କଂଗ୍ରେସକୁ ବଡ଼ ଝଟ୍କା: ୪୬ ବର୍ଷ ପରେ ଦଳର ହାତ ଛାଡ଼ିଲେ ଅଶ୍ୱିନୀ କୁମାର
ଚଣ୍ଡିଗଡ଼,୧୫।୨: ପଞ୍ଜାବ ବିଧାନସଭା ନିର୍ବାଚନ ମଧ୍ୟରେ କଂଗ୍ରେସ ଦଳକୁ ଏକ ବଡ଼ ଝଟ୍କା ଲାଗିଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶ୍ୱିନୀ କୁମାର ୪୬ବର୍ଷ ପରେ ଦଳରୁ ଇସ୍ତଫା ଦେଇ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ଅନ୍ୟପଟେ...
ନିର୍ବାଚନ ସମୟରେ ଗୋଖାଦ୍ୟ ଦୁର୍ନୀତି ଫଇସଲା: ୭୫ ଦୋଷୀ, ୬ ଫେରାର୍ …
ପାଟନା, ୧୫।୨ : ବିଧାନସଭା ନିର୍ବାଚନ ସମୟରେ ପୁଣି ବିହାରରେ ଗୋଖାଦ୍ୟ ଦୁର୍ନୀତିକୁ ନେଇ ରାଜନୈତିକ ସ୍ଥିତି ସରଗରମ ହୋଇଉଠିଛି। ୫ ରାଜ୍ୟର ବିଧାନସଭାରୁ ଫାଇଦା ନେବା ପାଇଁ କେନ୍ଦ୍ର ସରକାର ଏଭଳି କରୁଥିବା ବିରୋଧୀ ଅଭିଯୋଗ କରିଛନ୍ତି। ୨୬...
‘ଲୋକେ ଦ୍ୱିତୀୟ କିମ୍ ଜଙ୍ଗ ଚାହୁଁଛନ୍ତି କି ?’
ଲଖିମପୁର,୧୫।୨: “ଜନସାଧାରଣଙ୍କ ପ୍ରତିନିଧିତ୍ୱ କରୁଥିବା ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଦରକାର ନା ଦ୍ୱିତୀୟ କିମ ଜଙ୍ଗ (ଉତ୍ତର କୋରିଆ) ଭଳି ପ୍ରତିନିଧି ଚାହୁଁଛନ୍ତି। ଲୋକଙ୍କୁ ନିଷ୍ପତ୍ତି ନେବାକୁ ପଡ଼ିବ। ଆମେ କୌଣସି ରାଜ୍ୟରେ ଏକ ଛତ୍ରବାଦ ଶାସନ ଚାହୁଁ ନାହିଁ।...
୮୭ ବର୍ଷୀୟା ବୃଦ୍ଧାଙ୍କୁ ବଳାତ୍କାର
ନୂଆଦିଲ୍ଲୀ,୧୫।୨: ଜାତୀୟ ରାଜଧାନୀର ତିଲକ ନଗର ଅଞ୍ଚଳରେ ୮୭ ବର୍ଷୀୟା ବୃଦ୍ଧାଙ୍କୁ ବଳାତ୍କାର କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଅଭିଯୁକ୍ତ ବୃଦ୍ଧାଙ୍କୁ ବଳାତ୍କାର କରିବା ପରେ ଆକ୍ରମଣ କରିବା ସହ ତାଙ୍କ ମୋବାଇଲ ନେଇ ଚାଲି ଯାଇଥିଲେ। ଅଭିଯୋଗ କରାଯିବାର...
ଅପରାହ୍ନ ୪ଟାରେ ବସିବ କେନ୍ଦ୍ର କ୍ୟାବିନେଟ ବୈଠକ
ନୂଆଦିଲ୍ଲୀ, ୧୫।୨: ଆଜି ବସିବ କେନ୍ଦ୍ର କ୍ୟାବିନେଟ ବୈଠକ । ଅପରାହ୍ନ ୪ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଆଜିର ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା...
କଂଗ୍ରେସକୁ ପୁଣି ଝଟ୍କା, ଦଳ ଛାଡିଲେ ବରିଷ୍ଠ ନେତା
ନୂଆଦିଲ୍ଲୀ,୧୫।୨: କଂଗ୍ରେସକୁ ପୁଣି ଏକ ବଡ ଝଟ୍କା ଲାଗିଛି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ଆଇନମନ୍ତ୍ରୀ ଅଶ୍ୱିନୀ କୁମାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଇଛନ୍ତି। ସେ...
‘ମୁଁ ମୁଖ୍ୟମନ୍ତ୍ରୀ, ଆତଙ୍କବାଦୀ ନୁହେଁ’
ଚଣ୍ଡିଗଡ଼,୧୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପାଇଁ ଉଡାଣ ଲାଗି ଅନୁମତି ନ ମିଳିବାରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ରାଲିରେ ମୋତେ ଯୋଗଦେବାକୁ ଦିଆଗଲା ନାହିଁ। ଏଭଳି ଅଭିଯୋଗ ଆଣିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରନଜୀତ ସିଂ ଚନ୍ନି। “ଚରନଜିତ...
ସଂସଦ ଟିଭି ଆକାଉଣ୍ଟକୁ ବନ୍ଦ କଲା ୟୁଟ୍ୟୁବ
ନୂଆଦିଲ୍ଲୀ,୧୫।୨: ଲୋକସଭା ଓ ରାଜ୍ୟସଭାର ଅଧିବେଶନୀ ସିଧାସଳଖ ପ୍ରସାରଣ ଏବଂ ପ୍ରୋଗ୍ରାମକୁ ରେକର୍ଡ କରୁଥିବା ସଂସଦ ଟିଭିର ୟୁଟ୍ୟୁବ ଆକାଉଣ୍ଟକୁ ମଙ୍ଗଳବାର ସକାଳେ ପ୍ଲାଟଫର୍ମରୁ ହଟାଇ ଦିଆଯାଇଛି। ୟୁଟ୍ୟୁବର କମ୍ୟୁନିଟି ଗାଇଡ୍ଲାଇନ ଭଙ୍ଗ କରିବା ପାଇଁ ପ୍ଲାଟଫର୍ମ ପକ୍ଷରୁ ଏଭଳି...
ଚାରା ଦୁନୀତିର ଡୋରଣ୍ଡା ମାମଲାରେ ଲାଲୁ ଦୋଷୀ ସାବ୍ୟସ୍ତ
ରାଞ୍ଚି,୧୫।୨: ଦେଶର ବହୁ ଚର୍ଚ୍ଚିତ ଚୋରା ଦୁର୍ନୀତିର ଡୋରଣ୍ଡା ମାମଲାରେ ରାଷ୍ଟୀୟ ଜନାତା ଦଳ(ଆରଜେଡି)ର ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ମଙ୍ଗଳବାର ରାଞ୍ଚି ସ୍ଥିତ ସିବିଆଇର ସ୍ବତନ୍ତ୍ର କୋର୍ଟ ଲାଲୁଙ୍କ ଦୋଷୀ ସାବ୍ୟସ୍ତ କରିଛନ୍ତି। ରାଞ୍ଚିର...
‘ଯୋଗୀ ଆଦିତ୍ୟନାଥ ମୋତେ ମାରିବାକୁ ଚାହୁଁଛନ୍ତି’
ଲକ୍ଷ୍ନୌ,୧୫।୨: ସୁହେଲଦେବ ଭାରତ ସମାଜ ଦଳ(ଏସ୍ବିଏସ୍ପି)ର ସଭାପତି ଓମ ପ୍ରକାଶ ରାଜଭର ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଓମ ପ୍ରକାଶ ରାଜଭର କହିଛନ୍ତି, ମୁଖ୍ୟମନ୍ତ୍ରୀ ଯୋଗୀ ମୋତେ ମାରିବାକୁ ଚାହୁଁଛନ୍ତି। ଓପି ରାଜଭାର...
ଆସାମରେ ରାହୁଲ ଗାନ୍ଧୀଙ୍କ ନାମରେ ହଜାରେ ଅଭିଯୋଗ
ଗୁଆହାଟି,୧୫।୨: କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀଙ୍କ ‘ଭାରତର ଆତ୍ମା’ ଟୁଇଟ୍ ବିରୋଧରେ ଶହ ଶହ ଅଭିଯୋଗ ରୁଜୁ କରିଛନ୍ତି ଆସାମ ଭାଜପା ଓ ଏହାର ବିଭିନ୍ନ ସଂଗଠନ। ଓ୍ବେନାଡ୍ ଏମ୍ପିଙ୍କ ବିରୋଧରେ ‘ବାପ-ପୁଅ’ କମେଣ୍ଟ ପାଇଁ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ...
ବଡ଼ ସଡ଼କ ଦୁର୍ଘଟଣା: ୪ ପୋଲିସକର୍ମୀଙ୍କ ସମେତ ଚାଲିଗଲା ୫ ଜୀବନ
ଜୟପୁର,୧୫।୨: ରାଜସ୍ଥାନର ଜୟପୁର ଜିଲାର କୋଟପୁଟଲି ଅଞ୍ଚଳରେ ସୋମବାର ବିଳମ୍ବିତରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଭାବରୁ ପୋଲିସ ଷ୍ଟେଶନ ପରିସରରେ ଥିବା ଏକ ଡିଭାଇଡର୍ ଉପରେ ଏକ ଫର୍ଚୁନର୍ କାର୍ ଧକ୍କା ଦେଇଥିଲା। ଏହି...
Archives


