ଜାତୀୟ

ଜେଏମ୍‌ଏମ୍‌ ପରେ ଦ୍ରୌପଦୀଙ୍କୁ ସମର୍ଥନ କରିବ ଜେଡି(ଏସ୍‌)

ବେଙ୍ଗାଲୁରୁ,୧୬।୭: ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରତି ବଢୁଛି ରାଜନୈତିକ ଦଳର ସମର୍ଥନ। ନିକଟରେ ଜେଏମ୍‌ଏମ୍‌ ଦ୍ରୌପଦୀଙ୍କୁ ସମର୍ଥନ କରିଥିବା ବେଳେ ଏବେ ଜେଡି(ଏସ୍‌) ଦଳ ସମର୍ଥନ କରିବ ବୋଲି ଘୋଷଣା କରିଛି। ଦଳୀୟ ନେତା ବନ୍ଦେପ୍ପା କାଶେମପୁର ବିଧାନସଭା…

ଲିଭ୍‌-ଇନ୍‌ରେ ରହିଲେ ବଳାତ୍କାର ମାମଲା କରିପାରିବେନି ମହିଳା

ନୂଆଦିଲ୍ଲୀ, ୧୬ା୭: ନିଜ ଇଚ୍ଛାରେ କୌଣସି ପୁରୁଷଙ୍କ ସହ ଲିଭ୍‌-ଇନ୍‌ ରିଲେଶନରେ ରହି ସମ୍ପର୍କରେ ଫାଟ ସୃଷ୍ଟି ହେବା ପରେ ସମ୍ପୃକ୍ତା ମହିଳା ତାଙ୍କ ବିରୋଧରେ ବଳାତ୍କାର ମାମଲା କରିପାରିବେ ନାହିଁ ବୋଲି ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି।…

ପୂର୍ବାହ୍ନ ୯.୩୦ରେ ଶୁଣାଣି କଲେ ଜଷ୍ଟିସ୍‌ ଲଳିତ

ନୂଆଦିଲ୍ଲୀ,୧୬ା୭: ସୁପ୍ରିମକୋର୍ଟରେ ପୂର୍ବାହ୍ନ ୧୦ଟା ୩୦ ମିନିଟରେ ମାମଲାଗୁଡ଼ିକର ଶୁଣାଣି ପ୍ରକ୍ରିୟା ଆରମ୍ଭ ହୋଇଥାଏ। କିନ୍ତୁ ଶୁକ୍ରବାର ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଆସନ୍ତା ଅଗଷ୍ଟରେ ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ହେବାକୁ ଯାଉଥିବା ଜଷ୍ଟିସ୍‌ ୟୁ.ୟୁ. ଲଳିତ ପୂର୍ବାହ୍ନ…

୧୪ ଥର ଗର୍ଭପାତ କରାଇଥିଲେ ପ୍ରେମିକ

ନୂଆଦିଲ୍ଳୀ ୧୬ା୭: ପ୍ରେମିକ ଜୋରଜବରଦସ୍ତି ଗର୍ଭପାତ କରାଇବା କାରଣରୁ ଦିଲ୍ଲୀର ଜଣେ ୩୩ ବର୍ଷୀୟା ମହିଳା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମହିଳା ଜଣକ ଗତ ୫ ତାରିଖରେ ଜଇତପୁର ଅଞ୍ଚଳରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ପୋଲିସ କହିଛି।…

ମୌସୁମି ଅଧିବେଶନକୁ ନେଇ ସର୍ବଦଳୀୟ ବୈଠକ ଡାକିଲେ ଲୋକ ସଭା ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୬ ।୭: ସଂସଦର ମୌସୁମି ଅଧିବେଶନ ୧୮ ଜୁଲାଇ ସୋମବାର ଆରମ୍ଭ ହେବାକୁ ଯାଉଛି । ଏଥିରେ ପ୍ରାୟ ୨୪ ନୂଆ ବିଲ ଉପସ୍ଥାପନ ହେବାର ପ୍ରସ୍ତାବ ରହିଛି । ଏହି ଅଧିବେଶନର ଠିକ୍ ପୂର୍ବରୁ ସ୍ପିକର ସର୍ବଦଳୀୟ ବୈଠକ ଡକାଇଛନ୍ତି…

ଭଗତ ସିଂଙ୍କୁ ଆତଙ୍କବାଦୀ କହିଲେ ପଞ୍ଜାବ ଏମ୍‌ପି

ଚଣ୍ଡିଗଡ଼, ୧୬ା୭: ସ୍ବାଧୀନତା ସଂଗ୍ରମୀ ଶହୀଦ ଭଗତ ସିଂଙ୍କୁ ଆତଙ୍କବାଦୀ କହି ବିବାଦକୁ ଆସଛନ୍ତି ପଞ୍ଜାବ ଏମ୍‌ପି ତଥା ଶିରୋମଣି ଅକାଳୀ ଦଳ ନେତା ସିମ୍ରନଜିତ୍‌ ସିଂ ମାନ୍‌। ସିମ୍ରନ୍‌ଜିତ କହିଛନ୍ତି, ‘ଭଗତ ସିଂ ଇଂଲିଶ ନୌସେନାର ଜଣେ ଯୁବ ଅଫିସର…

ସଂସଦରେ ବିକ୍ଷୋଭ ମନା

ନୂଆଦିଲ୍ଲୀ,୧୬ା୭: ଆଗକୁ ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ, ଧାରଣା, ଅନଶନ କିମ୍ବା ଧର୍ମୀୟ ଉତ୍ସବ କରାଯାଇପାରିବ ନାହିଁ। ଏନେଇ ରାଜ୍ୟ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ଗୁରୁବାର ଏକ ସର୍କ୍ୟୁଲାର ଜାରି କରାଯାଇଛି। ଉଭୟ ସଦନରେ ‘ଅସଂସଦୀୟ ଶବ୍ଦ’ ବ୍ୟବହାର ଉପରେ କଟକଣାର ଦିନକ…

ବୁନ୍ଦେଲଖଣ୍ଡ ଏକ୍ସପ୍ରେସ ୱେର ଲୋକାର୍ପଣ କରିବେ ମୋଦି

ନୂଆଦିଲ୍ଲୀ,୧୬ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବୁନ୍ଦେଲଖଣ୍ଡ ଏକ୍ସପ୍ରେସ ୱେର ଲୋକାର୍ପଣ କରିବାକୁ ଯାଉଛନ୍ତି । ଏହି ରାସ୍ତା ଖୋଲିଯିବା ପରେ ଦିଲ୍ଲୀ, ଲକ୍ଷ୍ନୌ ସହ ବୁନ୍ଦେଲଖଣ୍ଡ ସିଧାସଳଖ ଯୋଡି ହୋଇଯିବ । ଏହି ଲୋକାର୍ପଣ ଉତ୍ସବରେ ଯୋଗ ଦେବାରୁ…

ଭଗତ ସିଂଙ୍କୁ ଆତଙ୍କବାଦୀ କହିଲେ ପଞ୍ଜାବ ଏମ୍‌ପି

ଚଣ୍ଡିଗଡ଼, ୧୫ା୭: ସ୍ବାଧୀନତା ସଂଗ୍ରମୀ ଶହୀଦ ଭଗତ ସିଂଙ୍କୁ ଆତଙ୍କବାଦୀ କହି ବିବାଦରେ ପଞ୍ଜାବ ଏମ୍‌ପି ତଥା ଶିରୋମଣି ଅକାଳୀ ଦଳ ନେତା ସିମ୍ରନଜିତ୍‌ ସିଂ ମାନ୍‌। ଭଗତ ସିଂ ଇଂଲିଶ ନୌସେନାର ଜଣେ ଯୁବ ଅଫିସର ଏବଂ ଜଣେ ଅମୃତଧାରୀ…

ମେହବୁବାଙ୍କ ଭଉଣୀ ରୁବୈୟା ସୟିଦଙ୍କୁ ଅପହରଣ କରିଥିଲେ ୟାସିନ ମଲିକ

ନୂଆଦିଲ୍ଲୀ,୧୫।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଫତି ମହମ୍ମଦ ସୟିଦଙ୍କ ଝିଅ ତଥା ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କ ଭଉଣୀ ରୁବୈୟା ସୟିଦଙ୍କୁ ଜେକେଏଲ୍‌ଏଫ୍‌ର ମୁଖ୍ୟ ୟାସିନ ମଲିକ ଅପହରଣ କରିଥିଲେ। ୧୯୮୯ରେ ହୋଇଥିବା ଅପହରଣ ମାମଲାର ଶୁଣାଣି ସମୟରେ ପ୍ରଥମ ଥର…

ଆର୍ମି କ୍ୟାମ୍ପରେ ଫୁଟିଲା ଗୁଳି

ଶ୍ରୀନଗର,୧୫।୭: ଜମ୍ମୁ-କଶ୍ମୀରର ପୁଞ୍ଛ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଞ୍ଛ ଜିଲାର ସୁରାନକୋଟର ଆର୍ମି କ୍ୟାମ୍ପ ଭିତରେ ଗୁଳି ଫୁଟିଛି। ଏହି ଘଟଣାରେ ୨ଜଣ ଯବାନଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳ ୫ଟା ୩୦ରେ ପୁଞ୍ଛର ସୁରାନକୋଟରେ ଅବସ୍ଥିତ…

ଦେଶ ଛାଡ଼ି ଯାଇପାରିବେନି ପୂର୍ବତନ ପ୍ରଧାନମନ୍ତ୍ରୀ: ପ୍ରତିବନ୍ଧକ ଲଗାଇଲେ କୋର୍ଟ

କଲମ୍ବୋ,୧୫।୭:ଶ୍ରୀଲଙ୍କାର ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସେଙ୍କୁ ଦେଶ ଛାଡିବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ସୁପ୍ରିମକୋର୍ଟ। ଶୁକ୍ରବାର ଶ୍ରୀଲଙ୍କା ସୁପ୍ରିମକୋର୍ଟ ଏକ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଛନ୍ତି। ଏଥିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସେ ଏବଂ ପୂର୍ବତନ ମନ୍ତ୍ରୀ ବେସିଲ ରାଜପାକ୍ସେଙ୍କୁ କୋର୍ଟଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri