ଜାତୀୟ

ଦୈନିକ ମୃତ୍ୟୁ ସଂଖ୍ୟା ୧୦…

ନୂଆଦିଲ୍ଲୀ, ୧୯।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାର ଅଭିଯୁକ୍ତଙ୍କ ମୁକ୍ତିକୁ କଂଗ୍ରେସ କହିଲା ଦୁର୍ଭାଗ୍ୟପୂର୍ଣ୍ଣ

ନୂଆଦିଲ୍ଲୀ,୧୯ ।୫: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡର ଦୋଷୀ ପେରାରିଭଲନ୍ ମୁକୁଳିଛନ୍ତି । ସୁପ୍ରିମକୋର୍ଟଙ୍କ ଏହି ରାୟକୁ କଂଗ୍ରେସ ଦୁର୍ଭାଗ୍ୟପୂର୍ଣ୍ଣ ବୋଲି କହିଛି । ଆଉ ଏଥିପାଇଁ କଂଗ୍ରେସ ମୋଦି ସରକାରଙ୍କୁ ଦାୟୀ କରିଛି । କଂଗ୍ରେସ ମହାସଚିବ…

ବଢିଲା ରାଜ କୁନ୍ଦ୍ରାଙ୍କ ଅଡୁଆ, ମନି ଲଣ୍ଡରିଂ ମାମଲାରେ ଇଡି ଦାଖଲ କଲା ଏଫଆଇଆର

ମୁମ୍ବାଇ,୧୮ ।୫: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କ ସ୍ୱାମୀ ତଥା ବିଜନେସମ୍ୟାନ ରାଜ କୁନ୍ଦ୍ରାଙ୍କ ଅଡୁଆ ବଢିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ତାଙ୍କ ବିରୋଧରେ ଏଫଆଇଆର୍ ଦାଖଲ କରିଛି । ଗତବର୍ଷ ଚର୍ଚ୍ଚାରେ ଥିବା ପର୍ନ ର‌୍ୟାକେଟ ମାମଲାରେ ଏବେ ମନି ଲଣ୍ଡରିଂର…

ମାତୃଗର୍ଭରେ ଥିବା ଶିଶୁର ଭାରତୀୟ ନାଗରିକତ୍ୱର ଅଧିକାର ରହିଛି, ହାଇକୋର୍ଟଙ୍କ ରାୟ…

ଚେନ୍ନାଇ, ୧୯।୫ : ମାତା ପିତାମାନେ ସେମାନଙ୍କର ଭାରତୀୟ ନାଗରିକତ୍ୱ ତ୍ୟାଗ କରି ଅନ୍ୟ ଦେଶର ନାଗରିକତ୍ୱ ଗ୍ରହଣ କଲେ ମଧ୍ୟ ତ୍ୟାଗ ସମୟରେ ମାତୃଗର୍ଭରେ ଥିବା ସେମାନଙ୍କର ସନ୍ତାନଙ୍କର ଭାରତୀୟ ନାଗରିକତ୍ୱ ଦାବି କରିବାର ଅଧିକାର ରହିଛି ବୋଲି ବୁଧବାର…

ଗୋଟିଏ ବ୍ଲାକବୋର୍ଡରେ ପଢାଯାଉଛି ହିନ୍ଦୀ-ଉର୍ଦ୍ଦୁ

ପାଟନା,୧୯ ।୫: ଦେଶରେ ବିଭିନ୍ନ ଧର୍ମର ଲୋକେ ଏକାଠି ରହୁଥିବା ବେଳେ ଏଠାରେ ଭିନ୍ନ ଭିନ୍ନ ଭାଷାର ପ୍ରଚଳନ ବି ରହିଛି । ନିକଟରେ ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି ଯାହା ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର…

ପୃଥିବୀର ଖାଦ୍ୟ ସୁରକ୍ଷା ନେଇ ଚିନ୍ତା ବ୍ୟକ୍ତ କଲା ଭାରତ…

ନୂଆଦିଲ୍ଲୀ/ନ୍ୟୁୟର୍କ, ୧୯।୫ : ଭାରତ ପୃଥିବୀର ଖାଦ୍ୟ ସୁରକ୍ଷା ନେଇ ଚିନ୍ତା ବ୍ୟକ୍ତ କରିଛି। କେନ୍ଦ୍ରୀୟ ବହିର୍ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ଭି ମୁରଲୀଧରନ ବୁଧବାର ନ୍ୟୁୟର୍କରେ ’ଗ୍ଲୋବାଲ ଫୁଡ ସିକ୍ୟୁରିଟି-କଲ ଟୁ ଆକ୍ସନ’ ଉପରେ ଏକ ଉଚ୍ଚ ସ୍ତରୀୟ ମନ୍ତ୍ରୀସ୍ତରୀୟ ବୈଠକକୁ…

