ଜାତୀୟ

ଟୁର୍ନାମେଣ୍ଟ ବେଳେ କବାଡ଼ି ଖେଳାଳିଙ୍କୁ ଗୁଳି କରି ହତ୍ୟା

ନୂଆଦିଲ୍ଲୀ,୧୫।୩: ପଞ୍ଜାବର ଜଳନ୍ଧରରେ ସୋମବାର ଆୟୋଜିତ କବାଡ଼ି ଟୁର୍ନାମେଣ୍ଟରେ ଜଣେ ଖେଳାଳିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତକ ହେଲେ ଅନ୍ତର୍ଜାତୀୟ ସ୍ତରର କବାଡି ଖେଳାଳି ସନ୍ଦୀପ ସିଂ ନାନଗାଲ ଅମବିଆନ(୪୦)। ଘଟଣାର ତୁରନ୍ତ ପରେ ସନ୍ଦୀପଙ୍କୁ ହସ୍ପିଟାଲ ନିଆଯାଇଥିଲା।...

ହିଜାବ ମାମଲାର ଆଜି ଶୁଣାଣି, ବେଙ୍ଗାଲୁରୁ ସମେତ କିଛି ଜିଲାରେ ୧୪୪ଧାରା ଜାରି, ସ୍କୁଲ କଲେଜ ବନ୍ଦ

ବେଙ୍ଗାଲୁରୁ,୧୫ ।୩: ହିଜାବ ବିବାଦକୁ ନେଇ କର୍ନାଟକ ହାଇକୋର୍ଟ ମଙ୍ଗଳବାର ଶୁଣାଣି କରିବେ । ମୁସଲମାନ ଝିଅମାନେ ସ୍କୁଲ, କଲେଜରେ ହିଜାବ ପିନ୍ଧିବାକୁ ନେଇ କୋର୍ଟରେ ସକାଳ ପ୍ରାୟ ୧୦ଟା ୩୦ ସୁଦ୍ଧା ଶୁଣାଣି କରାଯିବ । ତେବେ ଶୁଣାଣି...

କଂଗ୍ରେସର ପରାଜୟ ପାଇଁ ଗାନ୍ଧୀ ପରିବାର ଦାୟୀ: ଅମରିନ୍ଦର

ଚଣ୍ଡିଗଡ଼,୧୫।୩ : ପଞ୍ଜାବ ସମେତ ୫ ରାଜ୍ୟରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଗାନ୍ଧୀ ପରିବାର ଦାୟୀ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସ ପାର୍ଟି ମୁଖ୍ୟ ଅମରିନ୍ଦର ସିଂ କହିଛନ୍ତି। କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି)...

ନିଆଁ ଲାଗିବା ପରେ ଫାଟିଲା ସିଲିଣ୍ଡର, ୪ ମୃତ

ଶ୍ରୀନଗର,୧୫।୩: ଜମ୍ମୁରେ ସୋମବାର ସନ୍ଧ୍ୟାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଜମ୍ମୁର ରେସିଡେନ୍ସି ରୋଡ୍‌ରେ ଥିବା ସ୍କ୍ରାପ୍‌ ଦୋକାନରେ ନିଆଁ ଲାଗି ଯାଇଥିଲା। ପରେ...

ଚାକିରି ହରାଇଛନ୍ତି ୨.୧୫ କୋଟି

ନୂଆଦିଲ୍ଲୀ, ୧୫ା୩: ଦେଶର ପର୍ଯ୍ୟଟନ କ୍ଷେତ୍ର ଉପରେ କରୋନାର ବ୍ୟାପକ ପ୍ରଭାବ ପଡ଼ିଛି। କୋଭିଡ୍‌ର ୩ ଲହର ଯୋଗୁ ଏହି ବିଭାଗରେ କାର୍ଯ୍ୟ କରୁଥିବା ପ୍ରାୟ ୨ କୋଟି ୧୫ ଲକ୍ଷ ଲୋକ ଚାକିରି ହରାଇଥିବା କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ...

କଶ୍ମୀର ପାଇଁ ୧.୪୨ ଲକ୍ଷ କୋଟିର ବଜେଟ

ନୂଆଦିଲ୍ଲୀ,୧୫।୩: ପାର୍ଲାମେଣ୍ଟର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ଲାଗି ୨୦୨୨-୨୩ ଆର୍ଥତ୍କ ବର୍ଷ ନିମନ୍ତେ ୧.୪୨ ଲକ୍ଷ କୋଟି ଟଙ୍କାର ବଜେଟ ଲୋକ ସଭାରେ...

ଏନ୍‌ଏସ୍‌ଇ ଦୁର୍ନୀତି: ଜେଲ ଗଲେ ଚିତ୍ରା

ନୂଆଦିଲ୍ଲୀ,୧୫।୩: କୋ-ଲୋକେଶନ ଦୁର୍ନୀତି ମାମଲାରେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ପୂର୍ବତନ ସିଇଓ ଚିତ୍ରା ରାମକ୍ରିଷ୍ଣାଙ୍କୁ ଦିଲ୍ଲୀର ଏକ ଅଦାଲତ ସୋମବାର ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଜେଲରେ ହନୁମାନ ଚାଳିଶା ପାଠ ଲାଗି...

୪୦ ପଇସା ପାଇଁ ୪ ହଜାର ତଣ୍ଡ

ବେଙ୍ଗାଲୁରୁ,୧୫।୩:ଦୋକାନରୁ କୌଣସି ଜିନିଷ କିଣିଲେ ଆମେ ସାଧାରଣତଃ ସମ୍ପୂର୍ଣ୍ଣ ମୂଲ୍ୟ ପୈଠ କରିଥାଉ। ଉଦାହରଣ ସ୍ବରୂପ ଯଦି ଗୋଟିଏ ଜିନିଷର ଦାମ୍‌ ୨୪ଟଙ୍କା ୫୫ ପଇସା ତେବେ ଆମେ ସାଧାରଣତଃ ବିନା ପ୍ରଶ୍ନରେ ଦୋକାନୀଙ୍କୁ ସମ୍ପୂର୍ଣ୍ଣ ୨୫ ଟଙ୍କା ଦେଇଥାଉ।...

୧୨-୧୪ ବର୍ଷ ପିଲାଙ୍କୁ ୧୬ରୁ ଟିକା

ନୂଆଦିଲ୍ଲୀ,୧୫ା୩(ପି.ଟି.):ଆସନ୍ତା ୧୬ ତାରିଖ ବୁଧବାରଠାରୁ ୧୨ରୁ ୧୪ ବର୍ଷ ବୟସ ବର୍ଗର ପିଲାଙ୍କୁ କୋଭିଡ୍‌ ଟିକା ଦିଆଯିବ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ସୋମବାର ଏହା ଘୋଷଣା କରିଛନ୍ତି। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କୋର୍ବେଭାକ୍ସ ଟିକା ଏହି ପିଲାମାନଙ୍କୁ ଦିଆଯିବ।...

କମ୍‌ ମୂଲ୍ୟରେ ରୁଷିଆରୁ ତେଲ କିଣିପାରେ ଭାରତ

ନୂଆଦିଲ୍ଲୀ, ୧୪ା୩: ଆମେରିକା, ୟୁରୋପୀୟ ଦେଶ ସମେତ ଅନ୍ୟ ଦେଶଗୁଡ଼ିକ ରୁଷିଆ ଉପରେ କଟକଣା ଲଗାଇବା ଫଳରେ ମସ୍କୋର ଅର୍ଥନୀତିରେ ଉପରେ ଏହାର ବ୍ୟାପକ ପ୍ରଭାବ ପଡ଼ିଛି। ବାଣିଜ୍ୟ କାରବାର ଘୋର ପ୍ରଭାବିତ ହେବା ସହ ରୁଷିଆ ମୁଦ୍ରା ରୁବଲ...

‘କଂଗ୍ରେସର ପରାଜୟ ପାଇଁ ଗାନ୍ଧୀ ପରିବାର ଦାୟୀ’

ଚଣ୍ଡିଗଡ଼,୧୪।୩: ପଞ୍ଜାବ ସମେତ ୫ ରାଜ୍ୟରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଗାନ୍ଧୀ ପରିବାର ଦାୟୀ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସ ପାର୍ଟିର ମୁଖ୍ୟ ଅମରିନ୍ଦର ସିଂ କହିଛନ୍ତି। କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ...

ପଞ୍ଜାବରେ ଦମ୍‌ଦାର ପ୍ରଦର୍ଶନ ପରେ ଏଏପିର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୧୪।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ହାସଲ କରିବା ପରେ ଆମ ଆଦମୀ ପାର୍ଟି(ଏଏପି)ର ନଜର ଏବେ ପଶ୍ଚିମବଙ୍ଗରେ। ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ଏଏପି ଏବେଠାରୁ ସଜବାଜ ହେଲାଣି। ଇତିମଧ୍ୟରେ ୨୦୨୩ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri