ଜାତୀୟ

ଦାୟିତ୍ୱ ନିର୍ବାହ ସମୟରେ ‘ଲକ୍ଷ୍ମଣରେଖା’ ଭୁଲିବା ଉଚିତ୍‌ ନୁହଁ

ନୂଆଦିଲ୍ଲୀ, ୩୦।୪: ନୂଆଦିଲ୍ଲୀର ବିଜ୍ଞାନଭବନରେ ଶନିବାର ଅନୁଷ୍ଠିତ ହେଇଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ଯୋଗ ଦେଇ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମନ୍ନା ଉଦ୍‌ବୋଧନ ଦେଇଛନ୍ତି। ସେ କହିଛନ୍ତି, ଦାୟିତ୍ୱ ନିର୍ବାହ ସମୟରେ ଜଣେ…

ପଟିଆଲାରେ ଇଣ୍ଟରନେଟ୍‌ ସେବା ବନ୍ଦ

ଚଣ୍ଡିଗଡ଼,୩୦।୪: ଶିବସେନା କର୍ମକର୍ତ୍ତା ଶୁକ୍ରବାର ପାଟିଆଲାରେ ଖଲିସ୍ତାନ ବିରୋଧରେ ଏକ ଶୋଭାଯାତ୍ରା ବାହାର କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଶିବସେନା କର୍ମକର୍ତ୍ତା ଏବଂ ଖଲିସ୍ତାନ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ହେବା ଫଳରେ ଗୋଷ୍ଠୀ ସଂଘର୍ଷ ସୃଷ୍ଟି ହୋଇଥିଲା। ଏ…

ପୁରୁଣା କୋଠା ଭୁଶୁଡି ୪ ମୃତ

ତେଲେଙ୍ଗାନା,୩୦।୪: ତେଲେଙ୍ଗାନାର ୟାଦାଦ୍ରୀ-ଭୋଙ୍ଗୀର ଜିଲାର ମନ୍ଦିର ନଗର ୟାଦାଗିରିଗୁଟ୍ଟାରେ ଶୁକ୍ରବାର ଏକ ପୁରୁଣା କୋଠାର ସ୍ଲାବ୍‌ ଖସି ୪ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ସୂଚନାନୁସାରେ, ସେହି ପୁରୁଣା କୋଠାର ଛାତ ତଳେ ୪ ଜଣ…

ଦେଶର ନ୍ୟାୟିକ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଅପିଲ

ନୂଆଦିଲ୍ଲୀ, ୩୦।୪: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଶନିବାର ଅନୁଷ୍ଠିତ ହେଇଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେଇଛନ୍ତି। ଦେଶର ନ୍ୟାୟିକ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପ୍ରଧାନମନ୍ତ୍ରୀ ଅପିଲ କରିଛନ୍ତି। ସେ କହିଛନ୍ତି,…

ମାୟାବତୀ ବଞ୍ଚିଛନ୍ତି କେବଳ ଭାଜପା ପାଇଁ: ସାକ୍ଷି ମହାରାଜ

ନୂଆଦିଲ୍ଲୀ,୩୦ ।୪: ଉତ୍ତର ପ୍ରଦେଶର ବହୁଜନ ସମାଜ ପାର୍ଟି(ବିଏସପି) ମୁଖ୍ୟ ମାୟାବତୀ ପ୍ରଧାନମନ୍ତ୍ରୀ ହେବାର ଇଚ୍ଛା ରଖିଥିବା ପ୍ରକାଶ କରିବା ପରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି । ପ୍ରଥମେ ଏହାକୁ ନେଇ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର…

ରାଜ୍ୟରେ ଅଭାବ ନାହିଁ କୋଇଲା: ଡେପୁଟି ଚିଫ ଇଞ୍ଜିନିୟର ପଞ୍ଜାବ

ଚଣ୍ଡିଗଡ଼,୩୦ ।୪: ଦେଶରେ କୋଇଲା ଅଭାବ ଯୋଗୁ ରାଜଧାନୀ ଦିଲ୍ଲୀ ସମେତ କିଛି ରାଜ୍ୟରେ ବିଜୁଳି ସଙ୍କଟ ଉପୁଜିଛି । କିଛି କିଛି ରାଜ୍ୟରେ ଏବେଠାରୁ ୭-୮ ଘଣ୍ଟା ବିଜୁଳି ଯାଗାଣ ବନ୍ଦ ରହୁଥିବା ଦେଖାଗଲାଣି । ଇତିମଧ୍ୟରେ ପଞ୍ଜାବର ଡେପୁଟି…

ପଞ୍ଜାବ କଂଗ୍ରେସରେ ବଡ଼ ପରିବର୍ତ୍ତନ

ଚଣ୍ଡିଗଡ଼,୩୦।୪: ପଞ୍ଜାବ ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଦଳୀୟ ସଂଗଠନରେ ବଡ଼ ପରିବର୍ତ୍ତନ କରାଯାଇଛି। ଶୁକ୍ରବାର ୫ ଜଣ ନୂଆ ଉପାଧ୍ୟକ୍ଷ ସମେତ ଜଣେ ସାଧାରଣ ସମ୍ପାଦକ ଓ ଜଣେ କୋଷାଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି। ଦଳ ଅଧ୍ୟକ୍ଷା ଉକ୍ତ ନିଯୁକ୍ତି…

ମନ୍ତ୍ରୀ ହେବେ ଷ୍ଟାଲିନ୍‌ଙ୍କ ପୁଅ

ଚେନ୍ନାଇ,୩୦।୪: ଡିଏମ୍‌କେ ବିଧାୟକ ତଥା ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ଙ୍କ ପୁଅ ଉଦୟନିଧି ଷ୍ଟାଲିନ ତାମିଲନାଡୁ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାକୁ ଯାଉଛନ୍ତି। ଜୁନ୍‌ ସୁଦ୍ଧା ତାଙ୍କୁ ରାଜ୍ୟ କ୍ୟାବିନେଟରେ ନିଆଯିବ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ଷ୍ଟାଲିନ୍‌ଙ୍କ କ୍ଷେତ୍ରରେ ଯେଉଁ ଭୁଲ୍‌ ହୋଇଥିଲା…

ଟେଷ୍ଟରେ ଫେଲ ମାରିଲା ଫାଇଜରର କୋଭିଡ-୧୯ରେ ବ୍ୟବହାର ହେବାକୁ ଥିବା ଔଷଧ

ନୂଆଦିଲ୍ଲୀ,୩୦ ।୪: କରୋନା ସହ ଲଢିବାକୁ ଫାଇଜରର ଚେଷ୍ଟାକୁ ଝଟକା ଲାଗିଛି । କରୋନା ସହ ଲଢିବାକୁ ଫାଇଜର ପ୍ରସ୍ତୁତ କରିଥିବା ମେଡିସିନ ପାକ୍ସଲୋଭିଡ ଟେଷ୍ଟରେ ଫେଲ ମାରିଛି । ନିକଟରେ ଏହି ଔଷଧକୁ କୋଭିଡ ସଂକ୍ରମିତଙ୍କ ଉପରେ ପରୀକ୍ଷା କରାଯାଇଥିଲା…

ନାଗା ପିପୁଲ୍‌ସ ଫ୍ରଣ୍ଟକୁ ଝଟକା, ଦଳ ଛାଡିଲେ ୨୧ ବିଧାୟକ, ଏନ୍‌ଡିପିପିରେ ହେଲେ ସାମିଲ

କୋହିମା,୩୦ ।୪: ନାଗାଲାଣ୍ଡରେ ଏକ ରୋଚକ ରାଜନୈତିକ ଘଟଣାକ୍ରମରେ ନାଗା ପିପୁଲ୍ସ ଫ୍ରଣ୍ଟ(ଏନପିଏଫ)ର ୨୧ ବିଧାୟକ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନେଫ୍ୟୁ ରିୟୋଙ୍କ ନ୍ୟାଶନାଲିଷ୍ଟ ଡେମୋକ୍ରେଟିକ ପ୍ରୋଗ୍ରେସିଭ ପାର୍ଟି(ଏନଡିପିପି)ରେ ସାମିଲ ହୋଇଛନ୍ତି । ଏନଡିପିପିର ପ୍ରବକ୍ତା ଏମ୍ ଆର ଜମିର କହିଛନ୍ତି ଏନପିଏଫର…

ଏଲ୍‌ଓସିରେ ମାଇନ୍‌ ବିସ୍ଫୋରଣ: ୩ ଯବାନ ଆହତ

ଜମ୍ମୁ,୩୦।୪(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲା ଅନ୍ତର୍ଗତ ନିୟନ୍ତ୍ରଣ ରେଖା (ଏଲ୍‌ଓସି) ନିକଟରେ ଶୁକ୍ରବାର ମାଇନ୍‌ ବିସ୍ଫୋରଣରେ ଭାରତୀୟ ସେନା ମେଜରଙ୍କ ସମେତ ୩ ଯବାନ ଆହତ ହୋଇଛନ୍ତି। କ୍ରିଷ୍ଣା ଗାଡ଼ି ସେକ୍ଟରରେ ସେନାର ନିୟମିତ ପାଟ୍ରୋଲିଂ ସମୟରେ ମାଇନ ବିସ୍ଫୋରଣ ହୋଇଥିଲା।…

ଆଜି ମୁଖ୍ୟମନ୍ତ୍ରୀ-ମୁଖ୍ୟ ବିଚାରପତି ସମ୍ମିଳନୀ

ନୂଆଦିଲ୍ଲୀ,୩୦ା୪: ମୁଖ୍ୟମନ୍ତ୍ରୀ ଏବଂ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉଦ୍‌ଘାଟନ କରିବେ। ଏଥିରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା ଉପସ୍ଥିତ ରହିବେ। ସମ୍ମିଳନୀରେ ଯୋଗଦେବା ଲାଗି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri