ଭାରତରେ ଚାଇନା ନାଗରିକଙ୍କୁ ପର୍ଯ୍ୟଟନ ଭିଜା ମନା
ନୂଆଦିଲ୍ଲୀ,୨୪।୪: ଚାଇନା ନାଗରିକମାନଙ୍କୁ ଭାରତ ଦେଇଥିବା ପର୍ଯ୍ୟଟନ ଭିସା ଆଉ ବୈଧ ନୁହେଁ ବୋଲି ଅନ୍ତର୍ଜତୀୟ ବିମାନ ପରିବହନ ସଂସ୍ଥା (ଆଇଏଟିଏ) ପକ୍ଷରୁ କୁହାଯାଇଛି। ଏବେ ବି ଭାରତ ଚାଇନା ନାଗରିକମାନଙ୍କୁ ବ୍ୟବସାୟ, ରୋଜଗାର, କୂଟନୈତିକ ଏବଂ ସରକାରୀ ଭିସା ଦେଉଛି…
କରୋନା ସଙ୍କଟ, ୨୭ ଏପ୍ରିଲ୍ରେ ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ…
ନୂଆଦିଲ୍ଲୀ, ୨୪।୪ : ଦେଶରେ କରୋନା ସଙ୍କଟ ପୁଣି ବଢ଼ି ଚାଲିଛି। ୨୭ ଏପ୍ରିଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ସହ ବୈଠକର ଅଧ୍ୟକ୍ଷତା…
ଜୀବନ ଶୈଳୀରେ ପରିବର୍ତ୍ତନ ଆଣିଛି ପ୍ରଯୁକ୍ତି ବିଦ୍ୟା, ଗାଁ ଲୋକେ କରୁଛନ୍ତି ଡିଜିଟାଲ ପେମେଣ୍ଟ…
ନୂଆଦିଲ୍ଲୀ, ୨୪।୪ : ଦେଶରେ ଡିଜିଟାଲୀକରଣ ଜାରି ରହିଛି। ଏହା ଦ୍ୱାରା ଲୋକଙ୍କ ଜୀବନ ଶୈଳୀରେ ପରିବର୍ତ୍ତନ ଆସିଛି। ପ୍ରଯୁକ୍ତି ବିଦ୍ୟାର ବିକାଶ ଦ୍ୱାରା ଗାଁ ଲୋକେ ଏବେ ଡିଜିଟାଲ ପେମେଣ୍ଟ କରୁଛନ୍ତି ବୋଲଇ ୮୮ତମ ମାସିକ ରେଡିଓ କାର୍ଯ୍ୟକ୍ରମ ମନ…
ଅନୁଚ୍ଛେଦ ୩୭୦ ହଟିବା ପରେ ମୋଦିଙ୍କ ପ୍ରଥମ ଜମ୍ମୁ-କଶ୍ମୀର ଗସ୍ତ, ୨୦ ହଜାର କୋଟିର ପରିଯୋଜନା ଉପହାର…
ଶ୍ରୀନଗର, ୨୪।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜମ୍ମୁ-କଶ୍ମୀରର ସାମ୍ବାରେ ପହଞ୍ଚିଛନ୍ତି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବା ପରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଜମ୍ମୁ-କଶ୍ମୀର ଗସ୍ତ। ସେ ଏଠାରେ ପ୍ରାୟ ୨୦ ହଜାର କୋଟି ଟଙ୍କା ମୂଲ୍ୟର ପରିଯୋଜନାର ଲୋକାର୍ପିତ…
କୋର୍ଟରେ ପହଞ୍ଚିଲେ ନବନୀତ ରାଣା, ରବି
ମୁମ୍ବାଇ,୨୪।୪: ମୁମ୍ବାଇରେ ହନୁମାନ ଚାଳିଶା ପାଠକୁ ନେଇ ଉତ୍ତେଜନା ଲାଗିରହିଛି। ଏହି ମାମଲାରେ ଗିରଫ ହୋଇଥିବା ଏମ୍ପି ନବନୀତ ରାଣା ଓ ତାଙ୍କ ବିଧାୟକ ସ୍ବାମୀ ରବି ରାଣାଙ୍କୁ ରବିବାର ବାନ୍ଦ୍ରାର ସ୍ବତନ୍ତ୍ର କୋର୍ଟରେ ହାଜର କରାଯାଇଛି। ନବନୀତ ଓ ରାଣାଙ୍କୁ…
କୁଲଗାମରେ ଜୈଶର ୨ଆତଙ୍କବାଦୀ ନିପାତ
ଶ୍ରୀନଗର,୨୪।୪: ଜମ୍ମୁ-କଶ୍ମୀର କୁଲଗାମ ଜିଲାର ମିରହମା ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଶନିବାର ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ମୃତ ୨ଜଣ ଆତଙ୍କବାଦୀ ଜୈଶ-ଏ- ମହମ୍ମଦ ସଂଗଠନର ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, କୁଲଗାମ ଜିଲାର ମିରହମା…
ହନୁମାନ ଚାଳିଶା ବିବାଦ: କୋର୍ଟ ହାଜର ହେବା ପୂର୍ବରୁ ନବନୀତଙ୍କୁ ଆଉ ଏକ ଝଟ୍କା
ମୁମ୍ବାଇ,୨୪।୪: ମୁମ୍ବାଇରେ ହନୁମାନ ଚାଳିଶା ପାଠକୁ ନେଇ ବିବାଦ ଲାଗି ରହିଛି। ଏହି ମାମଲାରେ ଏମ୍ପି ନବନୀତ ରାଣାଙ୍କୁ ରବିବାର ସ୍ବତନ୍ତ୍ର କୋର୍ଟରେ ହାଜର କରାଯିବ। ହେଲେ କୋର୍ଟରେ ହାଜର କରାଯିବା ପୂର୍ବରୁ ତାଙ୍କୁ ଆଉ ଏକ ଝଟ୍କା ଲାଗିଛି। ନବନୀତ…
କାହାକୁ ଫାଶୀ କାହାକୁ ନୁହେଁ, ଗାଇଡ୍ଲାଇନ୍ ଜାରି କରିବେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ, ୨୪।୪ : ସୁପ୍ରିମକୋର୍ଟ କହିଛନ୍ତି ଯେ ଶୀଘ୍ର ଫାଶୀଦଣ୍ଡ ସମ୍ପର୍କରେ ଏକ ଗାଇଡ୍ଲାଇନ୍ ପ୍ରସ୍ତୁତ କରାଯିବ। ଏହା ଅନ୍ତର୍ଗତ କାହାକୁ ଫାଶୀ ଦଣ୍ଡାଦେଶ ଦିଆଯିବ କାହାକୁ ନୁହେଁ ତାହା ସ୍ଥିର କରାଯିବ। ଯାହା ସମଗ୍ର ଦେଶର କୋର୍ଟ ପାଇଁ ବୈଧ…
ଚାପରେ ସେନା ପକ୍ଷରୁ ଇଫତାର ପାର୍ଟି ପୋଷ୍ଟ ଡିଲିଟ୍ କରାଗଲା…
ଶ୍ରୀନଗର, ୨୪।୪ : ଦେଶରେ ମୌଳବାଦୀମାନଙ୍କର ପ୍ରାଧାନ୍ୟ ବଢ଼ିବାରେ ଲାଗିଛି। ମୌଳବାଦୀ ଗୋଷ୍ଠୀଙ୍କ ଚାପରେ ଭାରତୀୟ ସେନା ପକ୍ଷରୁ ଆୟୋଜିତ ହୋଇଥିବା ରୋଜା ଇଫତାର ପାର୍ଟି ପୋଷ୍ଟକୁ ସୋସିଆଲ ମିଡ଼ିଆରୁ ଡିଲିଟ କରାଯାଇଛି। ସେନା ଏଭଳି କରିବାsକୁ ବାଧ୍ୟ ହୋଇଥିବା କୁହାଯାଉଛି।…
ସରକାର ଜାଣିଶୁଣି କରୁଛନ୍ତି ଲାଉଡସ୍ପିକର-ହନୁମାନ ଚାଳିସା ରାଜନୀତି…
ମୁମ୍ବାଇ, ୨୪।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ସରକାର ଜାଣିଶୁଣି ଲାଉଡସ୍ପିକର ଏବଂ ହନୁମାନ ଚାଳିସା ରାଜନୀତି କରୁଛନ୍ତି। ଦେଶରେ ଦରଦାମ୍ ବୃଦ୍ଧି ଏବଂ ବେରୋଜଗାରୀ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରୁ ଲୋକଙ୍କ ଧ୍ୟାନ ହଟାଇବା ଲାଗି ଏଭଳି କରାଯାଉଥିବା ଶିବସେନା ଏମ୍ପି…
ଘନେଇଲା ସଙ୍କଟ ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ଉପର ମୁହାଁ…
ନୂଆଦିଲ୍ଲୀ, ୨୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୫୯୩ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ…
ମୋଦିଙ୍କ ଗସ୍ତ ପୂର୍ବରୁ ଜମ୍ମୁର ଏକ ଗାଁରେ ବିସ୍ଫୋରଣ
ଜମ୍ମୁ,୨୪ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜମ୍ମୁ-କଶ୍ମୀର ଗସ୍ତର କିଛି ଘଣ୍ଟା ପୂର୍ବରୁ ଏକ ସନ୍ଦିଗ୍ଧ ବିସ୍ଫୋରଣ ହୋଇଛି । ରବିବାର ସକାଳେ ହୋଇଥିବା ଏହି ବିସ୍ଫୋରଣ ସୁରକ୍ଷା ଏଜେନ୍ସିର ଚିନ୍ତା ବଢାଇ ଦେଇଛି । ରିପୋର୍ଟ ଅନୁଯାୟୀ, ଏହି ବିସ୍ଫୋରଣ…
Archives


