ଜାତୀୟ

ପୁଣି କରୋନା ଆତଙ୍କ, ଦେଶର ୨୮ ଜିଲା ରେଡ୍‌ ଜୋନ୍‌…

ନୂଆଦିଲ୍ଲୀ, ୯।୬ : କରୋନା ସଂକ୍ରମଣ ନେଇ ଦେଶରେ ପୁଣି ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣ ବୃଦ୍ଧି ଯୋଗୁ ହିମାଚଳ ପ୍ରଦେଶରୁ କେରଳ ପର୍ଯ୍ୟନ୍ତ ଦେଶର ୨୮ ଟି ଜିଲାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ରେଡ୍‌ ଜୋନ୍‌ ଘୋଷଣା କରାଯାଇଛି।…

ବ୍ୟାପୁଛି ‘ଇସ୍‌ଲାମୋଫୋବିଆ’

ନୂଆଦିଲ୍ଲୀ,୯ା୬: ୨୦୨୦ ଏପ୍ରିଲରେ ଭାରତରେ କୋଭିଡ୍‌-୧୯ ମହାମାରୀ ସଂକ୍ରମଣ ବୃଦ୍ଧି ପାଇଁ ଏକ ମୁସଲମାନ ସମ୍ମିଳନୀକୁ ଦାୟୀ କରାଯାଇଥିଲା। ଏହା ପରେ ଦେଶବ୍ୟାପୀ ଇସ୍‌ଲାମୋଫୋବିଆ ବ୍ୟାପିଥିଲା। ଦେଶ ବିଦେଶରୁ ହଜାର ହଜାର ମୁସଲମାନ ଦିଲ୍ଲୀର ତବଲିଘି ଜମାତରେ ଏକତ୍ରିତ ହୋଇଥିଲେ। ପ୍ରଧାନମନ୍ତ୍ରୀ…

ପିଲାଙ୍କ ଭବିଷ୍ୟତ ସହ ଖେଳୁଛି କେନ୍ଦ୍ର

ନୂଆଦିଲ୍ଲୀ, ୯ା୬: ମେଡିକାଲ କଲେଜଗୁଡ଼ିକରେ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ୧୪୫୬ ସିଟ୍‌ ଫାଙ୍କା ପଡ଼ିଛି। ଏହାକୁ ନେଇ ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସିଟ୍‌ ପୂରଣ ପାଇଁ ମେଡିକାଲ କାଉନ୍‌ସେଲିଂ କମିଟି (ଏମ୍‌ସିସି) ଏବଂ କେନ୍ଦ୍ର…

ଜ୍ଞାନବାପି ସର୍ଭେ ରାୟ ଦେଇଥିବା ଜଜ୍‌ଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ, ୯ା୬: ଉତ୍ତରପ୍ରଦେଶ ଜ୍ଞାନବାପି ମସ୍‌ଜିଦ୍‌ରେ ଭିଡିଓଗ୍ରାଫି ସର୍ଭେ ପାଇଁ ରାୟ ଦେଇଥିବା ବାରାଣସୀ କୋର୍ଟ ଜଜ୍‌ ରବି କୁମାର ଦିବାକରଙ୍କୁ ହତ୍ୟା ଧମକ ମିଳିଛି। ଏ ନେଇ ତାଙ୍କ ନିକଟକୁ ଆସିଥିବା ଏକ ଧମକପୂର୍ଣ୍ଣ ଚିଠି ବାବଦରେ ସେ ପୋଲିସ…

ସୋନିଆଙ୍କ ନୂଆ ରିପୋର୍ଟ ବି କରୋନା ପଜିଟିଭ, ଇଡି ପାଖରୁ ମାଗିଲେ ୩ ସପ୍ତାହ ସମୟ

ନୂଆଦିଲ୍ଲୀ,୯ ।୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଦ୍ୱିତୀୟ ରିପୋର୍ଟ ବି କରୋନା ପଜିଟିଭ ଆସିଛି । ଏହାପରେ ସେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ପତ୍ର ଲେଖି ପଚରାଉଚରା ପାଇଁ ୩ ସପ୍ତାହର ସମୟ ମାଗିଛନ୍ତି । ସେ ଇଡିକୁ ୩ ସପ୍ତାହ…

୧୦୫ ଘଣ୍ଟାରେ ୭୫ କି.ମି. ରାଜପଥ

ନୂଆଦିଲ୍ଲୀ, ୯ା୬: ମହାରାଷ୍ଟ୍ରର ଅମରାବତୀରୁ ଅକୋଲା ପର୍ଯ୍ୟନ୍ତ ୭୫ କିଲୋମିଟର ରାସ୍ତା ଖୁବ୍‌ କମ୍‌ ସମୟରେ ଶେଷ ହୋଇଥିବା ଦୀର୍ଘତମ ରାଜପଥ ଭାବେ ବିଶ୍ୱ ରେକର୍ଡ କରିଛି। ଭାରତର ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ଦ୍ୱାରା ମାତ୍ର ୧୦୫ ଘଣ୍ଟା ୩୩…

ଲଦାଖ ନିକଟରେ ସାମରିକ ପ୍ରସ୍ତୁତି ଚଳାଇଛି ଚାଇନା

ନୂଆଦିଲ୍ଲୀ,୮ା୬: ଲଦାଖ ଅଞ୍ଚଳରେ ଚାଇନା କମ୍ୟୁନିଟି ପାର୍ଟିର ଆଚରଣ ଠିକ୍‌ ଲାଗୁନାହିଁ। ଆମେରିକାର ସେନାର ପାସିଫିକ୍‌ କମାଣ୍ଡିଂ ଜେନେରାଲ ଚାଲର୍‌ସ ଏ ଫ୍ଲିନ୍‌ ବୁଧବାର କହିଛନ୍ତି, ଭାରତ ସୀମା ନିକଟରେ ଚାଇନା ଦ୍ୱାରା ସାମରିକ ପ୍ରସ୍ତୁତି କରାଯାଉଛି, ଯାହା ବିପଦଜ୍ଜନକ ଅଟେ…

ହୋମ୍‌ ଓ୍ବାର୍କ ନ କରିବାରୁ ୫ ବର୍ଷର ଶିଶୁକନ୍ୟାକୁ ଏମିତି ଦଣ୍ଡ ଦେଲେ ମା’, ଭିଡିଓ ଦେଖିଲେ…

ନୂଆଦିଲ୍ଲୀ,୮ା୬: ରାଜଧାନୀରେ ଏକ ହୃଦୟ ବିଦାରକ ଦୃଶ୍ୟ ସାମ୍ନାକୁ ଆସିଛି। ଜଣେ ମା’ ଯେ, ନିଜ ଜନ୍ମିତ ପିଲାକୁ ଏପରି ଦଣ୍ଡ ଦେଇପାରେ ତାହା ସହଜରେ ବିଶ୍ୱାସ କରି ହେଉନାହିଁ। ମାତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଫଟୋରୁ ଏହା ସ୍ପଷ୍ଟ…

ହିଟ୍‌ମ୍ୟାନ୍‌ଙ୍କୁ ପ୍ରଶଂସାରେ ପୋତି ପକାଇଲେ ରାହୁଲ

ନୂଆଦିଲ୍ଲୀ,୮।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ସିରିଜର ପ୍ରଥମ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଦଳର କୋଚ ରାହୁଲ ଦ୍ରାବିଡ଼…

ବିମାନ ଯାତ୍ରାରେ ମାସ୍କ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୮ା୬: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶକ (ଡିଜିସିଏ) କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିମାନବନ୍ଦରଗୁଡିକ ପାଇଁ ନୂତନ ନିୟମ ଲାଗୁ କରିଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଡିଜିସିଏ ନୂତନ ନିୟମ ଜାରି କରିଛି। ସମସ୍ତ ବିମାନବନ୍ଦରରେ ଏବଂ ବିମାନ ଭିତରେ…

ଚାଷୀଙ୍କୁ ମୋଦି ସରକାରଙ୍କ ଉପହାର: ଧାନ ସମେତ ୧୭ ଖରିଫ ଫସଲର ଏମ୍‌ଏସ୍‌ପି ବୃଦ୍ଧି

ନୂଆଦିଲ୍ଲୀ,୮।୬: ଦେଶରେ ଚାଷୀଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ସରକାର ୨୦୨୨-୨୩ ବର୍ଷ ଲାଗି ୧୭ ଖରିଫ ଫସଲ ପାଇଁ ସର୍ବନିମ୍ନ ସହାୟତା ମୂଲ୍ୟ(ଏମ୍‌ଏସ୍‌ପି) ବଢ଼ାଇଛନ୍ତି। ଏନେଇ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ…

ସ୍ବଚ୍ଛ ଇନ୍ଧନ ବ୍ୟବହାର ତାଲିକା, ମହାରାଷ୍ଟ୍ର ପ୍ରଥମ ସ୍ଥାନରେ…

ନୂଆଦିଲ୍ଲୀ, ୮।୬ : ଦେଶରେ ମେ ୨୦୧୬ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରିବ ଲୋକଙ୍କ ପାଇଁ ଉଜ୍ୱଳା ଯୋଜନା ଆରମ୍ଭ କରିଥିଲେ। କିନ୍ତୁ ସମୟ ସହିତ, ଏହି ଯୋଜନା ଦ୍ୱାରା ଉପକୃତ ହୋଇଥିବା ହିତାଧିକାରୀମାନେ ସିଲିଣ୍ଡର ଆଉ ଭର୍ତ୍ତି କରୁନାହାଁନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri