ଜାତୀୟ

ଭାରତ ଗଣତନ୍ତ୍ରର ଜନନୀ: ମହାତ୍ମାଙ୍କ ସ୍ବପ୍ନ ପୂରଣ ପାଇଁ ମୁଁ ନିଜକୁ ଉତ୍ସର୍ଗ କରିଛି…

ନୂଆଦିଲ୍ଲୀ, ୧୫।୮ : ଦେଶ ୭୬ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲ କିଲ୍ଲାରୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, ଭାରତ ହେଉଛି ଗଣତନ୍ତ୍ରର ମାତା। ଯେଉଁମାନଙ୍କର ମନରେ ଗଣତନ୍ତ୍ର ଅଛି। ସେମାନେ ନିଷ୍ଠା ସହିତ…

ଆମର ସଂକଳ୍ପ ଏକ ବିକଶିତ ଭାରତ: ପ୍ରଧାନମନ୍ତ୍ରୀଙ୍କ ୫ ଶପଥ…

ନୂଆଦିଲ୍ଲୀ, ୧୫।୮ : ଦେଶ ୭୬ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲ କିଲ୍ଲାରୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଏହି ଅବସରରେ କହିଛନ୍ତି ଯେ, ଆମର ସଂକଳ୍ପ ଏକ ବିକଶିତ ଭାରତ,…

ନବାବଙ୍କ ବିରୋଧରେ ମାନହାନୀ ମାମଲା ରୁଜୁ କଲେ ସମୀର

ମୁମ୍ବାଇ,୧୫।୮: ମୁମ୍ବାଇର ପୂର୍ବତନ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଅଧିକାରୀ ସମୀର ୱାଙ୍ଖେଡେ ଏନସିପି ନେତା ନବାବ ମଲିକଙ୍କ ବିରୋଧରେ ମାନହାନୀ ମୋକଦ୍ଦମା ଦାୟର କରିଛନ୍ତି। ମହାରାଷ୍ଟ୍ର ସାମାଜିକ ନ୍ୟାୟ ବିଭାଗର ମୁମ୍ବାଇ ଜିଲା ଜାତି ପ୍ରମାଣପତ୍ର ଯାଞ୍ଚ କମିଟିରୁ ଏକ…

‘ଜାତୀୟ ପତାକା କେମିତି ଉତ୍ତୋଳନ କରାଯାଏ, ମୋତେ ଶିଖାଅ ନାହିଁ’

କୋଲକତା,୧୫।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ହର ଘର ତିରଙ୍ଗା’ ଅଭିଯାନକୁ ଟାର୍ଗେଟ କରିଛନ୍ତି। ସ୍ବାଧୀନତା ଦିବସ ଅବସରରେ ବେହେଲାଠାରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଲାଦିନରୁ ଜାତୀୟ ପତାକା ଉତ୍ତୋଳନ କରିଆସୁଛୁ। ଏଥିରେ…

୧୩ ସୁନାଖଣି ବିକିବ କେନ୍ଦ୍ର

ନୂଆଦିଲ୍ଲୀ,୧୫ା୮: କେନ୍ଦ୍ର ସରକାର ଆନ୍ଧ୍ର ପ୍ରଦେଶ ଓ ଉତ୍ତର ପ୍ରଦେଶରେ ଥିବା ୧୩ଟି ସୁନାଖଣି ବିକ୍ରି କରିବା ପାଇଁ ମସୁଧା ଚଳାଇଛନ୍ତି। ଗତ ବର୍ଷ ମାଇନିଂ ଆକ୍ଟ, ୨୦୧୫ରେ ସଂଶୋଧନ ଅଣାଯିବା ପରେ ଏବେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)…

‘ଜେଡିୟୁ-ଆର୍‌ଜେଡି ମେଣ୍ଟର ପ୍ରଭାବ ରହିବନି’

ନୂଆଦିଲ୍ଲୀ,୧୫ା୮: ବିହାରରେ ସଂଯୁକ୍ତ ଜନତା ଦଳ (ଜେଡିୟୁ) ଏବଂ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି)କୁ ନେଇ ନବଗଠିତ ମେଣ୍ଟ ୨୦୨୪ ସାଧାରଣ ନିର୍ବାଚନରେ ଜାତୀୟ ରାଜନୀତିକୁ ବିଶେଷ ପ୍ରଭାବିତ କରିବ ନାହିଁ ବୋଲି ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) କହିଛନ୍ତି। ପାଟନାର…

ଫଡ୍‌ନବିସଙ୍କୁ ଗୃହ, ଅର୍ଥ

ମୁମ୍ବାଇ,୧୫।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ରବିବାର ତାଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କୁ ଗୃହ, ଅର୍ଥ ଏବଂ ଯୋଜନା ବିଭାଗ ମିଳିଥିବାବେଳେ ମୁଖ୍ୟମନ୍ତ୍ରୀ ନିଜ ହାତରେ ସହରାଞ୍ଚଳ ବିକାଶ ବିଭାଗ ରଖିଛନ୍ତି। ମହାରାଷ୍ଟ୍ରରେ ଶିବସେନାର ଗୋଟିଏ…

ନବୀନ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫ା୮(ବ୍ୟୁରୋ): ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଦେଶର ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ରୂପେ ମାନ୍ୟତା ପାଇଛନ୍ତି। ‘ଇଣ୍ଡିଆ ଟୁଡେ’ ପତ୍ରିକା ପକ୍ଷରୁ କରାଯାଇଥିବା ‘ମୁଡ୍‌ ଅଫ୍‌ ଦି ନେଶନ’ ସର୍ଭେରେ ନବୀନଙ୍କ ପ୍ରଦର୍ଶନ ଉପରେ ଓଡ଼ିଶାର ୭୮%…

ଦେଶଭକ୍ତିର ଅନନ୍ୟ ଉଦାହାରଣ: କାର୍‌କୁ ତ୍ରିରଙ୍ଗା ଥିମ ଦେବା ପାଇଁ ଖର୍ଚ୍ଚ କଲେ ୨ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୧୫ା୮: ଭାରତ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ପ୍ରତ୍ୟେକ ଭାରତୀୟ ଦେଶପ୍ରେମର ରଙ୍ଗରେ ବୁଡି ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ହର ଘର ତ୍ରିରଙ୍ଗା’ ଅଭିଯାନରେ ଯୋଗଦେଇ ଦେଶବାସୀ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ କରୁଛନ୍ତି। ଗୁଜରାଟ ସୁରଟର…

୭୬ ତମ ସ୍ବାଧୀନତା ଦିବସ, ରାଜଘାଟରେ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୮ : ଦେଶର ୭୬ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେମାବାର ରାଜଘାଟେରେ ମହାଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ଲାଲ୍‌ କିଲ୍ଲା ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ସ୍ବାଧୀନତାର ଏହି ଅମୃତ ମହୋତ୍ସବରେ…

ନେହେରୁଙ୍କୁ ହଟାଇ ସାବରକରଙ୍କ ଫଟୋ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୫ା୮: ଭାଜପା ଶାସିତ କର୍ନାଟକରେ ଏକ ବିଜ୍ଞାପନକୁ ନେଇ ବିବାଦ ସୃଷ୍ଟି ହୋଇଛି। ସରକାରୀ ବିଜ୍ଞାପନର ଫଟୋରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ହଟାଇ ତାଙ୍କ ସ୍ଥାନରେ ବିପ୍ଳବୀ ବିନାୟକ ଦାମୋଦର ସାବରକରଙ୍କୁ ସ୍ଥାନିତ କରାଯାଇଛି। ନରେନ୍ଦ୍ର ମୋଦିଙ୍କ ଆହ୍ବାନ…

ଗ୍ରାମରେ ଉତ୍ତେଜନା, ଇଣ୍ଟରନେଟ ସେବା ବନ୍ଦ

ଜୟପୁର,୧୫।୮: ରାଜସ୍ଥାନର ଜଲୋର ଜିଲା ସୁରାନା ଗ୍ରାମର ଏକ ଘରୋଇ ସ୍କୁଲର ଦଳିତ ଛାତ୍ର ଶିକ୍ଷକଙ୍କ ମାଡ଼ରେ ପ୍ରାଣ ହରାଇବା ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ମୃତ ଛାତ୍ରଙ୍କ ପରିବାର ସହ ଉତ୍ତ୍ୟକ୍ତ ଗ୍ରାମବାସୀ ପୋଲିସ ଉପରକୁ ଢେଲାପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?