ଜାତୀୟ

ଚାର୍‌ ଧାମ୍‌ ଯାତ୍ରା, ୧୩ ଦିନରେ ୩୯ ତୀର୍ଥଯାତ୍ରୀଙ୍କ ମୃତ୍ୟୁ…

ଡେରାଡୁନ୍‌, ୧୬।୫ : ଉତ୍ତରାଖଣ୍ଡରେ ଚାର୍‌ ଧାମ୍‌ ଯାତ୍ରା ଆରମ୍ଭରୁ ଇତିମଧ୍ୟରେ ଗତ ୧୩ ଦିନ ମଧ୍ୟରେ ୩୯ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଶୈଲଜା ଭଟ୍ଟ କହିଛନ୍ତି ଯେ ଏହି ସବୁ ମୃତ୍ୟୁର କାରଣ…

ଜୀବିତ ଥାଇ ମୃତ୍ୟୁ ଭୋଜନ ଦେଲେ ମହିଳା

ଚଣ୍ଡିଗଡ,୧୬।୫: ହରିୟାଣାର ଫତେହାବାଦ ଜିଲାର ଜଣେ ବୃଦ୍ଧ ମହିଳା ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ଗଞ୍ଜ-ଚିନ୍ଦଡ ନିବାସୀ ୮୦ ବର୍ଷୀୟା ଚାୱଲି ଦେବୀ ଗୋଶାଳା ପାଇଁ ୨.୫ କୋଟି ଟଙ୍କା ମୂଲ୍ୟର ୧୨଼ ଏକର ଜମି ଦାନ ଦେଇଛନ୍ତି। କେବଳ…

ନିଜ ଘର ଛାଡ଼ି କଶ୍ମୀରୀ ପଣ୍ଡିତ ଯିବେ ନାହିଁ, ଏଠି ତାଙ୍କର ସମାନ ଅଧିକାର…

ଶ୍ରୀନଗର, ୧୬।୫ : ଜମ୍ମୁ-କଶ୍ମୀର କଶ୍ମୀରୀ ପଣ୍ଡିତମାନଙ୍କର ଘର। ସେମାନେ ଏହାକୁ ଛାଡ଼ି ଯିବେ ନାହିଁ। ଏଡି ତାଙ୍କର ଅନ୍ୟ ସମ୍ପ୍ରଦାୟଙ୍କ ଭଳି ସମାନ ଅଧିକାର ରହିଛି ବୋଲି ପିପୁଲସ୍‌ ଆଲାଏନ୍ସ ଫର୍‌ ଗୁପକାର ଡିକ୍ଲାରେଶନ (ପିଏଜିଡି)ର ମୁଖପାତ୍ର ଏମ୍‌.ଓ୍ବାଇ. ତାରିଗାମି…

ସୁରକ୍ଷିତ ଜିଲାରେ କଶ୍ମୀରୀ ପଣ୍ଡିତଙ୍କ ପୋଷ୍ଟିଂ ହେବ, ଉପରାଜ୍ୟପାଳଙ୍କ ନିଷ୍ପତ୍ତି…

ଶ୍ରୀନଗର, ୧୬।୫ : ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା କାଶ୍ମୀରୀ ପଣ୍ଡିତ ସରକାରୀ କର୍ମଚାରୀଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ୟାକେଜ ଅନୁଯାୟୀ ରାଜ୍ୟର ସରକାରୀ ବିଭାଗରେ ନିଯୁକ୍ତ କାଶ୍ମୀରୀ ପଣ୍ଡିତମାନଙ୍କୁ ସୁରକ୍ଷିତ ଜିଲାରେ ପୋଷ୍ଟିଂ…

ଝିଅ ପାଇଁ ୩୬ ବର୍ଷ ହେବ ପୁରୁଷ ବେଶରେ ରହିଆସୁଛନ୍ତି ମା’

ଚେନ୍ନାଇ,୧୬।୫:ତାମିଲନାଡୁ ଥୁତୁକୁଡି ଜିଲାର ଜଣେ ମହିଳା ନିଜ ଝିଅକୁ ପାଳିପୋଷି ବଡ କରିବା ପାଇଁ ୩୬ ବର୍ଷ ଧରି ପୁରୁଷ ବେଶରେ ରହିଆସୁଛନ୍ତି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଥୁତୁକୁଡି ଜିଲା କାଟୁନାୟକ୍କାନପତ୍ତି ଗାଁର ୫୭ ବର୍ଷୀୟା ପେଚିୟାମ୍ମଲ ମାତ୍ର…

ମହଙ୍ଗା ହେବ ବିମାନ ଯାତ୍ରା…

ନୂଆଦିଲ୍ଲୀ, ୧୬।୫ : ବିମାନ ଯାତ୍ରା ବର୍ତ୍ତମାନ ଅଧିକ ମହଙ୍ଗା ହେବାର ଆଶଙ୍କା ରହିଛି। ସରକାରୀ ତୈଳ କମ୍ପାନୀଗୁଡିକ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଟିଏଫ ଦାମରେ ୫ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ବୃଦ୍ଧି ପରେ…

