ଆଜିଠୁ ଭାଜପାର ୨ ଦିନିଆ ଜାତୀୟ କାର୍ଯ୍ୟକାରିଣୀ
ନୂଆଦିଲ୍ଲୀ,୨ା୬: ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ଗୁରୁବାର ଓ ଶୁକ୍ରବାର ଭାଜପାର ଜାତୀୟ କାର୍ଯ୍ୟକାରିଣୀ ବୈଠକ ବସିବ ବୋଲି ଦଳ ପକ୍ଷରୁ କୁହାଯାଇଛି। ଏଥିରେ ଦଳର କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଓ…
ସତ୍ୟେନ୍ଦ୍ରଙ୍କୁ ପଦ୍ମବିଭୂଷଣ ଦିଆଯାଉ: କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨ା୬: ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦ୍ୱାରା ଗିରଫ ହୋଇଥିବା ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଜଣେ ସଚ୍ଚୋଟ ବ୍ୟକ୍ତି। ତାଙ୍କୁ ପଦ୍ମବିଭୂଷଣ ସମ୍ମାନ ଦିଆଯିବା କଥା ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି। ଭାଜପା ଦିଲ୍ଲୀର ଆମ୍ ଆଦ୍ମୀ ପାର୍ଟି…
ମୃତ୍ୟୁ ଅସ୍ବାଭାବିକ ନୁହେଁ
କୋଲକାତା, ୨ା୬: ବିଶିଷ୍ଟ କଣ୍ଠଶିଳ୍ପୀ କ୍ରିଷ୍ଣକୁମାର କୁନ୍ନଥ ଓରଫ୍ କେକେଙ୍କ ମୃତ୍ୟୁକୁ ନେଇ ବିଭିନ୍ନ ପ୍ରକାର ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ମଙ୍ଗଳବାର ଦକ୍ଷିଣ କୋଲକାତାର ନଜରୁଲ୍ ମଞ୍ଚରେ ସେ ସଙ୍ଗୀତ ପରିବେଷଣ କରିଥିବାବେଳେ ସେଠାରେ ତାଙ୍କ ପାଇଁ ଉପଯୁକ୍ତ ବ୍ୟବସ୍ଥା କରାଯାଇ…
ବିଶ୍ୱବିଜେତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧।୬: ନିକଟରେ ତୁର୍କୀର ଇସ୍ତାନବୁଲରେ ଚାଲିଥିବା ବକ୍ସିଂ ୱାଲର୍ଡ ଚାମ୍ପିଅନଶିପରେ ଭାରତୀୟ ମହିଳା ବକ୍ସିଂ ଖେଳାଳିମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ବିଶେଷକରି ନିଖତ ଜରିନ ତାଙ୍କ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ବିଶ୍ୱ ଚାମ୍ପିୟନଶିପରେ ଭାରତ ପାଇଁ ସ୍ବର୍ଣ୍ଣ ଜିତିଥିବା ନିଖତ…
ମୁମ୍ବାଇରେ ପୁଣି ବଢିଲା କରୋନା ସଂକ୍ରମଣ
ମୁମ୍ବାଇ,୧।୬: ମୁମ୍ବାଇରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ଫେବୃଆରୀ ୧ ପରେ ଏହା ସର୍ବାଧିକ ଦୈନିକ ସଂକ୍ରମଣ। ଫେବୃଆରୀ ୧ରେ ମୁମ୍ବାଇରୁ ୮୦୩ ଜଣ କରୋନା…
କଳ୍ପନାଜଳ୍ପନାର ଅନ୍ତ: ନୂଆ ଇନିଂସ ବିଷୟରେ ଘୋଷଣା କଲେ ଗାଙ୍ଗୁଲି
କୋଲକତା,୧।୬: ଭାରତୀୟ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲ ସଭାପତି ସୌରଭ ଗାଙ୍ଗୁଲି ବୁଧବାର ଏକ ଟୁଇଟ ଯୋଗେ ନୂତନ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି ବୋଲି କହିଥିଲେ। ଏହା ପରେ ଗାଙ୍ଗୁଲି ସଭାପତି ପଦରୁ ଇସ୍ତଫା ଦେଉଛନ୍ତି ଏବଂ ସେ ରାଜନୀତିରେ…
ନିଟ୍-ପିଜି ପ୍ରବେଶିକା ପରୀକ୍ଷା ଫଳାଫଳ ପ୍ରକାଶିତ
ନୂଆଦିଲ୍ଲୀ,୧।୬: ନ୍ୟାଶ୍ନାଲ୍ ବୋର୍ଡ ଅଫ୍ ଏଗ୍ଜାମିନେସନ୍(ଏନ୍ବିଇ) ବୁଧବାର ନିଟ୍-ପିଜି ୨୦୨୨ ପ୍ରବେଶିକା ପରୀକ୍ଷାର ଫଳାଫଳ ଘୋଷଣା କରିଛି। ନିଟ୍-ପିଜିର ଫଳାଫଳ ରେକର୍ଡ ୧୦ ଦିନରେ ପ୍ରକାଶ ପାଇଛି। ଏଥିପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନସୁଖ ମାଣ୍ଡଭିୟା ଏନ୍ବିଇକୁ ପ୍ରଶଂସା…
ଜିଲା ମୁଖ୍ୟାଳୟକୁ ସ୍ଥାନାନ୍ତର ହେବେ ହିନ୍ଦୁ କର୍ମଚାରୀ
ଶ୍ରୀନଗର,୧।୬: ଜମ୍ମୁରେ କଶ୍ମୀର ପଣ୍ଡିତଙ୍କୁ ବାରମ୍ବାର ଟାର୍ଗେଟରେ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଜମ୍ମୁ କଶ୍ମୀର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ପ୍ୟାକେଜ୍ ଅନୁଯାୟୀ, ଘାଟିରେ ନିଯୁକ୍ତ ଥିବା କଶ୍ମୀର ହିନ୍ଦୁ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟର ସମସ୍ତ…
ବିହାରରେ ହେବ ଜାତି ଭିତ୍ତିକ ଜନଗଣନା
ପାଟନା,୧।୬: ବିହାରରେ ଜାତି ଭିତ୍ତିକ ଜନଗଣନା କରାଯିବ। ସର୍ବଦଳୀୟ ବୈଠକରେ ଜାତି ଭିତ୍ତିକ ଜନଗଣନା କରିବା ପ୍ରସ୍ତାବକୁ ସର୍ବସମ୍ମତି କ୍ରମେ ଅନୁମୋଦନ କରାଯାଇଛି। କ୍ୟାବିନେଟ୍ ନିଷ୍ପତ୍ତି ହେବା ପରେ ଜନଗଣନା ଶୀଘ୍ର କରାଯିବ। ଏଥିପାଇଁ ପାଣ୍ଠି ମଧ୍ୟ ବ୍ୟବସ୍ଥା କରାଯାଇଛି। ଏହାର…
କେଜ୍ରିଓ୍ବାଲ୍ଙ୍କ କଡ଼ା ଜବାବ: ଗିରଫ ସତ୍ୟେନ୍ଦ୍ର ଜୈନ ଜଣେ ସଚ୍ଚୋଟ ବ୍ୟକ୍ତି, ତାଙ୍କୁ ପଦ୍ମଭୂଷଣ ଦିଆଯାଉ
ନୂଆଦିଲ୍ଲୀ,୧।୬: ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଗିରଫ କରାଯିବା ପରେ ଭାଜପା ବାରମ୍ବାର ଆମ ଆଦମୀ ପାର୍ଟି ଉପରେ ଟାର୍ଗେଟ୍ କରୁଛି। ଏହାର ଜବାବରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସତ୍ୟେନ୍ଦ୍ର ଜୈନଙ୍କୁ ସୁରକ୍ଷା ଦେଉଛନ୍ତି। ସତ୍ୟେନ୍ଦ୍ର…
ଶିଶୁ ଉଭୟ ମାତାପିତାଙ୍କ ସ୍ନେହ ପାଇବାକୁ ହକ୍ଦାର, କହିଲେ ହାଇକୋର୍ଟ…
ଅହମଦାବାଦ, ୧।୬ : ଏକ ଛାଡ଼ପତ୍ର ମାମଲାରେ ଶିଶୁଙ୍କର କଷ୍ଟଡି ନେଇ ଗୁଜରାଟ ହାଇକୋର୍ଟ କହିଛନ୍ତି ଯେ, ଶିଶୁ ଉଭୟ ମାତାପିତାଙ୍କ ସ୍ନେହ ପାଇବାକୁ ହକ୍ଦାର। ଏଭଳି ପ୍ରସଙ୍ଗରେ ଶିଶୁର ଅଧିକାର ସର୍ବୋପରି। ଏହାକୁ ଅଣଦେଖା କରାଯାଇ ପାରିବ ନାହିଁ। ତେଣୁ…
ବିଦେଶ ଯିବାକୁ ରିଆଙ୍କୁ ମିଳିଲା ଅନୁମତି
ମୁମ୍ବାଇ,୧ ।୬: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଜଡିତ ଡ୍ରଗ୍ସ ମାମଲରେ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତିଙ୍କୁ ସମାନ୍ୟ ଆଶ୍ୱସ୍ତି ମିଳିଛି । ମୁମ୍ବାଇ କୋର୍ଟ ତାଙ୍କ ସର୍ତ୍ତମୂଳକ ଭାବେ ବିଦେଶ ଯିବାକୁ ଅନୁମତି ପ୍ରଦାନ କରିଛନ୍ତି…
Archives


