ଜାତୀୟ

ସ୍ଥିତି ସଙ୍କଟ ଜନକ, ସକ୍ରିୟ ମାମଲା ଦେଢ଼ଲକ୍ଷ ମୁହାଁ…

ନୂଆଦିଲ୍ଲୀ, ୨୦।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ବିଶ୍ୱବିଦ୍ୟାଳୟରେ ଅଗଷ୍ଟ ୧୫ ପର୍ଯ୍ୟନ୍ତ ପ୍ରତି ଘରେ ତ୍ରିରଙ୍ଗା ଅଭିଯାନ, ରାଜ୍ୟକୁ ଚିଠି ଲେଖିଲା ୟୁଜିସି…

ନୂଆଦିଲ୍ଲୀ,୨୦।୭ : ଦେଶର ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ଏବଂ ଶିକ୍ଷାନୁଷ୍ଠାନରେ ମଧ୍ୟ ପ୍ରତି ଘରେ ତ୍ରିରଙ୍ଗା ଅଭିଯାନ ଚାଲିବ। ଏହି ପରିପ୍ରେକ୍ଷୀରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ସମସ୍ତ ରାଜ୍ୟ ତଥା ବିଶ୍ୱବିଦ୍ୟାଳୟକୁ ଏକ ଚିଠି ଲେଖିଛନ୍ତି। ଏଥିରେ, ଅଗଷ୍ଟ ୧୩…

କାର ଉପରେ ଓଲଟିଲା ଡମ୍ପର, ୫ ମୃତ

ଲକ୍ଷ୍ନୌ,୨୦।୭: ଉତ୍ତରପ୍ରଦେଶର ରାଏବରେଲି ଜିଲାରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଏକ ଡମ୍ପର କାର ଉପରେ ଓଲଟି ପଡ଼ିଯିବାରୁ ୫ ଜଣଙ୍କର ମୃତ୍ୟୁ ଘଟିଛି।ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଭାଦୋଦର ପୋଲିସ ଷ୍ଟେଶନ ଅଧୀନ…

ଶାହା ଫଟୋ ପୋଷ୍ଟକରି ଫିଲ୍ମନିର୍ମାତା ଗିରଫ

ଗାନ୍ଧୀନଗର, ୨୦ା୭: ଅହମଦାବାଦ କ୍ରାଇମ୍‌ ବ୍ରାଞ୍ଚ ମଙ୍ଗଳବାର ଫିଲ୍ମ ନିର୍ମାତା ଅବିନାଶ ଦାଶଙ୍କୁ ଗିରଫ କରିଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ ଆଇଏଏସ୍‌ ଅଫିସର ପୂଜା ସିଂଘଲଙ୍କ ଫଟୋ ସୋସିଆଲ ମିଡିଆରେ ଶେୟାର କରିବା ପରେ ଅବିନାଶଙ୍କୁ ଗିରଫ କରାଯାଇଛି। ମନିଲଣ୍ଡରିଂ…

ବିରୋଧୀଙ୍କ ହଟ୍ଟଗୋଳ: ଗୃହ ମୁଲତବୀ

ନୂଆଦିଲ୍ଲୀ,୨୦ା୭: ପାର୍ଲାମେଣ୍ଟର ମୋସୁମୀ ଅଧିବେଶନର ଦ୍ୱିତୀୟ ଦିନ ଅର୍ଥାତ ମଙ୍ଗଳବାର ମଧ୍ୟ ଦରଦାମ ବୃଦ୍ଧି, ବେରୋଜଗାରୀ, ଅଗ୍ନିପଥ ଯୋଜନା ଏବଂ ଅନ୍ୟାନ୍ୟ ପ୍ରସଙ୍ଗକୁ ନେଇ ବିରୋଧୀ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଫଳରେ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାକୁ ବୁଧବାର…

ଏମ୍‌ଏସ୍‌ପି ଗ୍ୟାରେଣ୍ଟି ପ୍ରତିଶ୍ରୁତି ଦେଇନାହାନ୍ତି ସରକାର: ତୋମାର

ନୂଆଦିଲ୍ଲୀ,୨୦ା୭: କୃଷକ ସଙ୍ଗଠନ ସଂଯୁକ୍ତ କିଷାନ ମୋର୍ଚ୍ଚା(ଏସ୍‌କେଏମ୍‌)କୁ କେନ୍ଦ୍ର ସରକାର ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ଉପରେ ଆଇନଗତ ଗ୍ୟାରେଣ୍ଟି ନିମନ୍ତେ କମିଟି ଗଠନର ପ୍ରତିଶ୍ରୁତି ଦେଇ ନ ଥିଲେ ବୋଲି କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ମଙ୍ଗଳବାର ଲୋକ ସଭାରେ…

‘ରାଜ୍ୟରେ ପୋଲିସ ବି ସୁରକ୍ଷିତ ନୁହନ୍ତି’

ଗୁରୁଗ୍ରାମ,୨୦ା୭: ଡିଏସ୍‌ପି ସୁରେନ୍ଦ୍ର ସିଂ ବିଷ୍ଣୋଇଙ୍କ ଉପରେ ଖଣି ମାଫିଆମାନେ ଡମ୍ପର ମଡ଼ାଇ ହତ୍ୟା କରିବା ଘଟଣାରେ ହରିୟାଣାର ଭାଜପା ସରକାରଙ୍କୁ ବିରୋଧୀ ଘେରିଛନ୍ତି। ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏଠାରେ ବିଧାୟକ କି ଖୋଦ ପୋଲିସ ମଧ୍ୟ ସୁରକ୍ଷିତ…

ପରୀକ୍ଷାରେ ଛାତ୍ରୀଙ୍କୁ ଅନ୍ତଃବସ୍ତ୍ର ଖୋଲିବାକୁ କହିବା ଘଟଣା: ୫ ମହିଳା ଗିରଫ

ଥିରୁଭାନନ୍ତପୁରମ୍‌,୨୦ା୭: କେରଳର କୋଲାମ ଜିଲାରେ ଥିବା ଘରୋଇ ଶିକ୍ଷାନୁଷ୍ଠାନରେ ମେଡିକାଲ ଏଣ୍ଟ୍ରାନ୍ସ ଟେଷ୍ଟ ଏନ୍‌ଇଇଟି ପାଇଁ ପରୀକ୍ଷା କେନ୍ଦ୍ର ହୋଇଥିବାବେଳେ ସେଠାରେ ଛାତ୍ରୀମାନଙ୍କୁ ଅନ୍ତଃବସ୍ତ୍ର ଖୋଲି ଟେଷ୍ଟ ଦେବାକୁ କୁହାଯିବା ଘଟଣାରେ ପୋଲିସ ୫ ମହିଳାଙ୍କୁ ଗିରଫ କରିଛି। ଏ ନେଇ…

ଉଦ୍ଧବଙ୍କୁ ଝଟକା, ଲୋକ ସଭାରେ ଶିନ୍ଦେ ଗ୍ରୁପର ରାହୁଲ ଶେୱାଲେଙ୍କୁ ଶିବସେନା ନେତା ମାନ୍ୟତା ଦେଲେ ସ୍ପିକର

ନୂଆଦିଲ୍ଲୀ,୨୦ ।୭: ଲୋକ ସଭା ଅଧ୍ୟକ୍ଷ ଓମ ବିରଲା ଶିବସେନା ଶିନ୍ଦେ ଗ୍ରୁପର ସଂସଦର ନେତା ପରିବର୍ତ୍ତନ ଦାବିକୁ ସ୍ୱୀକାର କରି ନେଇଛନ୍ତି । ଏବେ ଗୃହରେ ଶିବସେନା ନେତା ହେବେ ରାହୁଲ ଶେୱାଲେ । ଏହାସହ ଭାବନା ଗବଲି ପୂର୍ବପରି…

ଦେଶରେ ୫ବର୍ଷରୁ କମ୍‌ ବୟସ୍କ ପିଲାଙ୍କର ଉଚ୍ଚତା ବଢୁନି, ସ୍ଥିତି ସଙ୍କଟ ଜନକ…

ନୂଆଦିଲ୍ଲୀ, ୧୯।୭ : ଦେଶରେ ଏପରି ଅନେକ ରାଜ୍ୟ ଅଛି ଯେଉଁଠାରେ ପିଲାମାନଙ୍କର ଉଚ୍ଚତା ସେମାନଙ୍କ ବୟସ ଅନୁଯାୟୀ ବଢୁନାହିଁ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟରେ ଲିପିବଦ୍ଧ ହୋଇଥିବା ଆକଳନଗୁଡିକ ନିଶ୍ଚିତ କରୁଛି ଯେ ଏହି ରାଜ୍ୟଗୁଡିକରେ ପାଞ୍ଚ ବର୍ଷରୁ କମ…

ଏନଡିଏକୁ ଫେରିବାକୁ ଚାହୁଁଥିଲେ ଉଦ୍ଧବ, ଶିନ୍ଦେ ଗୋଷ୍ଠୀ ନେତାଙ୍କ ଦାବି…

ମୁମ୍ବାଇ, ୧୯।୭ : ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେ ଗତବର୍ଷ ଏନଡିଏକୁ ଫେରିବାକୁ ଚାହୁଁଥିଲେ। କିନ୍ତୁ ପରେ ଏଭଳି କଠୋର ନିଷ୍ପତ୍ତି ନେବାରେ ସେ ପଛେଇ ଯାଇଥିଲେ। ଏକଥା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଗୋଷ୍ଠୀର ନେତା ଦାବି କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ…

ଭାଜପା କରୁଛି ଗଞ୍ଜା ଲଢ଼େଇ, ଜଣେ ମରିଗଲେ କ’ଣ କରିବ ପ୍ରଶ୍ନ କଲେ ଉଦ୍ଧବ…

ମୁମ୍ବାଇ, ୧୯।୭ : ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେ ଭାଜପାକୁ କଡ଼ା ସମାଲୋଚନା କରିଛନ୍ତି। ମଙ୍ଗଳବାର ସେ ଉତ୍ତର ଭାରତୀୟ ଫେଡେରେଶନର ନେତାମାନଙ୍କୁ ସମ୍ବୋଧିତ କରି କହିଛନ୍ତି, “ତୁମେ ମୋ ତୁଣିରରୁ ଯେତେ ଶର ବାହାର କର ନା କାହିଁକି, ମୋର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri