ଜାତୀୟ

ନୀତୀଶଙ୍କ ଆଶୀର୍ବାଦ ତେଜସ୍ବୀ ଭବଃ

ପାଟନା,୧୦।୮: ଜେଡିୟୁ ନେତା ନୀତୀଶ କୁମାର ବୁଧବାର ୮ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସେହିପରି ଆରଜେଡି ନେତା ତଥା ଲାଲୁ ପ୍ରସାଦ ଯାଦବଙ୍କ ସୁପୁତ୍ର ତେଜସ୍ବୀ ଯାଦବ ମଧ୍ୟ ଦ୍ୱିତୀୟ ଥର ପାଇଁ ଉପମୁଖ୍ୟମନ୍ତ୍ରୀ…

ମା’-ପୁଅ ଏକାଠି ପାସ୍‌ କଲେ ପବ୍ଲିକ୍‌ ସର୍ଭିସ୍‌ କମିଶନ ପରୀକ୍ଷା

ଥିରୁଭାନନ୍ତପୁରମ୍‌,୧୦।୮: କେରଳରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ସମସ୍ତ ଶିକୁଳି ଭାଙ୍ଗି ଜଣେ ୪୨ ବର୍ଷୀୟା ମା’ ଏବଂ ୨୪ ବର୍ଷର ପୁଅ ଏକାଠି ଜନସେବା ଆୟୋଗ(ପିଏସ୍‌ସି)ପରୀକ୍ଷାରେ ପାସ୍‌ କରିଛନ୍ତି। ଉଭୟ ମା’ ଏବଂ ପୁଅ କେରଳର ମାଲାପୁରାମର ବାସିନ୍ଦା।…

୧୫୦ ଦିନରେ ଶେଷ ହେବ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା

ନୂଆଦିଲ୍ଲୀ,୧୦।୮: ଭୟ ଓ ଅସମାନତା ମୁକ୍ତ ରାଜନୀତି ଓ ଏକ ବିକଳ୍ପ ଶାସନ ଲାଗି ସେପ୍ଟେମ୍ବର ୭ରୁ କଂଗ୍ରେସ ଦଳ ଦେଶବ୍ୟାପୀ ‘ଭାରତ ଯୋଡ଼ୋ ଯାତ୍ରା’ର ଆୟୋଜନ କରିବାକୁ ଯାଉଛି। କନ୍ୟାକୁମାରୀରୁ କଶ୍ମୀର ପର୍ଯ୍ୟନ୍ତ ହେବାକୁ ଥିବା ଏହି ଯାତ୍ରାରେ ରାହୁଲ…

ବିଧାନ ପରିଷଦର ନେତା ପଦରୁ ଇସ୍ତଫା ଦେଲେ ସ୍ବତନ୍ତ୍ର ଦେବ ସିଂ

ଲକ୍ଷ୍ନୌ,୧୦।୮: ଉତ୍ତରପ୍ରଦେଶ ଭାଜପାର ପୂର୍ବତନ ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ସିଂ ବୁଧବାର ବିଧାନ ପରିଷଦର ନେତା ପଦରୁ ଇସ୍ତଫା ଦେଇଛନ୍ତି। ସ୍ବତନ୍ତ୍ର ଦେବଙ୍କ ଇସ୍ତଫା ପରେ ବିଧାନ ପରିଷଦର ଜଣେ ନୂତନ ନେତାଙ୍କୁ ନିର୍ବାଚିତ କରାଯାଇଛି। ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ…

‘କ୍ରିକେଟ୍‌ରେ ଫେଲ୍‌, ରାଜନୀତିରେ ପାସ୍‌’

ପାଟନା,୧୦।୮:ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତୀଶ କୁମାର। ନୀତୀଶଙ୍କ ବ୍ୟତୀତ ଆରଜେଡି ନେତା ତେଜସ୍ବୀ ଯାଦବ ବିହାରର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତେଜସ୍ବୀଙ୍କ ଚତୁର ରାଜନୀତିକୁ ନେଇ ଏବେ ଜୋରଦାର ଚର୍ଚ୍ଚା ହେଉଛି। ଏକଦା ଜଣେ କ୍ରିକେଟର୍‌…

ଅନ୍ତର୍ଜାତୀୟ ଯାତ୍ରୀଙ୍କ ବିବରଣୀ ସୀମା ଶୁଳ୍କ ବିଭାଗକୁ ଦେବେ ଏୟାରଲାଇନ୍ସ

ନୂଆଦିଲ୍ଲୀ,୧୦।୮: ବିମାନ ଉଡ଼ାଣର ୨୪ ଘଣ୍ଟା ପୂର୍ବରୁ ଅନ୍ତର୍ଜାତୀୟ ଯାତ୍ରୀମାନଙ୍କ ସବିଶେଷ ବିବରଣୀ ସୀମା ଶୁଳ୍କ ବିଭାଗକୁ ଦେବା ଲାଗି କେନ୍ଦ୍ର ସରକାର ଏୟାରଲାଇନ୍ସଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଆଇନ ଉଲ୍ଲଂଘନକାରୀଙ୍କୁ ଦେଶ ବାହାରକୁ ଯିବାରୁ ରୋକିବାକୁ ଏଭଳି ପଦକ୍ଷେପ ନିଆଯାଇଛି। କେନ୍ଦ୍ରୀୟ…

ନୀତୀଶଙ୍କ ନେତୃତ୍ୱରେ ବିହାରକୁ ଆଗେଇ ନେବୁ, କହିଲେ ତେଜସ୍ବୀ…

ପାଟନା, ୧୦।୮ : ବିହାରର ନୂଆ ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଆରଜେଡ଼ି ନେତା ତେଜସ୍ବୀ ଯାଦବ ଶପଥ ଗ୍ରହଣ କରିଛନ୍ତି। ଶପଥ ଗ୍ରହଣ ପରେ ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଆମେ ବିହାରକୁ ଆଗେଇ ନେବୁ। ଆମେ…

୨୦୧୪ରେ ଆସିଥିବା ଲୋକେ ୨୦୨୪ରେ ରହିବେ କି, ମୋଦିଙ୍କୁ ନୀତୀଶଙ୍କ ପ୍ରଶ୍ନ…

ପାଟନା, ୧୦।୮ : ଜେଡ଼ିୟୁ ନେତା ନୀତୀଶ କୁମାର ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ମୋଦିଙ୍କ ନାମ ନ ନେଇ ନୀତୀଶ ପ୍ରଶ୍ନ…

କମେଡିଆନ୍‌ ରାଜୁ ଶ୍ରୀବାସ୍ତବଙ୍କୁ ହୃଦ୍‌ଘାତ: ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୧୦।୮: ବେଶ୍‌ ଲୋକପ୍ରିୟ କମେଡିଆନ ରାଜୁ ଶ୍ରୀବାସ୍ତବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ହଠାତ୍‌ ବୁଧବାର ରାଜୁଙ୍କୁ ହୃଦ୍‌ଘାତ ହେବାରୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଫଳରେ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ତାଙ୍କ…

୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

ପାଟନା, ୧୦।୮ : ଜେଡ଼ିୟୁ ନେତା ନୀତୀଶ କୁମାର ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଫଗୁ ଚୌହ୍ବାନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହା ସହିତ ଆର୍‌ଜେଡ଼ି ନେତା…

ବରବରା ରାଓଙ୍କୁ ଜାମିନ…

ନୂଆଦିଲ୍ଲୀ, ୧୦।୮ : ମହାରାଷ୍ଟ୍ରରେ ୨୦୧୮ ଭୀମା କୋରେଗାଓଁ ହିଂସା ମାମଲାରେ ଅଭିଯୁକ୍ତ କବି ୮୪ ବର୍ଷ ବୟସ୍କ ପି. ବରବରା ରାଓଙ୍କୁ ସ୍ବାସ୍ଥ୍ୟ ଆଧାରରେ ସୁପ୍ରିମକୋର୍ଟ ବୁଧବାର ଜାମିନ ପ୍ରଦାନ କରିଛନ୍ତି। ଏହାପୂର୍ବରୁ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଥିଲା।…

ବୋମ୍ମାଇ ଜଣେ କାଠକଣ୍ଢେଇ ମୁଖ୍ୟମନ୍ତ୍ରୀ, କଂଗ୍ରେସର କଡ଼ା ସମାଲୋଚନା…

ବେଙ୍ଗାଲୁରୁ, ୧୦।୮ : କର୍ନାଟକ ଚର୍ଚ୍ଚା ଜୋର ଧରିଛି ଯେ ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ବଦଳ କରାଯିବା ସହିତ ଭାଜପା ପକ୍ଷରୁ ଦଳର ରାଜ୍ୟ ୟୁନିଟରେ ପରିବର୍ତ୍ତନ ଅଣାଯିବାର ସମ୍ଭାବନା ରହିଛି। ତେବେ ଦଳର ନେତାମାନେ ଏଭଳି ସମ୍ଭାବନାକୁ ଏଡ଼ାଇ ଦେଇଛନ୍ତି। ଏଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?