ଜାତୀୟ

ପୋଲାଣ୍ଡ-ହଙ୍ଗେରୀ ରାସ୍ତା ଦେଇ ଆସିବେ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୪।୨: ରୁଷିଆ ୟୁକ୍ରେନ ଲଢ଼େଇ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇଦେଇଛି। ୟୁକ୍ରେନ ସଙ୍କଟକୁ ନେଇ ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ ଏକ ଖବରଦାତା ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ୟୁକ୍ରେନରେ ଫସିଥିବା ଭାରତୀୟ ନାଗରିକଙ୍କୁ ସେଠାରୁ ସୁରକ୍ଷିତ ବାହାର କରିବା ସରକାରଙ୍କ ସବୁଠାରୁ...

ପୁଟିନ୍‌ଙ୍କ ସହ ୨୫ ମିନିଟ୍‌ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୪।୨: ବିଭିନ୍ନ ଦେଶର ବାରଣ ସତ୍ତ୍ୱେ ଶେଷରେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି। ଏନେଇ ୟୁକ୍ରେନ ରାଷ୍ଟ୍ରପତି ବିଭିନ୍ନ ଦେଶର ସହଯୋଗ ଲୋଡିଛନ୍ତି। ଇତିମଧ୍ୟରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ଫୋନ୍‌ରେ...

‘ସରକାର ସବୁ ଜାଣି ଛାତ୍ରୀଛାତ୍ରଙ୍କୁ କାହିଁକି ଆଣିଲେ ନାହିଁ’

ନୂଆଦିଲ୍ଲୀ,୨୪ା୨: ୟୁକ୍ରେନ୍‌ରେ ଫସିଥିବା ୨୦ ହଜାର ଭାରତୀୟ ଛାତ୍ରୀଛାତ୍ରଙ୍କୁ ବେଳ ଥାଉ ଥାଉ କାହିଁକି ଉଦ୍ଧାର କରି ଅଣାଗଲା ନାହିଁ ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କୁ ବିରୋଧୀ କଂଗ୍ରେସ ପ୍ରଶ୍ନ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଟୁଇଟ୍‌ କରି...

ବାହାରିବ କି ସମାଧାନର ବାଟ: ପୁଟିନ୍‌ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୨୪।୨: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଭୟାବହ ଯୁଦ୍ଧ ଜାରି ରହିଛି। ୟୁକ୍ରେନ୍‌ର ଅନେକ ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଥିବା ବେଳେ ଅନେକ ଯବାନ ଓ ନାଗରିକଙ୍କ ମୃତ୍ୟୁ ହୋଇଛି ବୋଲି ଦାବି କରାଯାଉଛି। ଇତିମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର...

ରାତି ୨ଟାରେ ବିଧାନସଭା ଅଧିବେଶନ ଡକାଇଲେ ରାଜ୍ୟପାଳ

କୋଲକାତା,୨୪।୨: ପଶ୍ଚିମବଙ୍ଗରେ ରାତି ୨ଟାରେ ବିଧାନସଭା ଅଧିବେଶନ ଡକାଇଲେ ରାଜ୍ୟପାଳ। ଏହାକୁ ଶୁଣିଲେ ଯେକେହିବି ଆଶ୍ଚର୍ଯ୍ୟ ହୋଇଯିବେ। ହେଲେ କଥାଟି ହେଉଛି ଏଭଳି, କେବଳ ଟାଇପିଂ ତ୍ରୁଟି ଯୋଗୁ ବିଧାନସଭା ଅଧିବେଶନ ରାତି ୨ଟାରେ ଆରମ୍ଭ ହେବ ବୋଲି ଏକ...

ଗଙ୍ଗୁବାଇକୁ ମିଳିଲା ଆଶ୍ୱସ୍ତି, ବଦଳିବନି ନାଁ , ଘୁଞ୍ଚିବନି ରିଲିଜ୍‌ ତାରିଖ

ନୂଆଦିଲ୍ଲୀ,୨୪।୨: ଗଙ୍ଗୁବାଇକୁ ମିଳିଲା ଆଶ୍ୱସ୍ତି। ଲାଗି ରହିଥିବା ବିବାଦ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି ସର୍ବୋଚ୍ଚ ଅଦାଲତ। ଫିଲ୍ମକୁ ନେଇ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ଫିଲ୍ମଟି ଆସନ୍ତା ୨୫ ଅର୍ଥାତ୍‌ କାଲି ରିଲିଜ୍‌ ହେବା ନେଇ ପୂର୍ବରୁ...

ୟୁକ୍ରେନ-ରୁଷିଆ ବିବାଦ ଉପରେ ପ୍ରତିକ୍ରିୟା ରଖିଲେ ରାଜନାଥ ସିଂହ

ନୂଆଦିଲ୍ଲୀ,୨୪।୨: ୟୁକ୍ରେନ-ରୁଷ ବିବାଦକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ୟୁକ୍ରେନରେ ଫସି ରହିଥିବା ଛାତ୍ରଙ୍କୁ ନେଇ ସେ ନିଜର ବୟାନ ରଖିଛନ୍ତି। ସେ କହିଛନ୍ତି, ପୂର୍ବରୁ କେନ୍ଦ୍ର ସରକାର ଆଡଭାଇଜରୀ ଜାରି କରିସାରିଛନ୍ତି। କେନ୍ଦ୍ର...

ପ୍ରୟାଗରାଜରେ ଗର୍ଜିଲେ ମୋଦି

ଲକ୍ଷ୍ନୌ,୨୪ ।୨: ଉତ୍ତର ପ୍ରଦେଶର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରୁବାର ପ୍ରୟାଗରାଜରେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ସେ ବିରୋଧିଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସେ...

ଶିଖ୍‌ ଛାତ୍ରୀଙ୍କୁ ପଗଡ଼ି ଖୋଲିବାକୁ କହିଲା ବେଙ୍ଗାଲୁରୁ କଲେଜ

ବେଙ୍ଗାଲୁରୁ,୨୪।୨: କର୍ନାଟକ ହାଇକୋର୍ଟଙ୍କ ଆନ୍ତରୀଣ ରାୟ ଯୋଗୁ ବେଙ୍ଗାଲୁରୁର ଏକ କଲେଜ ଶିଖ୍‌ ଛାତ୍ରୀଙ୍କୁ କ୍ଲାସରେ ପଗଡ଼ି ବ୍ୟବହାର କରିବାକୁ ମନା କରି ଦେଇଛନ୍ତି। ୩ ଜଣିଆ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠ କ୍ୟାମ୍ପସରେ ହିଜାବ ପ୍ରତିବନ୍ଧକ ବିରୋଧରେ ଦାୟର...

ମୋଦିଙ୍କୁ ସହଯୋଗ ମାଗିଲେ ୟୁକ୍ରେନ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୨୪।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ୟୁକ୍ରେନ ବିପକ୍ଷରେ ଯୁଦ୍ଧ ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି ୟୁକ୍ରେନ ରାଷ୍ଟ୍ରଦୂତ। ଭାରତରେ ଥିବା ୟୁକ୍ରେନ ରାଷ୍ଟ୍ରଦୂତ ଆଇଗୋର୍‌ ପୋଲିଖା ଗୁରୁବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ରୁଷିଆ...

ଆହୁରି ମହଙ୍ଗା ହେଲା ସୁନା ଦର

ନୂଆଦିଲ୍ଲୀ,୨୪।୨: ଆହୁରି ମହଙ୍ଗା ହେଲା ସୁନା ଓ ରୂପା। ଭାରତରେ ୧୦ ଗ୍ରାମ ପିଛା ସୁନା ଦର ପାଖାପାଖି ୧୪୦୦ ଟଙ୍କା ବଢିିଛି। ସେପଟେ ଏକ କିଲୋ ରୁପା ଦାମ୍‌ରେ ମଧ୍ୟ ୨ ହଜାରରୁ ଅଧିକ ଟଙ୍କା ବୃଦ୍ଧି ପାଇଛି।...

ଯେଉଁଠି ଅଛ ସୁରକ୍ଷିତ ରୁହ,ଭାରତୀୟ ଦୂତାବାସ ପକ୍ଷରୁ ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ/କ୍ୱିଭ୍‌,୨୪।୨ : ୟୁକ୍ରେନର ରାଜଧାନୀ କ୍ୱିଭ୍‌ରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ଏକ ଆଡଭାଇଜରୀ ଜାରି କରାଯାଇଛି ଯେ ୟୁକ୍ରେନରେ ଅନେକ ଅନିଶ୍ଚିତତା ରହିଛି। ତୁମେ ନିଜ ଘର, ହଷ୍ଟେଲ ଏବଂ ରାସ୍ତାରେ ଯେଉଁଠାରେ ବି ଥାଅ , ଶାନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri