ଜାତୀୟ

କିନ୍ନର ମାଗଣାରେ କରିପାରିବେ ଲିଙ୍ଗ ପରିବର୍ତ୍ତନ ଅସ୍ତ୍ରୋପଚାର…

ନୂଆଦିଲ୍ଲୀ,୨୫।୮ : କିନ୍ନର ମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏହା ଦ୍ୱାରା କିନ୍ନରମାନେ ମାଗଣା ଲିଙ୍ଗ ପରିବର୍ତ୍ତନ ଅସ୍ତ୍ରୋପଚାର କରିବାକୁ ସମର୍ଥ ହେବେ। ସମ୍ପ୍ରତି ଦେଶର କୌଣସି ଡାକ୍ତରଖାନାରେ ଏହି ଅସ୍ତ୍ରୋପଚାର ମାଗଣା…

ପାକ କର୍ନଲଙ୍କ ଇସାରାରେ ଆର୍ମି ପୋଷ୍ଟ ଉଡାଇ ଦେବାକୁ ହୋଇଥିଲା ପ୍ରସ୍ତୁତି

ନୂଆଦିଲ୍ଲୀ,୨୫ ।୮: ଆତଙ୍କବାଦ ବିରୋଧରେ ଲଢିବାକୁ ଚେଷ୍ଟା କରୁଥିବା ପାକିସ୍ତାନ ପୁଣିଥରେ ସମ୍ପୂର୍ଣ୍ଣ ଭାବେ ବିଫଳ ହୋଇଛି । ନୌଶେରା ସେକ୍ଟରରୁ ଧରାପଡିଥିବା ଆତଙ୍କବାଦୀମାନେ ପୁଣିଥରେ ପାକିସ୍ତାନର ଅସଲ ମୁଖ୍ୟ ଖୋଲିଛନ୍ତି । ଘଟଣା ହେଲା ଗିରଫ ହୋଇଥିବା ଆତଙ୍କବାଦୀ ତବାରକ…

ଅନ୍‌ଲାଇନ ଶୈକ୍ଷିକ ଗେମ୍‌ ‘ଆଜାଦୀ କ୍ୱେଷ୍ଟ’ ଶୁଭାରମ୍ଭ

ନୂଆଦିଲ୍ଲୀ,୨୫।୮(ପି.ଆଇ.ବି): ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଭାରତୀୟ ସ୍ବାଧୀନତ ସଂଗ୍ରାମର ଗୌରବ ଗାଥାର ପ୍ରଚାର ପ୍ରସାର ଲାଗି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ବୁଧବାର ଏକ ଶିକ୍ଷଣୀୟ ଅନ୍‌ଲାଇନ ମୋବାଇଲ ଗେମ୍‌ ସିରିଜ୍‌ ‘ଆଜାଦୀ…

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅଭିନେତା ମିଲିନ୍ଦ ସୋମନ

ନୂଆଦିଲ୍ଲୀ,୨୫ ।୮: ବଲିଉଡ ଅଭିନେତା ତଥା ମଡେଲ ମିଲିନ୍ଦ ସୋମନ ଦେଶର ଟପ ଆଥେଲେଟରେ ସାମିଲ ଅଛନ୍ତି । ନିଜର ଫିଟନେସକୁ ନେଇ ସେ ଖୁବ୍ ଚର୍ଚ୍ଚିତ । ନିକଟରେ ମିଲିନ୍ଦ ୟୁନିଟ ରନ ଶେଷ କରିଛନ୍ତି । ଏହାପରେ ସେ…

ପାଠପଢ଼ା ଚାପ: ଆତ୍ମହତ୍ୟା କଲେ ୯ମ ଛାତ୍ର

ଚେନ୍ନାଇ,୨୫।୮: ପାଠପଢ଼ା ଚାପ ସମ୍ଭାଳି ନ ପାରି ତାମିଲନାଡ଼ୁ ଥିରୁଭରୁର ଜିଲା ସ୍ଥିତ ଏକ ଘରୋଇ ସ୍କୁଲର ୯ମ ଶ୍ରେଣୀ ଛାତ୍ର ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିଛନ୍ତି। ଅଧିକ ହୋମଓ୍ବର୍କ ଦିଆଯାଉଥିବାରୁ ଛାତ୍ର ସଞ୍ଜୟ ସ୍କୁଲ ବଦଳାଇବା ପାଇଁ…

ଶିକ୍ଷକଙ୍କ ମାଡ଼ରେ ଆଉ ଜଣେ ଦଳିତ ଛାତ୍ର ହସ୍ପିଟାଲରେ ଭର୍ତ୍ତି

ବାର୍‌ମେର,୨୫।୮: ରାଜସ୍ଥାନର ଜାଲୋର ଅଞ୍ଚଳରେ ଥିତ୍ବା ଏକ ସ୍କୁଲ୍‌ରେ ସବର୍ଣ୍ଣଙ୍କ ପାଇଁ ଉଦ୍ଦିଷ୍ଟ ପାଣି ମାଠିଆ ଛୁଇଁବାରୁ ଜଣେ ୯ ବର୍ଷର ପିଲାଙ୍କୁ ଶିକ୍ଷକ ନିର୍ଘାତ ମାଡ଼ ମାରିଥିଲେ। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାର ୧୫ ଦିନ…

ପପ୍ପନ ସିଂଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୫।୮: କୋଭିଡ୍‌ ଲକ୍‌ଡାଉନ ବେଳେ ପ୍ରବାସୀ ଶ୍ରମିକମାନଙ୍କୁ ବିମାନରେ ସେମାନଙ୍କ ଘରକୁ ପଠାଇ ଚର୍ଚ୍ଚିତ ହୋଇଥିବା ନୂଆଦିଲ୍ଲୀର ଜଣାଶୁଣା ଛତୁଚାଷୀ ପପ୍ପନ ସିଂ ଗେହଲଟ ଆତ୍ମହତ୍ୟା କରିଛନ୍ତି। ଦିଲ୍ଲୀର ଆଲିପୋର ଅଞ୍ଚଳରେ ନିଜ ଘର ସମ୍ମୁଖରେ ଥିବା ମନ୍ଦିର ସିଲିଂରୁ ତାଙ୍କର…

ଇଡି ଚଢ଼ାଉ ବେଳେ ଏକେ-୪୭ ଜବତ

ରାଞ୍ଚତ୍,୨୫।୮: ଝାଡ଼ଖଣ୍ଡରେ ବେଆଇନ ଖଣି ଖନନ ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବୁଧବାର ଚଢ଼ାଉ ବେଳେ ଦୁଇଟି ଏକେ-୪୭ ରାଇଫଲ ଏବଂ ୬୦ ରାଉଣ୍ଡ ଗୁଳି ଜବତ ହୋଇଛି। ଇଡି ଅଧିକାରୀମାନେ ଝାଡ଼ଖଣ୍ଡ ସମେତ ବିହାର, ତାମିଲନାଡୁ ଓ…

ଘଣ୍ଟାକ ଭିତରେ ୨ ଥର ଥରି ଉଠିଲା ଜମ୍ମୁ-କଶ୍ମୀର

ଜମ୍ମୁ,୨୫ ।୮: ଜମ୍ମୁ-କଶ୍ମୀରରେ ବୁଧବାର ବିଳମ୍ବିତ ରାତିରେ ଗାଟିଏ ପରେ ଗୋଟିଏ ଲଗାତାର ୨ଟି ଭୂକମ୍ପ ହୋଇଛି । ଜମ୍ମୁ-କଶ୍ମୀରର ଡୋଡା ଓ କିଶତୱାଡ ଜିଲାରେ ଏହି ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୧…

ଲକ୍‌ଡାଉନରେ ଶ୍ରମିକଙ୍କୁ ସାହାଯ୍ୟ କରିଥିବା ଛତୁଚାଷୀ ପପ୍ପନ ସିଂଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୪।୮ :କୋଭିଡ୍‌ ଲକ୍‌ଡାଉନ ବେଳେ ପ୍ରବାସୀ ଶ୍ରମିକମାନଙ୍କୁ ବିମାନରେ ସେମାନଙ୍କ ଘରକୁ ପଠାଇ ଚର୍ଚ୍ଚିତ ହୋଇଥିବା ନୂଆଦିଲ୍ଲୀର ଜଣାଶୁଣା ଛତୁଚାଷୀ ପପ୍ପନ ସିଂ ଗେହଲଟ ଆତ୍ମହତ୍ୟା କରିଛନ୍ତି। ଦିଲ୍ଲୀର ଆଲିପୋର ଅଞ୍ଚଳରେ ନିଜ ଘର ସମ୍ମୁଖରେ ଥିବା ମନ୍ଦିର ସିଲିଂରୁ ତାଙ୍କର…

ସୋନାଲି ଫୋଗଟଙ୍କୁ କରାଯାଇଛି ହତ୍ୟା, ସିବିଆଇ ତଦନ୍ତ ଦାବି କଲା ପରିବାର

ନୂଆଦିଲ୍ଲୀ,୨୪।୮: ଅଭିନେତ୍ରୀ ତଥା ହରିୟାଣାର ଭାଜପା ନେତ୍ରୀ ସୋନାଲି ଫୋଗଟଙ୍କର ହୃଦ୍‌ଘାତରେ ମୃତ୍ୟୁ ହୋଇନାହିଁ, ତାଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ତାଙ୍କ ସହ ଗୋଆ ଯାଇଥିବା ଦୁଇଜଣ ସହଯୋଗୀ ଏହି ଷଡ଼ଯନ୍ତ୍ର ସହ ସମ୍ପୃକ୍ତ ଥିବା…

‘ସୋନିଆଙ୍କୁ ନୁହେଁ, କ’ଣ ନଡାଙ୍କୁ ଭେଟିବି’

ନୂଆଦିଲ୍ଲୀ,୨୪।୮: ୨୦୧୯ ଲୋକ ସଭା ନିର୍ବାଚନ ପରଠାରୁ କଂଗ୍ରେସ ଦଳର ପୂର୍ଣ୍ଣକାଳୀନ ସଭାପତି କିଏ ହେବ ସେନେଇ ଚର୍ଚ୍ଚା ଜାରି ରହିଛି। ସୋନିଆ ଗାନ୍ଧୀ କଂଗ୍ରେସର ସଭାପତି ରହିବେ ନା ଗାନ୍ଧୀ ପରିବାର ବାହାରେ ଥିବା କୌଣସି କଂଗ୍ରେସ ନେତା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?