ଜାତୀୟ

ୟୁପିରେ ୫୯.୮୩, ପଞ୍ଜାବରେ ୬୪.୨୭ ମତଦାନ

ଲକ୍ଷ୍ନୌ/ଚଣ୍ଡିଗଡ,୨୦।୨: ଉତ୍ତରପ୍ରଦେଶର ୧୬ଟି ଜିଲାର ୫୯ଟି ଆସନରେ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ୫୯.୮୩ ପ୍ରତିଶତ ଭୋଟିଂ ହୋଇଛି। ଲଲିତପୁର ଜିଲାରେ ସର୍ବାଧିକ ୬୭.୩୭ ପ୍ରତିଶତ ଭୋଟରଙ୍କ ସଂଖ୍ୟା ରେକର୍ଡ କରାଯାଇଛି। ସର୍ବନିମ୍ନ ୫୦.୮୮...

ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

ହାଥରସ,୨୦।୨: ଭାରତୀୟ ଜନତା ପାର୍ଟିର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ହାଥରସର ଏକ ପୋଲିଂ ବୁଥ୍‌ ନିକଟରେ କିଛି ଦୁର୍ବୃତ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରିଥିବା ଜଣାପଡିଛି। ଏପର୍ଯ୍ୟନ୍ତ ହତ୍ୟାର କାରଣ ଜଣାପଡିନାହିଁ। ମୃତ ଯୁବକଙ୍କ ନାମ...

‘ପ୍ରଥମ ଦୁଇ ପର୍ଯ୍ୟାୟରେ ଶତକ କରିଛୁ’

ଲକ୍ଷ୍ନୌ,୨୦।୨: “ଆମେ ପ୍ରଥମ ଦୁଇ ପର୍ଯ୍ୟାୟ ମତଦାନରେ ଶତକ ହାସଲ କରିଛୁ। ପରବର୍ତ୍ତୀ ଦୁଇ ପର୍ଯ୍ୟାୟରେ ମଧ୍ୟ ସମାଜବାଦୀ ପାର୍ଟି ନେତୃତ୍ୱାଧୀନ ମେଣ୍ଟ ଅନ୍ୟଠାରୁ ଆଗରେ ରହିବ”। ଉତ୍ତରପ୍ରଦେଶରେ ରବିବାର ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଏଭଳି କହିଛନ୍ତି...

ପୋଷ୍ୟ ସନ୍ତାନ ଗ୍ରହଣ କରିବା କ୍ଷେତ୍ରରେ ବିବାହ ପ୍ରମାଣପତ୍ର ଆବଶ୍ୟକ ନୁହେଁ…

ଲକ୍ଷ୍ନୌ, ୨୦।୨ : ଜଣେ ଶିଶୁଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିବା ପାଇଁ ବିବାହ ପ୍ରମାଣପତ୍ର ଆବଶ୍ୟକ ନୁହେଁ। ଜଣେ ଟ୍ରାନ୍ସଜେଣ୍ଡର ବ୍ୟକ୍ତିଙ୍କ ପୋଷ୍ୟ ସନ୍ତାନ ଗ୍ରହଣ ଆବେଦନର ବିଚାର କରି କୋର୍ଟ ଏଭଳି କହିଛନ୍ତି। ଆହ୍ଲାବାଦ ହାଇକୋର୍ଟ...

ପୋଲିଂ ବୁଥରେ ପସିବାରୁ ଅଭିନେତାଙ୍କ କାର ଜବତ

  ଅମୃତସର,୨୦।୨: ପଞ୍ଜାବର ମୋଗା ଜିଲାରେ ପୋଲିଂ ବୁଥରେ ପସିବାକୁ ଉଦ୍ୟମ କରିବାରୁ ତାଙ୍କ କାରକୁ ସିଜ କରି ଦେଇଛି ପଞ୍ଜାବ ପୋଲିସ। ୧୧୭ ବିଧାନସଭା ଆସନ ବିଶିଷ୍ଟ ପଞ୍ଜାବରେ ରବିବାର ମତଦାନ ଅନଷ୍ଠିତ ହେଉଛି। “ଅଭିନେତା ସୋନୁଙ୍କ ଗାଡ଼ି...

ରୁଷିଆ-ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା: ଭାରତୀୟଙ୍କୁ ତୁରନ୍ତ ୟୁକ୍ରେନ୍‌ ଛାଡିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ/କ୍ୱିଭ୍‌,୨୦।୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ୟୁକ୍ରେନ ସୀମାନ୍ତରେ ରୁଷିଆ ଆଣବିକ ସମରାଭ୍ୟାସ ସହ ସୈନ୍ୟ ସଂଖ୍ୟା ବଢାଉଛି। ୟୁକ୍ରେନ ବିଚ୍ଛିନ୍ନତାବାଦୀଙ୍କୁ ମଧ୍ୟ ରୁଷିଆ ସମର୍ଥନ ଘୋଷଣା କରିଛି।...

ଉଦ୍ଧବଙ୍କ ଘରେ କେସିଆର୍‌

ମୁମ୍ବାଇ,୨୦।୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ(କେସିଆର୍‌) ବିରୋଧୀ ମେଣ୍ଟକୁ ଅଧିକ ଶକ୍ତିଶାଳୀ କରିବାକୁ ପ୍ରୟାସ ଆରମ୍ଭ କରିଦେଇଛନ୍ତି। କେସିଆର୍‌ ରବିବାର ମୁମ୍ବାଇରେ ପହଞ୍ଚି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ତାଙ୍କ ବାସ ଭବନରେ ଭେଟିଛନ୍ତି। ଉଦ୍ଧବ ଏବଂ କେସିଆର୍‌ଙ୍କ ଏକାଠି...

କଠିନ ସ୍ଥିତିରେ ଅଛି ଭାରତ-ଚାଇନା ସମ୍ପର୍କ: ଜୟଶଙ୍କର

ନୂଆଦିଲ୍ଲୀ,୨୦।୨: ସୀମାନ୍ତରେ ସାମରିକ ବାହିନୀ ନିୟୋଜିତ ନ କରିବାକୁ ହୋଇଥିବା ଚୁକ୍ତିନାମାକୁ ବେଜିଂ ଉଲ୍ଲଂଘନ କରିବା ପରେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କ ଏବେ ଅତ୍ୟନ୍ତ କଠିତ ପରିସ୍ଥିତି ଦେଇ ଗତି କରୁଛି ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରୀ...

ମାର୍ଚ୍ଚ ୧୦ରେ ମିଳିଯିବ ଜବାବ: ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୦।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ହର୍‌ଦୋଇରେ ବିରୋଧୀ ଦଳ ଉପରେ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଯେଉଁମାନେ ତୁଷ୍ଟୀକରଣ ରାଜନୀତି ପାଇଁ ଆମକୁ ଆମର ଉତ୍ସବପାଳନ କରିବାକୁ ଅଟକାଉଥିଲେ ୟୁପିର ଲୋକମାନେ ମାର୍ଚ୍ଚ ୧୦ରେ ଏକ ଉତ୍ତର ଦେବେ।...

ସନ୍ଦିଗ୍ଧ ଲଶ୍କର ଆତଙ୍କବାଦୀ ଗିରଫ…

ଶ୍ରୀନଗର, ୨୦।୨ : ଜମ୍ମୁ-କଶ୍ମୀରର ଡୋଡା ଜିଲାରେ ଲଶ୍କର-ଇ-ତୋଏବାର ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଅଧିକାରୀମାନେ ରବିବାର ଏହି ସୂଚନା ଦେଇଛନ୍ତି। ଯାନବାହନ ଯାଞ୍ଚ କରିବା ସମୟରେ ଏସଏସବି, ରାଷ୍ଟ୍ରୀୟ ରାଇଫଲ୍ସ ଏବଂ ପୋଲିସର ମିଳିତ ସର୍ଚ୍ଚ ଦଳ...

୪ ଖଲିସ୍ତାନୀ ଆତଙ୍କବାଦୀ ଗିରଫ, ଏକେ-୪୭ ଜବତ…

ସୋନିପତ୍‌, ୨୦।୨ : ହରିୟାଣାର ସୋନିପତ୍‌ରୁ ୪ ଜଣ ଖଲିସ୍ତାନୀ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ଏକେ-୪୭ ସହିତ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ରାଜ୍ୟ ପୋଲିସର ଅପରାଧ ଯାଞ୍ଚ୍‌ ଏଜେନ୍ସି(ସିଆଇଏ) ପକ୍ଷରୁ ଗୁପ୍ତ ସୂଚନା ଆଧାରରେ ଚଢ଼ାଉ କରାଯାଇଥିଲା।...

ବିବାହ ହେବା ନୋହିଲା, ନଦୀକୁ ଖସିଲା ବରଯାତ୍ରୀ କାର୍‌, ବର ସମେତ ୯ ମୃତ…

କୋଟା, ୨୦।୨ : ରାଜସ୍ଥାନର କୋଟାରେ ରବିବାର ସକାଳେ ଚମ୍ବଲ ନଦୀରେ ଏକ ବରଯାତ୍ରୀ କାର ଖସିପଡିଛି। ଏହି ଦୁର୍ଘଟଣାରେ ବର ସମେତ ୯ ଜଣଙ୍କର ମୃତ୍ୟୁ ଘଟିଛି। କାର ବିଷୟରେ ସ୍ଥାନୀୟ ଲୋକ ତୁରନ୍ତ ପୋଲିସକୁ ସୂଚନା ଦେଇଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri