ଜାତୀୟ

ନିଷ୍ପତ୍ତି ପ୍ରତ୍ୟାହାର ପାଇଁ ପିଡିପି, କଂଗ୍ରେସର ବିକ୍ଷୋଭ

ଶ୍ରୀନଗର/ନୂଆଦିଲ୍ଲୀ,୬।୮: ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦକୁ ଶୁକ୍ରବାର ୩ ବର୍ଷ ପୂରିଛି। ଏହି ଧାରାରେ ଜମ୍ମୁ-କଶ୍ମୀର ଜନସାଧାରଣଙ୍କୁ ମିଳୁଥିବା ସ୍ବତନ୍ତ୍ର ସୁବିଧା ସୁଯୋଗକୁ କେନ୍ଦ୍ର ସରକାର ୨୦୧୯ ଅଗଷ୍ଟ ୫ରେ ହଟାଇଦେଇଥିଲେ। ଶୁକ୍ରବାର ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି(ପିଡିପି)…

କ୍ୟାବିନେଟ ସଚିବଙ୍କ କାର୍ଯ୍ୟକାଳ ବର୍ଷେ ବଢ଼ିଲା

ନୂଆଦିଲ୍ଲୀ,୬।୮: କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ କାର୍ଯ୍ୟକାଳ ଆଉ ବର୍ଷେ ବଢ଼ାଇବା ପ୍ରସ୍ତାବକୁ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି। ରାଜୀବଙ୍କ କାର୍ଯ୍ୟକାଳ ଚଳିତ ମାସରେ ଶେଷ ହେବାକୁ ଥିବାବେଳେ ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ଏହାକୁ ଆଉ ବର୍ଷେ ବଢ଼ାଇଥିବା କାର୍ମିକ…

ଇଡିରେ ହାଜର ହେବେ ସଞ୍ଜୟ ରାଉତଙ୍କ ପତ୍ନୀ, ସାମ୍ନା ସାମ୍ନି ହୋଇପାରେ ଜେରା

ମୁମ୍ବାଇ,୬ ।୮: ପାତ୍ର ଚଲ ଜମି ଦୁର୍ନୀତି ମାମଲାରେ ଶିବସେନା ଏମପି ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ଶନିବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହୋଇପାରନ୍ତି । ପୂର୍ବରୁ ସଞ୍ଜୟ ଇଡି ଜେରାର ସାମ୍ନା କରିଥିବା ବେଳେ ଶନିବାର ଉଭୟଙ୍କୁ ସାମ୍ନା ସାମ୍ନି…

ଦିଲ୍ଲୀ-ମିରଠ ଏକ୍ସପ୍ରେସୱେରେ ଦୁଇ ଚକିଆ, ତିନି ଚକିଆ ଯାନ ମନା

ନୂଆଦିଲ୍ଲୀ,୬ ।୮: ଦିଲ୍ଲୀ-ମିରଠ ଏକ୍ସପ୍ରେସୱେରେ ଯଦି ଦୁଇ ଚକିଆ ଅବା ତିନି ଚକିଆ ଯାନ ଭୁଲରେ କେହି ନେଇ ଯାଇଥିବେ ତେବେ ସେହି ଗାଡିକୁ ସିଜ କରିଦିଆଯିବ ବୋଲି କୁହାଯାଇଛି । ଏହାସହ ୨୦ ହଜାର ଟଙ୍କାର ଜରିମାନା ବି ଆଦାୟ…

ମରଣୋତ୍ତର ଭାବେ ‘କର୍ନାଟକ ରତ୍ନ’ରେ ସମ୍ମାନୀତ ହେବେ ଅଭିନେତା ପୁନିଥ ରାଜକୁମାର

ବେଙ୍ଗାଲୁରୁ,୬ ।୮: କନ୍ନଡ ଅଭିନେତା ପୁନିଥ ରାଜକୁମାର ଆମ ଗହଣରେ ନାହନ୍ତି ସତ, ହେଲେ ତାଙ୍କ ଫିଲ୍ମ ମାଧ୍ୟମରେ ସେ ଦର୍ଶକଙ୍କ ମନରେ ଅଭୁଲା ହୋଇ ରହିଛନ୍ତି । ଏବେ ଅଭିନେତାଙ୍କ ପ୍ରଶଂସକଙ୍କ ପାଇଁ ଆସିଛି ଖୁସି ଖବର । କର୍ନାଟକ…

ଆଜି ଉପରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ,୬ା୮: ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ତାହା ଶନିବାର ସ୍ଥିର ହେବ। ଦେଶର ଦ୍ୱିତୀୟ ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପାଇଁ ହେବାକୁ ଥିବା ନିର୍ବାଚନରେ ଦୁଇଜଣ ପୂର୍ବତନ ରାଜ୍ୟପାଳ ପରସ୍ପର ସହ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ…

ମାସିକ କିସ୍ତି ପୁଣି ମହଙ୍ଗା

ମୁମ୍ବାଇ,୬।୮: ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣରେ ରଖିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଶୁକ୍ରବାର ରେପୋ ରେଟ୍‌ ପୁଣି ୫୦ ବେସିସ୍‌ ପଏଣ୍ଟ ବୃଦ୍ଧି କରିବା ଫଳରେ ଏହା ୫.୪୦ ପ୍ରତିଶତରେ ପହଞ୍ଚତ୍ଛି। ରେପୋ ରେଟ୍‌ ହେଉଛି ଏକ ହାର ଯେଉଁଥିରେ କେନ୍ଦ୍ରୀୟ…

ପଞ୍ଜାବ ରାଜ୍ୟପାଳ କରୋନା ପଜିଟିଭ, ୨ ଘଣ୍ଟା ପର୍ଯ୍ୟନ୍ତ ରହିଥିଲେ ଶହ ଶହ ପିଲାଙ୍କ ଗହଣରେ

ଚଣ୍ଡିଗଡ଼,୬ ।୮: ପଞ୍ଜାବର ରାଜ୍ୟପାଳ ତଥା ୟୁଟିର ପ୍ରଶାସକ ବନୱାରିଲାଲ ପୁରୋହିତ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସାଢେ ୪ଟାରେ ଆସିଥିବା ଯାଞ୍ଚ ରିପୋର୍ଟରେ ସେ କରୋନା ପଜିଟିଭ ଥିବା ଜଣାପଡିଥିଲା । ପୁରୋହିତ ଶୁକ୍ରବାର ସକାଳ…

କଂଗ୍ରେସର କଳା ପୋଷାକ ପିନ୍ଧି ବିକ୍ଷୋଭକୁ ଭିନ୍ନ ରୂପ ଦେଲେ ଶାହା, ରାମ ମନ୍ଦିର ସହ ଯୋଡ଼ିଲେ

ନୂଆଦିଲ୍ଲୀ,୫।୮: କଂଗ୍ରେସ ପକ୍ଷରୁ ଦରଦାମ ବୃଦ୍ଧି ଏବଂ ବେକାରୀ ସମସ୍ୟାକୁ ନେଇ କରାଯାଇଥିବା ବିକ୍ଷୋଭକୁ ନେଇ ବଡ଼ ବୟାନ ଦେଇଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଅଗଷ୍ଟ ୫ ତାରିଖରେ ଅଯୋଧ୍ୟା ରାମ ମନ୍ଦିରର ଶିଳାନ୍ୟାସ କରାଯାଇଥିଲା। ଏଣୁ ଆଜିର…

ସରକାରୀ ସ୍କୁଲର ଶ୍ରେଣୀଗୃହକୁ ୧୫ ହଜାରରେ ବିକିଦେଲେ ଶିକ୍ଷକ

ମୋରଦାବାଦ,୫।୮: ଉତ୍ତରପ୍ରଦେଶ ମୋରାଦାବାଦର କୁଣ୍ଡାର୍କି ବିକାଶ ବ୍ଲକ ଅଞ୍ଚଳର ପିଟପୁର ନାୟାକୋଡା ଗାଁର ପ୍ରାଥମିକ ବିଦ୍ୟାଳୟର ଏକ କୋଠରୀକୁ ଜଣେ ଶିକ୍ଷକ ବିକ୍ରି କରିଦେଇଛନ୍ତି। ଶିକ୍ଷକ ମୁଜାହିଦ୍‌ ହୁସୈନ ୩୦ ହଜାରରେ ଶ୍ରେଣୀଗୃହକୁ ବିକ୍ରି କରିଥିବା କିଛି ଲୋକ କହୁଥିବା ବେଳେ…

ମୋଦିଙ୍କୁ ଭେଟିଲେ ମମତା

ନୂଆଦିଲ୍ଲୀ,୫।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ଚାରିଦିନିଆ ଦିଲ୍ଲୀ ଗସ୍ତରେ। ଗୁରୁବାର ସେ ଏଠାରେ ପହଞ୍ଚିବା ପରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ସେ ତାଙ୍କୁ ବାକି ରହିଥିବା ଜିଏସ୍‌ଟି ବାବଦ ଅର୍ଥ ଦେବାକୁ ଅନୁରୋଧ କରିବା ସହ…

ଅଗଷ୍ଟ ୧୮ ଯାଏ ଜେଲରେ ରହିବେ ପାର୍ଥ-ଅର୍ପିତା

କୋଲକାତା,୫।୮: ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏବଂ ଅଭିନେତ୍ରୀ ଅର୍ପିତା ମୁଖାର୍ଜୀଙ୍କୁ ଅଗଷ୍ଟ ୧୮ ଯାଏ ଅର୍ଥାତ ଆସନ୍ତା ୧୪ ଦିନ ଯାଏ ଜେଲରେ ରହିବେ। ଉଭୟଙ୍କୁ ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଘଟଣାରେ ଇଡି ଗିରଫ କରି ଜେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?