ଜନସଂଖ୍ୟା ନିୟନ୍ତ୍ରଣ ଆଇନ ଏବେ ଆଣିବାର ଯୋଜନା ନାହିଁ, ରାଜ୍ୟ ସଭାରେ ଉତ୍ତର…
ନୂଆଦିଲ୍ଲୀ, ୧୯।୭ : ସାରା ଦେଶରେ ବଢୁଥିବା ଜନସଂଖ୍ୟାକୁ କିପରି ରୋକାଯାଇପାରିବ ସେନେଇ ବିତର୍କ ମଧ୍ୟରେ ସରକାର ଆଗାମୀ ସମୟରେ ଜନସଂଖ୍ୟା ନିୟନ୍ତ୍ରଣ ଆଇନ ପ୍ରଣୟନ କରିବାକୁ ଚିନ୍ତା କରୁନାହାଁନ୍ତି ବୋଲି ସ୍ପଷ୍ଟ କରିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ…
ସେନାରେ ଆତ୍ମହତ୍ୟା, ୫ ବର୍ଷରେ ୮୧୯ ଘଟଣା…
ନୂଆଦିଲ୍ଲୀ, ୧୯।୭ : ଗତ ପାଞ୍ଚ ବର୍ଷ ମଧ୍ୟରେ ମୋଟ ୮୧୯ ସଶସ୍ତ୍ର ବାହିନୀର କର୍ମଚାରୀ ଆତ୍ମହତ୍ୟା କରିଛନ୍ତି ଯେଉଁଥିରେ ସର୍ବାଧିକ ୬୪୨ ଟି ମାମଲା ସେନାରେ ରିପୋର୍ଟ ହୋଇଛି। ଏହି ସୂଚନା ସରକାର ପ୍ରଦାନ କରିଛନ୍ତି। ରାଜ୍ୟ ସଭାରେ ଏକ…
ହରିଆଣା ନୁହରେ ପୋଲିସର ଏନ୍କାଉଣ୍ଟର: ଡିଏସ୍ପି ହତ୍ୟାକାଣ୍ଡରେ ସାମିଲ ଥିବା ଅଭିଯୁକ୍ତ ଗିରଫ
ଚଣ୍ଡିଗଡ଼,୧୯।୭: ହରିୟାଣାର ନୁହରେ ତାୱାଡୁର ଡିଏସ୍ପି ସୁରେନ୍ଦର ସିଂ ବିଷ୍ଣୋଇଙ୍କ ହତ୍ୟା ପରେ ପୋଲିସର ଏନ୍କାଉଣ୍ଟରରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହି ଏନ୍କାଉଣ୍ଟର ସମୟରେ ଅଭିଯୁକ୍ତଙ୍କ ଗୋଡରେ ଗୁଳି ବାଜିଥିବା ଜଣାପଡ଼ିଛି। ଆହତ ଅବସ୍ଥାରେ ନଲହର ମେଡିକାଲ କଲେଜରେ ତାଙ୍କୁ…
୨୦ ଲକ୍ଷରେ ନିଟ୍ ସିଟ୍ ବିକ୍ରି, ସିବିଆଇ ସୂଚନା…
ନୂଆଦିଲ୍ଲୀ, ୧୯।୭ : ନିଟ୍ ଡାକ୍ତରୀ ପ୍ରବେଶିକା ପରୀକ୍ଷାରେ ଏକ ଠକେଇ ବିଷୟରେ ବଡ଼ ଧରଣର ପର୍ଦ୍ଦାଫାଶ୍ ହୋଇଛି। ସିବିଆଇ ସୂତ୍ରରୁ ପ୍ରକାଶ ଯେ ଗୋଟିଏ ଗୋଟିଏ ମେଡିକାଲ ସିଟ ୨୦ ଲକ୍ଷ ଟଙ୍କାରେ ବିକ୍ରି ହୋଇଥିଲା। ଠକେଇ କରିଥିବା ର଼୍ୟାକେଟ…
ଅଭିଯୁକ୍ତଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ଡିଏସ୍ପିଙ୍କ ପରିବାରରୁ ଜଣେ ସଦସ୍ୟଙ୍କୁ ମିଳିବ ଚାକିରି
ଚଣ୍ଡିଗଡ଼,୧୯।୭: ହରିୟାଣାର ନୁହାଁ ଜିଲାର ମେ ଓ୍ବାତରେ ଡେପୁଟି ଏସ୍ପି ସୁରେନ୍ଦ୍ର ସିଂ ବିଶ୍ନୋଇଙ୍କ ହତ୍ୟା ମାମଲାରେ ଗୃହମନ୍ତ୍ରୀ ଅନୀଲ ବିଜ ଖଣି ମାଫିଆଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, ଉକ୍ତ ମାଫିଆମାନଙ୍କୁ ଧରିବା…
ମେଓ୍ବାତ ଡେପୁଟି ଏସ୍ପି ସୁରେନ୍ଦ୍ର ସିଂଙ୍କୁ ହତ୍ୟା
ଚଣ୍ଡିଗଡ଼,୧୯।୭: ହରିୟାଣାର ନୁହ ଜିଲାର ମେ ଓ୍ବାତରେ ଡେପୁଟି ଏସ୍ପି ସୁରେନ୍ଦ୍ର ସିଂ ବିଶ୍ନୋଇଙ୍କୁ ହତ୍ୟା କରାଯାଇଛି। ଖଣି ମାଫିଆମାନେ ତାଙ୍କ ଉପରେ ଡମ୍ପର ଚଢ଼ାଇ ଦେଇଥିବାରୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ପୋଲିସ ମାଫିଆକୁ ଧରିବା ପାଇଁ ପଚଗାଓଁ ପାହାଡକୁ…
ବିବାଦରେ ନିଟ୍ ପରୀକ୍ଷା ଚେକିଂ, ଏନଟିଏ ଆଡଭାଇଜରୀରେ ଅନ୍ତର୍ବସ୍ତ୍ର ବିଷୟରେ କୁହାଯାଇ ନାହିଁ …
ନୂଆଦିଲ୍ଲୀ, ୧୯।୭ : ଦେଶ ତଥା ବିଦେଶରେ ଥିବା ୫୫୦ ରୁ ଅଧିକ ପରୀକ୍ଷା କେନ୍ଦ୍ରରେ କରାଯାଇଥିବା ଦେଶର ସର୍ବବୃହତ ପ୍ରବେଶିକା ପରୀକ୍ଷାକୁ ନିଟ୍କୁ ନେଇ ବିବାଦ ଲାଗି ରହିଛି। ୨୦୨୨ ଜୁଲାଇ ୧୭ ରବିବାର ଅନୁଷ୍ଠିତ ହୋଇଥିବା ନିଟ୍ ୟୁଜି…
ନିଟ୍ ପରୀକ୍ଷାର ସ୍ବଚ୍ଛତା ନେଇ ପ୍ରଶ୍ନ, ନକଲି ପ୍ରାର୍ଥୀ ସିବିଆଇ ଜାଲରେ…
ନୂଆଦିଲ୍ଲୀ, ୧୯।୭ : ନିଟ୍ ୟୁଜି ୨୦୨୨ ପରୀକ୍ଷାରେ ସିବିଆଇ ପକ୍ଷରୁ ଏକ ବଡ଼ ଧରଣର ରିଗିଂ ର଼୍ୟାକେଟର ପର୍ଦ୍ଦାଫାଶ୍ କରାଯାଇଛି। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସିବିଆଇ ମାଷ୍ଟରମାଇଣ୍ଡ ଏବଂ ସ୍ଲୋଭର ସମେତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ…
ବିମାନ କମ୍ପାନୀଙ୍କୁ ୨୮ ଜୁଲାଇ ପର୍ଯ୍ୟନ୍ତ ସମୟ ଦେଲେ ଡିଜିସିଏ…
ନୂଆଦିଲ୍ଲୀ, ୧୯।୭ : ଉଡ଼ାଣ ସମୟରେ ବିମାନରେ ଘଟୁଥିବା ତ୍ରୁଟି କ୍ରମାଗତ ବଢ଼ିବାରେ ଲାଗିଛି। ଏସମ୍ପର୍କରେ ଡିଜିସିଏ କଡା ଆଭିମୁଖ୍ୟ ଗ୍ରହଣ କରିଛି। ଡିଜିସିଏ ଜୁଲାଇ ୨୮ ପର୍ଯ୍ୟନ୍ତ ସମସ୍ତ ବିମାନ କମ୍ପାନୀକୁ ସମୟ ଦେଇଛି । ପ୍ରତ୍ୟେକ ବିମାନ ଉଡ଼ାଣ…
ଦିଲ୍ଲୀ ନ୍ୟୁ ଅଶୋକ ନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ
ନୂଆଦିଲ୍ଲୀ,୧୯।୭: ଦିଲ୍ଲୀର ନ୍ୟୁ ଅଶୋକ ନଗର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ନ୍ୟୁ ଅଶୋକ ନଗରରେ ଥିବା ଏକ ୪ମହଲା ବିଶିଷ୍ଟ କୋଠାଘରେ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ୩ଟି ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ…
ନୂପୁର ଶର୍ମା ମାମଲା, ୧୦ ଅଗଷ୍ଟ ପର୍ଯ୍ୟନ୍ତ ଗିରଫ ମନା…
ନୂଆଦିଲ୍ଲୀ, ୧୯।୭ : ମହାପୁରୁଷ ମହମ୍ମଦଙ୍କ ବିବୃତ୍ତି ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ନୁପୁର ଶର୍ମାଙ୍କୁ ଆଶ୍ୱସ୍ତି ମିଳିଛି। ଅଗଷ୍ଟ ୧୦ ପର୍ଯ୍ୟନ୍ତ ତାଙ୍କ ଗିରଫଦାରୀ ଉପରେ ରୋକ ଲଗାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହି ଦିନ ମାମଲାର ପରବର୍ତ୍ତୀ ଶୁଣାଣି ମଧ୍ୟ ସ୍ଥିର…
୨୩ ସପ୍ତାହର ଭ୍ରୁଣର ଗର୍ଭପାତ କରାଇବାକୁ ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହିଳା…
ନୂଆଦିଲ୍ଲୀ, ୧୯।୭ : ସହମତିରେ ଶାରୀରିକ ସମ୍ପର୍କ ଯୋଗୁ ଗର୍ଭବତୀ ହୋଇଥିବା ଜଣେ ଅବିବାହିତା ମହିଳାଙ୍କ ୨୩ ସପ୍ତାହର ଭ୍ରୁଣର ଗର୍ଭପାତ କରାଇବା ମାମଲାର ବିଚାର କରିବା ଲାଗି ସୁପ୍ରିମ୍କୋର୍ଟ ମଙ୍ଗଳବାର ଏହାକୁ ତାଲିକାଭୁକ୍ତ କରିଛନ୍ତି। ପୂର୍ବରୁ ଜୁଲାଇ ୧୬ରେ ମହିଳାଙ୍କ…
Archives


