ଜାତୀୟ

ଇସ୍ରୋ ଆଣ୍ଟ୍ରିକ୍ସର ୮୭,୪୫୭ ଡଲାର ଜବତ କଲା ଆମେରିକା…

ଓ୍ବାଶିଂଟନ, ୧୮।୮ : ଦେବସ ମଲ୍ଟିମିଡିଆ ଆମେରିକାର ଇସ୍ରୋର ବାଣିଜି୍ୟକ ସହଯୋଗୀ ଆଣ୍ଟ୍ରିକ୍ସରୁ ୮୭,୪୫୭ ଡଲାର (୭୦ ଲକ୍ଷ ଟଙ୍କା) ମୂଲ୍ୟର ନଗଦ ଜବତ କରିଛି। ଦିୱାସ ୧.୪୫ ମିଲିୟନ ଡଲାର ଜବରଦଖଲ କରିବାକୁ ଦାବିକରିଥିଲା। କିନ୍ତୁ ଏହାର ଆଦାୟ ହୋଇପାରିଲା…

ଭାଜପା ନେତା ଶାହନବାଜ ହୁସେନଙ୍କ ବିରୋଧରେ ହେବ ବଳାତ୍କାର ମାମଲା

ନୂଆଦିଲ୍ଲୀ,୧୮ ।୮: କେନ୍ଦ୍ର ଓ ବିହାର ସରକାରରେ ମନ୍ତ୍ରୀ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଶାହନବାଜ ହୁସେନଙ୍କୁ ବଡ ଝଟ୍‌କା ଲାଗିଛି । ତାଙ୍କ ବିରୋଧରେ ବଳାତ୍କାର ମାମଲା ରୁଜୁ କରାଯିବ । ଦିଲ୍ଲୀ ହାଇକୋର୍ଟ ଏକ ପୁରୁଣା ମାମଲାରେ…

ଏନ୍‌ଆର୍‌ଆଇଙ୍କୁ ମତଦାନ ଅଧିକାର: କେନ୍ଦ୍ରକୁ ରିପୋର୍ଟ ତଲବ

ନୂଆଦିଲ୍ଲୀ,୧୮ା୮: ବିଦେଶରେ ରହୁଥିବା ଭାରତୀୟ (ଏନ୍‌ଆର୍‌ଆଇ)ମାନଙ୍କୁ ଦେଶରେ ମତଦାନ ଅଧିକାର ଦେବା ପାଇଁ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ ହୋଇଛି। ସିଜେଆଇ ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ବୁଧବାର ଏହାର ଶୁଣାଣି କରି କେନ୍ଦ୍ର…

୨୦ ବର୍ଷ ତଳର ଦୁଃଖର ପାହାଡ ପୁଣିଥରେ ମୋ ଉପରେ ଭାଙ୍ଗି ପଡିଲା: ବିଲକିସ ବାନୋ

ଅହମଦାବାଦ,୧୮ ।୮: ବିଲକିସ ବାନୋ ବଳାତ୍କାର ମାମଲାର ସମସ୍ତ ୧୧ ଦୋଷୀଙ୍କୁ ଜେଲରୁ ମୁକୁଳାଇ ଦେବା ପରେ ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି ପୀଡ଼ିତା ବିଲକିସ ବାନୋ । ସେ କହିଛନ୍ତି, ୧୫ ଅଗଷ୍ଟ ୨୦୨୨ରେ ମୋ ଉପରେ ଯେମିତି ୨୦ ବର୍ଷ…

ୟୁକ୍ରେନୀୟଙ୍କ ରକ୍ତ କିଣୁଛି ଭାରତ

ନୂଆଦିଲ୍ଲୀ/କିଭ୍‌, ୧୮ା୮: ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ଥିବାବେଳେ ମସ୍କୋରୁ ଭାରତ ଅଶୋଧିତ ତୈଳ କିଣିବା ନିଷ୍ପତ୍ତି ଯଥାର୍ଥ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ଉଚ୍ଚ ଦରରେ ଏନର୍ଜୀ କ୍ରୟ କରିବା ପାଇଁ ଅଧିକାଂଶ ଭାରତୀୟ ସକ୍ଷମ…

କେନ୍ଦ୍ରର ରୋହିଙ୍ଗ୍ୟା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ/ଢାକା, ୧୮ା୮: ନିଜ ଦେଶରେ ନାଗରିକ ମାନ୍ୟତା ନ ପାଇ ଅକଥନୀୟ ନିର୍ଯାତନାର ଶିକାର ହୋଇଥିବା ରୋହିଙ୍ଗ୍ୟା ମୁସଲମାନମାନେ ପରିଚୟ ଖୋଜୁଛନ୍ତି। ମ୍ୟାନ୍‌ମାରର ପଡ଼ୋଶୀ ଦେଶଗୁଡ଼ିକରେ ମୁଣ୍ଡ ଗୁଞ୍ଜିବା ପାଇଁ ଜାଗା ଅଣ୍ଡାଳୁଥିବାବେଳେ ସେମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖାଯାଉଛି। ରୋହିଙ୍ଗ୍ୟାଙ୍କୁ କେହି…

ଲାଲୁଙ୍କୁ ଗୋଲାପ ଭେଟି ଦେଲେ ନୀତୀଶ

ପାଟନା,୧୭।୮: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବୁଧବାର ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କୁ ଭେଟିଛନ୍ତି। ବିହାରରେ ସରକାର ଗଠନ ପରେ ଦୁଇ ନେତାଙ୍କ ମଧ୍ୟରେ ଏହା ହେଉଛି ପ୍ରଥମ ଭେଟ। ରାବ୍ରି ଦେବୀଙ୍କ ବାସଭବନକୁ ଯାଇ ନୀତୀଶ ଲାଲୁଙ୍କୁ ଉପହାର ସ୍ବରୂପ…

ଏଣିକି ବିମାନରେ ସମସ୍ତ ଯାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭।୮: ଦେଶରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ(ଡିଜିସିଏ) କଠୋର ହୋଇଛି। ଯାତ୍ରା ସମୟରେ ସମସ୍ତ ଯାତ୍ରୀ ସଠିକ ଭାବରେ ମାସ୍କ ପିନ୍ଧିବା ଜରୁରୀ। ମାସ୍କ ପିନ୍ଧୁ ନ ଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ…

ଡୋଭାଲଙ୍କ ସୁରକ୍ଷାରେ ତ୍ରୁଟି: ୩ କମାଣ୍ଡୋ ହଟିଲେ

ନୂଆଦିଲ୍ଲୀ,୧୭।୮: ଚଳିତ ବର୍ଷ ଫେବୃଆରୀରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ବାସଭବନରେ ସୁରକ୍ଷା ଉଲ୍ଲଂଘନ ନେଇ ବୁଧବାର କେନ୍ଦ୍ର ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ଘଟଣା ପରେ ତିନି ଜଣ ସିଏସଏଫ କମାଣ୍ଡୋଙ୍କୁ ହଟାଯାଇ ଥିବାବେଳେ ଜଣେ…

ଗୌତମ ଆଦାନୀଙ୍କୁ ଜେଡ୍‌ ସୁରକ୍ଷା

ନୂଆଦିଲ୍ଲୀ,୧୭।୮: ଆଦାନୀ ଗ୍ରୁପ୍‌ର ଚେୟାରମ୍ୟାନ ତଥା ବିଶ୍ୱର ଚତୁର୍ଥ ଧନୀ ବ୍ୟକ୍ତି ଗୌତମ ଆଦାନୀ ବର୍ତ୍ତମାନ ଭିଭିଆଇପି ସୁରକ୍ଷା ଅଧୀନରେ ରହିବେ। ଗୌତମଙ୍କୁ ଜେଡ୍‌ ବର୍ଗର ସୁରକ୍ଷା ଯୋଗାଇ ଦେଇଛନ୍ତି କେନ୍ଦ୍ର ସରକାର। ସୂଚନାଯୋଗ୍ୟ, ଗୌତମ ଆଦାନୀଙ୍କ ସୁରକ୍ଷା ବିପଦ ସମ୍ପର୍କରେ…

‘ଏକଛତ୍ରବାଦୀ ମୋଦି ସରକାରଙ୍କୁ ହଟାଇବାକୁ ପଡିବ’

ପାଟନା,୧୭।୮: ବିହାରରେ ପରିବର୍ତ୍ତିତ ସମୀକରଣ ଏବଂ କ୍ୟାବିନେଟ ବିସ୍ତାର ମଧ୍ୟରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ବୁଧବାର ଲାଲୁ ତାଙ୍କର ପୁରୁଣା ଶୈଳୀରେ ନଜର ଆସିଥିଲେ। ୨୦୨୪ ଲୋକ ସଭା ନିର୍ବାଚନ ରଣନୀତି…

କଂଗ୍ରେସକୁ ବଡ଼ ଝଟ୍‌କା: ୨ ବରିଷ୍ଠ ବିଧାୟକ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧୭।୮: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ବୁଧବାର ଦୁଇ କଂଗ୍ରେସ ବିଧାୟକ ଭାଜପାରେ ଯୋଗ ଦେଇଛନ୍ତି। ଆଜି ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁରଙ୍କ ଉପସ୍ଥିତିରେ କଙ୍ଗରା ବିଧାୟକ ପୱନ କାଜଲ ଏବଂ ନାଲାଗଡ ବିଧାୟକ ଲକ୍ଷ୍ମୀନ୍ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?