ଜାତୀୟ

ବିଜୟ ମୁହାଁ ଏଏପି …

ଚଣ୍ଡିଗଡ଼,୧୦।୩ : ପଞ୍ଜାବରେ କଂଗ୍ରେସକୁ ପଛରେ ପକାଇ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ବିଜୟ ମୁହାଁ ହୋଇଛି। ୧୧୭ ଆସନ ବିଶିଷ୍ଟ ପଞ୍ଜାବ ବିଧାନସଭା ଆସନ ମଧ୍ୟରୁ ଏଏପି ୮୪ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୧୮ ଆସନରେ ଆଗୁଆ ରହିଛି।...

ଗୋଆରେ ଭାଜପା-କଂଗ୍ରେସ ମୁହାଁମୁହିଁ…

ପଣଜୀ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଗାଆରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭାରେ ଭାଜପା ୧୫ ଆସନରେ ଆଗୁଆ...

ଉତ୍ତରାଖଣ୍ଡରେ ଭାଜପା-କଂଗ୍ରସ କଡ଼ା ମୁକାବିଲା…

ଡେରାଡୁନ୍‌,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଉତ୍ତରାଖଣ୍ଡରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳୁଛି। ୭୦ ଆସନ ବିଶିଷ୍ଟ ଉତ୍ତରାଖଣ୍ଡ ବିଧାନସଭାରେ ଭାଜପା ୩୪ ଆସନରେ ଆଗୁଆ...

ଉତ୍ତରପ୍ରଦେଶ ୧୦୦ ଟପିଲା ଭାଜପା…

ଲକ୍ଷ୍ନୌ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଉତ୍ତରପ୍ରଦେଶରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୧୨୦ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍‌ପି ୮୨ରେ ଆଗୁଆ ରହିଛି। ୪୦୩ ଆସନ ବିଶିଷ୍ଟ ଉତ୍ତରପ୍ରଦେଶ...

ମଣିପୁରରେ କଂଗ୍ରେସ ଆଗୁଆ…

ଇମ୍ଫାଲ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ମଣିପୁରରେ କଂଗ୍ରେସ ଆଗୁଆ ରହିଛି। ୬୦ ଆସନ ବିଶିଷ୍ଟ ମଣିପୁର ବିଧାନସଭାରେ କଂଗ୍ରେସ ୬ ଆସନରେ ଆଗୁଆ ଥିବାବେଳେ ଅନ୍ୟାନ୍ୟ ଦଳ...

ଗୋଆରେ ଭାଜପା ଆଗୁଆ, ପଛରେ କଂଗ୍ରେସ…

ପଣଜୀ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଗୋଆରେ ଶାସକ ଭାଜପା ଆଗୁଆ ରହିଛି। ଅପର ପକ୍ଷରେ କଂଗ୍ରେସ ପଛରେ ରହିଛି। ୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭାରେ ଭାଜପା...

ପଞ୍ଜାବରେ କଂଗ୍ରେସ-ଏଏପି ଟକ୍କର…

ଚଣ୍ଡିଗଡ଼,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପଞ୍ଜାବରେ କଂଗ୍ରେସ ଏବଂ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ୧୧୭ ଆସନ ବିଶିଷ୍ଟ ପଞ୍ଜାବ ବିଧାନସଭା ଆସନ ମଧ୍ୟରୁ...

ଉତ୍ତରପ୍ରଦେଶ-ଉତ୍ତରାଖଣ୍ଡରେ ଭାଜପା ଆଗୁଆ..

ଲକ୍ଷ୍ନୌ/ଡେରାଡୁନ୍‌,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୧୦୧ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍‌ପି ୬୦ରେ ଆଗୁଆ ରହିଛି।...

ଭୋଟ ଗଣନା ପରେ ଉତ୍ତରପ୍ରଦେଶରେ ହିଂସା ଆଶଙ୍କା, ଆଇବି ପକ୍ଷରୁ ସତର୍କ ସୂଚନା…

ଲକ୍ଷ୍ନୌ,୧୦।୩ : ଆଇବି ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଏକ ରିପୋର୍ଟ ପଠାଯାଇଛି। ଯେଉଁଥିରେ ଦର୍ଶାଯାଇଛି ଯେ ଉତ୍ତରପ୍ରଦେଶରେ ଭୋଟ ଗଣନା ପରେ ୧୫ ରୁ ୧୭ ଟି ଜିଲାରେ ହିଂସାକାଣ୍ଡ ଘଟିବାର ଆଶଙ୍କା ରହିଛି। ଆଇବି କହିଛି ଯେ ହାରୁଥିବା...

ମତଗଣନା ପୂର୍ବରୁ ନୋଏଡା-ବାରାଣସୀରେ ୧୪୪ ଧାରା

ନୂଆଦିଲ୍ଲୀ,୧୦ ।୩: ଉତ୍ତର ପ୍ରଦେଶ, ପଞ୍ଜାବ, ଗୋଆ, ମଣିପୁର ଓ ଉତ୍ତରାଖଣ୍ଡର ବିଧାନସଭା ନିର୍ବାଚନ ଫଳାଫଳ ଗୁରୁବାର ଘୋଷଣା ହେବାକୁ ଯାଉଛି । ଗତ ପ୍ରାୟ ୨ ମାସ ହେବ ରାଜନୈତିକ ଦଳ ଗୁଡିକ ପରସ୍ପର ଉପରକୁ କାଦୁଅ ଫିଙ୍ଗା...

କଂଗ୍ରେସର ରିସର୍ଟ ରାଜନୀତି

ପଣଜୀ,୧୦।୩(ପି.ଟି.): ୨୦୧୭ ବିଧାନସଭା ନିର୍ବାଚନରେ କଂଗ୍ରେସ ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇ ମଧ୍ୟ ଗୋଆରେ ସରକାର ଗଠନ କରିପାରି ନ ଥିଲା। ଏଥର ଯେପରି ସେଭଳି ସ୍ଥିତି ନ ଉପୁଜେ ସେଥିପାଇଁ ଏହି ସର୍ବପୁରାତନ ଦଳ କୌଣସି ସୁଯୋଗ ହାତଛଡ଼ା...

ଝୁଲା ଆଶଙ୍କାରେ ଘୋଡ଼ାବେପାର

ନୂଆଦିଲ୍ଲୀ,୧୦।୩: ଗୋଆ ଏବଂ ଉତ୍ତରାଖଣ୍ଡରେ କୌଣସି ଦଳ ସପକ୍ଷରେ ସ୍ପଷ୍ଟ ବହୁମତ ଯାଉ ନ ଥିବା ଅଧିକାଂଶ ଏକ୍‌ଜିଟ୍‌ ପୋଲ୍‌ରେ ଭବିଷ୍ୟବାଣୀ କରାଯାଇଥିବାରୁ ଉଭୟ ରାଜ୍ୟରେ ନିର୍ବାଚନ ପରବର୍ତ୍ତୀ ମେଣ୍ଟ ଗଠନ ଲାଗି ରାଜନୀତି ସକ୍ରିୟ ହୋଇଉଠିଛି। ଗୋଆରେ କଂଗ୍ରେସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri