ଜାତୀୟ

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି । ଏହି ତାଲିକାରେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଓ ତାଙ୍କ ପତ୍ନୀ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ । ଏହାର ଏକ ଉଦାହରଣ ସାଜିଛନ୍ତି ହରିୟାଣାର ସିରସାର ବାସିନ୍ଦା ଲାଲ ଚନ୍ଦ ଗୋଦାରା।…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ ପରେ ସପା ମୁଖ୍ୟ ଅଖିଳେଶ ଯାଦବ କହିଛନ୍ତି ଯେ, ପ୍ରତ୍ୟେକ ବିଧାନସଭା କ୍ଷେତ୍ରରେ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର ପରଲୋକ ଘଟିଛି। ତାଙ୍କ ମୃତ୍ୟୁ ଖବର ସାମ୍ବାଦିକତା ଜଗତ ଏବଂ ସାଧାରଣରେ ଶୋକର…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌ ଆଧାର ପ୍ରମାଣୀକରଣ (ବିଏଏ) ବାଧ୍ୟତାମୂଳକ ହେବ। ସବ୍‌ସିଡିଯୁକ୍ତ ଏଲ୍‌ପିଜି ସିଲିଣ୍ଡର ଯେପରି ପ୍ରକୃତ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ ଆସିଛି। ପ୍ରାରମ୍ଭରେ, ରବିଉଲ କହିଥିଲେ ଯେ ସେ ନିର୍ବାଚନ ଲଢ଼ିବେ ନାହିଁ ଏବଂ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆଜିକାଲି ଅଧିକାଂଶ ଲୋକ ଡିଜିଟାଲ ପେମେଣ୍ଟ (ଡିଜିଟାଲ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି UPI ସ୍କାନ କରି ପେମେଣ୍ଟ କରୁଛନ୍ତି, ତେବେ ଏହି…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ ଥିବା ଆଠ ଜଣଙ୍କ ମୃତ୍ୟୁ ଘଟିଛି; ମୃତକଙ୍କ ମଧ୍ୟରେ ତିନି ଜଣ ଶିଶୁ,…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ ପାଶୱାନଙ୍କ କ୍ଷେତ୍ରରେ ମଧ୍ୟ ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବିସର୍ଜନ ଉତ୍ସବ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ ଶିବମ ଗଣେଶ ସମେତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କ ମଧ୍ୟରୁ ତିନି…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ ଏକ ଆନ୍ତର୍ଜାତୀୟ ସମ୍ମିଳନୀର ଉଦଘାଟନ କରିଛନ୍ତି। ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ (NGT) ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?