ଜାତୀୟ

ମୋଦିଙ୍କୁ ରାଖୀ ପଠାଇଲେ ପାକିସ୍ତାନ ଭଉଣୀ

ମୋଦିଙ୍କୁ ରାଖୀ ପଠାଇଲେ ପାକିସ୍ତାନ ଭଉଣୀ ନୂଆଦିଲ୍ଲୀ,୭।୮: ଆଗକୁ ଆସୁଛି ରକ୍ଷାବନ୍ଧନ। ଭାଇ ହାତରେ ରାଖୀ ବାନ୍ଧିବାକୁ ଭଉଣୀମାନେ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାକିସ୍ତାନୀ ଭଉଣୀ କମାର ମୋହସିନ ଶେଖ ତାଙ୍କ ପାଇଁ ରାଖୀ ପଠାଇଛନ୍ତି।…

ଅଜିତ ପାଓ୍ବାର ସହଜରେ ସବୁକିଛି ଭୁଲିଯାଆନ୍ତି: ଫଡ୍‌ନଭୀସ

ମୁମ୍ବାଇ,୭।୮: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନଭୀସ ରବିବାର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ କ୍ୟାବିନେଟର ସମ୍ପ୍ରସାରଣ ଘୋଷଣାକୁ ଦୋହରାଇଛନ୍ତି। ତେବେ ସେ ଏଥିପାଇଁ କୌଣସି ତାରିଖ ଦେଇନାହାଁନ୍ତି। ରବିବାର ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଫଡ୍‌ନଭୀସ କ୍ୟାବିନେଟ ବିସ୍ତାରରେ ବିଳମ୍ବ…

‘ନୀତିଶ କୁମାରଙ୍କ ବିରୋଧରେ ଷଡ଼ଯନ୍ତ୍ର’

ପାଟନା,୭।୮: ବିହାରରେ ରାଜନୀତି ସରଗରମ ହୋଇଛି। ଅଗଷ୍ଟ ୬ରେ ଆରସିପି ସିଂ ଜେଡିୟୁ ଛାଡିବା ପରେ ଏବେ ଦଳ ପକ୍ଷରୁ ତାଙ୍କ ବିରୋଧରେ ଅନେକ ଅଭିଯୋଗ ଅଣାଯାଇଛି। ରବିବାର ଜେଡିୟୁ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରାଯାଇଥିଲା। ଏଥିରେ ଜେଡିୟୁ ନେତା…

ଡ. ଏନ୍‌ କଲାଇସେଲ୍‌ଭି ସିଏସ୍‌ଆଇଆର୍‌ର ପ୍ରଥମ ମହିଳା ମହାନିର୍ଦ୍ଦେଶକ

ନୂଆଦିଲ୍ଲୀ,୭ା୮: ଇଲୋକ୍ଟ୍ରୋକେମିକାଲ ପାଓ୍ବାର ସିଷ୍ଟମ ଉପରେ ୨୫ ବର୍ଷରୁ ଅଧିକ ଗବେଷଣା ପାଇଁ ଜଣାଶୁଣା ବୈଜ୍ଞାନିକ ଡକ୍ଟର ଏନ୍‌ କଲାଇସେଲ୍‌ଭିଙ୍କୁ ଏକ ବଡ଼ ଦାୟିତ୍ୱ ପ୍ରଦାନ କରାଯାଇଛି। କାଉନ୍‌ସିଲ୍‌ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ(ସିଏସ୍‌ଆଇଆର)ର ମହାନିର୍ଦ୍ଦେଶକ ଭାବେ ସେ ନିଯୁକ୍ତ…

ସ୍ୱାଧିନତା ଦିବସ ପୂର୍ବରୁ ଏନଆଇଏକୁ ବଡ ସଫଳତା, ଦିଲ୍ଲୀର ବାଟଲା ହାଉସରୁ ଆଇଏସ୍‌ର ସକ୍ରିୟ ସଦସ୍ୟ ଗିରଫ

ନୂଆଦିଲ୍ଲୀ,୭ ।୮: ସ୍ୱାଧିନତା ଦିବସ ପୂର୍ବରୁ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନଆଇଏ)କୁ ବଡ ସଫଳତା ମିଳିଛି । ରାଜଧାନୀ ଦିଲ୍ଲୀର ବାଟଲା ହାଉସରୁ ଆତଙ୍କବାଦୀ ସଙ୍ଗଠନ ଆଇଏସ ସହ ଜଡିତ ଜଣେ ସନ୍ଦିଗ୍ଧ ସଦସ୍ୟଙ୍କୁ ଏନଆଇଏ ଗିରଫ କରିଛି । ଗିରଫ ସନ୍ଦିଗ୍ଧ…

ପ୍ରେମିକାଙ୍କୁ କାର୍‌ ଚଲାଇବାକୁ ଦେବା ପଡିଲା ମହଙ୍ଗା

ବିଳାଶପୁର,୭।୮: ଛତିଶଗଡର ବିଳାଶପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଯୁବକ ତାଙ୍କ ପ୍ରେମିକାଙ୍କୁ କାର ଚଳାଇବାକୁ ଦେବା ମହଙ୍ଗା ପଡିଛି। ଯୁବତୀ ଜଣକ କାରଟିକୁ ଏକ ବାଇକ୍‌ ସହ ଧକ୍କା ଦେଇଥିଲେ। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର…

ଦିଲ୍ଲୀ, ପଞ୍ଜାବ ଅପେକ୍ଷା ଗୁଜରାଟରେ ଅଧିକ ସୁବିଧା ଦେବାକୁ କଥା ଦେଲା ଏଏପି

ନୂଆଦିଲ୍ଲୀ,୭ ।୮: ଗୁଜରାଟ ବିଧାନସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ସଂଯୋଜକ ଅରବିନ୍ଦ କେଜରିୱାଲ ରବିବାର ବଡୋଦରା ପହଞ୍ଚିଛନ୍ତି । ସେଠାରେ ସେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ସେ କେନ୍ଦ୍ରର…

ନୀତି ଆୟୋଗ ବୈଠକ, ୨ ବର୍ଷ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୭।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ରବିବାର ନୀତି ଆୟୋଗ ପରିଚାଳନା ପରିଷଦର ସପ୍ତମ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳଙ୍କ ସମେତ ଅନ୍ୟ କେନ୍ଦ୍ର ମନ୍ତ୍ରୀ ଏବଂ ଅଧିକାରୀମାନେ ଯୋଗ ଦେଇଥିଲେ।…

ପାଣିପାଗ ପୂର୍ବାନୁମାନ ଏବେ ହେଉଛି କଷ୍ଟକର, ଆଇଏମ୍‌ଡି ନିର୍ଦ୍ଦେଶକ କହିଲେ ଏହାର କାରଣ…

ନୂଆଦିଲ୍ଲୀ, ୭।୮ : ଜଳବାୟୁ ପରିବର୍ତ୍ତନ ଯୋଗୁ ଏବେ ପାଣିପାଗ ଘଟଣାଗୁଡ଼ିକର ସଠିକ ପୂର୍ବାନୁମାନ କରିବାରେ ଏଜେନ୍ସିଗୁଡିକ ଅସଫଳ ରହୁଛନ୍ତି। ଜଳବାୟୁ ପରିବର୍ତ୍ତନ ସ୍ଥିତି ପୂର୍ବାନୁମାନର କ୍ଷମତାକୁ ପ୍ରଭାବିତ କରୁଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମହାନିର୍ଦ୍ଦେଶକ ମୃତୁଞ୍ଜୟ ମହାପାତ୍ର…

ଭାରତୀୟ ଆଇନ ବ୍ୟବସ୍ଥାରେ ଅପରାଧୀଙ୍କୁ ପାଠପଢ଼ା ଜାରି ରଖିବାର ରହିଛି ଅଧିକାର…

ପ୍ରୟାଗରାଜ, ୭।୮ : ଆହ୍ଲାବାଦ ହାଇକୋର୍ଟ ଏକ ଆଦେଶରେ କହିଛନ୍ତି ଯେ ଭାରତୀୟ ଆଇନ ବ୍ୟବସ୍ଥାରେ ଦୋଷୀ ସାବ୍ୟସ୍ତ ବ୍ୟକ୍ତିଙ୍କର ମଧ୍ୟ ଅଧ୍ୟୟନ ଜାରି ରଖିବା ଏବଂ ଜେଲରୁ ପରୀକ୍ଷାରେ ହାଜର ହେବାର ଅଧିକାର ରହିଛି। ଯାହାଫଳରେ ସେ ସମାଜର ମୁଖ୍ୟ…

ଅନ୍ୟର ଚିନ୍ତାଧାରା ଗ୍ରହଣ କରିବା ଅର୍ଥ ନୁହେଁ ଯେ ଅଶାଳୀନ ଭାଷାକୁ ସହ୍ୟ କରାଯିବ…

ଗାନ୍ଧିନଗର, ୭।୮ : ସୁପ୍ରିମକୋର୍ଟର ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଗୁଜରାଟ ଗାନ୍ଧିନଗରରେ କହିଛନ୍ତି ଯେ ଅନ୍ୟର ମତ ଅବା ଚିନ୍ତାଧାରାକୁ ଗ୍ରହଣ କରିବା ଏବଂ ସହନଶୀଳ ହେବା ଏହାର ଅର୍ଥ ନୁହେଁ ଯେ କାହାର ଅଶାଳଳୀନ ଭାଷାକୁ ମଧ୍ୟ ସହ୍ୟ କରାଯିବା…

ଆର୍ଥିକ ସଙ୍କଟ, ଆଇଏମ୍‌ଏଫ୍‌ ଋଣ ବୋଝ ତଳେ ଭାରତର ପଡ଼ୋଶୀ ଦେଶ…

ଓ୍ବାଶିଂଟନ, ୭।୮ : କରୋନା ମହାମାରୀ ପରେ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) କ୍ରମାଗତ ଭାବେ ହ୍ରାସ ପାଉଛି ଏବଂ ଭାରତର ପଡୋଶୀ ଦେଶ ଏଠାରୁ ଋଣ ନେବାରେ ଆଗୁଆ ରହିଛନ୍ତି। ଆଇଏମଏଫରୁ ଋଣ ନେବା ପ୍ରସଙ୍ଗରେ ପାକିସ୍ତାନ ଏକ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?