ଜାତୀୟ

ଭାଜପା ଯୁବ ନେତା ଅର୍ଜୁନଙ୍କ ମୃତଦେହର ଆର୍ମି କମାଣ୍ଡ ହସ୍ପିଟାଲରେ ହେବ ପୋଷ୍ଟ ମଟର୍ମ: ହାଇକୋର୍ଟ

କୋଲକାତା,୭ ।୫: ଭାରତୀୟ ଜନତା ପାର୍ଟି(ଭାଜପା)ର ଯୁବ ନେତା ଅର୍ଜୁନ ଚୌରାସିଆଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ଅନୁଯାୟୀ ତାଙ୍କ ମୃତଦେହର ପୋଷ୍ଟ ମର୍ଟମ ଆର୍ମି ହସ୍ପିଟାଲରେ କରାଯିବ । ଏହାସହ ସମସ୍ତ ପ୍ରକ୍ରିୟାର ଭିଡିଓ ଗ୍ରାଫି କରିବାକୁ ମଧ୍ୟ…

ମଣିପୁରରେ ଆଉ ଏକ ବିସ୍ଫୋରଣ

ଇମ୍ଫାଲ,୭ା୫: ମଣିପୁରର ଇମ୍ଫାଲ ଇଷ୍ଟ ଜିଲାରେ ଶୁକ୍ରବାର ସକାଳେ ଏକ ଶକ୍ତିଶାଳୀ ବିସ୍ଫୋରଣ ହୋଇଛି। ରିମୋଟ କଣ୍ଟ୍ରୋଲ ଦ୍ୱାରା ହୋଇଥିବା ଏହି ବିସ୍ଫୋରଣରେ ୪ଟି କାର୍‌ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଦିନକ ପୂର୍ବରୁ ଇମ୍ଫାଲ ସହରର ନାଗମପାଲସ୍ଥିତ ଏକ ସ୍ପେୟାରପାଟର୍‌ସ ଦୋକାନ…

ମାଙ୍କଡ଼ ପାଇଁ ପୋଲିସକୁ କୋର୍ଟ ନୋଟିସ

ଜୟପୁର,୭।୫: ରାଜସ୍ଥାନ ରାଜଧାନୀ ଜୟପୁରର ଚାନ୍ଦଓ୍ବାଜିରୁ ମାଙ୍କଡ଼କୁ ନେଇ ଅଜବ ଘଟଣା ସାମ୍‌ନାକୁ ଆସିଛି। ଏକ ହତ୍ୟାକଣ୍ଡର ଶୁଣାଣି ହେବାକୁ ଥିବାବେଳେ ଗୋଟିଏ ମାଙ୍କଡ଼ ପ୍ରମାଣ ବ୍ୟାଗ୍‌ ନେଇ ଚମ୍ପଟ ମାରିଛି। କୋର୍ଟ ଘଟଣା ସମ୍ପର୍କରେ ଅବଗତ ହେବାପରେ ତଦନ୍ତକାରୀ ପୋଲିସଙ୍କ…

ବଗ୍‌ଗାଙ୍କୁ ନେଇ ହାଇଡ୍ରାମା

ନୂଆଦିଲ୍ଲୀ/ଚଣ୍ଡିଗଡ଼,୭ା୫: ଦିଲ୍ଲୀର ଭାଜପା ନେତା ତେଜିନ୍ଦର ପାଲ୍‌ ସିଂ ବଗ୍‌ଗାଙ୍କୁ ପଞ୍ଜାବ ପୋଲିସ ଶୁକ୍ରବାର ସକାଳେ ତାଙ୍କ ଘରୁ ଗିରଫ କରିଥିଲା। ଜାତୀୟ ରାଜଧାନୀରୁ ତାଙ୍କୁ ପଞ୍ଜାବର ମୋହାଲିସ୍ଥିତ ଏକ କୋର୍ଟକୁ ନିଆଯାଉଥିବାବେଳେ କୁରୁକ୍ଷେତ୍ରରେ ହରିୟାଣା ପୋଲିସ ଅଟକାଇଥିଲା। ସେଠାରୁ ଦିଲ୍ଲୀ…

ସତ୍ୟ ଗୁରୁତ୍ୱପୂର୍ଣ୍ଣ, କାହାର ମନ୍ତବ୍ୟ ନୁହେଁ: ନୀତୀଶ

ପାଟନା,୬।୫: ବିହାର ପଛୁଆ ରାଜ୍ୟ ହେବା ପାଇଁ ନୀତୀଶ କୁମାରଙ୍କ ୧୫ବର୍ଷର ଶାସନ ଦାୟୀ ବୋଲି ଗୁରୁବାର ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର ସମାଲୋଚନା କରିଥିଲେ। ନୂଆ ଚିନ୍ତାଧାରା ଓ ଉଦ୍ୟମରେ ରାଜ୍ୟରେ ବିକାଶ ଆଣିବା ଲାଗି ସେ ଏକ ମିଶନ…

ହାର୍ଦ୍ଦିକ ନୁହେଁ ଜିଗ୍ନେଶ ହେଲେ କଂଗ୍ରେସର ପୋଷ୍ଟର ବୟ

ଅହମଦାବାଦ,୬।୫: ଗତ କିଛି ଦିନରୁ ଗୁଜରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲଙ୍କ ରାଜ୍ୟ ନେତୃତ୍ୱକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଭାଜପାକୁ ଖୋଲାଖୋଲି ଭାବେ ପ୍ରଶଂସା କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ଏହାପରେ ଖୁବ୍‌ଶୀଘ୍ର ହାର୍ଦ୍ଦିକ ପଟେଲ…

ଭାରତୀୟ ପର୍ବତାରୋହୀଙ୍କ ମୃତ୍ୟୁ

କାଠମାଣ୍ଡୁ,୬।୫: ହିମାଳୟର କାଞ୍ଚନଜଙ୍ଘା ଶୃଙ୍ଗ ନିକଟରେ ଜଣେ ଭାରତୀୟ ପର୍ବତାରୋହୀଙ୍କ ମୃତ୍ୟୁ ଘଟିଛି। ଚଳିତ ବର୍ଷ ହିମାଳୟ ଆରୋହଣ ଋତୁରେ ଏହା ତୃତୀୟ ମୃତ୍ୟୁ ଘଟଣା। ବିଶ୍ୱର ତୃତୀୟ ସର୍ବୋଚ୍ଚ ଗିରିଶୃଙ୍ଗ କାଞ୍ଚନଜଙ୍ଘା ନିକଟ ତଥା ୮,୨୦୦ ମିଟର ଉଚ୍ଚରେ ନାରାୟଣନ…

ଥାନାରେ ପହଞ୍ଚିଲା ଚପଲ ଚୋରି ମାମଲା

ଭୋପାଳ,୬।୫: ମଧ୍ୟପ୍ରଦେଶ ଉଜ୍ଜେନ ଜିଲାରୁ ଏକ ନିଆରା ମାମଲା ସାମ୍ନାକୁ ଆସିଛି। ସବୁବେଳେ ଲୋକମାନେ ଚୋରି, ମାରପିଟ କିମ୍ବା କୌଣସି ଅପରାଧିକ ମାମଲାକୁ ନେଇ ଥାନାରେ ପହଞ୍ଚିଥାନ୍ତି। କିନ୍ତୁ କେବେ କେହି ଶୁଣିଛନ୍ତି କି, କୌଣସି ବ୍ୟକ୍ତି ନିଜର ଚପଲ ଚୋରି…

ଚିନ୍ତା ବଢ଼ାଉଛି ଦିଲ୍ଲୀ: ଗତ ୨୪ଘଣ୍ଟାରେ ୧୬ଶହରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୬।୫: ରାଜଧାନୀ ଦିଲ୍ଲୀରେ ଏବେ କରୋନା ପ୍ରକୋପ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛି ଦିନରୁ କରୋନା ସଂକ୍ରମଣ ସଖ୍ୟା ହଜାରେରୁ ଅଧିକ ରହିଥିବା ଦେଖିବାକୁ ମିଳିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩୦,୭୦୯ କରୋନା ଟେଷ୍ଟ କରାଯାଇଥିବା ବେଳେ…

ହେଲିକପ୍ଟରରେ ପିଲାଙ୍କୁ ବୁଲାଇଲେ ବଘେଲା

ବଳରାମପୁର,୬।୫: ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଭୂପେଶ ବଘେଲାଙ୍କ ବଡ଼ ବଦାନ୍ୟତା। କୁନି ପିଲାଙ୍କ କଥା ରଖିବାକୁ ଯାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ହେଲିକ୍ଟରରେ ବୁଲାଇଥିବା ଦେଖିବାକୁ ମିଳିଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଏଭଳି କାର୍ଯ୍ୟକୁ…

ମୃତ ଭାଜପା କର୍ମକର୍ତ୍ତାଙ୍କ ପରିବାରଙ୍କୁ ଭେଟିଲେ ଶାହା: ସିବିଆଇ ତଦନ୍ତ ଦାବି

କୋଲକାତା,୬।୫: କୋଲକାତା କାଶୀପୁର ଅଞ୍ଚଳରେ ଶୁକ୍ରବାର ସକାଳେ ଭାଜପାର ଜଣେ କର୍ମକର୍ତ୍ତାଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର କରାଯିବା ପରେ ପରିବାରଲୋକଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ଇତିମଧ୍ୟରେ ଦୁଇ ଦିନିଆ ଗ୍ରସ୍ତରେ କୋଲକାତା ଯାଇଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୃତ…

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ସଫଳତା: ହିଜବୁଲ କମାଣ୍ଡରଙ୍କ ସମେତ ୩ ଆତଙ୍କବାଦୀ ନିହତ

ଜମ୍ମୁ,୬ ।୫: ଦକ୍ଷିଣ କଶ୍ମୀରରେ ଏକ ଅପରେଶନରେ ହିଜବୁଲ ମୁଜାହିଦ୍ଦିନର କମାଣ୍ଡର ଅଶରଫ ମୌଲବି ନିହତ ହୋଇଥିବା ଜଣାପଡିଛି । ଏହି ଆତଙ୍କବାଦୀଙ୍କ ମୃତ୍ୟୁ ପରେ ଘାଟିରେ ସୁରକ୍ଷାକର୍ମୀଙ୍କୁ ଆତଙ୍କବାଦୀ ବିରୋଧି ଅଭିଯାନରେ ବଡ ସଫଳତା ମିଳିଛି । ଏହି ଆତଙ୍କବାଦୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri