ଜାତୀୟ

ରାଷ୍ଟ୍ରପତି ନିର୍ବାଚନ ପାଇଁ ସୋନିଆ-ଶରଦ-ମମତାଙ୍କ ସମର୍ଥନ ଲୋଡିଲେ ଦ୍ରୌପଦୀ

ନୂଆଦିଲ୍ଲୀ,୨୪।୬: ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଏନ୍‌ସିପି ମୁଖ୍ୟ ଶରଦ ପାୱାରଙ୍କ ସହ…

ମଙ୍କିପକ୍ସକୁ ମହାମାରୀ ଘୋଷଣା କଲା ଡବ୍ଲୁଏଚ୍‌ଏନ୍‌

ଜେନେଭା/ନୂଆଦିଲ୍ଲୀ,୨୪।୬: କରୋନା ପରେ ଏବେ ମଙ୍କିପକ୍ସ ସାରା ବିଶ୍ୱରେ ଆତଙ୍କ ଖେଳାଇଛି। ଏକ ନୂତନ ବିପଦ ଭାବେ ଉଭା ହୋଇଥିବା ମଙ୍କିପକ୍ସକୁ ଓ୍ବାଲ୍ଡ ହେଲଥ୍‌ ସ୍ବାସ୍ଥ୍ୟ ନେଟଓ୍ବାର୍କ(ଡବ୍ଲୁଏଚ୍‌ଏନ୍‌) ମହାମାରୀ ବୋଲି ଘୋଷଣା କରିଛି। ଡବ୍ଲୁଏଚ୍‌ଏନ୍‌ ଦ୍ୱାରା ଜାରି କରାଯାଇଥିବା ତଥ୍ୟ ଅନୁସାରେ…

ମମତାଙ୍କ ସମର୍ଥନ ଲୋଡିଲେ ଦ୍ରୌପଦୀ

ନୂଆଦିଲ୍ଲୀ,୨୪ ।୬: ରାଷ୍ଟ୍ରପତି ନିର୍ବାଚନ ୨୦୨୨ ପାଇଁ ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁ ପ୍ରାର୍ଥିପତ୍ର ଦାଖଲ କରିସାରିଛନ୍ତି । ଶୁକ୍ରବାର ସେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍‌କ ସହ ଉପସ୍ଥିତ ଥିଲେ । ରାଷ୍ଟ୍ରପତି ନିବ;ାଚନ…

ଜୁନ୍‌ ୨୭ରେ ଯଶଓ୍ବନ୍ତ ଦାଖଲ କରିବେ ନାମାଙ୍କନ…

ନୂଆଦିଲ୍ଲୀ, ୨୪।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ଦଳଙ୍କ ପ୍ରାର୍ଥୀ ୟଶୱନ୍ତ ସିହ୍ନା ଜୁନ ୨୭ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ନିଜର ନାମାଙ୍କନପତ୍ର ଦାଖଲ କରିବେ। ଜୁଲାଇ ୧୮ ରେ ହେବାକୁଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ଦଳ ମଙ୍ଗଳବାର…

ମିଶନ ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ କଲା ଭାଜପା…

ନୂଆଦିଲ୍ଲୀ, ୨୪।୬ : ପାଞ୍ଚଟି ରାଜ୍ୟ ମଧ୍ୟରୁ ଚାରିଟିରେ ବଡ଼ ବିଜୟ ପରେ ଭାଜପା ପକ୍ଷରୁ ୨୦୨୪ ନିର୍ବାଚନରେ ଏକ ବଡ଼ ବିଜୟ ହାସଲ କରିବାକୁ ରୋଡ ମ୍ୟାପ ପ୍ରସ୍ତୁତ କରାଯାଇଛି। ମିଶନ ୨୦୨୪ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପିକୁ…

ରାମନାଥଙ୍କ ନୂଆ ଠିକଣା ଜନପଥ ୧୨

ନୂଆଦିଲ୍ଲୀ,୨୪।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ରେ ଶେଷ ହେବାକୁ ଯାଉଛି। ରାଷ୍ଟ୍ରପତି ପଦରୁ ଅବସର ନେବା ପରେ ରାମନାଥଙ୍କ ନୂଆ ଠିକଣା ପାଲଟିବ ଜନପଥ ୧୨। ରାଷ୍ଟ୍ରପତି ଭାବେ କୋବିନ୍ଦଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ତାଙ୍କର ନୂତନ…

