ଜାତୀୟ

ରାହୁଲଙ୍କୁ ବାଧ୍ୟ କରି ପାରିବୁ ନାହିଁ, କଂଗ୍ରେସ ଅଧ୍ୟକ୍ଷ ନେଇ ଦିଗବିଜୟଙ୍କ ଉତ୍ତର…

ନୂଆଦିଲ୍ଲୀ, ୨୩।୮ : କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂ ରାହୁଲ ଗାନ୍ଧୀଙ୍କୁ ଦଳର ଅଧ୍ୟକ୍ଷ କରିବା ନେଇ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ରାହୁଲ ଗାନ୍ଧୀଙ୍କୁ ଦଳର ନୂତନ ଅଧ୍ୟକ୍ଷ ହେବାକୁ ବାଧ୍ୟ କରାଯାଇ ପାରିବ…

ଏଏପି ପାଖରେ ଯଦି ଅଫର ରେକର୍ଡିଂ ଅଛି ତେବେ ଭାଜପାର ପର୍ଦ୍ଦାଫାଶ୍‌ କରାଯାଉ, କହିଲା ଏନସିପି…

ନୂଆଦିଲ୍ଲୀ, ୨୩।୮ : ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଭାଜପା ପକ୍ଷରୁ ଦିଆଯାଇଥିବା ଅଫରକୁ ନେଇ ରାଜନୈତିକସ୍ତରରେ କାଦୁଅ ଫିଙ୍ଗା ଜାରି ରହିଛି। ମଙ୍ଗଳବାର ଶରଦ ପାୱାରଙ୍କ ନେତୃତ୍ୱାଧୀନ ଏନସିପି କହିଛି ଯେ, ଯଦି ଏଏପି ପାଖରେ ଏହି ଅଫର ରେକର୍ଡିଂ…

ବେଆଇନ୍‌ ଅର୍ଥ କାରବାର ମାମଲାରେ ସତୈନ୍ଦ୍ରଙ୍କ ସ୍ତ୍ରୀଙ୍କୁ ମିଳିଲା ଜାମିନ୍‌

ନୂଆଦିଲ୍ଲୀ,୨୩।୮: ବେଆଇନ୍‌ ଅର୍ଥ କାରବାର ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମନ୍ତ୍ରୀ ସତୈନ୍ଦ୍ର ଜୈନଙ୍କ ସ୍ତ୍ରୀ ପୁନମ ଜୈନଙ୍କୁ ରୋଜ ଏଭିନ୍ୟୁ କୋର୍ଟ ମଙ୍ଗଳବାର ଜାମିନ୍‌ ପ୍ରଦାନ କରିଛନ୍ତି। ସତୈନ୍ଦ୍ର ଜୈନ ମଧ୍ୟ ନୂତନ ଜାମିନ୍‌ ଆବେଦନ କରିଛନ୍ତି, ତେବେ ଆସନ୍ତା…

ବିକ୍ରମ ଦୋରାଇସ୍ବାମୀ ଇଂଲଣ୍ଡରେ ଭାରତର ନୂଆ ହାଇ କମିଶନର ନିଯୁକ୍ତ…

ନୂଆଦିଲ୍ଲୀ, ୨୩।୮ : ଅଭିଜ୍ଞ କୂଟନୀତିଜ୍ଞ ବିକ୍ରମ କେ. ଦୋରାଇସ୍ବାମୀ ମଙ୍ଗଳବାର ବ୍ରିଟେନରେ ଭାରତର ନୂତନ ହାଇ କମିଶନର ଭାବରେ ନିଯୁକ୍ତ ହୋଇଛନ୍ତି। ଦୁଇ ଦେଶ ମଧ୍ୟରେ ବୃଦ୍ଧି ପାଉଥିବା ରଣନୀତିକ ସମ୍ପର୍କକୁ ଦୃଷ୍ଟିରେ ରଖି ଏହା ଏକ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି…

ଭିଏଲ-ଏସଆରଏସଏଏମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ…

ନୂଆଦିଲ୍ଲୀ/ବାଲେଶ୍ୱର(ବ୍ୟୁରୋ), ୨୩।୮ : ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନା ମଙ୍ଗଳବାର ଭର୍ଟିକାଲ ଶର୍ଟ ରେଞ୍ଜ ସର୍ଫେସ ଟୁ ଏୟାର ମିଜାଇଲ (ଭିଏଲ-ଏସଆରଏସଏଏମ)ର ସଫଳତାର ସହ ପରୀକ୍ଷଣ କରିଛନ୍ତି। ଓଡ଼ିଶାର ଚାନ୍ଦିପୁର ଉପକୂଳରୁ ଏକ ଭାରତୀୟ…

ନଡ୍ଡାଙ୍କ କଡ଼ା ସମାଲୋଚନା,ତେଲେଙ୍ଗାନାରୁ ମୂଳ ପୋଛ ହେବେ କେସିଆର ସରକାର…

ହାଇଦ୍ରାବାଦ, ୨୩।୮ : ହାଇଦ୍ରାବାଦରେ ଭାଜପା କର୍ମକର୍ତ୍ତାଙ୍କ ଗିରଫଦାରୀକୁ ବିରୋଧ କରି ବିକ୍ଷୋଭ କରୁଥିବା ତେଲେଙ୍ଗାନାଭାଜପା ଅଧ୍ୟକ୍ଷ ବି.ସଞ୍ଜୟ କୁମାରଙ୍କୁ ପୋଲିସ ଗିରଫ କରିଛି। ଏହାକୁ ନେଇ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ତେଲେଙ୍ଗାନା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି।…

ଟି. ରାଜା ଭାଜପାରୁ ନିଲମ୍ବିତ, ୧୦ ଦିନ ମଧ୍ୟରେ ଦେବେ ଜବାବ…

ନୂଆଦିଲ୍ଲୀ, ୨୩।୮ : ମହାପୁରୁଷ ମହମ୍ମଦଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବା ମାମଲାରେ ଭାରତୀୟ ଜନତା ପାର୍ଟି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦଳ ତେଲେଙ୍ଗାନା ବିଧାୟକ ଟି ରାଜା ସିଂଙ୍କୁ ନିଲମ୍ବିତ କରିଛି। ଏହା ସହିତ ତାଙ୍କୁ ଏକ କାରଣ…

ଅଖିଳେଶ ଚାହିଁଲେ ୧୫ ଦିନରେ କ୍ଷମତାଚ୍ୟୁତ ହେବେ ଯୋଗୀ ସରକାର, ୧୫୦ରୁ ଅଧିକ ଭାଜପା ବିଧାୟକ ଅସନ୍ତୁଷ୍ଟ, ନାରଦଙ୍କ ଦାବି…

ଲକ୍ଷ୍ନୌ,୨୩।୮ : ସମାଜବାଦୀ ପାର୍ଟିର ନେତା ତଥା ପୂର୍ବତନ ମନ୍ତ୍ରୀ ନାରଦ ରାୟ କହିଛନ୍ତି ଯେ ଯେଉଁ ଦିନ ଅଖିଳେଶ ଯାଦବ ତାଙ୍କ ନିଷ୍ପତ୍ତି ନେବେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ୧୫ଦିନ ମଧ୍ୟରେ କ୍ଷମତାଚ୍ୟୁତ ହେବେ। ଯୋଗୀଙ୍କ ଉପରେ ୧୫୦ରୁ…

ସକ୍ରିୟ ମାମଲା ୯୭ ହଜାର ତଳେ…

ନୂଆଦିଲ୍ଲୀ, ୨୩।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୩ ଦିନ ଧରି ସକ୍ରିୟ ମାମଲା ଏବଂ ଦୈନିକ…

ଶିବସେନା ବିବାଦକୁ ନେଇ ସୁପିମକୋର୍ଟଙ୍କ ବଡ ନିଷ୍ପତ୍ତି, ୫ ଜଜଙ୍କ ସମ୍ବିଧାନ ପୀଠକୁ ଦିଆଗଲା ମାମଲା

ନୂଆଦିଲ୍ଲୀ,୨୩ ।୮: ଶିବସେନା କାହାର? ଏବେ ଏହି ମାମଲା ସୁପ୍ରିମକାର୍ଟରେ । ମଙ୍ଗଳବାର ଏହାର ଏକ ଶୁଣାଣି କରି କୋର୍ଟ ଏହି ମାମଲାକୁ ୫ ଜଜଙ୍କ ଖଣ୍ଡପୀଠକୁ ହସ୍ତାନ୍ତର କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ଏହାର ଶୁଣାଣି ହେବ…

ରାଷ୍ଟ୍ରପତିଙ୍କୁ ଭେଟିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୩।୮: କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ମଙ୍ଗଳବାର ରାଷ୍ଟ୍ରପତି ଭବନରେ ସୋନିଆ ଗାନ୍ଧୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ। ଏହି ସାକ୍ଷାତକାରକୁ କଂଗ୍ରେସ ପକ୍ଷରୁ ସୌଜନ୍ୟମୂଳକ ଓ ଔପଚାରିକ ବୋଲି କୁହାଯାଇଛି।…

ଲଶ୍କର-ଏ-ତୋଏବାର ୨ଆତଙ୍କବାଦୀ ଗିରଫ: ଗୋଳାବାରୁଦ, ଅସ୍ତ୍ରଶସ୍ତ୍ର ଜବତ

ବଡ଼ଗାମ,୨୩।୮: ଜମ୍ମୁ-କଶ୍ମୀରର ବଡ଼ଗାମ ଜିଲାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋମବାର ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଏବାର ୨ଆତଙ୍କବାଦୀ ସହଯୋଗୀଙ୍କୁ ପୋଲିସ ଗିରଫ କରିଛି। ଏଥିସହ ବିପୁଳ ପରିମାଣର ଗୋଳାବାରୁଦ ମଧ୍ୟ ଜବତ କରାଯାଇଛି। ସୂଚନାଯୋଗ୍ୟ, ସେନା ଓ ପୋଲିସର ମିଳିତ ଉଦ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?