ଆସାମ ବନ୍ୟାରେ ୯ ମୃତ୍ୟୁ, ୨୭ ଜିଲାର ୬ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

ଗୁଆହାଟି,୧୯ ।୫: ଆସାମରେ ଆସିଥିବା ବନ୍ୟା ବେଳକୁ ବେଳ ଅଧିକ ସମସ୍ୟା ସୃଷ୍ଟି କରୁଛି । ଏବେ ଏହି ବନ୍ୟାରେ ପ୍ରାୟ ୨୭ ଜିଲାର ୬ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଥିବା ସୂଚନା ମିଳିଛି । ୪୮ ହଜାରରୁ ଅଧିକ…

ପୁଣି ବଢିଲା ଏଲପିଜି ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୧୯ ।୫: ଦେଶରେ ଲଗାତାର ଭାବେ ଘରୋଇ ଏଲପିଜି ସିଲିଣ୍ଡରର ଦାମ ବଢିବାରେ ଲାଗିଛି । ପୁଣିଥରେ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ ବୃଦ୍ଧି ଲୋକଙ୍କୁ ଚିନ୍ତାରେ ପକାଇଲାଣି । ଏବେ ସାରା ଦେଶରେ ଘରୋଇ ଏଲପିଜି ସିଲିଣ୍ଡର ଦାମ ୧୦୦୦…

ଉଠିବ କି ଆଉ ଏକ ଝଡ଼

ନୂଆଦିଲ୍ଲୀ,୧୯ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡର ତଦନ୍ତ କରୁଥିବା ଜୈନ କମିଶନ ୧୯୯୭ ଅଗଷ୍ଟ ୨୮ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦ୍ର କୁମାର ଗୁଜରାଲଙ୍କ ସରକାରଙ୍କ ନିକଟରେ ଅନ୍ତରୀଣ ରିପୋର୍ଟ ଦାଖଲ କରିଥିଲେ। କମିଶନ ଅଧ୍ୟକ୍ଷ ଜଷ୍ଟିସ୍‌ ମିଲାପ ଜୈନ ଏଥିରେ…

ଦିଲ୍ଲୀ ଉପରାଜ୍ୟପାଳଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୯ା୫: ଦିଲ୍ଲୀ ଊପରାଜ୍ୟପାଳ (ଏଲ୍‌ଜି) ଅନିଲ ବୈଜାଲ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ବ୍ୟକ୍ତିଗତ କାରଣ ଦର୍ଶାଇ ପଦ ଛାଡ଼ିଥିବା ବିଷୟ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପଠାଇଥିବା ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ୨୦୧୬ ଡିସେମ୍ବର ୨୮ରେ କେନ୍ଦ୍ରଶାସିତ…

ପ୍ରଦୂଷଣ ବର୍ଷକରେ ନେଇଛି ୯୦ ଲକ୍ଷ ଜୀବନ

ନୂଆଦିଲ୍ଲୀ, ୧୯ା୫: ସାରା ବିଶ୍ୱରେ ପ୍ରଦୂଷଣ ମୃତ୍ୟୁର ଏକ ପ୍ରମୁଖ କାରଣ ହୋଇ ଉଭାହୋଇଛି। କେବଳ ୨୦୧୯ରେ ପ୍ରଦୂଷଣ ଯୋଗୁ ୯୦ ଲକ୍ଷ ଲୋକ ମୃତ୍ୟୁମୁଖରେ ପଡ଼ିଛନ୍ତି। ସେଥିମଧ୍ୟରୁ କେବଳ ବାୟୁ ପ୍ରଦୂଷଣ ୬୬.୭ ଲକ୍ଷଙ୍କ ଜୀବନ ନେଇଛି ବୋଲି ଲାନ୍‌ସେନ୍‌…

୬ ଦୋଷୀଙ୍କ ମୁକ୍ତି ପଥ ଫିଟିପାରେ

ନୂଆଦିଲ୍ଲୀ/ଚେନ୍ନାଇ, ୧୯ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଏ.ଜି. ପେରାରିଭଲନ୍‌ ମୁକୁଳିବା ପରେ ଦୋଷୀ ସାବ୍ୟସ୍ତ ହୋଇ ଜେଲଦଣ୍ଡ ଭୋଗୁଥିବା ସନ୍ଥନ, ମୁରୁଗାନ, ନଳିନୀ, ରବର୍ଟ ପାୟସ୍‌, ଜୟକୁମାର ଓ ରବୀନ୍ଦ୍ରନ୍‌ଙ୍କ ମୁକ୍ତି ପଥ ପରିଷ୍କାର ହୋଇଛି। ପେରାରିଭଲନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri