ଜାତୀୟ

ପଡ଼ୋଶୀଙ୍କ ସହଯୋଗ ବୃଦ୍ଧି ଜରୁରୀ: ଡୋଭାଲ

ମାଲେ,୧୦।୩(ପି.ଟି.): ଭାରତ ମହାସାଗରୀୟ ଅଞ୍ଚଳରେ ରହୁଥିବା ଦେଶଗୁଡ଼ିକର ସୁରକ୍ଷା ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ଏହାକୁ ପ୍ରତିହତ କରିବାକୁ ହେଲେ ଉକ୍ତ ଅଞ୍ଚଳରେ ରହିଥିବା ସାମୁଦ୍ରିକ ପଡୋଶୀମାନଙ୍କ ସହ ସହଯୋଗକୁ ମଜଭୂତ କରିବା ଲାଗି ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ)...

‘ଦେଶର ପ୍ରତିଷ୍ଠା ବିପଦରେ, ଚାଇନା ଯିବେ ନିବେଶକ’

ନୂଆଦିଲ୍ଲୀ, ୧୦ା୩: ୨୦୧୮ ମସିହାର ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ୍‌(ଏନ୍‌ଏସ୍‌ଇ)ର କୋ-ଲୋକେଶନ ଘଟଣାର ତଦନ୍ତରେ ମନ୍ଥରଗତିକୁ ନେଇ କେନ୍ଦ୍ରୀୟ ତଦନ୍ତକାରୀ ବ୍ୟୁରୋ (ସିବିଆଇ) ଉପରେ କ୍ଷୁବ୍ଧ ହୋଇଛନ୍ତି ଦିଲ୍ଲୀର ଏକ କୋର୍ଟ। ଏହା ଏକ ବଡ଼ ଧରଣର ଦୁର୍ନୀତି। ଏହା ଦ୍ୱାରା...

ବାରାଣସୀ ଏଡିଏମ୍‌ ନିଲମ୍ବିତ

ଲକ୍ଷ୍ନୌ,୧୦।୩ (ପି.ଟି.): ଉତ୍ତରପ୍ରଦେଶରେ ଇଭିଏମ୍‌ରେ ଜାଲିଆତି କରାଯାଇଥିବା ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ଅଭିଯୋଗ ଆଣିବାର ଦିନକ ପରେ ବାରାଣସୀ ଏଡିଏମ୍‌ଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଇଭିଏମ୍‌ ସ୍ଥାନାନ୍ତର ବେଳେ ନିୟମ ଉଲ୍ଲଂଘନ କାରଣରୁ ଏଡିଏମ୍‌ ନଳିନୀକାନ୍ତ...

ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ, ୬୯୦ ଆସନ ପାଇଁ ହେବ ମତଗଣନା

ନୂଆଦିଲ୍ଲୀ,୧୦ ।୩: ଶେଷ ହେଲ ଅପେକ୍ଷା । ଦେଶର ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ଆସିବାକୁ ଯାଉଛି । ଆଉ ମାତ୍ର କିଛି ସମୟ ପରେ ମତଗଣନା ଆରମ୍ଭ ହେବାକୁ ଯାଉଥିବା ବେଳେ ସମସ୍ତ ରାଜନୈତିକ...

ସରପଞ୍ଚଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୯।୩: ଶ୍ରୀନଗର ସହରର ସୀମାନ୍ତରେ ଥିବା ଖାନମୋହରେ ଆତଙ୍କବାଦୀମାନେ ଜଣେ ସରପଞ୍ଚଙ୍କୁ ହତ୍ୟା କରିଛନ୍ତି। ମୃତ ଜଣଙ୍କ ହେଲେ ସମୀର ଭଟ୍ଟ। ଆତଙ୍କବାଦୀଙ୍କ ଗୁଳିମାଡରେ ତାଙ୍କର ମୃତ୍ୟୁ ହୋଇଥିବା ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ସମୀର ଶରୀରର ଅନେକ ସ୍ଥାନରେ...

୧୨-୧୭ ବର୍ଷର ପିଲାଙ୍କୁ ଦିଆଯିବ କୋଭୋଭାକ୍ସ

ନୂଆଦିଲ୍ଲୀ,୯।୩: ସିରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର କରୋନା ଟିକା କୋଭୋଭାକ୍ସକୁ ୧୨-୧୭ ବର୍ଷର ପିଲାଙ୍କୁ ଜରୁରୀକାଳିନ ବ୍ୟବହାର ପାଇଁ ଅନୁମତି ମିଳିଛି। ୧୮ ବର୍ଷରୁ କମ ପିଲାଙ୍କ ମଧ୍ୟରେ ବ୍ୟବହାର ପାଇଁ ଅନୁମୋଦନ ପାଇବାରେ ଏହା ହେଉଛି ଚତୁର୍ଥ ଟିକା।...

ଭାଜପାର ବିପୁଳ ବିଜୟ

ଗୁଆହାଟୀ,୯।୩: ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏହାପୂର୍ବରୁ ଆସାମର ପୌର ନିର୍ବାଚନରେ ଭାଜପା ଚମତ୍କାର ପ୍ରଦର୍ଶନ କରିଛି। ଆସାମ ରାଜ୍ୟ ନିର୍ବାଚନ ଆୟୋଗ ଦ୍ୱାରା ବୁଧବାର ଘୋଷିତ ନିର୍ବାଚନ ଫଳାଫଳ ଅନୁଯାୟୀ ପୌର...

ଏବେଠୁ ଭୟ: ଗୋଆରେ ସବୁ ପ୍ରାର୍ଥୀଙ୍କୁ ରିସୋର୍ଟକୁ ନେଲା କଂଗ୍ରେସ

ପଣଜୀ,୯।୩: ଗୋଆରେ ନିର୍ବାଚନ ଫଳାଫଳ ଆସିବାର ଅବ୍ୟବହିତ ପୂର୍ବରୁ ସରକାର ଗଠନକୁ ନେଇ ଅଣ୍ଟା ଭିଡିଛି କଂଗ୍ରେସ। ବିଶେଷକରି ୨୦୧୭ ବିଧାନସଭା ନିର୍ବାଚନରେ କଂଗ୍ରେସ ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇ ମଧ୍ୟ ଗୋଆରେ ସରକାର ଗଠନ କରିପାରି ନ ଥିଲା।...

ଘରୁ ଫେରାର ହେବା ପରେ ପୋଲିସକୁ ସୁରକ୍ଷା ମାଗିଲେ ମନ୍ତ୍ରୀଙ୍କ ଝିଅ

ବେଙ୍ଗାଲୁରୁ,୯।୩: ଘରୁ ଫେରାର ହୋଇ ଜଣେ ବ୍ୟବସାୟୀଙ୍କୁ ବିବାହ କରିଥିବା ତାମିଲନାଡୁ ମନ୍ତ୍ରୀଙ୍କ ଝିଅ ବେଙ୍ଗାଲୁରୁରେ ପୋଲିସ ଠାରୁ ସୁରକ୍ଷା ଦାବି କରିଛନ୍ତି। ପେଶାରେ ଡାକ୍ତର ଥିବା ଜୟକଲ୍ୟାଣି ହେଉଛନ୍ତି ହିନ୍ଦୁ ଧାର୍ମିକ ଏବଂ ଚାରିଟେବୁଲ ଏଣ୍ଡୋମେଣ୍ଟ ମନ୍ତ୍ରୀ ପି...

ଏନ୍‌ଇଇଟି ୟୁଜି ଲାଗି ସର୍ବୋଚ୍ଚ ବୟସସୀମା ହଟିଲା

ନୂଆଦିଲ୍ଲୀ,୯।୩: ଜାତୀୟ ମେଡିକାଲ କମିଶନ (ଏନ୍‌ଏମ୍‌ସି) ଏନ୍‌ଇଇଟି-ଅଣ୍ଡରଗ୍ରାଜୁଏଟ୍‌ ୨୦୨୨ ପରୀକ୍ଷା ଦେବାକୁ ଥିବା ସମସ୍ତ ପ୍ରାର୍ଥୀଙ୍କ ପାଇଁ ସର୍ବୋଚ୍ଚ ବୟସ ସୀମାକୁ ହଟାଇ ଦେଇଛନ୍ତି। ୨୦୧୭ରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଅଣସଂରକ୍ଷିତ ପ୍ରାର୍ଥୀଙ୍କ ପାଇଁ ସର୍ବୋଚ୍ଚ ବୟସସୀମା...

ଟ୍ରେନ୍‌ରେ ମିଳିଲା ଡବଲ୍‌ ଖୁସି

ଲକ୍ଷ୍ନୌ,୯।୩: ଜଣେ ମହିଳାଙ୍କୁ ଟ୍ରେନରେ ଡବଲ୍‌ ଖୁସି ମିଳିଛି। ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍ପକ ଏକ୍ସପ୍ରେସରେ ମହିଳା ଜଣଙ୍କ ଯମଜ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଉଭୟ ଶିଶୁ ଏବଂ ମା’ ସୁସ୍ଥ ଅଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ହରଦା...

ଇଭିଏମ୍‌ ଚୋରି ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ଇସି

ଲକ୍ଷ୍ନୌ,୯।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଭୋଟ ଗଣତିର ୪୮ ଘଣ୍ଟା ପୂର୍ବରୁ ଇଲେକ୍‌ଟ୍ରୋନିକ୍‌ ଭୋଟିଂ ମେସିନ୍ସ (ଇଭିଏମ୍‌) ଚୋରି ଘଟଣାରେ ସମ୍ପୃକ୍ତ ବରିଷ୍ଠ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯିବ। ଟ୍ରେନିଂ ଇଭିଏମ୍‌ ପରିବହନ ନିୟମ ଭଙ୍ଗ ହୋଇଥିବାରୁ ବାରଣାସୀର ଅତିରିକ୍ତ ଜିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri