ଜାତୀୟ

ଦ୍ୱିତୀୟ ଦିନରେ ଇଡିରେ ହାଜର ହେଲେ ରାହୁଲ

ନୂଆଦିଲ୍ଲୀ,୧୪।୬: ନ୍ୟାଶନାଲ ହେରାଲ୍ଡ ମାମଲାରେ ଆଜି ପୁଣି ଇଡିରେ ହାଜର ହୋଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି। ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତାଙ୍କୁ ମଙ୍ଗଳବାର ଦ୍ୱିତୀୟ ରାଉଣ୍ଡ ଜେରା କରିବ। ସୋମବାର ମଧ୍ୟ ରାହୁଲ ଇଡି କାର୍ଯ୍ୟାଳୟରେ ହାଜର ହୋଇଥିଲେ। ସେଠାରେ…

ଗୌହାଟୀ ଭୂସ୍ଖଳନ: ଗଲା ୪ ଜୀବନ

ଗୌହାଟୀ,୧୪।୬: ଭୂସ୍ଖଳନ ଯୋଗୁ ୪ ଜଣଙ୍କ ମୃତ୍ୟୁ ହୋଇଛି। ଏଭଳି ଏକ ଘଟଣା ଘଟିଛି ଆସାମ ଗୌହାଟୀର ବୋରାଗାଓଁ ନିକଟ ନିଜାରପାର ଅଞ୍ଚଳରେ। ସୋମବାର ରାତିାର ଲଗାଣ ବର୍ଷା ଯୋଗୁଁ ଏଭଳି ହୋଇଥିବା ଜଣାପଡ଼ିଛି। ସେହିପରି ଆହୁରି ୪ଜଣ ଫସିଥିବା ସୂଚନା…

ଅଧିକ ଦିନ ‘ଲିଭ୍‌ ଇନ୍‌’ ରହିବା ବିବାହ ସହ ସମାନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪।୬: ଯଦି ଜଣେ ପୁରୁଷ ଏବଂ ଜଣେ ମହିଳା ଦୀର୍ଘ ସମୟ ଧରି ଏକାଠି ରୁହନ୍ତି, ତେବେ ଆଇନ ଅନୁଯାୟୀ ଏହାକୁ ବିବାହ ଭଳି ଧରାଯିବ ଏବଂ ସେମାନଙ୍କ ସନ୍ତାନ ପୈତୃକ ସମ୍ପତ୍ତିରେ ଭାଗରୁ ବଞ୍ଚିତ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ…

‘ମୁସଲମାନଙ୍କୁ କ୍ଷମା ମାଗନ୍ତୁ ଭାରତ ସରକାର’

ମୁମ୍ବାଇ,୧୪।୬: ମୁମ୍ବାଇ ନିକଟରେ ଥିବା ଠାଣେ ପୋଲିସର ଅଫିସିଆଲ ୱେବ୍‌ସାଇଟ ହ୍ୟାକ୍‌ ହୋଇଛି। ୱେବ୍‌ସାଇଟ ହ୍ୟାକ୍‌ କରିଥିବା ହ୍ୟାକର୍‌ ଭାରତ ସରକାରଙ୍କ ପାଇଁ ଏକ ବାର୍ତ୍ତା ଲେଖିଛି। ଏହି ବାର୍ତ୍ତାରେ ହ୍ୟାକର୍‌ ମୁସଲମାନମାନଙ୍କୁ କ୍ଷମା ମାଗିବାକୁ ଭାରତ ସରକାରଙ୍କୁ କହିଛନ୍ତି। ୱେବ୍‌ସାଇଟ…

ମୋଦି ସରକାରଙ୍କ ବଡ଼ ଘୋଷଣା: ଆସନ୍ତା ଦେଢ ବର୍ଷରେ ମିଳିବ ୧୦ ଲକ୍ଷ ଚାକିରି

ନୂଆଦିଲ୍ଲୀ,୧୪।୬: ମୋଦି ସରକାର ଲୋକଙ୍କୁ ଚାକିରି ଦେବା ଦିଗରେ ଏକ ବଡ ପଦକ୍ଷେପ ନେବାକୁ ଯାଉଛନ୍ତି। ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ମୋଦି ସରକାର ଆସନ୍ତା ଦେଢ ବର୍ଷରେ ୧୦ ଲକ୍ଷ ଚାକିରି ଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

କାଲି ରାତିରୁ ଆଉ ଖାଉନାହାନ୍ତି ରାହୁଲ

ରାୟପୁର,୧୪।୬: ଛତିଶଗଡରେ ଆଜିକୁ ପ୍ରାୟ ୫ ଦିନ ହେବ ବୋରୱେଲ ଭିତରେ ୧୧ ବର୍ଷର ବାଳକ ରାହୁଲ ସାହୁ ଫସିଯାଇଛନ୍ତି। ତାଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଉଦ୍ଧାରକାରୀ ଦଳ ରାହୁଲଙ୍କ ଖୁବ ନିକଟରେ ଅଛନ୍ତି। କିନ୍ତୁ କଠିନ…

ଓୱାଇସିଙ୍କୁ କାହିଁକି ଧନ୍ୟବାଦ ଦେଲେ ବରୁଣ ଗାନ୍ଧୀ

ନୂଆଦିଲ୍ଲୀ,୧୪ ।୬: ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ବରୁଣ ଗାନ୍ଧ ବେକାରୀ ଓ ଯୁବବର୍ଗଙ୍କ ବିଭିନ୍ନ ସମସ୍ୟାକୁ ନେଇ ଲଗାତାର ସରକାରଙ୍କୁ ଟାର୍ଗେଟ କରୁଥିବା ବେଳେ ଏବେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କୁ ଧନ୍ୟବାଦ ଦେଇ ଆସିଛନ୍ତି ଚର୍ଚ୍ଚାକୁ । ନିକଟରେ…

‘ମୁଁ ରାଷ୍ଟ୍ରପତି ଦୌଡରେ ନାହିଁ’

ନୂଆଦିଲ୍ଲୀ,୧୪।୬: ଦେଶରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ବିଜ୍ଞପ୍ତି ଜାରି କରାଯାଇଛି। ଏବେ ସମସ୍ତ ରାଜନୈତିକ ଦଳ ପ୍ରାର୍ଥୀ ଉପରେ ବିଚାର କରୁଛନ୍ତି। ରାଷ୍ଟ୍ରପତି ପ୍ରାର୍ଥୀ କାହାକୁ ପ୍ରାର୍ଥୀ କରାଯିବ ସେନେଇ ସମସ୍ତ ପ୍ରକାର କଳ୍ପନାଜଳ୍ପନା କରାଯାଉଛି। ଏହି ସମୟରେ ଏନସିପି ମୁଖ୍ୟ…

ପୁଣି ବଢୁଛି ସଂକ୍ରମଣ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮,୦୮୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…

ସ୍କୁଲ୍‌ ପିଲାଙ୍କ ଟିକାକରଣ ବଢ଼ାଅ

ନୂଆଦିଲ୍ଲୀ,୧୪।୬: କୋଭିଡ୍‌-୧୯ ଭୂତାଣୁ ବାରମ୍ବାର ରୂପ ବଦଳାଇବା ସହ ଏବେ ଦେଶର ବିଭିନ୍ନ ଅଞ୍ଚଳରେ ସଂକ୍ରମଣ ବଢ଼ିଚାଲିଛି। ଏହାର ମୁକାବିଲା ଲାଗି ମାସ୍କ ବ୍ୟବହାର କରିବା ସହ ବୁଷ୍ଟର ଡୋଜ୍‌ ନେବା ଜରୁରୀ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ…

ଦ୍ୱିତୀୟ ଦିନରେ ପୁଣିଥରେ ଇଡିରେ ହାଜର ହେବେ ରାହୁଲ

ନୂଆଦିଲ୍ଲୀ,୧୪ ।୬: ନ୍ୟାଶନାଲ ହେରାଲ୍ଡ ମାମଲାରେ ଲଗାତାର ଦ୍ୱିତୀୟ ଦିନ ଅର୍ଥାତ୍ ମଙ୍ଗଳବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥିରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହେବେ । ସୋମବାର ପାଖାପାଖି ୧୦ ଘଣ୍ଟାର ପଚରା ଉଚରା ପରେ ପୁଣିଥରେ ମଙ୍ଗଳବାର ବି…

ସାତ ଦିନରେ ୧୫ ରାଜ୍ୟକୁ ବ୍ୟାପିଲାଣି କରୋନା

ନୂଆଦିଲ୍ଲୀ,୧୪ ।୬: ଗୋଟିଏ ପଟେ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିପକାଉଥିବା ବେଳେ ଅନ୍ୟପଟେ କରୋନାର ଦ୍ରୁତ ସଂକ୍ରମଣକୁ ନେଇ ପୁଣିଥରେ ଲୋକଙ୍କ ମନରେ ଛନକା ପସିଲାଣି । ପ୍ରାୟ ଏକ ସପ୍ତାହ ବା ୭ ଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri