୮ ବର୍ଷରେ ସନ୍ନ୍ୟାସିନୀ
ସୁରଟ,୨୫।୪ : ଖେଳିବା ବୁଲିବା ବୟସରେ ଗୁଜରାଟ ଅହମଦାବାଦର ୮ ବର୍ଷୀୟା ଆଙ୍ଗି ବାଗ୍ରେଚ୍ ସନ୍ନ୍ୟାସିନୀ ହୋଇଛନ୍ତି। ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଆଙ୍ଗି ରବିବାର ସୁରଟରେ ଆୟୋଜିତ ଏକ ଉତ୍ସବରେ ସନ୍ନ୍ୟାସିନୀ ଦୀକ୍ଷା ଗ୍ରହଣ କରିଥିବା ଜଣାପଡ଼ିଛି। ଦୀକ୍ଷା ଗ୍ରହଣ କରିବାରେ…
କେସିଆର୍ଙ୍କ ଦଳ ପାଇଁ କାମ କରିବ ଆଇପିଏସି
ଗୁଆହାଟୀ,୨୫।୪: ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର କଂଗ୍ରେସରେ ଯୋଗଦେବା ଲାଗି କଥାବାର୍ତ୍ତା ଚାଲିଥିବାବେଳେ ସେପଟେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍)ଙ୍କ ଦଳ ତେଲଙ୍ଗାନା ରାଷ୍ଟ୍ର ସମିତି (ଟିଆର୍ଏସ୍) ସହ ତାଙ୍କ ରାଜନୈତିକ ପରାମର୍ଶଦାତା ଟିମ୍ ଆଇପିଏସି (ଇଣ୍ଡିଆନ ପଲିଟିକାଲ…
ମହଙ୍ଗା ହେବ ଖାଦ୍ୟ
ନୂଆଦିଲ୍ଲୀ,୨୫ା୪: ଗତ କିଛିମାସ ହେଲା ଭାରତରେ ଖାଦ୍ୟ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍ଏସ୍ଓ) ପକ୍ଷରୁ ଜାରି କରାଯାଇଥିବା ସାରା ଦେଶର କଞ୍ଜୁମର ପ୍ରାଇସ୍ ଇଣ୍ଡେକ୍ସ (ସିପିଆଇ) ଅନୁସାରେ ୨୦୨୧ ମାର୍ଚ୍ଚରୁ ୨୦୨୨…
ରାଜଧାନୀରେ ବଢିଚାଲିଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୨୪।୪: ପୁଣିଥରେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଦିଲ୍ଲୀରେ ଦୈନିକ ୧ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୮୩ଟି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣେ ରୋଗୀଙ୍କ ମଧ୍ୟ…
ଚାଇନା ବିରୋଧରେ ‘ଯେସାକୁ ତେସା’ ନୀତି ଆପଣାଇଲା ଭାରତ
ନୂଆଦିଲ୍ଲୀ,୨୪।୪: ଚାଇନା ନାଗରିକଙ୍କ ପର୍ଯ୍ୟଟନ ଭିସା ଉପରେ ପ୍ରତିବନ୍ଧକ ଲଗାଇଲା ଭାରତ। ଅନ୍ତର୍ଜାତୀୟ ବିମାନ ପରିବହନ ସଂଘ(ଆଇଏଟିଏ) ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଚାଇନା ନାଗରିକଙ୍କୁ ଦିଆଯାଇଥିବା ଭାରତୀୟ ପର୍ଯ୍ୟଟନ ଭିସା ଆଉ ବୈଧ ନୁହେଁ ବୋଲି ଆଇଏଟିଏ ପକ୍ଷରୁ କୁହାଯାଇଛି।…
ଲତା ଦିଦିଙ୍କୁ ମନେପକାଇ ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ ମୋଦି
ମୁମ୍ବାଇ,୨୪।୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମୁମ୍ବାଇରେ ମାଷ୍ଟର ଦିନାନାଥ ମଙ୍ଗେଶକର ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଥମ ଲତା ଦିନାନାଥ ମଙ୍ଗେଶକର ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ଲତା ମଙ୍ଗେଶକରଙ୍କୁ ମନେ ପକାଇ ଭାବପ୍ରବଣ…
ଟଳିପଡିଲେ ୨ ଆତଙ୍କବାଦୀ
ଶ୍ରୀନଗର,୨୪।୪: ପୁଲୱାମାର ପାହୁ ଅଞ୍ଚଳରେ ରବିବାର ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଅନ୍ୟ ଆତଙ୍କବାଦୀଙ୍କ ସନ୍ଧାନ ଚାଲିଛି। ସୁରକ୍ଷା ବାହିନୀ ସେମାନଙ୍କୁ ଘେରି ରହିଛନ୍ତି। ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ…
ଆତ୍ମସମର୍ପଣ କଲେ ଆଶିଷ ମିଶ୍ରା
ଲକ୍ଷ୍ନୌ,୨୪।୪: ଲଖିମପୁର ଖେରି ହିଂସା ମାମଲାରେ ସୁପ୍ରିମକୋର୍ଟ ତାଙ୍କ ଜାମିନ ଆଦେଶକୁ ଖାରଜ କରିବା ପରେ ଅଭିଯୁକ୍ତ ଆଶିଷ ମିଶ୍ରା ରବିବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କୁ ଏପ୍ରିଲ ୨୫ ପର୍ଯ୍ୟନ୍ତ ଆତ୍ମସମର୍ପଣ କରିବାର ସମୟ ଥିଲା। କ୍ୟାବିନେଟ ମନ୍ତ୍ରୀ ଅଜୟ ମିଶ୍ରାଙ୍କ…
୧୪୩ ସାମଗ୍ରୀର ଦାମ୍ ବଢ଼ିବା ଆଶଙ୍କା, ପାମ୍ପଡ଼-ଗୁଡ଼-ଚକୋଲେଟ ହୋଇପାରେ ମହଙ୍ଗା…
ନୂଆଦିଲ୍ଲୀ, ୨୪।୪ : ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆସନ୍ତା ମାସରେ ହେବାକୁ ଥିବା ଜିଏସଟି ବୈଠକରେ ସରକାର ଜିଏସଟି ଦରରେ ପରିବର୍ତ୍ତନ କରିବାର ଯଥେଷ୍ଟ ସମ୍ଭାବନା। ଇଣ୍ଡିଆନ ଏକ୍ସପ୍ରେସର ଏକ ଖବର ଅନୁଯାୟୀ ସରକାର ପ୍ରାୟ ୧୪୩ଟି ଜିନିଷର ଜିଏସଟି ଦର…
୧୪ଦିନ ପାଇଁ ଜେଲ୍ ଗଲେ ନବନୀତ, ରବି
ମୁମ୍ବାଇ,୨୪।୪: ମୁମ୍ବାଇରେ ହନୁମାନ ଚାଳିଶା ପାଠକୁ ନେଇ ବିବାଦ ଲାଗି ରହିଛି। ଏହି ମାମଲାରେ ଏମ୍ପି ନବନୀତ ରାଣା ଓ ବିଧାୟକ ସ୍ବାମୀ ରବି ରାଣାଙ୍କୁ ରବିବାର ବାନ୍ଦ୍ରା ସ୍ଥିତ ଏକ ସ୍ବତନ୍ତ୍ର କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ଏହି ମାମଲାର…
ୟୁଜିସି ନିୟମରେ ପରିବର୍ତ୍ତନ, ଗୋଟିଏ ସମୟରେ ପଢ଼ିହେବ ଦୁଇ ପାଠ୍ୟକ୍ରମ…
ନୂଆଦିଲ୍ଲୀ, ୨୪।୪ : ଭାରତୀୟ ଛାତ୍ରୀଛାତ୍ରମାନେ ବର୍ତ୍ତମାନ ଡିପ୍ଲୋମା ଏବଂ ଗ୍ରାଜୁଏଶନ କିମ୍ବା ଗ୍ରାଜୁଏଶନ ଏବଂ ପୋଷ୍ଟ ଗ୍ରାଜୁଏଶନ କିମ୍ବା ଦୁଇଟି ଗ୍ରାଜୁଏଶନ ପାଠ୍ୟକ୍ରମରେ ନାମ ଲେଖାଇବାର ସୁଯୋଗ ପାଇବାକୁ ଯାଉଛନ୍ତି। ଉଚ୍ଚଶିକ୍ଷାରେ ଏହି ନୂତନ ନିୟମରେ ପରିବର୍ତ୍ତନଗୁଡ଼ିକ ୟୁଜିସି ଦ୍ୱାରା…
ଦିନକ ପୂର୍ବରୁ କିଣିଥିବା ଇଲେକ୍ଟ୍ରିକ୍ ସ୍କୁଟର ଫାଟି ସ୍ବାମୀ ମୃତ, ପତ୍ନୀ-୨ଶିଶୁ ଆହତ
ହାଇଦ୍ରାବାଦ,୨୪।୪: ଦୁଇ ଦିନ ପୂର୍ବରୁ ତେଲେଙ୍ଗାନାର ନିଜାମାବାଦରେ ଏକ ଇଲେକ୍ଟ୍ରିକ୍ ବାଇକ୍ର ବ୍ୟାଟେରୀ ଫାଟି ଜଣେ ୮୦ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଆହତ ହୋଇଥିଲେ। ଏହି ଘଟଣା ସର୍ବସମ୍ମୁଖକୁ ଆସିବା ପରେ ପ୍ୟୁର-ଇଭି କମ୍ପାନୀ ନିଜର ୨ହଜାର…
Archives


