ଜାତୀୟ

ପରିବାରର ୫ ଜଣଙ୍କୁ ହତ୍ୟା କରି ଜୀବନ ହାରିଲେ କଲେ ଯୁବକ

ଅମ୍ବାଲା,୨୬।୮: ହରିୟାଣାର ଅମ୍ବାଲା ସହରରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ୫ ଜଣଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଛନ୍ତି ଜଣେ ଯୁବକ। ଯୁବକ ଜଣକ ପ୍ରଥମେ ତାଙ୍କ ପରିବାରର ୫ ଜଣ ସଦସ୍ୟଙ୍କୁ ଖାଦ୍ୟରେ…

‘ଅପରେଶନ ଲୋଟସ’କୁ ଅଲକାଏଦା ସହ ତୁଳନା କଲା ଶିବସେନା

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ରାଜ୍ୟରେ ଚାଲିଥିବା ରାଜନୈତିକ ଘଟଣାକ୍ରମକୁ ନେଇ ଶିବସେନା ଭାଜପାକୁ ଟାର୍ଗେଟ କରିଛି। ଶିବସେନା ମୁଖପତ୍ର ‘ସାମନା’ ମାଧ୍ୟମରେ ଭାଜପାକୁ କଡ଼ା ସମାଲୋଚନା କରିଛି। ଉଦ୍ଧବ ଠାକରେଙ୍କ ଦଳ ଶିବସେନା ‘ଅପରେଶନ ଲୋଟସ’କୁ ଆତଙ୍କବାଦୀ ସଂଗଠନ ଅଲକାଏଦା ସହିତ…

ଦେଶରେ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ

ନୂଆଦିଲ୍ଲୀ,୨୬।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦,୨୫୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା…

ମୁରାଦାବାଦ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୩ ଶିଶୁ ସମେତ ୫ ମୃତ

ମୁରାଦାବାଦ,୨୬ ।୮: ଉତ୍ତର ପ୍ରଦେଶର ମୁରାଦାବାଦରେ ଗୁରୁବାର ଲାଗିଥିବା ନିଆଁରେ ଗୋଟିଏ ପରିବାରର ୩ ଶିଶୁ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ତିନି ମହଲା କୋଠାରେ ହଠାତ୍ ନିଆଁ ଲାଗିଯିବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି ।…

ହିସାର ପହଞ୍ଚିଲା ସୋନାଲିଙ୍କ ପାର୍ଥିବ ଶରୀର, ଋଷି ନଗରରେ ହେବ ଅନ୍ତିମ ସଂସ୍କାର

ହିସାର,୨୬ ।୮: ଟିକ୍ ଟକ୍ ଷ୍ଟାର ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତ୍ରୀ ସୋନାଲି ଫୋଗାଟଙ୍କ ଅନ୍ତିମ ସଂସ୍କାର ଶୁକ୍ରବାର ସକାଳ ୧୧ଟାରେ ଋଷି ନଗରରେ କରାଯିବ । ପାର୍ଥିବ ଶରୀରକୁ ଢଂଢୁର ସ୍ଥିତ ଫାର୍ମ ହାଉସରେ ଶେଷ ଦର୍ଶନ ପାଇଁ…

ମହାରାଷ୍ଟ୍ରରୁ ଜମ୍ମୁ-କଶ୍ମୀର ପର୍ଯ୍ୟନ୍ତ ଭୂକମ୍ପର ଝଟ୍‌କା

ନୂଆଦିଲ୍ଲୀ,୨୬ ।୮: ଦେଶରେ ମହାରାଷ୍ଟ୍ରରୁ ନେଇ ଜମ୍ମୁ-କଶ୍ମୀର ପର୍ଯ୍ୟନ୍ତ ଭୂକମ୍ପ ଅନୁଭୂତ ହୋଇଥିବା ଖବର ମିଳିଛି । ଅନ୍ୟପଟେ ଆଫଗାନିସ୍ତାନର କାବୁଲରେ ବି ଭୂକମ୍ପ ଅନୁଭୂତ ହୋଇଛି । ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ମହାରାଷ୍ଟ୍ରରେ ହୋଇଥିବା ଭୂକମ୍ପ…

ଆଜି ଅବସର ନେବେ ସିଜେଆଇ

ନୂଆଦିଲ୍ଲୀ,୨୬।୮:ଭାରତର ୪୮ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଏନ୍‌.ଭି. ରମନା ୨୦୨୧ ଏପ୍ରିଲରେ ଦାୟିତ୍ୱ ଗ୍ରହଣ କରିଥିଲେ। ୧୬ ମାସର କାର୍ଯ୍ୟକାଳ ପରେ ଶୁକ୍ରବାର ସେ ଅବସର ଗ୍ରହଣ କରିବାକୁ ଯାଉଛନ୍ତି। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ…

ରାଷ୍ଟ୍ରପତିଙ୍କ ଝିଅ ନାଁରେ ଜାଲ୍‌ ଟୁଇଟର ଆକାଉଣ୍ଟ ଖୋଲି ଇଞ୍ଜିନିୟର ଗିରଫ

ନୂଆଦିଲ୍ଲୀ,୨୬।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଝିଅ ଇତିଶ୍ରୀଙ୍କ ନାମରେ ଫେକ୍‌ ଟୁଇଟର ଆକାଉଣ୍ଟ ଖୋଲିଥିବା ଗ୍ରେଟର ନୋଏଡ଼ାର ଜଣେ ୪୨ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କୁ ଗୁରୁବାର ଗିରଫ କରାଯାଇଛି। ଅଭିଯୁକ୍ତ ଶୈଳେନ୍ଦ୍ର ଶୁକ୍ଳା ଏକ ନାମକରା ବହୁଦେଶୀୟ କମ୍ପାନୀରେ କାମ କରନ୍ତି।…

ପେଗାସସ୍‌ ତଦନ୍ତରେ ସହଯୋଗ କରୁନି କେନ୍ଦ୍ର

ନୂଆଦିଲ୍ଲୀ,୨୬ା୮:ଇସ୍ରାଏଲ୍‌ର ଏନ୍‌ଏସ୍‌ଓ ଗ୍ରୁପ୍‌ ପକ୍ଷରୁ ବିକଶିତ ପେଗାସସ୍‌ ସ୍ପାଏଓ୍ବେର ଜରିଆରେ ଗୁପ୍ତଚରଗିରି କରାଯାଇଥିବା ନେଇ ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମକୋର୍ଟ ଏକ କମିଟି ଗଠନ କରିଛନ୍ତି। ଏହି ବୈଷୟିକ ତଥା ଅନୁଧ୍ୟାନକାରୀ କମିଟିକୁ ତଦନ୍ତରେ କେନ୍ଦ୍ର ସରକାର ସହଯୋଗ କରୁ ନ…

ସାଙ୍ଗ ଆଙ୍ଗୁଠି ଚମଡ଼ା ନେଇ ରେଲ୍‌ଓ୍ବେ ପରୀକ୍ଷା

ଭଦୋଦରା, ୨୬ା୮:ରେଳ ବିଭାଗରେ ଚାକିରି ପାଇବା ପାଇଁ ଜଣେ ଆଶାୟୀ ଅଜବ ଉପାୟ ବାଛିଛନ୍ତି। ଆବେଦନକାରୀଙ୍କ ସାଙ୍ଗ ଡମି କ୍ୟାଣ୍ଡିଡେଟ୍‌ ଭାବେ ପରୀକ୍ଷା କେନ୍ଦ୍ରକୁ ଯିବା ଏବଂ ବାୟୋମେଟ୍ରିକ୍‌ରେ ଧରା ନ ପଡ଼ିବା ପାଇଁ ଆଶାୟୀଙ୍କ ବୁଢ଼ା ଆଙ୍ଗୁଠିର ଚମଡ଼ା ନେଇଥିବା…

୧୧ ଦୋଷୀଙ୍କୁ ଛାଡ଼ିବାକୁ କହି ନ ଥିଲୁ

ନୂଆଦିଲ୍ଲୀ,୨୬ା୮:ବହୁଚର୍ଚ୍ଚିତ ବିଲ୍‌କିସ୍‌ ବାନୋ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୧୧ ଜଣଙ୍କ ଦଣ୍ଡ ଛାଡ଼ କରି ଗୁଜରାଟ ସରକାର ଅଗଷ୍ଟ ୧୫ରେ ସେମାନଙ୍କୁ ଜେଲରୁ ମୁକ୍ତ କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ରେମିଶନ ପଲିସି (ଉତ୍ତମ ବ୍ୟବହାର ପାଇଁ ଦଣ୍ଡ ଛାଡ଼…

ହେମନ୍ତଙ୍କ ମୁଣ୍ଡରେ ଇସି ଖଣ୍ଡା

ରାଞ୍ଚତ୍/ନୂଆଦିଲ୍ଲୀ,୨୬ା୮:ଝାଡ଼ଖଣ୍ଡ ଖଣି ଲିଜ୍‌ ମାମଲାରେ ନିର୍ବାଚନ କମିଶନ (ଇସି) ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି। ହେମନ୍ତଙ୍କ ବିଧାୟକ ପଦ ରଦ୍ଦ କରିବା ଲାଗି ରାଜ୍ୟପାଳ ରମେଶ ବୈସଙ୍କୁ ଆୟୋଗ ସୁପାରିସ କରିଥିବା ଜଣାପଡ଼ିବା ପରେ ସେ କୌଣସି ମୁହୂର୍ତ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?