ମୃତ୍ୟୁ ସଂଖ୍ୟା ୨୭, ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌…

ନୂଆଦିଲ୍ଲୀ, ୧୬।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ୍ର…

ଘନେଇଲା କୋଇଲା ସଙ୍କଟ, ଚିନ୍ତାରେ ମନ୍ତ୍ରଣାଳୟ …

ନୂଆଦିଲ୍ଲୀ, ୧୬।୫ : ଘରୋଇ କୋଇଲା ଚାହିଦା ପୂରଣ କରିବାରେ ଦେଶ ଅସୁବିଧାର ସମ୍ମୁଖୀନ ହେଉଛି ବୋଲି କୋଇଲା ମନ୍ତ୍ରଣାଳୟ କହିଛି। କୋଇଲା ଅଭାବକୁ ଦୂର କରିବାରେ ଉଭୟ ବ୍ୟବସାୟୀ ଏବଂ କୋଇଲା ବ୍ଲକଧାରୀଙ୍କ ପ୍ରମୁଖ ଭୂମିକା ରହିଛି ବୋଲି ମନ୍ତ୍ରଣାଳୟ…

‘ଭାଜପାକୁ କେବଳ କଂଗ୍ରେସ ହରାଇ ପାରିବ’, ରାହୁଲଙ୍କ ଏହି ବୟାନକୁ ନେଇ ରାଗିଲେ ସମାଜବାଦୀ ପାର୍ଟି, ଜେଡିୟୁ, ଆରଜେଡି

ନୂଆଦିଲ୍ଲୀ,୧୬ ।୫: ରାଜସ୍ଥାନ ଉଦୟପୁରରେ କଂଗ୍ରେସର ୩ ଦିନିଆ ଚିନ୍ତନ ଶିବିର ଶେଷ ହୋଇଛି । ୩ ଦିନର ମନ୍ଥନ ପରେ କଂଗ୍ରେସ ୨୦୨୪ରେ ନିଜର ରାଜନୈତିକ ପ୍ରତ୍ୟାବର୍ତ୍ତନ ଲଢେଇର ରୋଡମ୍ୟାପ ପ୍ରସ୍ତତ କରିଛି । ତେବେ ଚିନ୍ତନ ଶିବିରରେ ରାହୁଲ…

ସିଇସି ଭାବେ ଦାୟିତ୍ୱ ନେଲେ ରାଜୀବ କୁମାର

ନୂଆଦିଲ୍ଲୀ,୧୬।୫: ଭାରତର ୨୫ତମ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଭାବେ ରାଜୀବ କୁମାର ରବିବାର ଦିଲ୍ଲୀର ନିର୍ବାଚନ ସଦନରେ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ସିଇସି ପଦରୁ ସୁଶୀଲ ଚନ୍ଦ୍ରା ଅବସର ନେଇଥିଲେ। ବରିଷ୍ଠ ନିର୍ବାଚନ କମିଶନର ଥିବା…

୯ ହଜାର କୋଟିର ବ୍ୟାଙ୍କ ଠକେଇ

କୋଲକାତା,୧୬।୫: ବାଂଲାଦେଶର ଏକ ବ୍ୟାଙ୍କରୁ ୯ ହଜାର କୋଟି ଠକେଇ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରବିବାର ୬ ଜଣଙ୍କୁ ଗିରଫ କରିଛି। ମାଷ୍ଟରମାଇଣ୍ଡ୍‌ ପ୍ରଶାନ୍ତ ହଲଦାର ତାଙ୍କ ଦେଶର ବ୍ୟାଙ୍କରୁ ଋଣ ନେଇ ଜାଲ୍‌ ପ୍ରମାଣପତ୍ର ବଳରେ ପଶ୍ଚିମବଙ୍ଗରେ ସମ୍ପତ୍ତି…

କଶ୍ମୀରରେ ନିର୍ଦ୍ଦୋଷଙ୍କ ହତ୍ୟାର ପ୍ରତିଶୋଧ ନେବାକୁ ସୁରକ୍ଷା କର୍ମୀଙ୍କୁ ଦିଆଯାଇଛି ସମ୍ପୂର୍ଣ୍ଣ ସ୍ୱାଧିନତା: ଏଲ ଜି ମନୋଜ ସିହ୍ନା

ଶ୍ରୀନଗର,୧୬ ।୫: ଜମ୍ମୁ-କଶ୍ମୀରର ଉପ ରାଜ୍ୟପାଳ ମନୋଜ ସିହ୍ନା ରବିବାର ପିପୁଲ୍‌ସ ଆଲାଏନ୍ସ ଫର ଗୁପ୍ତକାର ଡିକ୍ଲାରେଶନ(ପିଏଜିଡି)କୁ କହିଛନ୍ତି, ଘାଟିରେ ନିର୍ଦ୍ଦୋଷଙ୍କ ହତ୍ୟାର ପ୍ରତିଶୋଧ ନେବାକୁ ସୁରକ୍ଷାକର୍ମୀଙ୍କୁ ସମ୍ପୂର୍ଣ୍ଣ ସ୍ୱାଧିନତା ଦିଆଯାଇଛି । ରବିବାର ଏଲ ଜି ମନୋଜ ସିହ୍ନା ପିଏଜିଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri