ଜାତୀୟ

ଦୁଇ ସମ୍ପ୍ରଦାୟ ମଧ୍ୟରେ ହିଂସା: ୧୪୪ ଧାରା ଜାରି

ଭୋପାଳ,୧୭।୫: ରାଜସ୍ଥାନ ଠାରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ସାମ୍ପ୍ରଦାୟିକ ହିଂସା ଖବର ଆଜିକାଲି ଦେଖିବାକୁ ମିଳୁଛି। ସୋମବାର ବିଳମ୍ବିତ ରାତିରେ ମଧ୍ୟପ୍ରଦେଶର ନିମଚରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ହିଂସାତ୍ମକ ସଂଘର୍ଷ ହୋଇଥିଲା। ଉତ୍ତେଜନା ଏତେ ବଢିଗଲା ଯେ ବହୁ ସଂଖ୍ୟକ ପୋଲିସ ଫୋର୍ସ…

ବନ୍ଧୁକ ଚାଳନା ଶିଖୁଛନ୍ତି ବଜରଙ୍ଗ ଦଳ କର୍ମୀ

ବେଙ୍ଗାଲୁରୁ, ୧୭ା୫: କର୍ନାଟକର କୋଡାଗୁ ଟ୍ରେନିଂ କ୍ୟାମ୍ପ୍‌ରେ ବଜରଙ୍ଗ ଦଳର କର୍ମୀ ବନ୍ଧୁକ ଚାଳନା ଶିଖୁଥିବାର ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ବିବାଦ ମୁଣ୍ଡ ଟେକିଥିବାବେଳେ ଦଳର ଲିଡର ରଘୁ ଶାକଲେଶପୁର ଏହା ଉପରେ…

ଆସାମରେ ପ୍ରଳୟଙ୍କରି ବନ୍ୟା, ୨୦ ଜିଲାର ୨ ଲକ୍ଷ ଲୋକ ପ୍ରଭାବିତ

ଗୁଆହାଟି,୧୭ ।୫: ଉତ୍ତର ଭାରତରେ ଲଗାତାର ବଢିଚାଲିଛି ଗ୍ରୀଷ୍ମର ପ୍ରକୋପ । ଏପଟେ ଆସାମରେ ଲଗାତାର ବର୍ଷା ଯୋଗୁ ବନ୍ୟା ଓ ଭୂସ୍ଖଳନ ଭଳି ପରିସ୍ଥିତି ଉପୁଜିଛି । ଏହାଫଳରେ ୨୦ ଜିଲାରେ ପ୍ରାୟ ୨ ଲକ୍ଷ ଲୋକ ବନ୍ୟା ଦ୍ୱାରା…

ଭାରତୀ ସିଂହଙ୍କ ନାଁରେ ଏଫ୍‌ଆଇଆର

ମୁମ୍ବାଇ,୧୬।୫: ବିବାଦ ଘେରରେ ଏବେ କମେଡି କୁଇନ ଭାରତୀ ସିଂହ। ମହଙ୍ଗା ପଡ଼ିଲା ଥଟ୍ଟା କରିବା। ସୋମବାର ତାଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ ହୋଇଥିବା ଜଣାପଡ଼ିଛି। ଶିଖ୍‌ଙ୍କ ଧାର୍ମିକ ଭାବନାକୁ ଆଘାତ ପହଞ୍ଚାଇଥିବାରୁ ଏସ୍‌ଜିପିସି ପକ୍ଷରୁ ଏହି ଏଫ୍‌ଆଇଆର ରୁଜୁ କରାଯାଇଛି।…

ମୁଣ୍ଡ୍‌କା ପରେ ଏବେ ନରେଲାରେ ଭୀଷଣ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧୬।୫: ଗତ କିଛି ଦିନ ତଳେ ରାଜଧାନୀ ଦିଲ୍ଲୀ ମୁଣ୍ଡ୍‌କାର ଏକ ବିଲ୍ଡିଂରେ ଭୀଷଣ ଅଗ୍ନିକାଣ୍ଡ ଘଟିଥିବା ବେଳେ ଅନେକଙ୍କ ମୃତ୍ୟୁ ଘଟିଥିଲା। ମୁଣ୍ଡ୍‌କା ପରେ ଏବେ ନରେଲା ସ୍ଥିତ ଏକ ଚପଲ ଫ୍ୟାକ୍ଟ୍ରିରେ ସୋମବାର ରାତି ସାଢ଼େ ୮ଟାରେ ନିଆଁ…

ରାଜଧାନୀରେ କମୁଛି କରୋନା ମାମଲା

ନୂଆଦିଲ୍ଲୀ,୧୬।୫: ରାଜଧାନୀ ଦିଲ୍ଲୀରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଗତ କିଛି ଦିନରୁ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩୭୭ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାଜନିତ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୯୧୦…

ଲକ୍ଷ୍ନୌରେ ପହଞ୍ଚିଲେ ମୋଦି

ଲକ୍ଷ୍ନୌ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଉତ୍ତରପ୍ରଦେଶ ଗସ୍ତ କରିଛନ୍ତି। ସନ୍ଧ୍ୟାରେ କୁଶୀନଗରରୁ ପ୍ରଧାନମନ୍ତ୍ରୀ ମୋଦି ଲକ୍ଷ୍ନୌ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଏହାପରେ ସେ ସିଧାସଳଖ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନକୁ ଯିବେ। ସେଠାରେ ମୋଦି ଯୋଗୀ ସରକାରଙ୍କ ମନ୍ତ୍ରୀମାନଙ୍କ…

୯ବର୍ଷର ରେକର୍ଡ ଭାଙ୍ଗିଲା ଦିଲ୍ଲୀ

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଚଳିତ ବର୍ଷ ସବୁ ବର୍ଷଠାରୁ ଅତ୍ୟଧିକ ଗରମ ହେବା ସହ ଗୁଳଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଇତିମଧ୍ୟରେ ରବିବାର ଦିଲ୍ଲୀର ଅଧିକାଂଶ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଦେଖିବାକୁ ମିଳିଥିବା…

୨୫୦କୁ ଖସିଲା କୋର୍ବେଭାକ୍ସ

ନୂଆଦିଲ୍ଲୀ,୧୬।୫ : କୋର୍ବେଭାକ୍ସ ଭ୍ୟାକସିନ ଏଣିକି ୨୫୦ ଟଙ୍କାରେ ମିଳିବ। ପୂର୍ବରୁ ୮୪୦ ଟଙ୍କାରେ ମିଳୁଥିବା କୋର୍ବେଭାକ୍ସ ଟିକା ଦାମ ଏବେ ହ୍ରାସ କରାଯାଇଛି । ଏ ନେଇ ଭ୍ୟାକସିନ ନିର୍ମାତା କମ୍ପାନୀ ବାୟୋଲୋଜିକାଲ ଇ. ଲିମିଟେଡ ପକ୍ଷରୁ ସୂଚନା ଦିଆଯାଇଛି।…

ଆଜି ବି କଶ୍ମୀରରେ ପଣ୍ଡିତ ସୁରକ୍ଷିତ ନାହାନ୍ତି

ନୂଆଦିଲ୍ଲୀ,୧୬।୫: କଶ୍ମୀର ପଣ୍ଡିତଙ୍କ ହତ୍ୟା ସମ୍ପର୍କରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କିଛି ଦିନ ପୂର୍ବରୁ କଶ୍ମୀରରେ ଜଣେ ସରକାରୀ କର୍ମଚାରୀ ରାହୁଲ ଭଟ୍ଟଙ୍କୁ ଆତଙ୍କବାଦୀମାନେ ହତ୍ୟା କରିଥିଲେ। ଭାରତୀୟ ସେନା ମଧ୍ୟ…

ଅପମାନଜନକ ମନ୍ତବ୍ୟ ପୋଷ୍ଟ କରି ଅଡୁଆରେ ଅଭିନେତ୍ରୀ

ମୁମ୍ବାଇ,୧୬।୫: ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାରଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଫେସ୍‌ବୁକ୍‌ରେ ପୋଷ୍ଟ କରିବା ମରାଠୀ ଅଭିନେତ୍ରୀ କେତକୀ ଚିତାଲେଙ୍କୁ ମହଙ୍ଗା ପଡିଛି। ଅଭିଯୋଗକକୁ ଭିତ୍ତି କରି ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ…

ମନ୍ତ୍ରୀ ପୁଅଙ୍କୁ ଘରେ ନ ପାଇ ନୋଟିସ ଝୁଲାଇ ଆସିଲା ପୋଲିସ

ଜୟପୁର,୧୬।୫: ରାଜସ୍ଥାନ ମନ୍ତ୍ରୀ ମହେଶ ଜୋଷୀଙ୍କ ପୁଅ ରୋହିତଙ୍କ ବିରୋଧରେ ଜଣେ ୨୩ ବର୍ଷୀୟା ଯୁବତୀ ବଳାତ୍କାର ଅଭିଯୋଗ ଆଣିବା ପରେ ଦିଲ୍ଲୀ ପୋଲିସର ଏକ ୧୫ ଜଣିଆ ଟିମ୍‌ ତାଙ୍କୁ ଗିରଫ କରିବା ଲାଗି ଜୟପୁରରେ ପହଞ୍ଚତ୍ଥିଲା। ସହରରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri