଡ଼ା ଆଭିମୁଖ୍ୟ ଗ୍ରହଣ କରି ତୃଣମୂଳ କଂଗ୍ରେସ(ଟିଏମସି) ଅଧ୍ୟକ୍ଷା ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦଳର ନେତାମାନଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ କୌଣସି ଦୁର୍ନୀତିକୁ ସହ୍ୟ କରାଯିବ ନାହିଁ । ଦୁର୍ନୀତିରେ ଲିପ୍ତ ଥିବା…
ନିଶ୍ଚିତ ରୋଜଗାର ଯୋଜନା ଆରମ୍ଭ କରନ୍ତୁ ସରକାର, ଇଏସିର ପରାମର୍ଶ…
ନୂଆଦିଲ୍ଲୀ, ୧୯।୫ : ଦେଶରେ ବେରୋଜଗାରୀ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା କମିଟି (ଇଏସି) ସହରୀ ନିଶ୍ଚତ ରୋଜଗାର ଯୋଜନା ଆରମ୍ଭ କରିବାକୁ ପରାମର୍ଶ ଦେଇଛି। ଏହା ସହିତ ଆୟର ବ୍ୟବଧାନକୁ ହ୍ରାସ କରିବା ପାଇଁ ୟୁନିଭର୍ସାଲ ବେସିକ…
ଦୈନିକ ମୃତ୍ୟୁ ସଂଖ୍ୟା ୧୦…
ନୂଆଦିଲ୍ଲୀ, ୧୯।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…
Archives


