ଦେଢ଼ ଲକ୍ଷ ମୁହାଁ ସକ୍ରିୟ ମାମଲା…
ନୂଆଦିଲ୍ଲୀ, ୧୩।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ରାଷ୍ଟ୍ରପତି ନିର୍ବାଚନ, ବିମାନରେ ଯାଉଛି ମିଷ୍ଟର ବାଲଟ ବକ୍ସ…
ନୂଆଦିଲ୍ଲୀ,୧୩।୭ : ରାଷ୍ଟ୍ରପତି ନିର୍ବାଚନ ପାଇଁ ବାଲଟ ବକ୍ସଗୁଡ଼ିକ ବିମାନ ଦ୍ୱାରା ବିଭିନ୍ନ ରାଜ୍ୟକୁ ଯାତ୍ରୀ ଭାବରେ ପଠାଯାଉଛି। ବିମାନରେ ଏଥି ପାଇଁ ମିଷ୍ଟର ବାଲଟ ବକ୍ସ ନାମରେ ଟିକେଟ ବୁକ କରାଯାଉଛି ଏବଂ ଏହାକୁ ଇଂରାଜୀ ଉଚ୍ଚାରଣ ହି ଭାବେ…
ବିଦେଶ ଗସ୍ତରେ ରାହୁଲ
ନୂଆଦିଲ୍ଲୀ,୧୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ସକାଳେ ବିଦେଶ ଗସ୍ତରେ ଯାଇଛନ୍ତି। ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ଓ ମୌସୁମୀ ଅଧିବେଶନ ହେବାକୁ ଥିବା ବେଳେ ରବିବାର ସେ ଫେରିଆସିବେ ବୋଲି ଦଳ ପକ୍ଷରୁ କୁହାଯାଇଛି। କିନ୍ତୁ ରାହୁଲଙ୍କ ଗସ୍ତକୁ…
ଓଜନ କମାଅ
ପାଟନା,୧୩ା୭: ରାଷ୍ଟ୍ରୀୟ ଜନତା ଦଳ (ଆର୍ଜେଡି) ନେତା ତେଜସ୍ବୀ ଯାଦବଙ୍କୁ ଓଜନ କମାଇବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ମଙ୍ଗଳବାର ମୋଦି ବିହାର ଆସେମ୍ବ୍ଲିରେ ଶତାବ୍ଦୀ ସ୍ମୃତିସ୍ତମ୍ଭ ଉଦ୍ଘାଟନି କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ତେଜସ୍ବୀ ମଧ୍ୟ ସେଠାରେ ଉପସ୍ଥିତ…
ଭୋଟ ଦେବେ ୪୪% ଅଭିଯୁକ୍ତ ଏମ୍ପି, ବିଧାୟକ
ନୂଆଦିଲ୍ଲୀ, ୧୩ା୭: ଆସନ୍ତା ରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବାକୁ ଥିବା ବିଧାୟକ ଓ ଏମ୍ପିଙ୍କ ମଧ୍ୟର ୪୪%ଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ଆସୋସିଏଶନ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍(ଏଡିଆର୍) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ଅନୁସାରେ, ମୋଟ ୧୦,୭୪,୩୬୪ ଭୋଟର ୪୪%…
ଶ୍ରୀଲଙ୍କା ପରେ କାହା ପାଳି
କଲମ୍ବୋ/ନୂଆଦିଲ୍ଲୀ,୧୩ା୭: ଶ୍ରୀଲଙ୍କାରେ ନେତୃତ୍ୱ ଅନିଶ୍ଚିତତା ଦୂର ହୋଇନାହିଁ। ମେ’ ୯ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସେଙ୍କୁ ବିତାଡ଼ିତ କରିବାର ଠିକ୍ ୨ ମାସ ପରେ ଶ୍ରୀଲଙ୍କାବାସୀଙ୍କ ଧୈର୍ଯ୍ୟଚ୍ୟୁତି ଘଟିଲା। ତତ୍କାଳ ପରିଣାମ ଚାହୁଁଥିବା ବିକ୍ଷୋଭକାରୀ ଜୁଲାଇ ୯ରୁ ଦୁଇ ଶତାବ୍ଦୀ ପୁରୁଣା…
ଜାତୀୟ ପ୍ରତୀକକୁ ବିକୃତ କରିଛି କେନ୍ଦ୍ର: ବିରୋଧୀ
ନୂଆଦିଲ୍ଲୀ, ୧୩।୭: ନୂଆ ପାର୍ଲାମେଣ୍ଟ ଭବନ ଛାତ ଉପରେ ତିଆରି ହୋଇଥିବା ଜାତୀୟ ପ୍ରତୀକ ଅଶୋକ ସ୍ତମ୍ଭର ସିଂହକୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନାବରଣ କରିଥିଲେ। ତେବେ ଉକ୍ତ ନବନିର୍ମିତ ସିଂହକୁ ନେଇ ବିବାଦ ଦେଖାଦେଇଛି। ଅଶୋକ ସ୍ତମ୍ଭରେ ପୂର୍ବରୁ…
ପିଏମ୍ କେୟାର୍ସ ଫଣ୍ଡ ନେଇ ଏକ ପୃଷ୍ଠାର ସତ୍ୟପାଠ ଦାଖଲ, ତାଗିଦ୍ କଲେ ହାଇକୋର୍ଟ…
ନୂଆଦିଲ୍ଲୀ, ୧୨।୭ : ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ଭାରତର ସମ୍ବିଧାନର ଧାରା ୧୨ ଅନୁଯାୟୀ ପିଏମ୍ କେୟାର୍ସ ଫଣ୍ଡକୁ ଦ ଷ୍ଟେଟ୍ ଘୋଷଣା କରିବାକୁ ଏକ ଆବେଦନ ଉପରେ ଗୋଟିଏ ପୃଷ୍ଠାର ସତ୍ୟପାଠ ଦାଖଲ କରିବାକୁ ନେଇ କେନ୍ଦ୍ରକୁ ତାଗିଦ୍ କରିଛନ୍ତି।…
ରାଜ୍ୟ ସରକାରଙ୍କୁ ଭାଙ୍ଗି ଲୋକତନ୍ତ୍ର ଉପରେ ଆକ୍ରମଣ କରୁଛି ଭାଜପା, କହିଲେ ପଓ୍ବାର…
ମୁମ୍ବାଇ, ୧୨।୭ : ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି)ମୁଖ୍ୟ ଶରଦ ପୱାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବହୁ ରାଜ୍ୟ ସରକାରଙ୍କୁ ଅସ୍ଥିର କରିବା ପାଇଁ ଉଦ୍ୟମ କରାଯାଉଛି। ଲୋକମାନେ କ୍ଷମତାରେ ଥିବା ଲୋକମାନଙ୍କୁ ସେମାନଙ୍କ ଭଳି ବ୍ୟବହାର…
ଏମଭିଏରେ ଫାଟ !…
ମୁମ୍ବାଇ, ୧୨।୭ : ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ତଥା ଶିବସେନାର ବିଦ୍ରୋହୀ ବିଧାୟକ ଦଳର ସମର୍ଥିତ ନେତା ଏକନାଥ ଶିନ୍ଦେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ରାଷ୍ଟ୍ରପତି ନିର୍ବାଚନ ପାଇଁ ତାଙ୍କ ଦଳ ଏନଡିଏର ପ୍ରାର୍ଥୀ ଦ୍ରୌପଦୀ…
ମୌସୁମୀ ଅଧିବେଶନ ପୂର୍ବରୁ ଜୁଲାଇ ୧୭ରେ ସର୍ବଦଳୀୟ ବୈଠକ
ନୂଆଦିଲ୍ଲୀ,୧୨।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ କେନ୍ଦ୍ର ସରକାର ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଜୁଲାଇ ୧୭ରେ ସକାଳ ୧୧ଟାରେ ଏକ ସର୍ବଦଳୀୟ ବୈଠକ ବସିବ। ମଙ୍ଗଳବାର ଏନେଇ ସୂଚନା ମିଳିଛି। ସୂଚନାଯୋଗ୍ୟ, ସଂସଦର ମୌସୁମୀ ଅଧିବେଶନ ଜୁଲାଇ…
ରାଷ୍ଟ୍ରପତି ନିର୍ବାଚନରେ ଏନ୍ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବେ ଉଦ୍ଧବ
ମୁମ୍ବାଇ,୧୨।୭: ରାଷ୍ଟ୍ରପତି ନିର୍ବାଚନରେ ଏନ୍ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ଉଦ୍ଧବ ଠାକରେ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ଏନେଇ ଉଦ୍ଧବ ଠାକରେ ଘୋଷଣା କରିଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ଉଦ୍ଧବ ଶିବସେନା ପକ୍ଷରୁ ସମର୍ଥନର ଘୋଷଣା କରିଛନ୍ତି। ସେ କହିଛନ୍ତି, ଶିବସେନା…
Archives