ମୈନପୁରୀରେ ୪ ହଜାର ବର୍ଷ ପୁରାତନ ଦ୍ୱାପର ଯୁଗର ଅସ୍ତ୍ରଶସ୍ତ୍ରର ସନ୍ଧାନ…

ମୈନପୁରୀ, ୨୪।୬ : ତ୍ତରପ୍ରଦେଶର ମୈନପୁରୀର ଏକ ଚାଷ ଜମିରୁ ଚାରି ହଜାର ବର୍ଷ ପୁରାତନଦ୍ୱାପର ଯୁଗର ଅସ୍ତ୍ରଶସ୍ତ୍ରର ସନ୍ଧାନ ମିଳିଛି। ମିଳିଥିବା ତମ୍ବା ଅସ୍ତ୍ରଶସ୍ତ୍ରର ନେଇ ପ୍ରତ୍ନତତ୍ତ୍ୱବିତ୍ମାନେ ଅତ୍ୟନ୍ତ ଆନନ୍ଦ ପ୍ରକାଶ କରିଛନ୍ତି। ପ୍ରାଚୀନ କାଳରେ ମଧ୍ୟ ଭାରତୀୟ ଯୁଦ୍ଧବିମାନର…

ଯଶବନ୍ତଙ୍କୁ ଜେଡ୍‌ ସୁରକ୍ଷା

ନୂଆଦିଲ୍ଲୀ,୨୪।୬: ବିରୋଧି ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କ ସୁରକ୍ଷା ଦାୟିତ୍ୱ ବଢାଇ ଦିଆଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଯଶବନ୍ତଙ୍କୁ ଜେଡ୍‌ କେଟାଗୋରୀ ସୁରକ୍ଷା ଯୋଗାଇ ଦିଆଯାଇଛି। ସିଆରପିଏଫ୍‌ କମାଣ୍ଡୋ ତାଙ୍କର ସୁରକ୍ଷାରେ ନିୟୋଜିତ ହୋଇଛନ୍ତି । ଗୋଟିଏ ସିଫ୍ଟିରେ…

୨୭ରେ ନାମାଙ୍କନପତ୍ର ଦାଖଲ କରିବେ ଯଶବନ୍ତ

ନୂଆଦିଲ୍ଲୀ,୨୪।୬: ବିରୋଧି ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନା ଜୁନ ୨୭ରେ ନାମାଙ୍କନପତ୍ର ଦାଖଲ କରିବେ। ଯଶବନ୍ତ ଦୁଇ ଦିନିଆ ବିହାର ଏବଂ ଝାଡଖଣ୍ଡ ଗସ୍ତ କରିବେ ବୋଲି ଜଣାପଡିଛି। ସେହିପରି ଆଜିଠୁ ସିହ୍ନାଙ୍କ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ ବଢାଇ ଦିଆଯାଇଛି।…

ଭାରତ ଆଫଗାନିସ୍ତାନରେ ପୁଣି କୂଟନୈତିକ ଉପସ୍ଥିତି ପୁନଃସ୍ଥାପିତ କଲା

ନୂଆଦିଲ୍ଲୀ,୨୪।୬: ଗତବର୍ଷ ଅଗଷ୍ଟରେ ଆଫଗାନିସ୍ତାନର ଶାସନ ତାଲିବାନ ହାତକୁ ଯାଇଥିଲା। ପରେ ଭାରତ କୂଟନୀତିଜ୍ଞମାନଙ୍କୁ ଫେରାଇ ଆଣିଥିଲା। ନୂଆଦିଲ୍ଲୀ ପୁନର୍ବାର ଗୁରୁବାର ଆଫଗାନିସ୍ତାନରେ କୂଟନୈତିକ ଉପସ୍ଥିତି ଜାହିର କରିଛି। କାବୁଲସ୍ଥିତ ଭାରତୀୟ ଦୂତାବାସରେ ଏକ ଟେକ୍‌ନିକାଲ ଟିମ୍‌ଙ୍କୁ ନିୟୋଜିତ କରାଯାଇଛି। ସୂଚନା…

ନାମାଙ୍କନ ପତ୍ର ଦାଖଲ କଲେ ଦ୍ରୌପଦୀ ମୁର୍ମୁ…

ନୂଆଦିଲ୍ଲୀ, ୨୪।୬ : ଭାଜପା ନେତୃତ୍ୱାଧୀନ ଏନଡ଼ିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ସଂସଦ ଭବନରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ…

ଶିବସେନା କାର୍ଯ୍ୟାଳୟ-ମାତୋଶ୍ରୀରେ ବଢ଼ିଲା ସୁରକ୍ଷା: ଉଦ୍ଧବଙ୍କୁ ଭେଟିଲେ ପୋଲିସ କମିଶନର

ମୁମ୍ବାଇ,୨୪।୬: ଶିବସେନାରେ ଚାଲିଥିବା ବିଦ୍ରୋହକୁ ନେଇ ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଛି। ଇତିମଧ୍ୟରେ ମୁମ୍ବାଇ ପୋଲିସ କମିଶନର ଗୁରୁବାର ଦଳୀୟ କାର୍ଯ୍ୟାଳୟ ଶିବସେନା ଭବନ ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନିଜ ବାସଭବନ ମାତୋଶ୍ରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri