ଚିନ୍ତା ବଢ଼ାଉଛି କେରଳ…
ନୂଆଦିଲ୍ଲୀ, ୧୯।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୨୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୨୨...
୧୨୪୩୦ ସ୍ମାର୍ଟ କ୍ଲାସ୍ ରୁମ୍ ଲୋକାର୍ପିତ, ୭୫ ବର୍ଷର କାମ ୭ ବର୍ଷରେ ହୋଇଛି, କହିଲେ ମୁଖ୍ୟମନ୍ତ୍ରୀ…
ନୂଆଦିଲ୍ଲୀ,୧୯।୨ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ୧୨୪୩୦ ସ୍ମାର୍ଟ କ୍ଲାସ୍ ରୁମ୍ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଯାହା ୭୫ ମଧ୍ୟରେ ବର୍ଷରେ କରାଯାଇ ନଥିଲା ଆମ୍ ଆଦ୍ମୀ ପାର୍ଟି ସରକାର ଏହାକୁ ୭...
ନିର୍ବାଚନ ନ ଲଢ଼ି ବିଧାୟକ ହୋଇଯାଇଥିଲେ ମୁଲାୟମ; ଜାଣନ୍ତୁ ତାଙ୍କ ରାଜନୀତିର କିଛି ରୋଚକ କଥା…
ଲକ୍ଷ୍ନୌ,୧୯।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଚାଲିଛି। ଏପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟ ମତଦାନ ହୋଇଥିବା ବେଳେ ରବିବାର ଅର୍ଥାତ ଫେବୃୟାରୀ ୨୦ରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଚଳିତ ଥର ୟୁପି ନିର୍ବାଚନରେ କେବଳ ଦୁଇଟି ଦଳ ମଧ୍ୟରେ ପ୍ରତିନ୍ଦ୍ୱନ୍ଦିତା...
ବରିଷ୍ଠ ସାମ୍ବାଦିକ ରବିଶ ତିଓ୍ବାରୀଙ୍କ ପରଲୋକ: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୯।୨: ବରିଷ୍ଠ ସାମ୍ବାଦିକ ରବିଶ ତିଓ୍ବାରୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ବୟସ ହୋଇଥିଲା। ରବିଶ ତିୱାରୀ ୨୦୨୦ରୁ କର୍କଟ ରୋଗରେ ପୀଡ଼ିତ ଥିଲେ। ରବିଶ ଇଣ୍ଡିଆନ ଏକ୍ସପ୍ରେସର ଜାତୀୟ ରାଜନୈତିକ ସମ୍ପାଦକ ଥିଲେ। ତାଙ୍କ...
ମଣିପୁର କଳାକାରଙ୍କ ସହ ଗୀତର ତାଳେ ତାଳେ ଝୁମିଲେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ
ଇମ୍ଫାଲ,୧୯।୨: ମଣିପୁର ସମେତ ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ମଣିପୁରରେ ପ୍ରଥମ ପର୍ଯ୍ୟାୟ ଭୋଟ ଫେବୃଆରୀ ୨୮ରେ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୫ରେ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରଚାରକୁ ଜୋରଦାର...
ଲଗାତର ୩ ଦିନ ପରେ ମୁମ୍ବାଇରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ
ମୁମ୍ବାଇ,୧୯।୨: ମହାରାଷ୍ଟ୍ରରେ କିଛି ଦିନ ହେବ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି। ଲଗାତର ଭାବେ ରାଜ୍ୟରେ କରୋନା ଗ୍ରାଫ୍ ତଳକୁ ଖସୁଥିବାର ଦେଖିବାକୁ ମିଳିଛି। ଶୁକ୍ରବାର ମହାରାଷ୍ଟ୍ରରେ ମୋଟ ୨ହଜାର ୬୮ଟି ନୂଆ କରୋନା ମାମଲା ସାମ୍ନାକୁ ଆସିଥିବା...
୮୦ପ୍ରତିଶତ ବୟସ୍କଙ୍କୁ ଦିଆଯାଇଛି କରୋନା ଟିକା
ନୂଆଦିଲ୍ଲୀ,୧୯।୨: ଦେଶରେ ୨୦୨୦ରୁ କରୋନା ପ୍ରକୋପ ଜାରି ରହିଛି। କରୋନା ଭାଇରସ୍କୁ ହରାଇବା ପାଇଁ ସରକାରଙ୍କ ପକ୍ଷରୁ ଗତ ବର୍ଷ ଜାନୁୟାରୀ ୧୬ରୁ ଟିକାକରଣ ଅଭିଯାନ ଦ୍ରୁତ ଗତିରେ ଚାଲିଛି। ଏଥିସହ ଦେଶ ଟିକାକରଣ ମାମଲାରେ ଆଉ ଏକ ଉପଲବ୍ଧି...
ଶୋପିଆନ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର,୧୯।୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସେନା ଏବଂ ସୁରକ୍ଷା ବାହିନୀ ପକ୍ଷରୁ ଅଭିଯାନ ଜାରି ରହିଛି। ଏହିକ୍ରମରେ ଶନିବାର ଶୋପିୟାନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହଁି ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ୨ଜଣ ସୁରକ୍ଷାକର୍ମୀ...
ଦୀପ ସିଦ୍ଧୁ ମୃତ୍ୟୁ ମାମଲା: ଗିରଫ ଟ୍ରକ୍ ଡ୍ରାଇଭଙ୍କୁ ରିମାଣ୍ଡରେ ନେବ ପୋଲିସ
ଚଣ୍ଡିଗଡ଼,୧୯।୨: ଅଭିନେତା ଦୀପ ସିଦ୍ଧୁ ମୃତ୍ୟୁ ମାମଲାରେ ସମ୍ପୃକ୍ତ ଟ୍ରକ ଡ୍ରାଇଭରଙ୍କୁ ହରିୟାଣା ପୋଲିସ ଗିରଫ କରିଛି। ହରିୟାଣାର ନୁହ ଜିଲାରେ ଡ୍ରାଇଭର କାସିମର ଘର। ହରିୟାଣା ପୋଲିସ କାସିମଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏପରିକି ପୋଲିସ...
ଭାଜପା ପାଇଁ ଭୋଟ ମାଗିଲେ କଙ୍ଗନା!
ଲକ୍ଷ୍ନୌ,୧୯ ।୨: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ତାଙ୍କ ଅଭିନୟ ପାଇଁ ଯେତିକି ଚର୍ଚ୍ଚିତ ସେତିକି ଚର୍ଚ୍ଚିତ ତାଙ୍କ ବେକାବୁ ବୟାନକୁ ନେଇ । ଅନେକ ସମୟରେ ରାଜନୀତିକୁ ନେଇ କିଛି ନା କିଛି ବୟାନ ଦେଇ ଚର୍ଚ୍ଚାରେ ଥିବା...
ପରଲୋକରେ କନ୍ନଡ ଅଭିନେତା ରାଜେଶ
ବେଙ୍ଗାଲୁରୁ,୧୯।୨: କନ୍ନଡ ସିନେମାର ଭେଟେରାନ ଅଭିନେତା ରାଜେଶଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା। ଶନିବାର ବେଙ୍ଗାଲୁରୁର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟଜନିତ ରୋଗ ଓ...
ଏସ୍ପି ପ୍ରାର୍ଥୀ ଅଭୟ ସିଂହ ଗିରଫ
ଅଯୋଧ୍ୟା,୧୯।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଲାଗି ରାଜନୀତି ସରଗରମ ହୋଇଛି। ଭୋଟରଙ୍କ ମନ ଜିଣିବା ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ଜୋରଦାର ପ୍ରଚାର କାର୍ଯ୍ୟ ଚଳାଇଛନ୍ତି। ଏଥିସହ କେଉଁ କେଉଁ ସ୍ଥାନରେ ବିଭିନ୍ନ ଦଳ ମଧ୍ୟରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି...
Archives


