ଜାତୀୟ

ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୯।୩: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ‘ଅପରେସନ ଗଙ୍ଗା’ ମାଧ୍ୟମରେ ବାଂଲାଦେଶର ନାଗରିକ ନିଜ ଦେଶକୁ ଫେରି ପାରିଛନ୍ତି । ତେବେ ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କରି ତାଙ୍କୁ ଧନ୍ୟବାଦ...

ରାଜନୀତିରୁ ସନ୍ୟାସ ନେବେ ଆଣ୍ଟୋନି, ସୋନିଆଙ୍କୁ ଲେଖିଲେ ଚିଠି…

ନୂଆଦିଲ୍ଲୀ,୯।୩ : କଂଗ୍ରେସରୁ ଜଣେ ବରିଷ୍ଠ ନେତା ବିଦାୟ’ନେବାକୁ ଯାଉଛନ୍ତି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଥିବା ଏ.କେ ଆଣ୍ଟୋନି ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଏକ ଚିଠି ଲେଖି ଏସମ୍ପର୍କରେ କହିଛନ୍ତି। ସେ ବର୍ତ୍ତମାନ ସକ୍ରିୟ ରାଜନୀତିରୁ ସନ୍ୟାସ ନେବାକୁ...

ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ତଳମୁହାଁ…

ନୂଆଦିଲ୍ଲୀ, ୯।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୪ ହଜାର...

ରାଜ୍ୟପାଳଙ୍କୁ ଅଟକାଇଲେ ଟିଏମ୍‌ସି ବିଧାୟକ

କୋଲକାତା,୯ା୩: ପଶ୍ଚିମବଙ୍ଗ ବିଧାନସଭାରେ ସୋମବାର ବଜେଟ ଅଧିବେଶନର ପ୍ରଥମ ଦିନରେ ଅପ୍ରୀତିକର ସ୍ଥିତି ଦେଖିବାକୁ ମିଳିଥିଲା। ପୌର ନିର୍ବାଚନ ପରବର୍ତ୍ତୀ ହିଂସା ଘଟଣାକୁ ନେଇ ଭାଜପା ବିଧାୟକମାନେ ଗୃହ ମଧ୍ୟଭାଗରେ ହଟ୍ଟଗୋଳ କରିଥିଲେ। ରାଜ୍ୟପାଳ ଜଗଦୀପ୍‌ ଧନ୍‌ଖରଙ୍କୁ ତାଙ୍କ ଅଭିଭାଷଣ...

ସାମାଜିକ କ୍ରାନ୍ତି ରାତିକ ମଧ୍ୟରେ ସମ୍ଭବ ନୁହେଁ, ସୁପ୍ରିମ୍‌କୋର୍ଟଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ,୮।୩ : ଦେଶରେ ସାମାଜିକ କ୍ରାନ୍ତି ଗୋଟିଏ ରାତି ମଧ୍ୟରେ ସମ୍ଭବ ନୁହେଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଏଥି ପାଇଁ ସମୟ ଲାଗିଥାଏ। ରାଷ୍ଟ୍ରୀୟ ପ୍ରତିରକ୍ଷା ଏକାଡେମୀ(ଏନଡ଼ିଏ)ରେ ଏସ୍‌ସି-ଏସ୍‌ଟି-ଓବିସିଙ୍କ ପାଇଁ ସଂରକ୍ଷଣ ମାମଲାର ବିଚାର କରି ଶୀର୍ଷକୋର୍ଟ ଏଭଳି କହିଛନ୍ତି।...

ଛୁଟି ନ ଥିବାରୁ ମାନସିକ ସନ୍ତୁଳନ ହରାଉଛନ୍ତି ଯବାନ…

କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସ (ସିଏପିଏଫ୍‌) ରେ ଥିବା ଯବାନମାନେ ଧୀରେଧୀରେ ନିଜର ମାନସିକ ସନ୍ତୁଳନ ହରାଇ ବସୁଥିବା ଦେଖିବାକୁ ମିଳୁଛି। ବିଭିନ୍ନ କାରଣରୁ କ୍ରୋଧ ବଶତଃ ସେମାନେ ନିଜ ସାଥୀଙ୍କୁ ହତ୍ୟା କରିବା ସହ ନିଜକୁ ମଧ୍ୟ ଗୁଳି କରୁଛନ୍ତି।...

ଯୁଦ୍ଧ ଯେକୌଣସି ସମୟରେ ହୋଇପାରେ, ସର୍ବଦା ପ୍ରସ୍ତୁତ ରହିବା ଆବଶ୍ୟକ…

ନୂଆଦିଲ୍ଲୀ,୮।୩ : ରୁଷିଆ ୟୁକ୍ରେନ୍‌ ଯୁଦ୍ଧକୁ ନେଇ ସେନା ପ୍ରମୁଖ ମନୋଜ ମୁକୁନ୍ଦ ନରାଓ୍ବଣେ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ପ୍ରଦାନ କରିଛନ୍ତି। ନରାଓ୍ବଣେ କହିଛନ୍ତି ଯେ, ଯୁଦ୍ଧ ଯେକୌଣସି ସମୟରେ ହୋଇପାରେ। ତେଣୁ ଆମକୁ ସର୍ବଦା ପ୍ରସ୍ତୁତ ରହିବା ଆବଶ୍ୟକ। ଏହି...

ବଜେଟ୍‌ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ ଆରମ୍ଭ ସମ୍ଭାବନା…

ନୂଆଦିଲ୍ଲୀ,୮।୩ : ବଜେଟ୍‌ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ ଆରମ୍ଭ ସମ୍ଭାବନା ରହିଛି। ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌.ଭେଙ୍କିୟା ନାଇଡୁ ଏବଂ ଲୋକ ସଭା ଅଧ୍ୟକ୍ଷ ଓମ୍‌. ବିରଳାଙ୍କ ମଧ୍ୟରେ ଆଲୋଚନା ହୋଇଛି। ଏହା ସହିତ ଦେଶରେ...

୨ ବର୍ଷ ପରେ ଅନ୍ତର୍ଜାତୀୟ ଉଡ଼ାଣ ଉପରୁ କଟକଣା ହଟିଲା, ମାର୍ଚ୍ଚ ୨୭ରୁ ପୁଣି ଆରମ୍ଭ…

ନୂଆଦିଲ୍ଲୀ,୮।୩ : କରୋନା ମହାମାରୀ ଯୋଗୁ ଗତ ୨ ବର୍ଷ ଧରି ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ କଟକଣା ଜାରି ହୋଇଥିଲା। ତେବେ ୨୦୨୨ ମାର୍ଚ୍ଚ ୨୭ରେ ପୁଣି ଏହି ସେବା ଆରମ୍ଭ ହେବ। ଏନେଇ ମଙ୍ଗଳବାର କେନ୍ଦ୍ରୀୟ ବେସାମରିକ...

ଆସିବନି ଚତୁର୍ଥ ଲହର, ଭାରତରେ କରୋନା ଶେଷ ମୁହାଁ, ବିଶେଷଜ୍ଞଙ୍କ ରିପୋର୍ଟ…

ନୂଆଦିଲ୍ଲୀ,୮।୩ : ଭାରତରେ କରୋନାର ତୃତୀୟ ଲହର କ୍ରମାଗତ ଭାବରେ ଦୁର୍ବଳ ହେଉଛି। ବର୍ତ୍ତମାନ ସାରା ଦେଶରେ କରୋନା ସକ୍ରିୟ ମାମଲା ମଧ୍ୟ ୫୦ ହଜାରକୁ ଖସି ଆସିଛି। ଏଭଳି ପରିସ୍ଥିତିରେ କରୋନା ସମ୍ବନ୍ଧରେ ସ୍ବାସ୍ଥ୍ୟ ବିଶେଷଜ୍ଞମାନଙ୍କ ପକ୍ଷରୁ ଜାରି...

ମହିଳାଙ୍କ ପାଇଁ ରହିବ ୩୩ ପ୍ରତିଶତ ସଂରକ୍ଷଣ

ଅଗରତାଲା,୮।୩: ତ୍ରିପୁରାରେ ଭାଜପା ସରକାରଙ୍କ ୪ ବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ମଙ୍ଗଳବାର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମହିଳା ସଶକ୍ତିକରଣ ଅଭିଯାନ ଏଠାରେ ହିଁ ଆରମ୍ଭ ହେବାକୁ...

ମାର୍ଚ୍ଚ ୧୧ରେ ଭାରତ-ଚାଇନା କମାଣ୍ଡରସ୍ତରୀୟ ବୈଠକ…

ଲଦାଖ,୮।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ୧୫ ତମ ରାଉଣ୍ଡ ସାମରିକ କମାଣ୍ଡରସ୍ତରୀୟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଭାରତ ଏବଂ ଚାଇନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri